ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି
ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ ପୋକ ତ ପୁଣି କେତେବେଳେ ତରକାରି ଓ ଉପମାରୁ ପୋକ, ମାଛି, ତେଲଗୁଣି ବାହାରୁଛି।…
ଭାରତର ସାଗରକେନ୍ଦ୍ର
ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ ଭାବେ ମହାକାଶଯାନ ଅବତରଣ କରାଇ ସେଗୁଡ଼ିକର ପୃଷ୍ଠଦେଶଗୁଡ଼ିକରୁ ପୁଙ୍ଖାନୁପୁଙ୍ଖ ପରୀକ୍ଷାନିରୀକ୍ଷା କରାଯାଉଛି । ସେଠାରେ…
ସତରେ ଆମେ କ’ଣ ମଣିଷ
ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ, ବାଛୁରୀ, ଷଣ୍ଢ ଇତ୍ୟାଦି ଛିଡ଼ା ହୋଇଥାଆନ୍ତି। ଉଭୟ ପଟରୁ ଆସୁଥିବା ଦୁଇଚକିଆ, ଚାରିଚକିଆ ଯାନଗୁଡ଼ିକର…
ପାରାଦୀପରେ ରାସାୟନିକ ଗ୍ୟାସ୍ର ପ୍ରଭାବ: ଅନେକ ଅସୁସ୍ଥ
ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା କପଡ଼ା ବାନ୍ଧି ବୁଲୁଛନ୍ତି। ଏପରିକି ରବିବାର କେତେଜଣ ଦୁର୍ଗନ୍ଧ ଯୋଗୁ ବାନ୍ତି କରି ଅଠରବାଙ୍କି…
ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ
କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଭୁବନେଶ୍ବର ପରେ ଏବେ କଟକରେ କିଛି ବିଜେଡି ନେତା ମେଳି କରିଛନ୍ତି…
ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୨୮ା୧୨: ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ ଭୟର କାରଣ ପାଲଟିଛି। ଏକ ପର୍ବରେ ଭୋଜି ପାଇଁ ପ୍ରସ୍ତୁତ ହୋଇଥିବା ରାଇତା ଯୋଗୁଁ…
ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ
ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ପାଟପୁର ଗାନ୍ଧୀ ଛକ ଠାରେ ଉପସ୍ଥିତ ଦଳୀୟ…
ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ ରଞ୍ଜନ ବେହରଦଳାଇ ଓପିଏସସିରେ ଭେଟେରିନାରି ଆସିଷ୍ଟାଣ୍ଟ ସର୍ଜନ ପରୀକ୍ଷାରେ ୧୬ତମ ସ୍ଥାନ ରଖି ଉତ୍ତୀର୍ଣ୍ଣ…
ସୃଷ୍ଟି ହେବ ଗଜକେଶରୀ ଯୋଗ, ଏହି ୨ ରାଶିର ବ୍ୟକ୍ତିଙ୍କର କ୍ୟାରିଅରରେ ହେବ ଉନ୍ନତି
ଗ୍ରହ ଏବଂ ନକ୍ଷତ୍ର ମଣ୍ଡଳର ଗତିକୁ ଆଧାର କରି ୨୦୨୬ ମସିହାର ପ୍ରଥମ କିଛି ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ । ଏହି ସମୟ ମଧ୍ୟରେ ଗଜକେଶରୀ ନାମକ ଏକ ଶୁଭ ଯୋଗ ମଧ୍ୟ ସୃଷ୍ଟି ହେବ ।…
ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ
ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ ସେହି ସ୍ଥାନରେ ଅତର୍କିତ ଚଢ଼ାଉ କରିଥିଲେ। ସ୍ଥାନୀୟ ଆଇଆଇସି ବିଜୟ କୁମାର ସ୍ବାଇଁଙ୍କ ନେତୃତ୍ୱରେ…
ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି
କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏହି ନୂତନ ପଦାଧିକାରୀଙ୍କୁ ନିଯୁକ୍ତି ଦେଇଛନ୍ତି। ଉପସଭାପତି ଭାବେ…
ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ ବଣରେ ପର୍ଯ୍ୟଟକମାନେ ବଣ ଭୋଜି କରି ମଜା ନେଉଥିବା ବେଳେ କୌଣସି କାରଣରୁ ୨…
Archives


