Home

ଦେଶର ବିକାଶରେ ଇଞ୍ଜିନିୟରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଦେଶର ଅଭିବୃଦ୍ଧି ଓ ବିକାଶରେ ଇଞ୍ଜିନିୟରଙ୍କର ଭୂମିକା ଅନସ୍ବୀକାର୍ଯ୍ୟ। ରାସ୍ତା, କୋଠା, ବନ୍ଧଗୁଡ଼ିକଠାରୁ ଆରମ୍ଭକରି କଳକାରଖାନା, ଯାନବାହନ, ବିଦ୍ୟୁତ ଉତ୍ପାଦନ, ଜଳସେଚନ ଆଦି ଦ୍ୱାରା ଦେଶର ପ୍ରଗତି ହୋଇଥାଏ। ଦେଶ ନିର୍ମାଣରେ ଏମାନଙ୍କର ଗୁରୁତ୍ୱକୁ ସ୍ବୀକୃତି ଜଣାଇବା ପାଇଁ ପ୍ରତିବର୍ଷ ସେପ୍ଟେମ୍ବର…

ଏଇ ଭାରତରେ

କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଚାଳିତ ରୋବୋ ନିର୍ମାଣ କରିଛନ୍ତି ୨୨ ବର୍ଷୀୟ ରାହୁଲ ଆର୍‌ପାକା। ସେ ଏହାର ନାମ ରଖିଛନ୍ତି ରକ୍ଷକ। କାରଣ ଏହା ଫସଲକୁ ଘାସ ଦାଉରୁ ରକ୍ଷାକରିବ। ଫସଲକୁ ଘାସ କ୍ଷତି କରୁଥିବାରୁ ଏହାକୁ ବାଛିବାରେ କୃଷକମାନେ ଅଧିକ…

ମିଠା ସ୍ବର

ଆମମାନଙ୍କ ଭିତରେ ଅନେକଙ୍କ ଧାରଣା ଯେ ଅଭିନେତା ବା କଣ୍ଠଶିଳ୍ପୀମାନେ କେବଳ ନିଜର ସ୍ବର ଉପରେ ଧ୍ୟାନ ଦେବା ଦରକାର। ମାତ୍ର ସମସ୍ତଙ୍କ ପାଇଁ ସ୍ବରର ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ନିକଟରେ ୟୁନିଭର୍ସିଟି ଅଫ୍‌ ମିଚିଗାନ ହେଲ୍‌ଥ ସିଷ୍ଟମ୍‌ର ଏକ ରିପୋର୍ଟର…

ନୂତନ ଆର୍ଥତ୍କ ମହାଶକ୍ତି

ବିଶ୍ୱରେ ଆଜି ପର୍ଯ୍ୟନ୍ତ ସୁପରପାଓ୍ବାର ବୋଲାଇ ଆସିଥିବା ଆମେରିକା ତା’ର ପ୍ରତିପତ୍ତି ଏବେ ହରାଇବାକୁ ଯାଉଛି। ‘ବିନାଶ କାଳେ ବିପରୀତ ବୁଦ୍ଧି’ ଗୋଟିଏ ପରେ ଗୋଟିଏ ଟ୍ରମ୍ପ୍‌ଙ୍କ ମୁଣ୍ଡକୁ ଜୁଟୁଛି। ଆଜି ପର୍ଯ୍ୟନ୍ତ ଆମେରିକାକୁ ଟକ୍କର ଦେବା ପାଇଁ କୌଣସି ରାଷ୍ଟ୍ର…

ଉପକୂଳ ଅଞ୍ଚଳ ବିପର୍ଯ୍ୟସ୍ତକୁ ରୋକିବ ସବୁଜ ବଳୟ

ମହାକାଳପଡ଼ା,୧୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ବିପର୍ଯ୍ୟୟକୁ ରୋକିବା ପାଇଁ ବ୍ୟାପକ ଚାରାରୋପଣ କରି ଆଗେଇ ଆସିଛନ୍ତି ଜମ୍ବୁ ଅଞ୍ଚଳର ବନ୍ଧନ ମହିଳା ଗୋଷ୍ଠୀ ସଙ୍ଗଠନର ସଦସ୍ୟାମାନେ। ମହିଳାମାନଙ୍କ କହିବା କଥା, ସମୟ ଆସିବ ଶୁଦ୍ଧ…

ବିକ୍ଷୋଭରୁ ପରିବର୍ତ୍ତନ

ବିଶ୍ୱବ୍ୟାପୀ ଜନବିକ୍ଷୋଭ ପୂର୍ଣ୍ଣିମାରେ ଜୁଆର ଭଳି ମାଡ଼ିଆସୁଛି। ସମ୍ପ୍ରତି ନେପାଳରେ ‘ଜେନ୍‌ ଜି’ ବର୍ଗ ଯେଉଁଭଳି ବିକ୍ଷୋଭ ପ୍ରଦର୍ଶନ କରି ସେଠାକାର ସରକାରକୁ ଗଡ଼ାଇଦେଲେ, ଯୁବବର୍ଗର ଶକ୍ତି କେତେ ତାହା ଜଣାପଡ଼ିଗଲା। ଏଠାରେ ଉଲ୍ଲେଖଯୋଗ୍ୟ ଯେ, ନେପାଳରେ ‘ଜେନ୍‌ ଜି’ କୌତୂହଳ…

ପ୍ରୀତି ସରନ୍‌ ଜାତିସଂଘ ସିଇଏସ୍‌ସିଆର୍‌ ଅଧ୍ୟକ୍ଷ

ନ୍ୟୁୟର୍କ,୧୫ା୯(ପି.ଟି.): ଭାରତର ପୂର୍ବତନ କୂଟନୀତିଜ୍ଞ ପ୍ରୀତି ସରନ୍‌ ଜାତିସଂଘର ସମ୍ମାନଜନକ ଆର୍ଥତ୍କ, ସାମାଜିକ ଓ ସାଂସ୍କୃତି ଅଧିକାର କମିଟି (ସିଇଏସ୍‌ସିଆର୍‌)ର ଅଧ୍ୟକ୍ଷ ନିର୍ବାଚିତ ହୋଇଛନ୍ତି। ସଦସ୍ୟ ରାଷ୍ଟ୍ରଗୁଡ଼ିକ ଦ୍ୱାରା ଅର୍ଥନୀତି ଏବଂ ସାମାଜିକ ଅଧିକାର ଉପରେ ଅନ୍ତର୍ଜାତୀୟ ଅନୁବନ୍ଧଗୁଡ଼ିକର କାର୍ଯ୍ୟକାରିତାକୁ ଏହି…

ୟୁକ୍ରେନୀୟ ଶରଣାର୍ଥୀଙ୍କୁ ଟ୍ରେନ୍‌ରେ ହତ୍ୟାକୁ ନେଇ ବିତର୍କ

କିଭ୍‌,୧୫ା୯: ସାଢ଼େ ୩ ବର୍ଷ ଧରି ଚାଲିଥିବା ରୁଷିଆର ୟୁକ୍ରେନ୍‌ ଆକ୍ରମଣରୁ ବର୍ତ୍ତିବା ପାଇଁ ଆମେରିକା ଚାଲିଯାଇଥିଲେ ଇରିନା ଜାରୁତ୍‌ସ୍କା। ଏହି ୨୩ ବର୍ଷୀୟା ୟୁକ୍ରେନୀୟ ଶରଣାର୍ଥୀଙ୍କୁ ଗତ ଅଗଷ୍ଟ ୨୨ରେ ନର୍ଥ କାରୋଲିନାର ଚାର୍ଲୋଟେସ୍ଥିତ ଇଷ୍ଟ୍‌/ଓ୍ବେଷ୍ଟ୍‌ ବୋଲେଭାର୍ଡ ଲାଇଟ୍‌ ରେଳ…

ଦ୍ରବ୍ୟର ସଂଶୋଧିତ ମୂଲ୍ୟ ତୁରନ୍ତ ଉଲ୍ଲେଖ କର: ମନ୍ତ୍ରୀ

ଭୁବନେଶ୍ୱର,୧୫ା୯ (ରବିନାରାୟଣ ଜେନା): ଦ୍ରବ୍ୟ ଓ ସେବାକର(ଜିଏସ୍‌ଟି) ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି। ଜିଏସ୍‌ଟି ପରିଷଦ ବୈଠକରେ ଯେଉଁ ସଂଶୋଧନ ହୋଇଛି ତାହାକୁ ତୃଣମୂଳସ୍ତରରେ ଗ୍ରାହକମାନେ ଯେଭଳି ପାଇପାରିବେ ସେଥିପ୍ରତି ଗୁରୁତ୍ୱ ଦିଆଯାଉଛି। ପ୍ରତ୍ୟେକ ପ୍ୟାକିଂରେ…

ହିଂସାକାରୀଙ୍କୁ କାଠଗଡ଼ାକୁ ଅଣାଯିବ: ସୁଶୀଳା

କାଠମାଣ୍ଡୁ, ୧୫ା୯: ନେପାଳର ନବନିଯୁକ୍ତ ଅନ୍ତରୀଣ ପ୍ରଧାନମନ୍ତ୍ରୀ ସୁଶୀଳା କାର୍କି ରବିବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସୁଶୀଳା କହିଛନ୍ତି, ସେ ୬ ମାସରୁ କମ୍‌ ସମୟ ପାଇଁ ଅନ୍ତରୀଣ ସରକାରଙ୍କ ଦାୟିତ୍ୱରେ ରହିବେ। ମାର୍ଚ୍ଚରେ ସଂସଦୀୟ ନିର୍ବାଚନ ପରେ ସେ ଏବଂ…

ଲିଭରରେ କେମିତି ଜମେ ଫ୍ୟାଟ୍‌, କେବେ ହୋଇଥାଏ ଭୟଙ୍କର ଜାଣନ୍ତୁ…

ଲିଭର ବା ଯକୃତ ଆମ ଶରୀରର ପରିଚାଳନା ବିଭାଗକୁ ସମ୍ଭାଳିଥାଏ। ଶରୀର ନାମକ ମେଶିନକୁ ସଠିକ୍‌ ଭାବରେ ଚାଲୁ ରଖିବା ପାଇଁ ଲିଭରକୁ ସୁସ୍ଥ ରଖିବା ଗୁରୁତ୍ୱପୂର୍ଣ୍ଣ। ଲିଭରରେ ସମସ୍ୟା ସମଗ୍ର ଶରୀରକୁ ପ୍ରଭାବିତ କରିଥାଏ। ଜୀବନଶୈଳୀ ପରିବର୍ତ୍ତନ ହେଉଥିବା ଏବଂ…

ଲୋକଙ୍କ ଅଭିଯୋଗପତ୍ର ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ, କହିଲେ ଖୁବ୍‌ଶୀଘ୍ର ହେବ…

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଗସ୍ତ ସାରି ରବିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱର ଫେରିଛନ୍ତି। ଗତକାଲି ବିଭିନ୍ନ କାର୍ଯ୍ୟରେ ଯୋଗ ଦେଇ ସ୍ଥାନୀୟ ସର୍କିଟ ହାଉସ୍‌ରେ ରାତ୍ରି ଯାପନ କରିଥିଲେ। ରାତିରେ ଦଳୀୟ ନେତା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?