Home

୧୨ ଘଣ୍ଟିଆ କଣ୍ଟାମାଳ ବନ୍ଦ: ଚକ-ଅଖ ସବୁ ଠପ୍‌

କଣ୍ଟାମାଳ,୧୯।୯(ଅଜିତ କୁମାର ବାରିକ): ବୌଦ୍ଧ ଜିଲା କଣ୍ଟାମାଳକୁ ସବ୍‌ଡିଭିଜନ, ଏନ୍‌ଏସି ମାନ୍ୟତା ସହ ଏକ ସବ୍‌ଜେଲ ପ୍ରତିଷ୍ଠା ଦାବିରେ କଣ୍ଟାମାଳ ସଚେତନ ନାଗରିକ ମଞ୍ଚ ପକ୍ଷରୁ ଶୁକ୍ରବାର ୧୨ ଘଣ୍ଟିଆ କଣ୍ଟାମାଳ ବନ୍ଦ ଡାକରା ଦିଆଯାଇଛି। ଫଳରେ ଦୋକାନ ବଜାର, ଗାଡ଼ି…

ରୁଷିଆରେ ବଡ଼ଧରଣ ଭୂକମ୍ପ: ସୁନାମି ଆଲର୍ଟ ଜାରି

ମସ୍କା,୧୯।୯: ରୁଷିଆରେ ଏକ ବଡ଼ଧରଣ ଭୂକମ୍ପ ଅନୁଭୂତ ହୋଇଛି। ଫଳରେ ସୁନାମି ସତର୍କତା ଜାରି ହୋଇଛି। କାମଚଟକା ଦ୍ୱୀପ ନିକଟରେ ୭.୮ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଛି। ଏହି ଶକ୍ତିଶାଳୀ ଭୂକମ୍ପ ବାସିନ୍ଦାଙ୍କୁ ଭୟଭୀତ କରିଛି। ଭୂକମ୍ପର ଅନେକ ଭିଡିଓ…

ଭୂସ୍ଖଳନର ୩ ମାସ ବିତିଲା, ମରାମତି ନୋହିଲା: ବିପଦରେ ବଙ୍ଗରଦୁଆ ଘାଟି ରାସ୍ତା

ଦାରିଙ୍ଗବାଡି,୧୯।୯(ଅରୁଣ ସାହୁ): ଚଳିତ ବର୍ଷା ଦିନ ଆରମ୍ଭରୁ କନ୍ଧମାଳ ଜିଲାର ଏକାଧିକ ରାସ୍ତା ତଥା ପଞ୍ଚାୟତକୁ ସଂଯୋଗ କରୁଥିବା ରାସ୍ତା ହେଉ କି ବ୍ଲକ ହେଡ଼ କ୍ୱାର୍ଟରକୁ ସଂଯୋଗ କରୁଥିବା ରାସ୍ତା ସବୁଠି କ୍ଷତି ହୋଇଥିବା ଜଣାପଡିଛି। ଏହି କ୍ରମରେ ଦାରିଙ୍ଗବାଡି-ବ୍ରାହ୍ମଣୀଗାଁକୁ…

ବେଧଡକ ଗଛକଟା ଅଭିଯୋଗ: ତାତିଲେ ମହିଳା

ଅମରପାଲି,୧୯।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ଭାଲୁଡୁଙ୍ଗୁରୀ ଗ୍ରାମଠାରୁ ହାତିଲିମୁଣ୍ଡା ଯାଇଥିବା ରାସ୍ତାର ଉଭୟ ପାଶର୍‌ବରେ ଓ ସଂରକ୍ଷିତ ଜଙ୍ଗଲରେ କିଛି ବର୍ଷ ଆଗରୁ ଜଙ୍ଗଲ ବିଭାଗ ପକ୍ଷରୁ ବୃକ୍ଷରୋପଣ କରାଯାଇଥିଲା। ବୃକ୍ଷଗୁଡ଼ିକ ବଡ ହେବାପରେ…

ସକାଳୁ ସକାଳୁ ଫରେଷ୍ଟ ରେଞ୍ଜରଙ୍କୁ ମାଡ଼ିବସିଲା ଭିଜିଲାନ୍ସ

ରାୟଗଡ଼ା,୧୯।୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ଫରେଷ୍ଟ ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛୁ ଭିଜିଲାନ୍ସ ଟିମ। ଆୟର୍ବହିଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରିଥିବା ସୂଚନା ମିଳିଛି। ରେଞ୍ଜର ସାହୁ ଦୁର୍ନୀତି କରିବା…

ପୋଲିସ ମୁଖା ତଳେ ଛପିଥିଲା ସଇତାନ ଚେହେରା: ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି

ଭୁବନେଶ୍ୱର,୧୯ା୯(ସତ୍ୟଜିତ୍‌ ରାଉତ):ଟ୍ରାଫିକ୍‌ କନ୍‌ଷ୍ଟେବଲ ଶୁଭମିତ୍ରା ସାହୁଙ୍କ ହତ୍ୟା ଘଟଣାରେ ଗୋଟିଏ ପରେ ଗୋଟିଏ ରହସ୍ୟ ପଦାକୁ ଆସିବାରେ ଲାଗିଛି। ଶୁଭମିତ୍ରାଙ୍କ ହତ୍ୟାକାରୀ କନ୍‌ଷ୍ଟେବଲ ସ୍ବାମୀ ଦୀପକ ରାଉତ ଅତି ଚତୁରତାର ସହ ଏହି କାଣ୍ଡ ଭିଆଇଥିବା ତଦନ୍ତରୁ ଜଣାପଡ଼ିଛି। ଏପରିକି ପ୍ରଥମ…

ବିଜେଡି ତଣ୍ଟିରେ ଅନାସ୍ଥା କଣ୍ଟା: ଆଇଏଏସ୍‌ଙ୍କ ପରେ ଜଣେ ଓଏଏସ୍‌ ଅଫିସରଙ୍କୁ ଭେଟିବାକୁ ଧାଉଁଛନ୍ତି

ଭୁବନେଶ୍ୱର,୧୯ା୯(ସୁନିତ୍‌ ମିଶ୍ର):ରାଜ୍ୟ ସରକାରଙ୍କ ବିରୋଧରେ ବିଭିନ୍ନ ପ୍ରସଙ୍ଗକୁ ନେଇ କଂଗ୍ରେସ ପକ୍ଷରୁ ଅନାସ୍ଥା ପ୍ରସ୍ତାବ ଅଣାଯାଇଛି। ଚଳିତ ଅଧିବେଶନରେ ଅନାସ୍ଥା ଆଣିବ ବୋଲି କଂଗ୍ରେସ ପକ୍ଷରୁ ବହୁ ଆଗରୁ ବାରମ୍ବାର କୁହାଯାଇଥିଲା। ରାଜ୍ୟରେ ବଢୁଥିବା ନାରୀ ନିର୍ଯାତନା, ଆଇନ ଶୃଙ୍ଖଳା ପରିସ୍ଥିତି,…

ନ୍ୟାଶନାଲ ଜିଓଗ୍ରାଫିକ୍‌ର କଭର ପେଜ୍‌ରେ ଶିମିଳିପାଳ କଳାବାଘ

ନୂଆଦିଲ୍ଲୀ,୧୯ା୯(ପି.ଟି.):ଓଡ଼ିଶାର ଶିମିଳିପାଳ ଜାତୀୟ ଉଦ୍ୟାନରେ ଭାରତୀୟ ଫଟୋଗ୍ରାଫର ପ୍ରସନ୍‌ଜିତ ଯାଦବଙ୍କ ଦ୍ୱାରା ନିଆଯାଇଥିବା ଏକ ଦୁର୍ଲଭ କଳାବାଘର ଫଟୋ ନ୍ୟାଶନାଲ ଜିଓଗ୍ରାଫିକ୍‌ ମାଗାଜିନର ଆଗାମୀ ଅକ୍ଟୋବର ମାସର ସଂସ୍କରଣ ପାଇଁ କଭର ପେଜ୍‌ ଭାବେ ସ୍ଥାନିତ ହୋଇଛି। ଉକ୍ତ କଭର ପେଜ୍‌…

Mouth Ulcerର ଘରୋଇ ଉପଚାର

ପାଟି ଘା’ ଏକ ସାଧାରଣ ସମସ୍ୟା, ଏବଂ ଅଧିକାଂଶ ଲୋକ କୌଣସି ସମୟରେ ଏହା ଅନୁଭବ କରନ୍ତି। ଏହି ଛୋଟ ଘା’ ପ୍ରାୟତଃ ଓଠ, ଜିଭ, ଗାଲ କିମ୍ବା ପାଟିର ଭିତର ଭାଗରେ ଦେଖାଯାଏ। ଏହି ଘା’ ଖାଇବା ଏବଂ ପିଇବାରେ…

ପୁଟିନଙ୍କ ଉପରେ ଖୁବ ରାଗିଲେ ଟ୍ରମ୍ପ

ଓ୍ବାଶିଂଟନ,୧୮।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ପ୍ରତି ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ ପୁଟିନ ତାଙ୍କୁ ‘ପ୍ରକୃତରେ ନିରାଶ’ କରିଛନ୍ତି ଏବଂ ସଂଘର୍ଷ ଶେଷ କରିବାରେ ବିଫଳ…

‘Gen-Z ବଞ୍ଚାଇବ ସମ୍ବିଧାନ’, ଦେଶରେ ନେପାଳ ଭଳି ନିଆଁ ଜାଳିବାକୁ ଚାହୁଁଛନ୍ତି ରାହୁଲ ଗାନ୍ଧୀ!

ନୂଆଦିଲ୍ଲୀ,୧୮।୯: ଭୋଟ ଚୋରି ଏବଂ ନିର୍ବାଚନ କମିଶନଙ୍କ ବିରୋଧରେ ଅଭିଯୋଗ ଠିକ ଅଛି, କିନ୍ତୁ ଏବେ ରାହୁଲ ଗାନ୍ଧୀ ଏପରି କିଛି କହିଛନ୍ତି ଯାହା କୌଣସି ଯୁବ ଭାରତୀୟଙ୍କୁ ପସନ୍ଦ ଆସିବ ନାହିଁ। ସେ ଲେଖିଛନ୍ତି, ‘ଦେଶର ଯୁବକ, ଦେଶର ଛାତ୍ର,…

ପୁଣିଥରେ ଟିମ୍‌ ଇଣ୍ଡିଆ ପାଇଁ ଖେଳିବେ ଆର ଅଶ୍ୱିନ

ନୂଆଦିଲ୍ଲୀ,୧୮।୯: ଅନ୍ତର୍ଜାତୀୟ କ୍ରିକେଟ ଏବଂ IPLରୁ ଅବସର ନେଇଥିବା ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ପୁଣି ଥରେ ଟିମ ଇଣ୍ଡିଆ ପାଇଁ ଖେଳିବାର ଦେଖାଯିବେ। ଏଥର ଅଶ୍ୱିନ ୨୦୨୫ରେ ହେବାକୁ ଥିବା ହଂକଂ ସିକ୍ସେସ ଟୁର୍ଣ୍ଣାମେଣ୍ଟରେ ଟିମ ଇଣ୍ଡିଆ ପାଇଁ ଖେଳିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?