ଆଜି ହେବନି ମନମୋହନଙ୍କ ଅନ୍ତିମ ସଂସ୍କାର, ଜାଣନ୍ତୁ ଏହାର ଅସଲ କାରଣ
ନୂଆଦିଲ୍ଲୀ,୨୭।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଦେହାନ୍ତ ହୋଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ ଗୁରୁବାର ଦିଲ୍ଲୀ ଏକ୍ସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦେଶରେ ଅର୍ଥନୈତିକ ସଂସ୍କାରର ପିତା ଭାବରେ ପ୍ରସିଦ୍ଧ ମନମୋହନ ସିଂଙ୍କୁ ମୃତ୍ୟୁବେଳକୁ ୯୨ବର୍ଷ…
ପ୍ରଥମ ଦେଖାରେ ପ୍ରେମରେ ପଡ଼ିଯାଇଥିଲେ ମନମୋହନ:ଏମିତି ଥିଲା ପ୍ରେମସମ୍ପର୍କ
ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ ଶେନିଃଶ୍ୱାସ ତ୍ୟାଗ କରିଛନ୍ତି। ୯୨ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ମନମୋହନ ସିଂଙ୍କ ଭାବମୂର୍ତ୍ତି ଜଣେ ଗମ୍ଭୀର ତଥା ଉତ୍ସର୍ଗୀକୃତ ନେତାଙ୍କ ଛବି ଥିଲା, କିନ୍ତୁ ତାଙ୍କର ବ୍ୟକ୍ତିଗତ ଜୀବନ ମଧ୍ୟ…
ବଢିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ
ଭୁବନେଶ୍ୱର,୨୭।୧୨: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳକୁ ରାଜ୍ୟ ସରକାର ବଢାଇଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ଏକ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଆସନ୍ତା ୩୧ରେ ସରୁଥିଲା। ସେ ଗତ ଜୁନ୍ ୩୦ରେ ଓଡ଼ିଶା ନୂଆ ମୁଖ୍ୟଶାସନ…
ଚଳନ୍ତା ଟ୍ରେନ୍ରୁ ଖସିପଡ଼ିଲେ ମା’-ପୁଅ, ଆଉ ତା’ ପରେ…
ଢେଙ୍କାନାଳ,୨୭ା୧୨(ରତନ ନାୟାର): ଢେଙ୍କାନାଳ ଓଡ଼ାପଡ଼ା ବ୍ଲକ ଦାଣ୍ଡିମାଳ ଷ୍ଟେଶନ ନିକଟରେ ଶୁକ୍ରବାର ଚଳନ୍ତା ଟ୍ରେନରୁ ଖସିପଡ଼ି ମା-ପୁଅ ଗୁରୁତର ଭାବେ ଉଦ୍ଧାର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ୮ଟା ୩୦ରେ ଭର୍ତ୍ତି ହୋଇଛନ୍ତି। ସୂଚନା ମୁତାବକ ସଦର ଥାନା ବାରଦା ଗ୍ରାମର…
କେତେ ସମ୍ପତ୍ତିର ମାଲିକ ଥିଲେ ମନମୋହନ, ସତ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ
ନୂଆଦିଲ୍ଲୀ,୨୭।୧୨: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଡ. ମନମୋହନ ସିଂଙ୍କର ଗତକାଲି ଅର୍ଥାତ ଗୁରୁବାର ରାତିରେ ଦେହାନ୍ତ ହୋଇଛି। ତାଙ୍କୁ ୯୨ବର୍ଷ ହୋଇଥିଲା। ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀର ଏମ୍ସରେ ଭର୍ତ୍ତି…
୩୦ ଚାଷୀଙ୍କ ନିଶା ପାଲଟିଛି ଷ୍ଟ୍ରବେରୀ ଫଳାଇବା, ୨୫ ଏକର ଜମିରେ ଜାରି ରଖିଛନ୍ତି…
କୋରାପୁଟ,୨୭ା୧୨(ଅମିତାଭ ବେହେରା): କୋରାପୁଟ ଜିଲାର କୋଟିଆ ପଞ୍ଚାୟତରେ ଜିଲା ପ୍ରଶାସନର କୋରାପୁଟ ଆଇଟିଡିଏର ସହାୟତାରେ ପ୍ରଥମେ ପରୀକ୍ଷାମୂଳକ ଭାବେ ୫ ଏକର ଜମିରେ ବିଦେଶୀ ଫଳ ଷ୍ଟ୍ରବେରୀ ଚାଷ ଆରମ୍ଭ କରାଯାଇଥିଲା। ଏହାର ସଫଳତା ଅନୁକରଣ କରି ଜିଲାର ଦଶମନ୍ତପୁର ବ୍ଲକର…
