Home

ଜୁଆଆଡ୍ଡାରେ ଚଢ଼ାଉ: ନଗଦ ୨୬୬୮୦ ଟଙ୍କା ଜବତ,୯ ଜଣଙ୍କୁ ବାନ୍ଧିଲା ପୋଲିସ

ଦେବଗଡ଼,୨୪ା୨(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ମସିନ୍ତା ଡୁଙ୍ଗରୀ ପାହାଡ଼ରେ କୁକୁଡା ଲଢ଼େଇ ଏବଂ ଜୁଆଆଡ୍ଡା ଚାଲିଥିବା ସୂଚନା ପାଇ ବାରକୋଟ ଥାନା ପୋଲିସ ଚଢ଼ାଉ କରିଥିଲା। ଏହି ସମୟରେ ଘଟଣାସ୍ଥଳରୁ ୧୧ଟି ବାଇକ୍‌, ୨ କୁକୁଡା ଏବଂ ନଗଦ ୨୬୬୮୦…

ମାର୍ଚ୍ଚ ଆରମ୍ଭରେ ଅସହ୍ୟ ହେବ ଗରମ, ବଢୁଛି ତାପମାତ୍ରା, ଜାଣନ୍ତୁ କେଉଁଠି ହେବ ବର୍ଷା

ନୂଆଦିଲ୍ଲୀ,୨୪।୨: ଫେବୃଆରୀ ଶେଷ ସପ୍ତାହରୁ ବସନ୍ତ ପବନ ବହିବା ଆରମ୍ଭ କରିଛି। ସକାଳେ ଏବଂ ସାରେ ସାମାନ୍ୟ ଥଣ୍ଡା ଅନୁଭୂତ ହେଉଥିବା ବେଳେ ଅପରାହ୍ନରେ ତାପମାତ୍ରା ବୃଦ୍ଧି ପାଇବା ସହିତ ଗରମ ଅନୁଭୂତ ହେଉଛି। ମାର୍ଚ୍ଚ ଆରମ୍ଭରୁ ପାଗରେ ପରିବର୍ତ୍ତନ ଦେଖିବାକୁ…

ଚା’ ପିଉଥିଲେ ସାବଧାନ! ଦେଖାଦେବ ଏସବୁ ସମସ୍ୟା…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଅଧିକ ସମୟ ଚା’ ପିଉଛନ୍ତି ତେବେ ଏପରି ଅଭ୍ୟାସଠାରୁ ନିଜକୁ ଯଥାସମ୍ଭବ ଦୂରେଇ ରଖନ୍ତୁ। ଏଭଳିି ମତବ୍ୟକ୍ତ କରିଛନ୍ତି ୱାଶିଂଟନ୍‌ ୟୁନିଭର୍ସିଟିର ବିଶେଷଜ୍ଞମାନେ।…

ପାକିସ୍ତାନ ଖେଳାଳିଙ୍କ ଜୋତା ଫିତା ବାନ୍ଧି ଦେଲେ ବିରାଟ କୋହଲି, ଆସିଲା ଏମିତି ରିଆକ୍ସନ

ଦୁବାଇ,୨୪।୨: ପାକିସ୍ତାନ ବିପକ୍ଷ ଚାମ୍ପିଅନ୍ସ ଟ୍ରଫିରେ ବିରାଟ କୋହଲିଙ୍କ ବ୍ୟାଟ ଚମକିଥିଲା। ସେ ୧୧୧ ବଲରେ ଏକ ଶତକୀୟ ଇନିଂସ ଖେଳିଥିଲେ। ଦୀର୍ଘ ସମୟ ଧରି ଫର୍ମରେ ନ ଥିବା କୋହଲିଙ୍କ ଏହି ଇନିଂସ ତାଙ୍କୁ ଟୁର୍ଣ୍ଣାମେଣ୍ଟରେ ମାନସିକ ଭାବରେ ଆହୁରି…

ଏଇ ଭାରତରେ

କେଶ କାଟିବାକୁ ହେଲେ ସେଲୁନ୍‌ ଯିବାକୁ ପଡ଼େ। ହେଲେ ସେଲୁନ୍‌ କେବେ ଲୋକଙ୍କ ପାଖକୁ ଆସିବା ଦେଖିଛନ୍ତି! ଅଜବ କଥା ଭଳି ଲାଗୁଥିଲେ ବି ଏମିତି ଏକ ଦୃଶ୍ୟ ଏବେ ଦେଖିବାକୁ ମିଳୁଛି ଉତ୍ତରପ୍ରଦେଶ ବାରାଣସୀରେ। ଏଠାରେ ଜଣେ ବ୍ୟକ୍ତି ସାଇକେଲରେ…

ସିଂହଳୀ ନାତ

ଭାରତର ଦକ୍ଷିଣପୂର୍ବ (ପ୍ରମୁଖତଃ ତାମିଲନାଡୁ) ସମୁଦ୍ର ତଟ ଏବଂ ଶ୍ରୀଲଙ୍କାର ଉତ୍ତରାର୍ଦ୍ଧ ମଧ୍ୟରେ ଏମିତି ଏକ ସ୍ଥାନ ରହିଛି, ଯାହାକୁ ଇଂଲିଶରେ ପାକ୍‌ ଷ୍ଟ୍ରେଟ୍‌ କୁହାଯାଉଛି। ଏହାର ଓଡ଼ିଆରେ ଅର୍ଥ ହେବ ‘ପାକ ଜଳସଂଯୋଗୀ’। ଅର୍ଥାତ୍‌ ଏକ ସ୍ବଳ୍ପ ଗଭୀରତାପୂର୍ଣ୍ଣ ଜଳଡମ୍ବରୁ,…

ଆକାଂକ୍ଷୀ ଅଞ୍ଚଳ ବିକାଶ ପରିଷଦ

ଆଞ୍ଚଳିକ ବୈଷମ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୯୯୮ ମସିହାରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଗଠନ କରିଥିଲେ। ନୂଆ ସରକାର ଉତ୍ତର ଓଡ଼ିଶା ବିକାଶ ପରିଷଦ ଏବଂ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଏକ ଉଚ୍ଚସ୍ତରୀୟ କାର୍ଯ୍ୟବାହିନୀ…

ମହାଜାଗତିକ ରଶ୍ମିର ଆବିଷ୍କାର

କିନ୍ତୁ ତାଙ୍କର ଏହି ସନ୍ଦେହ ଅମୂଳକ ବୋଲି ପ୍ରମାଣ ହେଲା, କାରଣ ଲୁହା ଏଥିରୁ ମୁକ୍ତ ଥିଲା। ଏହି ପୃଷ୍ଠଭୂମିରେ ସେ ୧୯୧୦ରେ ଏକ ସିଦ୍ଧାନ୍ତରେ ଉପନୀତ ହେଲେ ଯେ, ପୃଥିବୀର ତେଜଷ୍କ୍ରିୟ ବସ୍ତୁ (କୃତ୍ରିମ ହେଉ ଅବା ପ୍ରାକୃତିକ) ବାୟୁ…

୩ ବର୍ଷିଆ ଯୁଦ୍ଧ

ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୨୪ ଫେବୃଆରୀରେ ୩ ବର୍ଷ ପୂରିଲା। ୨୦୨୨ ଏହି ଦିନରେ ରୁଷିଆ ପ୍ରଥମେ ୟୁକ୍ରେନ୍‌ ଉପରେ ଆକ୍ରମଣ କରିଥିଲା। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ସାଧାରଣରେ ଘୋଷଣା କରିଥିଲେ ଯେ, ୟୁକ୍ରେନ୍‌ ସହ ଯୁଦ୍ଧ ୭ ଦିନରେ ସରିଯିବ…

ଜିଲାରେ କୃଷିଭିତ୍ତିକ ଶିଳ୍ପର ବିକାଶ ବାଟବଣା

ଭବାନୀପାଟଣା,୨୪ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକର ଗୌଡ଼ସର୍ଗିଗୁଡା ଓ ଭବାନୀପାଟଣା ସରକାରୀ ଆଇଟିଆଇ ନିକଟରେ ଘରୋଇ ଉଦ୍ୟମରେ ୨ଟି ଚିନିକଳ ପ୍ରତିଷ୍ଠା ହୋଇଥିଲା। ଭବାନୀପାଟଣା ଚିନିକଳ ୧୯୭୭ରୁ ବନ୍ଦ ହୋଇଥିବା ବେଳେ ସର୍ଗିଗୁଡା ଚିନିକଳ ୨୪ବର୍ଷ ହେଲା ବନ୍ଦ…

ସବୁ ଦୁର୍ନୀତି ମାମଲାର ପ୍ରାଥମିକ ତଦନ୍ତ ଜରୁରୀ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୨(ପିଟି): ଦୁର୍ନୀତି ନିବାରଣ ଆଇନ ବଳରେ ରୁଜୁ ହେଉଥିବା ସବୁ ମାମଲାରେ ପ୍ରାଥମିକ ତଦନ୍ତ ବାଧ୍ୟତାମୂଳକ ନୁହେଁ। ଏପରି କି ପ୍ରାଥମିକ ତଦନ୍ତ ଅଭିଯୁକ୍ତଙ୍କ ନ୍ୟସ୍ତ ଅଧିକାର ବୋଲି ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି। ୨୦୨୪ ମାର୍ଚ୍ଚରେ କର୍ନାଟକ ହାଇକୋର୍ଟ ଜଣେ…

ତେଜସ୍କ୍ରିୟ ଆବର୍ଜନା

ଶକ୍ତି ଅପରିହାର୍ଯ୍ୟ। କାମ କରିବା ସକାଶେ ଆମକୁ ଶକ୍ତି ଦରକାର। କଳକାରଖାନା ଓ ଗାଡ଼ିମୋଟର ଚାଲିବା ପାଇଁ ଶକ୍ତି ଦରକାର। ଖାଦ୍ୟ ଖାଇଲେ ଆମ ଶରୀରକୁ ଶକ୍ତି ମିଳେ। କିନ୍ତୁ ଗାଡ଼ିମୋଟର ଓ କଳକାରଖାନା ଚାଲିବା ପାଇଁ କୋଇଲା, ଇନ୍ଧନଗ୍ୟାସ୍‌, ପେଟ୍ରୋଲ୍‌,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri