ଚାଷୀଙ୍କ ଧାରଣାକୁ ପ୍ରଶାସନର ଅଣଦେଖା
ବରଗଡ଼,୧।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଅବ୍ୟବସ୍ଥା ଲାଗି ରହିଛି। ଜିଲାର ବିଭିନ୍ନ ମଣ୍ଡିକୁ ଚାଷୀମାନେ ଧାନ ଆଣୁଛନ୍ତି। କିନ୍ତୁ ଉକ୍ତ ଧାନକୁ ଠିକ୍ ଭାବେ ଉଠାଯାଉ ନ ଥିବା ସେମାନେ ଅଭିଯୋଗ କରିଛନ୍ତି। ମିଲର୍ସଙ୍କ ଟ୍ୟାଗ୍ (ଆଲଟମେଣ୍ଟ)…
୨୦୦ ଆପରାଧିକ ମାମଲା, ୧୬୦ ସରକାରୀ ବାବୁ ଗିରଫ
ଭୁବନେଶ୍ୱର,୧ା୧(ସତ୍ୟଜିତ୍ ରାଉତ):ସରକାରୀ ଅର୍ଥ ଆତ୍ମସାତ୍ ହେଉ କିମ୍ବା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସହ ଲାଞ୍ଚ ମାମଲା। ଦୁର୍ନୀତିଗ୍ରସ୍ତ ସରକାରୀ ବାବୁମାନେ ଭିଜିଲାନ୍ସ ଜାଲରେ ଫସିବା ପରେ ସେମାନଙ୍କ କଳାକାରନାମା ପଦାକୁ ଆସୁଛି। ୨୦୨୪ରେ ରାଜ୍ୟ ଭିଜିଲାନ୍ସ ନିର୍ଦ୍ଦେଶାଳୟ ୨୦୦ ଆପରାଧିକ…
ପ୍ରବାସୀ ଭାରତୀୟ ଦିବସ ପାଇଁ ସଜେଇ ହେଉଛି ରାଜଧାନୀ
ଭୁବନେଶ୍ୱର,୧।୧(ସୁଚିସ୍ମିତା ସାହୁ):ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ସଜେଇ ହେଉଛି ରାଜଧାନୀ ଭୁବନେଶ୍ୱର। ବିଭିନ୍ନ ସ୍ଥାନରେ କାନ୍ଥଗୁଡ଼ିକ ପାରମ୍ପରିକ ଚିତ୍ରକଳାରେ ଝଲସୁଛି। ଏଥିରେ ଓଡ଼ିଶାର ଲୋକକଳା, ପରମ୍ପରା, ନୃତ୍ୟ ଭଳି ବିଭିନ୍ନ ପ୍ରକାର ଚିତ୍ରକଳା ଦେଖିବାକୁ ମିଳୁଛି। ଏହି ଚିତ୍ରକଳାଗୁଡ଼ିକରେ ଓଡ଼ିଆ ଅସ୍ମିତା…
ପାରାଗ୍ଲାଇଡିଂ, ପାରା ଲ୍ୟାଣ୍ଡିଂର ମଜା ନେଉଛନ୍ତି ପର୍ଯ୍ୟଟକ
କୋରାପୁଟ,୧ା୧(ଅମିତାଭ ବେହେରା):କୋରାପୁଟ ଜିଲା ସେମିଳିଗୁଡ଼ାର କୁନ୍ଦୁଲିରୁ କୋଟିଆ ଆଡ଼କୁ ଦେଓମାଳି ପର୍ବତ ରହିଛି। ସମୁଦ୍ର ପତ୍ତନଠାରୁ ୧୬୭୨ ମିଟର ଉଚ୍ଚତାରେ ଥିବା ଏହା ଓଡ଼ିଶାର ଉଚ୍ଚତମ ପର୍ବତ ଶୃଙ୍ଗ। ଏହାର ଜଳବାୟୁ ପରିବେଶପ୍ରେମୀ ଓ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ପର୍ବତ ଉପରେ…
