Home

ସୂଚନା ଅଧିକାର ଆଇନ ଉପରେ ଆକ୍ରମଣ

ଗତ କିଛିଦିନ ତଳେ ୟୁଟ୍ୟୁବ୍‌ରେ ଏକ ଭିଡିଓ ଭାଇରାଲ ହୋଇଥିଲା। ଏଥିରେ ସୁପ୍ରିମ୍‌କୋର୍ଟର ଜଣେ ବିଚାରପତି ମାମଲା ଶୁଣାଣି ସମୟରେ ଜଣେ ଆଡଭୋକେଟ୍‌ଙ୍କୁ ସେ କାହିଁକି ମ୍ୟୁନିସିପାଲିଟିକୁ ଉକ୍ତ ସଂସ୍ଥାର ବଜେଟ, କର୍ମଚାରୀ ନିଯୁକ୍ତି ସମ୍ପର୍କିତ ତଥ୍ୟ ମାଗିଥିଲେ ଓ ଏହିସବୁ…

ରତ୍ନାକର ପଟ୍ଟନାୟକ ଏଲ୍‌ଆଇସିର ନୂଆ ପରିଚାଳନା ନିର୍ଦ୍ଦେଶକ

ଜୟପୁର,୨୪ା୨(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରର ରତ୍ନାକର ପଟ୍ଟନାୟକ ଭାରତର ପ୍ରମୁଖ ରଷ୍ଟ୍ରାୟତ୍ତ ଉଦ୍ୟୋଗ ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି)ର ନୂଆ ପରିଚାଳନା ନିର୍ଦ୍ଦେଶକ ଭାବେ ନିକଟରେ ମନୋନୀତ ହୋଇଛନ୍ତି। ଚଳିତ ବର୍ଷ ଜୁନ୍‌ ପହିଲାରୁ ସେ ଏଲ୍‌ଆଇସି ଶୀର୍ଷ ପରିଚାଳନା…

ଆଉ ୨ଦିନ ବର୍ଷା, ଘଡ଼ଘଡ଼ି: ଏସବୁ ଜିଲାକୁ ସତର୍କ ସୂଚନା…

ଭୁବନେଶ୍ୱର,୨୪।୨(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ହେଲା ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ପବନ ହେଉଛି। ତେବେ ଆସନ୍ତା ୨ଦିନ ମଧ୍ୟ ବିଭିନ୍ନ ଜିଲାରେ ବର୍ଷା ସମ୍ଭାବନା ରହିଥିବାବେଳେ ଘଡ଼ଘଡ଼ି ଓ ବିଜୁଳି ପାଇଁ ଆଞ୍ଚଳିକ ପାଣିପାଗ…

ସଜ୍ଜନଙ୍କୁ ବିଜ୍‌ନେସ୍‌ ଲିଡର ଅଫ୍‌ ଦି ଡିକେଡ୍‌ ଆଓ୍ବାର୍ଡ

ନୂଆଦିଲ୍ଲୀ,୨୪।୨: ଜେଏସ୍‌ଡବ୍ଲ୍ୟୁ ଗ୍ରୁପର ଅଧ୍ୟକ୍ଷ ସଜ୍ଜନ ଜିନ୍ଦଲଙ୍କୁ ନିକଟରେ ଆଉ ଏକ ଜାତୀୟସ୍ତର ପୁରସ୍କାର ‘ବିଜ୍‌ନେସ୍‌ ଲିଡର ଅଫ୍‌ ଦି ଡିକେଡ୍‌ ଆଓ୍ବାର୍ଡ’ ସମ୍ମାନରେ ସମ୍ମାନିତ କରାଯାଇଛି। ଏପରିକି ଜେଏସ୍‌ଡବ୍ଲ୍ୟୁ ଗ୍ରୁପକୁ ସଜ୍ଜନ ଏକ ବିଶ୍ୱସ୍ତରୀୟ ସଙ୍ଗଠନରେ ପରିଣତ କରିବା ସହିତ…

ବେଦାନ୍ତ ଆଲୁମିନିୟମର ମେଗା ସଡ଼କ ସୁରକ୍ଷା ସଚେତନତା

ଭୁବନେଶ୍ୱର,୨୪।୨ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମର ମେଗା ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଏବଂ କମ୍ପାନୀର ବହୁ ପ୍ରତୀକ୍ଷିତ ଅଭିଯାନ ‘ସୁରକ୍ଷା ସାରଥି’ର ତୃତୀୟ ସଂସ୍କରଣ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ବେଦାନ୍ତ…

ଉତ୍ତର-ପୂର୍ବ ଭାରତରେ କାମ୍ପା ପୋର୍ଟଫୋଲିଓର ବିସ୍ତାର

ମୁମ୍ବାଇ,୨୪।୨: ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟସ ଲିମିଟେଡ (ଆର୍‌ସିପିଏଲ୍‌)ର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ତଥା ନୂତନ କାମ୍ପା ଏବଂ ପାନୀୟଜଳ ବଟଲିଂ ପ୍ଲାଣ୍ଟ ଆସାମର ଗୁଆହାଟୀଠାରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଉତ୍ତର-ପୂର୍ବ ଭାରତରେ କାମ୍ପାର ପୋର୍ଟଫୋଲିଓର ଉପସ୍ଥିତିକୁ ବ୍ରାଣ୍ଡ୍‌ ସୁଦୃଢ଼ କରିଛି। ସେହିଭଳି ଆସାମର…

ଯନ୍ତ୍ରଣା ଉପଶମ ଔଷଧ ଉତ୍ପାଦନ, ରପ୍ତାନି ବନ୍ଦ ପାଇଁ ଡିସିଜିଆଇ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୪।୨(ପି.ଟି.): ପଶ୍ଚିମ ଆଫ୍ରିକୀୟ ଦେଶଗୁଡ଼ିକୁ ରପ୍ତାନି ହେଉଥିବା ଯନ୍ତ୍ରଣା ଉପଶମକାରୀ ଔଷଧରେ ଅଣଅନୁମୋଦିତ କମ୍ବିିନେଶନ (ମିଶ୍ରଣ) ଯୋଗୁ ସେଠାରେ ଓପିଓଇଡ୍‌ ସଙ୍କଟ ବଢ଼ାଉଥିବା ଖବର ପ୍ରକାଶ ପାଇଥିଲା। ଫଳରେ ଟାପେଣ୍ଟାଡୋଲ୍‌ ଏବଂ କାରିସୋପ୍ରୋଡୋଲ୍‌ ଔଷଧର ସମସ୍ତ କମ୍ବିନେଶନର ଉତ୍ପାଦନ ଓ ରପ୍ତାନିକୁ ଭାରତର…

୭ ପ୍ରକଳ୍ପରେ ୭୫୦ ନିୟୁତ ଡଲାର ବିନିଯୋଗ ହୋଇଛି

ନୂଆଦିଲ୍ଲୀ,୨୪।୨: ୟୁଏସ୍‌ଏଆଇଡି (ୟୁନାଇଟେଡ୍‌ ଷ୍ଟେଟ୍‌ସ ଏଜେନ୍ସି ଫର୍‌ ଇଣ୍ଟରନ୍ୟାଶନାଲ ଡେଭଲପମେଣ୍ଟ) ପାଣ୍ଠିକୁ ନେଇ ରାଜନୈତିକ ବିବାଦ ଜୋର୍‌ ଧରିଛି। ଏହି ପାଣ୍ଠି ଭାରତର ନିର୍ବାଚନକୁ ପ୍ରଭାବିତ କରିବା ପାଇଁ ବ୍ୟୟ ହେଉଥିଲା ବୋଲି ଅଭିଯୋଗ ଉଠିଛି। ତେବେ ମତଦାନ ହାର ବଢ଼ାଇବାକୁ ୟୁଏସ୍‌ଏଆଇଡି…

୪ର୍ଥ ପର୍ଯ୍ୟାୟରେ ୧୨ ବେଆଇନ ପ୍ରବାସୀ ଫେରିଲେ

ନୂଆଦିଲ୍ଲୀ,୨୪।୨: ଆମେରିକାରୁ ୪ର୍ଥ ପର୍ଯ୍ୟାୟରେ ବହିଷ୍କୃତ ହୋଇଥିବା ୧୨ ଜଣ ବେଆଇନ ପ୍ରବାସୀ ଭାରତୀୟ ରବିବାର ନୂଆଦିଲ୍ଲୀରେ ପହଞ୍ଚତ୍ଛନ୍ତି। ସେମାନେ ପାନାମା ଦେଇ ଭାରତ ଆସିଛନ୍ତି। ପୂର୍ବରୁ ୩ ପର୍ଯ୍ୟାୟରେ ଆମେରିକାରୁ ସିଧାସଳଖ ୩୩୫ ଜଣ ବେଆଇନ ପ୍ରବାସୀ ଭାରତ ଫେରିଥିଲେ। ଆମେରିକା…

୨୬୭ ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

କିଭ୍‌/ମସ୍କୋ(ରଏଟର୍ସ/ ଏଜେନ୍ସି),୨୪ା୨: ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ରବିବାର ଏକ୍ସ’ରେ କହିଛନ୍ତି, ରୁଷିଆ ରାତିଅଧିଆ ୨୦୦ରୁ ଊର୍ଦ୍ଧ୍ୱ ଡ୍ରୋନ୍‌ ଆକ୍ରମଣ କରିଛି। ପ୍ରତିଦିନ ୟୁକ୍ରେନୀୟ ନାଗରିକ ‘ଆକାଶମାର୍ଗରୁ ଆତଙ୍କ’କୁ ସାମ୍ନା କରୁଛନ୍ତି। ଯୁଦ୍ଧର ତୃତୀୟ ବାର୍ଷିକୀ ଅବ୍ୟବହିତ ପୂର୍ବରୁ ୟୁକ୍ରେନ୍‌ ବିରୋଧରେ ରୁଷିଆ…

ICC Champions Trophy : ଦୁବାଇରେ ପାକିସ୍ତାନକୁ ହରାଇଲା ଭାରତ

ଦୁବାଇ, ୨୩।୨: ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଭାରତ ଦମ୍‌ଦାର ପ୍ରଦର୍ଶନ କରିଛି। ବିରାଟ କୋହଲିଙ୍କ ଚମତ୍କାର ଅପରାଜିତ ଶତକ ବଳରେ ଭାରତ ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ରବିବାର ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୬ ଉଇକେଟରେ ପରାସ୍ତ କରିଛି। ୨ଟି ମ୍ୟାଚରୁ…

USAID Controversy: ଆମେରିକାରୁ ମିଳିଛି ୭୫୦ ମିଲିୟନ ଡଲାର ପାଣ୍ଠି, ମାନିଲେ ଭାରତ ସରକାର, ଦେଶରେ ଚହଳ

ନୂଆଦିଲ୍ଲୀ,୨୩।୨: ଆମେରିକୀୟ USAID ପାଣ୍ଠିକୁ ନେଇ ଭାରତରେ ରାଜନୀତି ସରଗରମ ରହିଛି। ଏନେଇ ଅର୍ଥ ମନ୍ତ୍ରଣାଳୟ ଦ୍ୱାରା ଏକ ରିପୋର୍ଟ ଜାରି ହୋଇଛି। ରିପୋର୍ଟରୁ ଜଣାପଡିଛି ଯେ USAID 2023-24 ରେ 750 ମିଲିୟନ ଆମେରିକୀୟ ଡଲାର ପାଣ୍ଠି ମିଳିଛି। ୭ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri