ବାର୍ଥ ଡେ ୱିଶ୍: ଜେଲ ଗଲେ ୧୦୪ ବର୍ଷୀୟା
ନ୍ୟୁୟର୍କ: ଆମେରିକାର ନ୍ୟୁୟର୍କସ୍ଥିତ ଜେନେସିଓ ଠାରେ ଥିବା ଆଭୋନ୍ ନର୍ସିଂ ହୋମ୍ରେ ରହୁଥିବା ଜଣେ ୧୦୪ ବର୍ଷୀୟା ମହିଳା ଲୋରେଟା ଚାମ୍ୱରଲେନଙ୍କୁ ୨ ଦିନ ପାଇଁ ନିକଟସ୍ଥ ଲିଭିଙ୍ଗଷ୍ଟୋନ୍ କାଉଣ୍ଟି ଜେଲରେ ଜଣେ ବନ୍ଦୀ ଭାବେ ରଖା ଯାଇଥିଲା। ତେବେ ସେ କୌଣସି…
ହସ୍ପିଟାଲରେ ଭର୍ତ୍ତି ହେଲେ ଶକିରା
ବୋଗୋଟା: କଲମ୍ବିଆର ପ୍ରସିଦ୍ଧ ସିଙ୍ଗର ତଥା ସଙ୍ଗ୍ ରାଇଟର ଶକିରା (୪୮) ରବିବାର ହଠାତ୍ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଫଳରେ ପେରୁର ରାଜଧାନୀ ଲିମାରେ ହେବାକୁ ଥିବା ଶକିରାଙ୍କ ବହୁ ପ୍ରତୀକ୍ଷିତ ମ୍ୟୁଜିକ୍ କନ୍ସର୍ଟକୁ ବାତିଲ କରିବାକୁ…
ରାଞ୍ଚି ଷ୍ଟେଶନରେ ୫ ମହିଳା ମୂର୍ଚ୍ଛାଗଲେ
ରାଞ୍ଚତ୍,୧୮।୨: ନୂଆଦିଲ୍ଲୀ ରେଳଷ୍ଟେଶନରେ ମହାକୁମ୍ଭ ମେଳା ଯାତ୍ରୀଙ୍କ ଗହଳି ଯୋଗୁ ଶନିବାର ରାତିରେ ଦଳାଚକଟା ହୋଇ ୧୮ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ଯାତ୍ରୀ ଆହତ ହୋଇଥିଲେ। ଏହାର ଦିନକ ପରେ ଝାଡ଼ଖଣ୍ଡର ରାଞ୍ଚତ୍ ରେଳଷ୍ଟେଶନରେ କୁମ୍ଭମେଳା ଯାତ୍ରୀଙ୍କ ଅସମ୍ଭାଳ ଭିଡ଼…
ଆମେରିକାରେ ପ୍ରବଳ ବର୍ଷା, ଅଧିକାଂଶ ନଦୀରେ ବନ୍ୟା
ଓ୍ବାଶିଂଟନ,୧୮।୨: ଆମେରିକାର ଅନେକ ଅଞ୍ଚଳରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି, ଅନ୍ୟପଟେ କେଣ୍ଟୁକି ରାଜ୍ୟରେ ପ୍ରବଳ ବର୍ଷା ତାଣ୍ଡବ ସୃଷ୍ଟି କରିବା ଆରମ୍ଭ କରିଛି। ପ୍ରବଳ ବର୍ଷା ଯୋଗୁଁ ରାଜ୍ୟର ଅନେକ ନଦୀରେ ବନ୍ୟା ଆସିଛି। ଏଥିପାଇଁ ଏପର୍ଯ୍ୟନ୍ତ ୯ଜଣ…
ଆଉ ଏକ ବଡ଼ ବିମାନ ଦୁର୍ଘଟଣା, ଲ୍ୟାଣ୍ଡିଂ ବେଳେ ଓଲଟିପଡିଲା
ଟୋରଣ୍ଟୋ,୧୮।୨: କାନାଡାର ଟୋରଣ୍ଟୋ ବିମାନବନ୍ଦରରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ସୂଚନାଯୋଗ୍ୟ, ଡେଲ୍ଟା ଏୟାରଲାଇନ୍ସର ଏକ ବିମାନ ଅବତରଣ ସମୟରେ ବିମାନବନ୍ଦରରେ ଓଲଟି ପଡ଼ିଥିଲା। ଏହି ବିମାନରେ ମୋଟ ୮୦ଜଣ ଯାତ୍ରୀ ଥିଲେ। କୁହାଯାଉଛି ଯେ ଦୁର୍ଘଟଣାରେ ୧୮ଜଣ ଆହତ…
ବିଦାୟୀ ଭାଷଣରେ ବିଭ୍ରାନ୍ତିକର ବ୍ୟାଖ୍ୟାନକୁ ଟାର୍ଗେଟ କଲେ ରାଜୀବ କୁମାର
ନୂଆଦିଲ୍ଲୀ, ୧୮।୨: ଭାରତର ମୁଖ୍ୟ ନିର୍ବାଚନ ଆୟୋଗ (ସିଇସି)ଙ୍କର କାର୍ଯ୍ୟକାଳ ମଙ୍ଗଳବାର ଶେଷ ହେବାକୁ ଯାଉଛି। ଏହାପୂର୍ବରୁ ସୋମବାର ସେ ତାଙ୍କ ବିଦାୟୀ ଭାଷଣରେ କହିଛନ୍ତି, ଗତ କିଛି ବର୍ଷ ହେବ ଭାରତରେ ହେଉଥିବା ନିର୍ବାଚନରେ ବିଭ୍ରାନ୍ତିକର ବ୍ୟାଖ୍ୟାନ ଏବଂ ବୟାନବାଜୀ…
ଜ୍ଞାନେଶ କୁମାର ହେବେ ଭାରତର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର
ନୂଆଦିଲ୍ଲୀ,୧୭/୨: ଭାରତର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଭାବେ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ନିଯୁକ୍ତ କରାଯାଇଛି । ସେ ବିଦାୟୀ ରାଜୀବ କୁମାରଙ୍କ ସ୍ଥାନ ନେବେ। ସେ କେରଳ କ୍ୟାଡରର ୧୯୮୮ ବ୍ୟାଚ୍ ର ଜଣେ ଆଇଏଏସ୍ ଅଧିକାରୀ। ଜ୍ଞାନେଶ…
ଦିନକୁ ମାତ୍ର ୨୦ ମିନିଟ୍ କରନ୍ତୁ ଡ୍ୟାନ୍ସ: ମିଳିବ ଜବରଦସ୍ତ ଫାଇଦା
ଆଜିକାଲି ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ଭିତରେ ଶରୀରର ସଠିକ ଯତ୍ନ ନେବା କାଠିକର ପାଠ ହୋଇଯାଇଛି। ସାରା ଦିନ ବସି କାମ କରିବା ଯୋଗୁ ଅଧିକାଂଶ ଲୋକଙ୍କଠାରେ ବହୁତ କମ ବୟସରୁ ଅନେକ ରୋଗର ଲକ୍ଷଣ ଦେଖାଦେବା ଆରମ୍ଭ ହୁଏ। ଲୋକଙ୍କ ପାଖରେ…
କିଛିଦିନ ପାଇଁ ନୂଆ ସିଇସି ନିଯୁକ୍ତି ପ୍ରକ୍ରିୟା ସ୍ଥଗିତ ରଖାଯାଉ: ପ୍ରଧାନମନ୍ତ୍ରୀଙ୍କ ସହ ବୈଠକ ପରେ କାହିଁକି ଏମିତି କହିଲେ ରାହୁଲ
ନୂଆଦିଲ୍ଲୀ,୧୭।୨:ଦେଶର ନୂତନ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ନିଯୁକ୍ତି ଦେବା ପାଇଁ ସୋମବାର ଚୟନ କମିଟିର ବୈଠକ ହୋଇଛି ପିଏମଓରେ ଅନୁଷ୍ଠିତ ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ ସ୍ବରାଷ୍ଟ୍ର…
Qatar Emir on India Visit: ଭାରତରେ ପହଞ୍ଚିଲେ କତାରର ଅମିର: କୋଳାଗ୍ରତ କରି ସ୍ବାଗତ କଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୧୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କତାରର ଅମିରଙ୍କୁ ବିମାନବନ୍ଦରରେ କୋଳାଗ୍ରତ କରି ସ୍ବାଗତ କରିଛନ୍ତି। କତାରର ଅମିର ଶେଖ ତମିମ ବିନ ହମାଦ ଅଲଥାନି ଦୁଇ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଯାଇ…
KIIT ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଗଭୀର ଦୁଃଖ ପ୍ରକାଶ କଲା କାଠମାଣ୍ଡୁସ୍ଥିତ ଭାରତୀୟ ଦୂତାବାସ
କାଠମାଣ୍ଡୁ,୧୭।୨: ଓଡ଼ିଶାର ଭୁବନେଶ୍ୱରସ୍ଥିତ KIIT ବିଶ୍ୱବିଦ୍ୟାଳୟରେ ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏବେ ଏହି ଘଟଣାକୁ ନେଇ କାଠମାଣ୍ଡୁସ୍ଥିତ ଭାରତୀୟ ଦୂତାବାସ ଗଭୀର ଦୁଃଖ ପ୍ରକାଶ କରିଛି। ଅନ୍ୟପଟେ ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି…
ଦୁର୍ଗମ ଅଞ୍ଚଳରେ ବାଧକ ସାଜୁଛି ନେଟୱାର୍କ: ଅନଲାଇନ ସର୍ଭେ ପାଇଁ ପାହାଡ ଉପରେ ପ୍ରବଳ ଭିଡ଼
ଲାଞ୍ଜିଗଡ, ୧୭।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟ୍ୟଷିତ ଦୁର୍ଗମ ଅଞ୍ଚଳରେ ଆବାସ ଗୃହ ସର୍ଭେ ପାଇଁ ନେଟୱାର୍କ ବାଧକ ସାଜିଥିବାବେଳେ ପାହାଡ ଚଢି ଅନଲାଇନ ସର୍ଭେ କରୁଛନ୍ତି ଅଧିକାରୀ। ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ପଞ୍ଚାୟତର ପ୍ରତ୍ୟେକ…
Archives