ମନମୋହନଙ୍କ ଓଡ଼ିଶା ସହ ଥିଲା ଗଭୀର ସମ୍ପର୍କ:ଜାଣନ୍ତୁ କେମିତି…
ନୂଆଦିଲ୍ଲୀ,୨୭।୧୨: ଭାରତୀୟ ଇତିହାସ କଡ଼ ମୋଡ଼ୁଥିବାବେଳେ କ୍ୱଚିତ୍ ବ୍ୟକ୍ତିବିଶେଷ ଏହାର ସାକ୍ଷୀ ପାଲଟିଥିଲେ। ସେମାନଙ୍କ ମଧ୍ୟରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂ ଅନ୍ୟତମ। ବିଭାଜନ ପରେ ଦୀର୍ଘ ସାଢ଼େ ୬ ଦଶନ୍ଧି ଧରି ଦେଶର ଆର୍ଥତ୍କ ସ୍ଥିତିକୁ ପରଖିବା ସହ…
ମନମୋହନ ସିଂଙ୍କ ଅନ୍ତିମ ଦର୍ଶନ ପାଇଁ ପହଞ୍ଚିଲେ ମୋଦି-ଶାହା
ନୂଆଦିଲ୍ଲୀ,୨୭।୧୨: ନୂଆଦିଲ୍ଲୀସ୍ଥିତ ଏମ୍ସରେ ଗୁରୁବାର ରାତିରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ ହୋଇଛି। ବୟସାଧିକ କାରଣରୁ ଅସୁସ୍ଥ ଥିବା ୯୨ ବର୍ଷୀୟ ମନମୋହନ ସନ୍ଧ୍ୟାରେ ହଠାତ୍ ସଜ୍ଞାହୀନ ହୋଇଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଏମ୍ସର ଏମର୍ଜେନ୍ସି ବିଭାଗରେ ଭର୍ତ୍ତି କରାଯାଇଥିଲା।…
ଏଫ୍ଏକ୍ୟୁ ମାନର ଧାନ କିଣାକୁ ନେଇ ଚିନ୍ତାରେ ଚାଷୀ, ମିଲର
ରାୟଗଡ଼ା,୨୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ଧାନମଣ୍ଡି ଆରମ୍ଭ ହୋଇ ୧୦ ଦିନ ବିତିଯାଇଥିଲେ ମଧ୍ୟ ସରକାର ଓ ମିଲରଙ୍କ ମଧ୍ୟରେ ଚାଲିଥିବା ଛକାପଞ୍ଝା ଯୋଗୁ ଧାନ ବିକ୍ରି କରିପାରୁନାହାନ୍ତି ଚାଷୀ। ଅନ୍ୟପଟେ ଦାଉ ସାଧୁଛି ଅଦିନିଆ ବର୍ଷା। ଗତ ୨…
ବିଲରେ ଗଜାହେଲା ପାଚିଲା ଧାନ
ପଟ୍ଟାମୁଣ୍ଡାଇ,୨୭ା୧୨ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଅଞ୍ଚଳର ୨ଟି ପାଟର ପାଚିଲା ଧାନ ଏବେ ପାଣିରେ ଲୋଟିଛି। ଲଗାଣବର୍ଷା ଉଜାଡ଼ି ଦେଇଛି ଭାତହାଣ୍ଡି। ବର୍ଷାରେ ଶହ ଶହ ଏକର ଚାଷ ଜମିରେ ଧାନ ପାଣିରେ ବୁଡ଼ି ଗଜା ହେବାକୁ ବସିଲାଣି। କଚଡ଼ା ସହ…
ମନମୋହନଙ୍କ ପରଲୋକରେ ଭାଙ୍ଗିପଡ଼ିଲା ଆମେରିକା
ନୂଆଦିଲ୍ଲୀ,୨୭୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କର ଗୁରୁବାର ରାତିରେ ପରଲୋକ ଘଟିଛି। ମନମୋହନ ଏକାଧାରରେ ଜଣେ ରାଜନେତା, ଅର୍ଥନୀତିଜ୍ଞ ଏବଂ ପ୍ରଶାସକ।ସବୁ ଦଳର ନେତାଙ୍କ ସହ ସୁସମ୍ପର୍କ ରକ୍ଷା କରିବା ରାଜନୀତିରେ ତାଙ୍କ ଆଦୃତି ଓ ଗ୍ରହଣୀୟତାର ପରିସରକୁ ବଢ଼ାଇଦେଇଥିଲା। ଏହି…
ଗାଡ଼ି ଶୋ’ ରୁମ୍ରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ଏକାଧିକ ଗାଡ଼ି
ବ୍ରହ୍ମପୁର,୨୭ା୧୨: ବ୍ରହ୍ମପୁରର ଏକ ଇଲେକ୍ଟ୍ରି ଗାଡ଼ି ଶୋ’ ରୁମ୍ରେ ଶୁକ୍ରବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଟାଉନ ଥାନା ରେଡ୍ଡୀ ଗ୍ୟାରେଜ ଛକ ନିକଟ ଶୋ’ ରୁମ୍ରେ ଶଟ୍ସର୍କିଟ୍ରୁ ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି। ତେବେ ଏହି ଅଗ୍ନିକାଣ୍ଡରେ ଏକାଧିକ ଗାଡ଼ି ଜଳିପୋଡ଼ି…
Archives


