Home

ପଞ୍ଚଟାଭାକୁ ଆଚିଭର୍ସ ଆଓ୍ବାଡର୍‌ସ

ନୂଆଦିଲ୍ଲୀ,୨୫।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଦିଲ୍ଲୀର ଅଗ୍ରଣୀ ଆଡ୍‌ ଏଜେନ୍ସି ପଞ୍ଚଟାଭା ଆଡଭର୍ଟାଇଜିଂକୁ ନିକଟରେ ଆଉ ଏକ ଜାତୀୟସ୍ତର ସମ୍ମାନ ‘ଆଚିଭର୍ସ ଆଓ୍ବାର୍ଡ’ ମିଳିଛି। ଉଲ୍ଲେଖଯୋଗ୍ୟ, ଆଉଟ୍‌ଲୁକ ବିଜ୍‌ନେସ୍‌ ସ୍ପଟ୍‌ଲାଇଟର ସ୍ବତନ୍ତ୍ର ସମ୍ମାନ ସମାରୋହ ଉତ୍ସବ ‘ଆଚିଭର୍ସ ଆଓ୍ବାଡର୍‌ସ-୨୦୨୪’…

ବିଓଏମ୍‌ର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୫।୧୨ (ଅଭୟ ଦାଶ): ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର(ବିଓଏମ୍‌) ର ନୂତନ ଶାଖା ନିକଟରେ କଟକ ନିକଟସ୍ଥ ଗୋପାଳପୁରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଅର୍ଥ ବିଭାଗର ନିର୍ଦ୍ଦେଶକ ପ୍ରଜ୍ଞାସ୍ମିତା ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଆନୁଷ୍ଠାନିକ ଉଦ୍‌ଘାଟନ କରିଥିଲେ।…

ଏଇ ଭାରତରେ

ଭାରତରେ ଏବେ ଅନେକ ସହରରେ ବାୟୁ ପ୍ରଦୂଷଣ ଅସହ୍ୟ ହୋଇପଡ଼ିଛି। ବିଶେଷକରି ଦିଲ୍ଲୀରେ ବାହାରକୁ ବାହାରିବା ବିପଜ୍ଜନକ ହୋଇଯାଇଛି। ସ୍କୁଲ ବନ୍ଦ କରିବାକୁ ପଡ଼ୁଛି। ଏବେ ବିଶ୍ୱର ସବୁଠୁ ପ୍ରଦୂଷିତ ସହରଗୁଡ଼ିକ ମଧ୍ୟରେ ଭାରତର ପାଖାପାଖି ୪୦ଟି ସହର ଅଛି। ତେବେ…

ବ୍ୟାଙ୍କିଙ୍ଗ୍‌ରେ ସାଇବର ସୁରକ୍ଷା

ବର୍ତ୍ତମାନ ବ୍ୟାଙ୍କିଙ୍ଗ୍‌ କ୍ଷେତ୍ରରେ ସାଇବର ସୁରକ୍ଷାର ଆବଶ୍ୟକତା ବହୁତ ବେଶି। କାରଣ ଲୋକମାନେ ସମୟ ଅଭାବରୁ ଅନ୍‌ଲାଇନ ମାଧ୍ୟମରେ ବ୍ୟାଙ୍କ କାରବାର କରୁଛନ୍ତି। ଆଉ ସାଇବର ଠକେଇ ବଢ଼ିଯାଇଛି। ଏଥିପାଇଁ ସାଇବର ସିକ୍ୟୁରିଟି ବିଷୟରେ ଜାଣିବା ଜଣେ ଖାତାଧାରକ ଲାଗି ଜରୁରୀ…

ନିଜର ଦୂରଦୃଷ୍ଟି ଓ ସଂକଳ୍ପ ବଳରେ ଭାରତକୁ ଗଢ଼ିଥିବା ରାଷ୍ଟ୍ରନେତା ଅଟଳଜୀଙ୍କୁ ଶ୍ରଦ୍ଧାଞ୍ଜଳି

ଆଜି ୨୫ ଡିସେମ୍ବର, ଆମ ସମସ୍ତଙ୍କ ପାଇଁ ଏକ ବିଶେଷ ଦିନ। ଆମ ଦେଶ ଆମର ପ୍ରିୟ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜୟନ୍ତୀ ପାଳନ କରୁଛି। ସେ ଜଣେ ରାଷ୍ଟ୍ରନେତା ଭାବରେ ଅଗଣିତ ଲୋକଙ୍କୁ ପ୍ରେରଣା…

ସ୍ପଟ୍‌ ବଏରୁ ସଫଳ ଅଭିନେତା

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅନିଲ କପୁର ମଙ୍ଗଳବାର ତାଙ୍କର ୬୮ତମ ଜନ୍ମଦିନ ପାଳନ କରିଛନ୍ତି। ଦୀର୍ଘ ୫ ଦଶନ୍ଧି ଧରି ବଲିଉଡ୍‌କୁ ଅନେକ ହିଟ୍‌ ଚଳଚ୍ଚିତ୍ର ଦେଇଥିବା ଅନିଲ ଜନ୍ମଦିନ ଅବସରରେ ଏକ ସାକ୍ଷାତ୍‌କାର ଦେଇ ଯୁବାବସ୍ତାରେ କରିଥିବା ସଂଘର୍ଷ ବିଷୟରେ…

ଚାଷୀଙ୍କୁ ଘାରିଛି ଅଦିନିଆ ବର୍ଷା, ବିଲରେ ଲୋଟିଛି ପାଚିଲା ଧାନ

ଭୁବନେଶ୍ୱର,୨୫ା୧୨(ଅନିଲ ଦାସ): ଗତ କିଛିଦିନ ଧରି ରାଜ୍ୟରେ ଲଘୁଚାପ ଓ ଗୁରୁଚାପ ଜନିତ ବର୍ଷା ଲାଗି ରହିଛି। ଉପକୂଳ ଓଡ଼ିଶାରେ ପାଚିଲା ଧାନ ପାଣି ବିଲରେ ଲୋଟିଛି। ଧାନର ମାନ ଖରାପ ହେଲେ ବିକ୍ରିଯୋଗ୍ୟ ହେବ ନାହିଁ। ଧାନ ଗଜା ହୋଇଯିବାର…

ଆଖିରେ କପଡ଼ା ବାନ୍ଧି ସ୍ପିଡ୍‌ ଟାଇପିଂ

ଭୋପାଳ: ଭାରତରେ ପିଲା ହୁଅନ୍ତୁ ଅବା ଯୁବକ, ସମସ୍ତଙ୍କଠାରେ କିଛି ନା କିଛି ପ୍ରତିଭା ରହିଥାଏ। ମଧ୍ୟପ୍ରଦେଶର ରେୱା ଜିଲା ନିବାସୀ ବିକାଶ ତ୍ରିପାଠୀ(୩୦)ଙ୍କର ଏପରି ଏକ ପ୍ରତିଭା ରହିଛି, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଦ୍ରୁତ ଟାଇପିଷ୍ଟ ଭାବେ ସେ ଆଖିପିଛୁଳାକେ…

ହିମାଚଳରେ ତୁଷାରପାତ: ୨୨୩ ରାସ୍ତା ଅବରୋଧ

ଶିମ୍‌ଲା,୨୫ା୧୨(ପି.ଟି.): ହିମାଚଳପ୍ରଦେଶର ବିଭିନ୍ନ ଜିଲାରେ ପ୍ରବଳ ତୁଷାରପାତ ଯୋଗୁ ୩ଟି ଜାତୀୟ ରାଜପଥ ସମେତ ୨୨୩ଟି ସଡ଼କ ଅବରୋଧ ହୋଇଯାଇଛି। କିନ୍ନୌର, ଲହାଉଲ, ସ୍ପିଟି ସମେତ ଶିମ୍‌ଲା, କୁଲ୍ଲୁ, ମଣ୍ଡି, ଚାମ୍ବା ଏବଂ ସିର୍ମଉର ଜିଲାର ଉଚ୍ଚ ସ୍ଥାନଗୁଡ଼ିକରେ ତୁଷାରପାତ ହୋଇଛି। ରାସ୍ତା…

ମାର୍ଚ୍ଚ ସୁଦ୍ଧା ସବୁ ଥାନାରେ ସିସିଟିଭି କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

କଟକ,୨୫ା୧୨ (କାର୍ତ୍ତିକ ସାହୁ): ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ସିସିଟିଭି ବ୍ୟବସ୍ଥା କାର୍ଯ୍ୟକ୍ଷମ କରାଇବାକୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ…

ନିର୍ବାଚନ ନିୟମ ସଂଶୋଧନକୁ ବିରୋଧ କରି ସୁପ୍ରିମକୋର୍ଟ ଗଲା କଂଗ୍ରେସ

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ନିକଟରେ ନିର୍ବାଚନ ପରିଚାଳନା ନିୟମାବଳୀ, ୧୯୬୧ରେ କରିଥିବା ସଂଶୋଧନକୁ ବିରୋଧ କରି ମଙ୍ଗଳବାର କଂଗ୍ରେସ ସୁପ୍ରିମକୋର୍ଟରେ ରିଟ୍‌ ପିଟିଶନ ଦାଏର କରିଛି। ନିର୍ବାଚନ ନିୟମ ସଂଶୋଧନକୁ ଆମେ ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ କରିଛୁ ବୋଲି କଂଗ୍ରେସ ନେତା ଜୟରାମ…

୯ ରେ ପ୍ରଧାନମନ୍ତ୍ରୀ, ୧୦ରେ ରାଷ୍ଟ୍ରପତି ଆସିବେ

ଭୁବନେଶ୍ୱର,୨୫ା୧୨(ଅନିଲ ଦାସ): ଭୁବନେଶ୍ୱର ଜନତା ମଇଦାନରେ ଜାନୁଆରୀ ୮ରୁ ୧୦ ମଧ୍ୟରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବେ। ମୋଦି ୯ରେ ଏହାର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯୋଗଦେବେ। ୧୦ ତାରିଖ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri