ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା
ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ ହୋଇପଡିଛି । ଏନେଇ…
ଏସ୍ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ ଏହାର ଚାଳକ ଓ କର୍ମଚାରୀଙ୍କ ମନମାନି ଦିନକୁ ଦିନ ବଢିବାରେ ଲାଗିଛି ।…
ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ
ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ ଶତାଧିକ କଂଗ୍ରେସ ଦଳର କର୍ମୀ ଭେଟି ସ୍ୱାଗତ କରିଥିଲେ । ସେ କଂଗ୍ରେସ…
ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା
ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି ମଧ୍ୟରେ, ପାଣିପାଗ ବିଭାଗ ଆଜି ଏବଂ ଆସନ୍ତାକାଲି, ଫେବୃଆରୀ ୧୭ ଏବଂ ୧୮…
ଚାଷୀ, ମହିଳା, ଶିଶୁ ଏବଂ ଓଡ଼ିଆ ଅସ୍ମିତା ପାଇଁ ଜୋରଦାର ଲଢ଼ାଯିବ: ନବୀନ
ଭୁବନେଶ୍ୱର,୧୭।୨(ସୁନିତ୍ ମିଶ୍ର): ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଚାଲିବ। ରାଜ୍ୟ ସରକାର ଏହି ଅଧିବେଶନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ ବଜେଟ ଆଗତ କରିବେ। ଏହି ଦୃଷ୍ଟିରୁ ଦେଖିଲେ ଶାସକ ଦଳ ପାଇଁ ଏହି…
ତିନି ଦିନିଆ ଗସ୍ତରେ ଭାରତ ପହଞ୍ଚିଲେ ଫ୍ରାନ୍ସ ରାଷ୍ଟ୍ରପତି; ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମାକ୍ରନ କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ନୂଆଦିଲ୍ଲୀ,୧୭।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି (ଫେବୃଆରୀ ୧୭) ଅର୍ଥାତ୍ ମଙ୍ଗଳବାର ସକାଳେ ତିନି ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ଦାୟିତ୍ୱ ଗ୍ରହଣ କରିବା ପରେ ଏହା ତାଙ୍କର ଚତୁର୍ଥ ଗସ୍ତ। ଏହି ଗସ୍ତର ପ୍ରାଥମିକ ଉଦ୍ଦେଶ୍ୟ ହେଉଛି…
ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!
ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ ଆସି ଛଡେଇ ନେଇଥିବା ନେଇ ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁସାରେ,…
ଏଇ ଭାରତରେ
ପକ୍ଷୀ ଜୀବନ ଏବେ ସଙ୍କଟରେ। ଜଳବାୟୁ ପରିବର୍ତ୍ତନ,ସହରୀକରଣରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ବଂଶବୃଦ୍ଧି ନ ହୋଇ ବହୁ ପ୍ରଜାତିର ପକ୍ଷୀ ଏବେ ବିଲୁପ୍ତିର ଦ୍ୱାରଦେଶରେ। ଏଭଳି ଏକ ସଙ୍କଟଜନକ ସ୍ଥିତିକୁ ଭଲ ଭାବେ ଉପଲବ୍ଧିକରି ଆସାମ ଗୋଲଘାଟ ଜିଲାର…
ପରୀକ୍ଷା ପାଇଁ ପ୍ରସ୍ତୁତି
ଚଳିତ ବର୍ଷ ଫେବୃଆରୀଠାରୁ ଆମ ରାଜ୍ୟରେ ବିଭିନ୍ନ ପରୀକ୍ଷା ଆରମ୍ଭ ହେଉଛି। ଏଥି ନିମନ୍ତେ ପ୍ରତ୍ୟେକ ପରୀକ୍ଷାର୍ଥୀ ଜୋର୍ସୋରରେ ପ୍ରସ୍ତୁତି ଚଳାଇଛନ୍ତି। ପରୀକ୍ଷାର୍ଥୀମାନେ ପରୀକ୍ଷା ପାଇଁ ଯେତିକି ବ୍ୟସ୍ତ ସେମାନଙ୍କର ଅଭିଭାବକ ମଧ୍ୟ ସେତିକି ବ୍ୟସ୍ତ ଓ ଚିନ୍ତିତ। କାରଣ ପରୀକ୍ଷାର…
ଆଜିଠୁ ବିଧାନସଭା ବଜେଟ ଅଧିବେଶନ, ୨୦୨୬-୨୭ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭।୨(ସୁନିତ୍ ମିଶ୍ର): ୧୭ଦଶ ବିଧାନସଭାର ଷଷ୍ଠ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ ଆଗତ କରିବେ। ବିଧାନସଭାର ପ୍ରଥମ ଦିନ ରାଜ୍ୟପାଳ ହରିବାବୁ କମ୍ଭମପାଟି ତାଙ୍କ ଅଭିଭାଷଣ…
ଗାଈ ସଂଗ୍ରହାଳୟ
ଉତ୍ତର ପ୍ରଦେଶର ଏକ ସରକାରୀ ସଂସ୍ଥା ‘ଉତ୍ତର ପ୍ରଦେଶ ବ୍ରଜ ତୀର୍ଥ ବିକାଶ ପରିଷଦ’ ମଥୁରାଠାରେ ଭାରତର ପ୍ରଥମ ‘କାଓ କଲ୍ଚର ମ୍ୟୁଜିୟମ୍’ ବା ଗାଈ ସଂସ୍କୃତି ସଂଗ୍ରହାଳୟ ପ୍ରତିଷ୍ଠା କରିବ ବୋଲି ନିକଟରେ ଘୋଷଣା କରିଛି। ଏହା ଗାଈମାନଙ୍କ ଧର୍ମୀୟ,…
‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’
ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍ ବୁଲିବା ସହ ପ୍ରଦର୍ଶନୀରେ ଭାଗ ନେଇଥିବା କମ୍ପାନୀଗୁଡ଼ିକ ସହ କଥା ହୋଇଛନ୍ତି। ଷ୍ଟାର୍ଟଅପ୍ଗୁଡ଼ିକ ସହିତ…
Archives


