ହୋଇଯାନ୍ତୁ ସାବଧାନ: ହ୍ବାଟ୍ସଆପ୍ରେ ସର୍ବାଧିକ ଠକେଇ
ନୂଆଦିଲ୍ଲୀ, ୨।୧:ସାଇବର ଅପରାଧୀମାନଙ୍କ ପାଇଁ ହ୍ବାଟ୍ସଆପ୍ ସବୁଠୁ ଅଧିକ ପସନ୍ଦଯୋଗ୍ୟ ପ୍ଲାଟଫର୍ମ ହୋଇଥିବା ନେଇ ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ୨୦୨୩-୨୪ର ବାର୍ଷିକ ରିପୋର୍ଟରୁ ଜଣାପଡ଼ିଛି। ଉକ୍ତ ରିପୋର୍ଟ ଅନୁଯାୟୀ, ହ୍ବାଟ୍ସଆପ୍ ପରେ ଯଥାକ୍ରମେ ଟେଲିଗ୍ରାମ ଏବଂ ଇନ୍ଷ୍ଟାଗ୍ରାମ ହେଉଛି…
ପୁଣି ବିବାଦରେ ଦିଲଜିତ୍ ଦୋସାଞ୍ଜ
ଲୁଧିଆନା, ୨।୧:ଲୋକପ୍ରିୟ ଗାୟକ ଏବଂ ଅଭିନେତା ଦିଲଜିତ୍ ଦୋସାଞ୍ଜ ପୁଣି ବିବାଦରେ ଫସିଛନ୍ତି। ଜିରୋନାଇଟ ଉପଲକ୍ଷେ ମଙ୍ଗଳବାର ରାତିରେ ପଞ୍ଜାବ ଏଗ୍ରିକଲ୍ଚର ୟୁନିଭର୍ସିଟିରେ ହେଉଥିବା ଲୁଧିଆନା କନ୍ସର୍ଟରେ ଦୋସାଞ୍ଜ ଗାଇଥିବା କେତେକ ଗୀତରେ ଆପତ୍ତି ଦର୍ଶାଇ ଚଣ୍ଡିଗଡ଼ର ଜଣେ ଆସିଷ୍ଟାଣ୍ଟ ପ୍ରଫେସର…
ସ୍ତ୍ରୀଙ୍କ ନିର୍ଯାତନାରୁ ଆତ୍ମହତ୍ୟା କଲେ ସଫ୍ଟଓ୍ବେର ଇଞ୍ଜିନିୟର
ନୂଆଦିଲ୍ଲୀ,୨ା୧:ସ୍ତ୍ରୀ ଓ ଶ୍ୱଶୁର ଘର ନିର୍ଯାତନା ସହି ନ ପାରି ବେଙ୍ଗାଲୁରୁରେ ୩୪ ବର୍ଷୀୟ ସଫ୍ଟଓ୍ବେର ଇଞ୍ଜିନିୟର ଅତୁଲ ସୁଭାଷ ଆତ୍ମହତ୍ୟା କରିବା ଘଟଣା ଲୋକଙ୍କ ମନରୁ ଲିଭି ନ ଥିବାବେଳେ ଦିଲ୍ଲୀରେ ମଙ୍ଗଳବାର ରାତିରେ ଏକ ଅନୁରୂପ ଘଟଣା ଘଟିଛି।…
୨୩ ବର୍ଷର ଲଢ଼େଇ ପରେ ମିଳିଲା ଦାଉଦଙ୍କ ଦୋକାନର ମାଲିକାନା
ମୁମ୍ବାଇ, ୨।୧:ଦୀର୍ଘ ୨୩ ବର୍ଷର ଲଢ଼େଇ ପରେ ଉତ୍ତରପ୍ରଦେଶର ଫିରୋଜାବାଦ ନିବାସୀ ହେମନ୍ତ ଜୈନ(୭୦)ଙ୍କୁ ମୁମ୍ବାଇର ନାଗପଡ଼ା ଥାନା ଜାୟରାଜଭାଇ ଷ୍ଟ୍ରିଟ୍ସ୍ଥିତ ୧୪୪ ବର୍ଗ ଫୁଟ ବିଶିଷ୍ଟ ଗ୍ୟାଙ୍ଗଷ୍ଟର ଦାଉଦ ଇବ୍ରାହିମଙ୍କ ଏକ ଦୋକାନର ମାଲିକାନା ଅଧିକାର ମିଳିଛି। ଜାୟରାଜଭାଇ ଷ୍ଟ୍ରିଟ୍ରେ…
ଜଙ୍ଗଲ ନ କାଟିବାକୁ କମ୍ପାନୀ ଅଧିକାରୀଙ୍କ ଗୋଡ଼ ଧରିଲେ ଦିଲୀପ
ଛେଣ୍ଡିପଦା,୨ା୧ (ଅଜିତ ଧଳ):ଜଙ୍ଗଲ ବିଭାଗକୁ ଜୀବନ ବିଭାଗ ନାମରେ ନାମିତ କରିବା ଏବଂ ଜଙ୍ଗଲ କଟା ନ ଯିବା ଦାବିରେ ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଉଦୟପୁର ଅଞ୍ଚଳର ଦିଲୀପ କୁମାର ସାହୁ ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ସଂରକ୍ଷିତ ଜଙ୍ଗଲରେ…
ଖସିଲା ପାରଦ, ବଢ଼ିଲା ଶୀତ:୧୦ ଡିଗ୍ରୀ ତଳେ ପାରଦ
ଦାରିଙ୍ଗବାଡି,୨।୧(ଅରୁଣ ସାହୁ): ପୁଣି ବାହୁଡ଼ିଲା ଶୀତ। ଲଘୁଚାପ ଜନିତ ବର୍ଷା କିଛିଦିନ ଲାଗିରହିଥିଲା। ଫଳରେ ଦିନରେ କୋହଲା ପାଗ ସହ ରାତିରେ ତାପମାତ୍ରା ବୃଦ୍ଧି ପାଇ ୧୮ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଯାଇଥିଲା। ପୁଣି ଏବେ ପାଗ ଶୁଖିଲା ରହିବା ସହ…
ଅନ୍ତେବାସୀଙ୍କ ଗହଣରେ ନବବର୍ଷ ପାଳିଲେ ଜିଲାପାଳ: ପାଠ ପଢ଼ି ଭଲ ମଣିଷ ହେବାକୁ ଆହ୍ବାନ
ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ):ନୂଆ ଆଶା ଓ ଅଭିଳାଷକୁ ନେଇ ସୁନେଲି ସ୍ବପ୍ନ ଦେଖୁଥିବା ଶିଶୁ ଯତ୍ନ ଅନୁଷ୍ଠାନର କୁନି କୁନି ଶିଶୁମାନଙ୍କ ସହିତ ବୁଧବାର ନବବର୍ଷ ପାଳନ କରିଛନ୍ତି କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶ ଓ ଅନ୍ୟ ଜିଲା ଅଧିକାରୀ।…
କନିଷ୍ଠ ଶିକ୍ଷକଙ୍କୁ ନୂଆବର୍ଷ ଭେଟି: ନିୟମିତ ହେଲେ ୯୨୯ ଶିକ୍ଷୟିତ୍ରୀଶିକ୍ଷକ
ଭବାନୀପାଟଣା, ୨ା୧(ଉତ୍ତମ କୁମାର ଦାଶ):ପ୍ରାଥମିକ ଶିକ୍ଷାକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ କରି କୋମଳମତି ପିଲାଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ୨୦୧୮ରେ ସରକାର କଳାହାଣ୍ଡି ଜିଲାରେ ୧୦୧୬ଜଣ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦେଇଥିଲେ। ଏହା ଦ୍ୱାରା ଗ୍ରାମାଞ୍ଚଳରେ ଶିକ୍ଷାଦାନର ସଫଳ ରୂପାୟନ…
ବାସହୀନଙ୍କ ଆଶୀର୍ବାଦ ନେଲେ କଂସ ଅଭିନେତା
ବରଗଡ଼,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସର୍ଲା ଗ୍ରାମର ଭୁବନେଶ୍ୱର ପ୍ରଧାନ ଏଥର କଂସ ଅଭିନୟ କରିବେ। ତେବେ ଧନୁଯାତ୍ରାକୁ ଆଉମାତ୍ର ୨ଦିନ ବାକି ରହି ଥିବାବେଳେ ବୁଧବାର ପୂର୍ବାହ୍ନ ପ୍ରାୟ ୧୦ଟାରେ କଂସ ଅଭିନେତା ଭୁବନେଶ୍ୱର ସସ୍ତ୍ରୀକ…
ଆସୁଛି ଧନୁଯାତ୍ରା, ଚଳଚଞ୍ଚଳ ବରଗଡ଼
ବରଗଡ଼,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ୨ଦିନ ବାକି। ଆସନ୍ତା ୩ତାରିଖ ଶୁକ୍ରବାର ଦିନରୁ ଏହି ମହୋତ୍ସବ ଆରମ୍ଭ ହୋଇ ୧୩ତାରିଖ ପର୍ଯ୍ୟନ୍ତ ଚାଲିବ। ଶୁକ୍ରବାର ଦିନ ୨ଟାରେ ଧନୁଯାତ୍ରାକୁ ସ୍ବାଗତ କରିବା ପାଇଁ ସାଂସ୍କୃତିକ ଶୋଭାଯାତ୍ରା…
ଆଜି ଓଡ଼ିଶାରେ ପହଞ୍ଚିବେ ନୂଆ ରାଜ୍ୟପାଳ: ୩ରେ ନେବେ ଶପଥ
ଭୁବନେଶ୍ୱର, ୨ା୧(ସୁନିତ୍ ମିଶ୍ର):ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ହରିବାବୁ କମ୍ଭମ୍ପତି ଶପଥ ନେବେ। ୩ ତାରିଖରେ ଶପଥ ଗ୍ରହଣ ସମାରୋହ କାର୍ଯ୍ୟକ୍ରମ ରହିଛି। ଗୁରୁବାର ସେ ଓଡ଼ିଶାରେ ପହଞ୍ଚତ୍ବେ। ରାଜଭବନରେ ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ହେବ। ମିଜୋରାମର ପୂର୍ବତନ…
ବିଦ୍ୟାଳୟ, ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ସାଢ଼େ ୭ ଲକ୍ଷକୁ ବୃଦ୍ଧି
ଭୁବନେଶ୍ୱର,୨ା୧(ସୁନିତ୍ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ, ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ଏହି ଶିକ୍ଷକ, ଅଣଶିକ୍ଷକ କର୍ମଚାରୀଙ୍କ ମୃତ୍ୟୁ ଓ ଅବସରକାଳୀନ ଗ୍ରାଚ୍ୟୁଇଟି (ଡିସିଆର୍ଜି) ୫ ଲକ୍ଷରୁ…
Archives


