ନୂଆବର୍ଷରେ ବାବା ଆଖଣ୍ଡଳମଣିକୁ ଦର୍ଶନ କଲେ ଶ୍ରଦ୍ଧାଳୁ
ଧୂଷୁରୀ,୧ା୧(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ନୂଆବର୍ଷ ଉପଲକ୍ଷେ ଶ୍ରଦ୍ଧାଳୁମାନଙ୍କର ଭିଡ଼ ପରିଲକ୍ଷିତ ହୋଇଥିଲା। ଭୋର୍ ୪.୩୦ରେ ମନ୍ଦିର ପହଡ଼ ଖୋଲିବା ପରେ ପ୍ରଭୁଙ୍କ ପାଖରେ ମଙ୍ଗଳ ଆଳତି କରାଯାଇଥିଲା। ପରେ ବାଲ୍ୟଭୋଗ ସହ ଘର୍ଷଣ ଲାଗି ହୋଇଥିଲା।…
୨୦୨୪ର ସର୍ବଶ୍ରେଷ୍ଠ ଟେଷ୍ଟ-୧୧ ଘୋଷଣା: ଦଳରେ ସ୍ଥାନ ପାଇଲେ ଭାରତର ୨ ଖେଳାଳି
ନୂଆଦିଲ୍ଲୀ,୧।୧: ୨୦୨୪ର ସର୍ବଶ୍ରେଷ୍ଠ ଟେଷ୍ଟ ଦଳ ଘୋଷଣା କରାଯାଇଛି। ଏହି ଦଳରେ ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସ ଏବଂ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଟ୍ରାଭିସ ହେଡ ସ୍ଥାନ ପାଇ ନାହାଁନ୍ତି। ଏହି ଦଳର ଅଧିନାୟକ ଭାବେ ଭାରତର ତାରକା ଦ୍ରୁତ ବୋଲର ଜସପ୍ରୀତ…
ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, କହିଲେ ଭାରତ-ବିଶ୍ୱ ପାଇଁ ଏକ…
ନୂଆଦିଲ୍ଲୀ,୧ା୧: ଇଂରାଜୀ ନବବର୍ଷ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ସମସ୍ତଙ୍କୁ ନୂତନ ବର୍ଷର ଶୁଭେଚ୍ଛା! ୨୦୨୫ ବର୍ଷ ସମସ୍ତଙ୍କ ପାଇଁ ଆନନ୍ଦ, ସୌହାର୍ଦ୍ଦ୍ୟ ଏବଂ ସମୃଦ୍ଧତା ଆଣୁ। ଏହି…
ଥ୍ୟାଙ୍କ୍ ୟୁ….ପରାଜୟ ପରେ ରୋହିତ ଶର୍ମାଙ୍କ ପୋଷ୍ଟ ହେଉଛି ଭାଇରାଲ୍
ନୂଆଦିଲ୍ଳୀ,୧।୧: ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ ଖେଳୁଥିବା ଟିମ ଇଣ୍ଡିଆକୁ ମେଲବୋର୍ନରେ ଖେଳାଯାଇଥିବା ଚତୁର୍ଥ ଟେଷ୍ଟରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଏହି ପରାଜୟ ପରେ ଅଧିନାୟକ ରୋହିତ ଶର୍ମାଙ୍କ ଉପରେ ପ୍ରଶ୍ନ ଉଠିଥିଲା। ରୋହିତଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ କ୍ରମାଗତ ଭାବେ…
ନୂଆବର୍ଷକୁ ଜୋରଦାର୍ ସ୍ବାଗତ: ମନ୍ଦିର-ଚର୍ଚ୍ଚରେ ପ୍ରବଳ ଭିଡ଼
ଦାରିଙ୍ଗବାଡି, ୧।୧ (ଅରୁଣ ସାହୁ): ଇଂରାଜୀ ନୂତନ ବର୍ଷ ବୁଧବାର ବଡ଼ ଧୁମଧାମରେ ପାଳନ କରାଯାଉଛି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡି, ସିମନବାଡି, ବ୍ରାହ୍ମଣୀଗାଁ, ତାଜୁଙ୍ଗିଆ କାଟିଙ୍ଗିଆ, ସରାମୁଳି, ଦାସିଙ୍ଗବାଡି, ଭ୍ରମରବାଡି, ଶିକରମାହା, ପର୍ତ୍ତମାହା ଆଦି ୨୫ ପଞ୍ଚାୟତ ଅଞ୍ଚଳରେ…
ଭାରତର ପରାଜୟ ପରେ ଫିଟିଲା ଗୁମର: ଗମ୍ଭୀରଙ୍କ କଥା ଣୁଣି ନ ଥିଲେ ଚୟନକର୍ତ୍ତା
ନୂଆଦିଲ୍ଲୀ,୧।୧: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ମତ ଚୟନକର୍ତ୍ତାଙ୍କ ଶୁଣିନାହାନ୍ତି। ଚୟନକର୍ତ୍ତାମାନେ ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ ପାଇଁ ଅଧିକାଂଶ ଯୁବ ଖେଳାଳିଙ୍କ ଉପରେ ବିଶ୍ୱାସ ପ୍ରକଟ କରିଥିଲେ। ବ୍ୟାଟ୍ସମ୍ୟାନ ଚେତେଶ୍ୱର ପୂଜାରାଙ୍କ ସମେତ ଅନେକ ଅଭିଜ୍ଞ ଖେଳାଳିଙ୍କ…
ନୂଆବର୍ଷରେ ନାଲିଆଖି ଦେଖାଇଲେ ଟ୍ରୁଡୋ: ଇସାରାରେ କହିଦେଲେ ଏମତି…
ଓଟାଓ୍ବା,୧।୧:ସମଗ୍ର ବିଶ୍ୱରେ ନୂଆ ବର୍ଷ ପାଳନ କରାଯାଉଛି। କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ମଧ୍ୟ ଦେଶର ନାଗରିକମାନଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ତେବେ ଟ୍ରୁଡୋ ତାଙ୍କ ଟୁଇଟ୍ରେ ଆମେରିକାର ନୂତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟାର୍ଗେଟ କରିଛନ୍ତି। ବାସ୍ତବରେ ଟ୍ରମ୍ପ…
ନୂଆବର୍ଷରେ ଧମକ ଦେଲା ଚାଇନା:ଆମକୁ କେହି…
ବେଜିଂ,୧।୧: ସମଗ୍ର ବିଶ୍ୱରେ ନୂତନ ବର୍ଷ ଉତ୍ସବରେ ସମସ୍ତେ ଶାନ୍ତି ପାଇଁ ପ୍ରାର୍ଥନା କରୁଥିବାବେଳେ ଚାଇନା ନୂଆବର୍ଷରେ ଧମକ ଦେବା ବନ୍ଦ କରୁନାହିଁ। ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗ ତାଙ୍କ ନୂଆ ବର୍ଷର ବାର୍ତ୍ତାରେ ତାଇୱାନ ବିଷୟରେ ଏକ ବଡ଼ ବିବୃତ୍ତି…
ହଉ କିଛି ନୂଆ
ରାଜନୈତିକ ଦୃଷ୍ଟିକୋଣରୁ ୨୦୨୪ ଓଡ଼ିଶା ପାଇଁ ଥିଲା ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ। ବିଜୁ ଜନତା ଦଳ(ବିଜେଡି)ର ୨୪ ବର୍ଷ ଶାସନର ଅବସାନ ଘଟିଥିଲା। ଲୋକଙ୍କର ଏକ ନୀରବ ବିପ୍ଳବ ନିର୍ବାଚନରେ ପ୍ରତିଫଳିତ ହୋଇଥିଲା। ଭୋଟର ସ୍ପଷ୍ଟ କରିଦେଲେ ଯେ, ଗଣତନ୍ତ୍ରରେ ସାମନ୍ତବାଦର…
ନୂଆବର୍ଷ ଆରମ୍ଭରୁ ଆଶ୍ବସ୍ତିକର ଖବର: କମିଲା ଏଲପିଜି ସିଲିଣ୍ଡର ଦାମ୍
ନୂଆଦିଲ୍ଲୀ,୧।୧: ନୂଆ ବର୍ଷ ଆରମ୍ଭରୁ ସରକାର ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ତୈଳ ମାର୍କେଟିଂ କମ୍ପାନୀଗୁଡିକ ୧୯ କିଲୋଗ୍ରାମ କମର୍ସିଆଲ ଗ୍ୟାସ ହାର ହ୍ରାସ କରିଛନ୍ତି। ଆଜି ଠାରୁ ଅର୍ଥାତ୍ ଜାନୁଆରୀ ୧, ୨୦୨୫ଠାରୁ, ଏଲପିଜି ସିଲିଣ୍ଡର ୧୪.୫୦ଟଙ୍କା ଶସ୍ତା…
ଚାଷୀଙ୍କ ସମସ୍ୟାକୁ ନେଇ ଏମିତି କହିଦେଲେ ନବୀନ
ପଟ୍ଟାମୁଣ୍ଡାଇ, ୧ା୧(କଳ୍ପତରୁ ନାୟକ):ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଙ୍ଗଳବାର ଦିନିକିଆ କେନ୍ଦ୍ରାପଡ଼ା ଜିଲା ଗସ୍ତରେ ଆସି ଅଦିନିଆ ବର୍ଷା ଯୋଗୁ ହୋଇଥିବା ଫସଲ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି। ରାଜନଗର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ଶ୍ୟାମସୁନ୍ଦରପୁର ଏକ…
ତୃତୀୟ ବିବାହକୁ ନେଇ ମୁହଁ ଖୋଲିଲେ ଶ୍ୱେତା ତିଓ୍ବାରୀ
ମୁମ୍ବାଇ: ଅଭିନେତା ବିଶାଲ ଆଦିତ୍ୟ ସିଂଙ୍କ ସହ ଅଭିନେତ୍ରୀ ଶ୍ୱେତା ତିୱାରୀଙ୍କର କିଛି ଫଟୋ ଭାଇରାଲ ହେବାରେ ଲାଗିଛି। ଶ୍ୱେତା ବିଶାଲଙ୍କୁ ପ୍ରେମ କରୁଛନ୍ତି ଏବଂ ଖୁବ୍ଶୀଘ୍ର ସେ ବିଶାଲଙ୍କ ସହ ତୃତୀୟ ବିବାହ କରିବେ ବୋଲି ସୋସିଆଲ ମିଡିଆରେ ଆଲୋଚନା…
Archives


