Home

ଷ୍ଟାର୍ଟଅପ୍‌ ଓ ଏମ୍‌ଏସ୍‌ଏମ୍‌ଇ ପାଇଁ ଲୋନ୍‌ ମେଳା

ଭୁବନେଶ୍ୱର,୨୦।୨(ଅନୁରାଧା ମହାରଣା): ରାଜ୍ୟ ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ବିଭାଗ ସହଯୋଗରେ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ପରିଷଦ (ଓସ୍ମେ) ପକ୍ଷରୁ ଷ୍ଟାର୍ଟଅପ୍‌ ଓ ଏମ୍‌ଏସ୍‌ଏମ୍‌ଇଗୁଡ଼ିକ ପାଇଁ ବୁଧବାର ଏକ ଲୋନ୍‌ ମେଳା ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଏଣ୍ଟରପ୍ରେନ୍ୟୋରଶିପ ଡେଭେଲପମେଣ୍ଟଠାରେ…

ଲକ୍ଷେ ଟପିପାରେ ସୁନା ଦର

ଭୁବନେଶ୍ୱର,୨୦।୨ (ଅନୁରାଧା ମହାରଣା): କେତେକ ବୈଶ୍ୱିକ କାରଣରୁ ସୁନା ଦର ୧୦ ଗ୍ରାମ୍‌ ପିଛା ଲକ୍ଷେ ଟଙ୍କା ଟପିବ ବୋଲି ଆଶଙ୍କା କରାଯାଉଛି। ଆମେରିକା ଲଣ୍ଡନର ଥ୍ରେଡ୍‌ ଷ୍ଟ୍ରିଟ୍‌ ତଳେ ଥିବା ବିଶ୍ୱର ସର୍ବବୃହତ୍‌ ସୁନା ରିଜର୍ଭରୁ ଆମେରିକାର ସୁନା ମଗାଇବା…

ସମାଜର ମୃତ୍ୟୁ ହୋଇଯାଇଛି: ସ୍ବରା

ମୁମ୍ବାଇ: ସମ୍ପ୍ରତି ଅଭିନେତା ଭିକି କୌଶଲ ଓ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କର ଫିଲ୍ମ ‘ଛାବା’ ବକ୍ସ ଅଫିସରେ ନିଜ ଜଲ୍‌ଓ୍ବା ଦେଖାଇଚାଲିଛି। ରିଲିଜ୍‌ ହେବାର ମାତ୍ର ୫ ଦିନ ମଧ୍ୟରେ ଏହି ଫିଲ୍ମ କେବଳ ଭାରତୀୟ ଫିଲ୍ମ ହଲଗୁଡ଼ିକରୁ ୨୦୦ କୋଟି ଟଙ୍କାରୁ…

ଶାନ୍ତି ପ୍ରତିଷ୍ଠାରେ ସାମାଜିକ ନ୍ୟାୟର ଭୂମିକା ଗୁରୁତ୍ୱପୂର୍ଣ୍ଣ

ପ୍ରତିବର୍ଷ ଫେବୃଆରୀ ୨୦ରେ ବିଶ୍ୱ ସାମାଜିକ ନ୍ୟାୟ ଦିବସ ପାଳନ କରାଯାଉଛି। ବିଶ୍ୱରୁ ଦାରିଦ୍ର୍ୟ, ଲିଙ୍ଗଗତ ଅସମାନତା, ବେକାରି,ମାନବାଧିକାର ତଥା ସାମାଜିକ ସୁରକ୍ଷା ସମ୍ପର୍କିତ ସମସ୍ୟା ଦୂର କରିବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ମଣିଷ ମଣିଷ ଭିତରେ ଏପରି କି…

ରାଜନୈତିକ କାରଣରୁ ସୁନୀତାଙ୍କୁ ମହାକାଶରେ ଛାଡ଼ିଥିଲେ ବାଇଡେନ୍‌: ମସ୍କ

ଓ୍ବାଶିଂଟନ, ୨୦।୨: ନାସା ମହାକାଶଚାରୀ ସୁନୀତା ୟୁଲିୟମ୍ସ ଏବଂ ତାଙ୍କ ସାଥୀ ମହାକାଶଚାରୀ ବୁଚ୍‌ ଓ୍ବିଲ୍‌ମୋର ଗତ ପ୍ରାୟ ୧୦ ମାସରୁ ଅଧିକ ସମୟ ଧରି ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)ରେ ଫସି ରହିଛନ୍ତି। ସୁନୀତାଙ୍କୁ ବିଭିନ୍ନ ରାଜନୈତିକ କାରଣରୁ ବାଇଡେନ୍‌ ପ୍ରଶାସନ…

ଖବର ପ୍ରକାଶନ ପୂର୍ବରୁ ସାବଧାନ ରହୁ ଗଣମାଧ୍ୟମ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୦।୨: ସୁପ୍ରିମକୋର୍ଟ ବୁଧବାର ଏକ ମାମଲାର ଶୁଣାଣିକରି ସମାଜରେ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ସମ୍ପର୍କରେ ଗୁରୁତ୍ୱାରୋପ କରିଛନ୍ତି। ୨୦୧୪ ଜୁନ୍‌ ୨୭ରେ ଏକ ପେଣ୍ଟିଂ ନିଲାମକାରୀ ସଂସ୍ଥାକୁ ନେଇ ଜାତୀୟ ସ୍ତରୀୟ ଖବରକାଗଜ ଟାଇମ୍ସ ଇଣ୍ଡିଆର ସମ୍ପାଦକୀୟରେ ଅପମାନଜନକ ଲେଖା ପ୍ରକାଶିତ କରାଯାଇଥିବା…

ଅନ୍‌ଲାଇନ ଟ୍ରୋଲ୍‌: ଦକ୍ଷିଣ କୋରିଆ ଅଭିନେତ୍ରୀଙ୍କ ଆତ୍ମହତ୍ୟା

ସିଓଲ, ୨୦।୨: ଦକ୍ଷିଣ କୋରିଆର ଅଭିନେତ୍ରୀ କିମ୍‌ ସେ-ରନ୍‌(୨୪)ଙ୍କ ମୃତ୍ୟୁକୁ ନେଇ କୋରିଆନ୍‌ ଫିଲ୍ମ ଇଣ୍ଡଷ୍ଟ୍ରି ସ୍ତବ୍ଧ ହୋଇଛି। ରବିବାର ରାତିରେ ସିଓଲସ୍ଥିତ ବାସଭବନରୁ ତାଙ୍କର ମୃତଦେହ ମିଳିଥିଲା। ତେବେ କିମ୍‌ ଆତ୍ମହତ୍ୟା କରିଛନ୍ତି ବୋଲି ମଙ୍ଗଳବାର ସିଓଲର ସେଓଙ୍ଗ୍‌ଡୋଙ୍ଗ୍‌ ପୋଲିସ ସୂଚନା…

ସୀମା ବାହାର ଟିକେଟ କାହିଁକି ବିକୁଥିଲ

ନୂଆଦିଲ୍ଲୀ,୨୦ା୨: ନୂଆଦିଲ୍ଲୀ ରେଳଷ୍ଟେଶନରେ ଗତ ୧୫ ତାରିଖରେ ଦଳାଚକଟା ଯୋଗୁ ମହାକୁମ୍ଭକୁ ଯିବା ପାଇଁ ବାହାରିଥିବା ୧୮ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିଲା। ଏହି ମାମଲାରେ ବୁଧବାର ଦିଲ୍ଲୀ ହାଇକୋର୍ଟ ରେଲଓ୍ବେକୁ ଭର୍ତ୍ସନା କରିଛନ୍ତି। ଏକ କୋଚ୍‌ର ଧାରଣ କ୍ଷମତାଠାରୁ ଅଧିକ ସଂଖ୍ୟକ ଟିକେଟ…

ଟାରିଫ୍‌ ଉପରେ ମୋ ସହ କେହି ଯୁକ୍ତି କରିପାରିବେ ନାହିଁ: ଟ୍ରମ୍ପ୍‌

ଓ୍ବାଶିଂଟନ୍‌,୨୦ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ୧୩ ତାରିଖରେ ଓ୍ବାଶିଂଟନ୍‌ ଗସ୍ତବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ହ୍ବାଇଟ୍‌ ହାଉସ୍‌ରେ ଭେଟିଥିଲେ। ମୋଦିଙ୍କ ସହ ସାକ୍ଷାତର ଠିକ୍‌ ପୂର୍ବରୁ ଟ୍ରମ୍ପ୍‌ ଏକ ନୂଆ ଟାରିଫ୍‌ ଅର୍ଡରରେ ସ୍ବାକ୍ଷର କରିଥିଲେ। ତଦନୁଯାୟୀ ଯେଉଁ…

ଶାନ୍ତି ପ୍ରତିଷ୍ଠା କରିବାରେ ସାମାଜିକ ନ୍ୟାୟର ଭୂମିକା ଗୁରୁତ୍ୱପୂର୍ଣ୍ଣ

ପ୍ରତିବର୍ଷ ଫେବୃଆରୀ ୨୦ରେ ବିଶ୍ୱ ସାମାଜିକ ନ୍ୟାୟ ଦିବସ ପାଳନ କରାଯାଉଛି। ବିଶ୍ୱରୁ ଦାରିଦ୍ର୍ୟ, ଲିଙ୍ଗଗତ ଅସମାନତା, ବେକାରି,ମାନବାଧିକାର ତଥା ସାମାଜିକ ସୁରକ୍ଷା ସମ୍ପର୍କିତ ସମସ୍ୟା ଦୂର କରିବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ମଣିଷ ମଣିଷ ଭିତରେ ଏପରି କି…

ବରଯାତ୍ରୀ ଶୋଭାଯାତ୍ରାରେ ଭୁଜାଲି ମାଡ଼, ୪ ଜଣଙ୍କୁ ବାନ୍ଧିଲା ପୋଲିସ

ହିଞ୍ଜିଳିକାଟୁ,୧୯ା୨(ଦ୍ୱିତୀକୃଷ୍ଣ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶ୍ରଦ୍ଧାପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ବିବାହ ଶୋଭାଯାତ୍ରାରେ ଭୁଜାଲିମାଡ଼ରେ ଜଣେ ଗୁରୁତର ଘଟଣାରେ ପୋଲିସ ମଙ୍ଗଳବାର ୪ ଜଣଙ୍କୁ ଗିରଫ କରିଛି। ଗିରଫମାନେ ହେଲେ ହିଞ୍ଜିଳି ସାନସାହିର ଚନ୍ଦନ ଚୌଧୁରୀ (୩୨),…

ଲକ୍ଷାଧିକ ଟଙ୍କାର ହେରୋଇନ୍‌ ଜବତ, ଅଭିଯୁକ୍ତ ଗିରଫ

ସମ୍ବଲପୁର,୧୯ା୨(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ସୁନାପାଲିରୁ ଅବକାରୀ ବିଭାଗ ଲକ୍ଷାଧିକ ଟଙ୍କାର ହେରୋଇନ୍‌ ଜବତ କରିଛି। ଏ ସଂକ୍ରାନ୍ତରେ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ସୁନାପାଲିର ମହମ୍ମଦ ଅଲତାବ୍‌(୨୫)। ଅବକାରୀ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ବୁଧବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri