୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ
ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍ ୫୩୭ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ପ୍ରଥମ ଦିନ ୫୨୬ ଜଣ ପରୀକ୍ଷା ଦେଇଥିବା ବେଳେ…
ରୋମାଣ୍ଟିକ ମୁଡ୍ରେ ସୁଇମିଂ ପୁଲ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଗର୍ଲ ଫ୍ରେଣ୍ଡକୁ ଜଣାଇଲେ ଜନ୍ମଦିନର ଶୁଭେଚ୍ଛା
ନୂଆଦିଲ୍ଲୀ,୧୯।୨: ICC T20 World Cup 2026 ମଧ୍ୟରେ, ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର ତାଙ୍କ କ୍ରୀଡା କାମ ପାଇଁ ନୁହେଁ, ବରଂ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ।…
ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ
ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ ବିଜୟୀ ହେବ ବୋଲି ଏକ ସଂଯାଗ ସାମ୍ନାକୁ ଆସିଛି, ଯାହାକୁ ଦେଖିଲେ ଯେ…
ବସ୍ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…
ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର ମଧ୍ୟାହ୍ନରେ ଏକ ବାଲି ବୋଝେଇ ଟ୍ରାକ୍ଟରକୁ ଜୟ ମାତାଦୀ ନାମକ ଘରୋଇ ବସ୍…
ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ
ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। କୋର୍ଟ ତାଙ୍କୁ ଡିସେମ୍ବର ୩, ୨୦୨୪ରେ ସାମରିକ…
ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ
ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି। ଫେବୃଆରୀ ୧୯ ପବିତ୍ର ରମଜାନ ମାସର ଆରମ୍ଭ। ରୋଜାର ପ୍ରଥମ ଦିନରେ କରାଚୀ…
ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ
ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ ୧୯ରୁ ଆରମ୍ଭ ହୋଇ ମାର୍ଚ୍ଚ ୨ରେ ସରିବ। କପି ରୋକିବାକୁ ନୁଆ ଫର୍ମୂଲା…
‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’
ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ ବହୁ ଅସୁବିଧାର ସମୁଖୀନ ହେବାକୁ ପଡ଼ିଛି। ଚଳିତ ବର୍ଷ ଅଧିକାଂଶ ଚାଷୀଙ୍କ ଟୋକନ…
ପଡ଼ିଆରେ ଅଘଟଣ: କ୍ରିକେଟ୍ ମ୍ୟାଚ୍ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ
ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି। ଏହି ଦୁଃଖଦ ଘଟଣା ଉତ୍ତର ପ୍ରଦେଶର ଉନ୍ନାଓ ଜିଲାରେ ଘଟିଛି। ୧୫ ରୁ…
ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ
ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ ବାରଣ କରିଛନ୍ତି। ଏୟାରସ୍ପେସର ଅନୁପଲବ୍ଧତା ଯୋଗୁ କୋଲକାତାରୁ ଗୌହାଟୀ ଏବଂ ଇମ୍ଫାଲକୁ ଯାଉଥିବା…
ରାଜ୍ୟରେ ବଢ଼ିବ ସବ୍ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ
ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍ଡିଭିଜନ ଗଠନ ପାଇଁ ସରକାରଙ୍କୁ ପ୍ରସ୍ତାବ ଆସିଛି। ବରଗଡ଼, ଗଞ୍ଜାମ ଓ କୋରାପୁଟ ଜିଲାରୁ ସର୍ବାଧିକ ପ୍ରସ୍ତାବ ଆସିଛି।…
ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍ରେ ପିଅନଙ୍କ ଝୁଲନ୍ତା ମୃତଦେହ
ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ) ଶିବା ନାୟକ (୪୦)ଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଜବତ ହୋଇଛି। ବିଦ୍ୟାଳୟ ପ୍ରଧାନଶିକ୍ଷକ…
Archives