ମହାକାଶରେ ୧୬ ଥର ନବବର୍ଷ ପାଳିବେ ସୁନୀତା
ଓ୍ବାଶିଂଟନ, ୧।୧:ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଓ ‘ଏକ୍ସପେଡିଶନ ୭୨’ ମିଶନର କ୍ରିଉ ସଦସ୍ୟମାନେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର(ଆଇଏସ୍ଏସ୍)ରେ ୧୬ଥର ନୂଆବର୍ଷ ପାଳନ କରିବେ। ଜାନୁଆରୀ ୧ରେ ସେମାନେ ୧୬ଥର ସୂର୍ଯ୍ୟୋଦୟ ଏବଂ ସୂର୍ଯ୍ୟାସ୍ତକୁ ଦେଖି ନୂଆବର୍ଷକୁ ଅନୁଭବ…
ଶାନ୍ତି, ଏକତାର ବାର୍ତ୍ତା ଦିଏ ଗ୍ଲୋବାଲ ଫ୍ୟାମିଲି ଡେ’
ଆଜି ସମଗ୍ର ବିଶ୍ୱରେ ଲୋକମାନେ ନୂଆବର୍ଷର ପ୍ରଥମ ସକାଳକୁ ଉପଭୋଗ କରୁଛନ୍ତି। ଲୋକମାନେ ସେମାନଙ୍କର ବନ୍ଧୁ, ପରିବାର ଏବଂ ଘନିଷ୍ଠ ବ୍ୟକ୍ତିଙ୍କ ଏହି ବିଶେଷ ଦିନ ପାଳନ କରୁଛନ୍ତି। ନୂତନ ବର୍ଷ ସହିତ ‘ଗ୍ଲୋବାଲ ଫ୍ୟାମିଲି ଡେ’ ମଧ୍ୟ ବର୍ଷର ପ୍ରଥମ…
‘ଶହୀଦ ମାଧୋ ସିଂଙ୍କ ବୀରଗାଥା ପାଠ୍ୟ ପୁସ୍ତକରେ ସାମିଲ ହେଉ’
ବରଗଡ଼,୩୧।୧୨(ପ୍ରେମାନନ୍ଦ ଖମାରୀ) :- ଶହୀଦ ବୀର ମାଧୋ ସିଂ ଓ ପରିବାର ବର୍ଗଙ୍କ ସଶସ୍ତ୍ର ସାଧୀନତା ସଂଗ୍ରାମରେ ଅବଦାନ ଅନସ୍ବୀକାର୍ଯ୍ୟ ବୋଲି କହିଛନ୍ତି ବିଶିଷ୍ଟ ସାହିତି୍ୟକ ମନୋରଞ୍ଜନ ସାହୁ । ମଙ୍ଗଳବାର ସ୍ଥାନୀୟ ବୀର ଛକ (ହଳଦୀ ପାଲି) ଠାରେ ବରଗଡ଼…
ବୁମ୍ରା ହେଲେ ଟେଷ୍ଟ ଟିମ୍ର ଅଧିନାୟକ, ମେଲବର୍ନ ଟେଷ୍ଟ ପରେ ବଡ଼ ଘୋଷଣା…
ନୂଆଦିଲ୍ଲୀ,୩୧।୧୨: ମେଲବର୍ନ ଟେଷ୍ଟ ମ୍ୟାଚ୍ରେ ଟିମ୍ ଇଣ୍ଡିଆର ପରାଜୟ ପରେ ଅଧିନାୟକ ରୋହିତ ଶର୍ମାକୁ ହଟାଇବାକୁ ଲଗାତାର ଦାବି ହେଉଛି। ତାଙ୍କ ସ୍ଥାନରେ ଷ୍ଟାର ଦ୍ରୁତ ବୋଲର୍ ଜସପ୍ରିତ ବୁମ୍ରାଙ୍କୁ ଟିମ୍ ଇଣ୍ଡିଆର ଅଧିନାୟକତ୍ୱ ଦେବା ଲାଗି ସମର୍ଥନ କରାଯାଉଛି। ସେ…
ତାଲିବାନ ଏବଂ ପାକିସ୍ତାନ ସେନା ମଧ୍ୟରେ କାହିଁକି ହେଉଛି ଯୁଦ୍ଧ? ଏହାର ପରିଣାମ କ’ଣ…
ଇସଲାମାବାଦ,୩୧।୧୨: ଆଜିକାଲି ଚାରିଆଡୁ ଅଡ଼ୁଆରେ ଫସିଛି ପାକିସ୍ତାନ। ପଡ଼ୋଶୀ ଦେଶ ଆଫଗାନିସ୍ତାନ ସହ ପାକିସ୍ତାନର ଯୁଦ୍ଧ ଆରମ୍ଭ ହୋଇଛି। କିଛି ଦିନ ପୂର୍ବେ ପାକିସ୍ତାନ ଆଫଗାନିସ୍ତାନରେ ଏୟାର ଷ୍ଟ୍ରାଇକ୍ କରିଥିଲା। ତାଲିବାନ ଏବେ ଏହାର ଜୋରଦାର ଜବାବ ଦେଉଛି। ପ୍ରଥମେ ପାକିସ୍ତାନର…
କୁମ୍ଭ ରାଶିର ବ୍ୟକ୍ତିଙ୍କ ଲାଗି କିଭଳି ରହିବ ବର୍ଷ ୨୦୨୫? ଜାଣନ୍ତୁ କ୍ୟାରିୟର, ବ୍ୟବସାୟ, ସ୍ବାସ୍ଥ୍ୟ, ବୈବାହିକ ଜୀବନ ବିଷୟରେ…
ଆସୁଛି ନବବର୍ଷ ୨୦୨୫। ଏହାକୁ ନେଇ ସମସ୍ତେ ଉତ୍ସାହିତ ଥିବା ବେଳେ ନୂଆ ବର୍ଷ କିଭଳି ଫଳ ଦେବ ତାହାକୁ ନେଇ ଚିନ୍ତିତ। ଏମିତିରେ ଆଜିର ଆଲୋଚନାରେ ଆସନ୍ତୁ ଜାଣିବା କୁମ୍ଭ ରାଶିର ବାର୍ଷିକ ରାଶିଫଳ ବିଷୟରେ। ବୈଦିକ ଜୌତିଷ ଅନୁସାରେ…
ଜଗଜିତ ସିଂ ଡଲ୍ଲେଓ୍ବାଲ କିଏ? ଯିଏ କ୍ୟାନ୍ସରରେ ପୀଡ଼ିତ ଥିବା ସତ୍ତ୍ୱେ MSPର ଆଇନଗତ ଗ୍ୟାରେଣ୍ଟି ଦାବି ନେଇ ୩୬ ଦିନ ଧରି କରୁଛନ୍ତି ଆମରଣ ଅନଶନ
ନୂଆଦିଲ୍ଲୀ,୩୧।୧୨: ପଞ୍ଜାବରେ ପୁଣି ଥରେ ରାଜରାସ୍ତାରେ କୃଷକ। ନିଜର ଦାବି ନେଇ କୃଷକ ପଞ୍ଜାବ ବନ୍ଦ କରିବା ସହ ଗତ ୧୧ ମାସ ଧରି ହରିୟାଣା ଏବଂ ପଞ୍ଜାବର ଖନୌରୀ ସୀମାରେ ଧାରଣାରେ ବସିଛନ୍ତି। କୃଷକଙ୍କ ଏହି ଆନ୍ଦୋଳନର ସ୍ବର ପାଲଟିଛନ୍ତି…
ରାହୁଲଙ୍କ ପାଇଁ ପୂର୍ବତନ ରାଷ୍ଟ୍ରପତିଙ୍କ ଝିଅ-ପୁଅଙ୍କ ମଧ୍ୟରେ ଲାଗିଲା କଳି
ନୂଆଦିଲ୍ଲୀ,୩୧।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଯୋଗୁଁ ପୂର୍ବତନ ରାଷ୍ଟ୍ରପତିଙ୍କ ଝିଅ ଏବଂ ପୁଅ ମଧ୍ୟରେ ବିବାଦ ଆରମ୍ଭ ହୋଇଛି। ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଝିଅ ଶର୍ମିଷ୍ଠା ମୁଖାର୍ଜୀ କଂଗ୍ରେସ ସମର୍ଥକ, ରାହୁଲ ଗାନ୍ଧୀ ସମର୍ଥକ ଏବଂ…
Archives


