Home

ସହରରେ ଜବରଦଖଲ ଉଚ୍ଛେଦ ଆରମ୍ଭ: ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ ରାସ୍ତା ଉପରେ ସଭିଁଙ୍କ ନଜର

ବରଗଡ଼,୧୩।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପ୍ରଶାସନ ପକ୍ଷରୁ ଗୁରୁବାର ସ୍ଥାନୀୟ ଭିଏସଏସ ନଗରରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ରାସ୍ତାପାର୍ଶ୍ୱ ସରକାରୀ ଜମିରେ ରହିଥିବା ଦୋକାନ, ଠେଲା ଆଦି ଗୁଡ଼ିକୁ ହଟାଇ ଦିଆଯାଇଛି। ସେହିପରି ସରକାରୀ ଜମିକୁ ମାଡ଼ି ଆସି ଆସିଥିବା…

Champions Trophy 2025: ପରିବାରକୁ ସାଥିରେ ନେବେନି ଟିମ୍‌ ଇଣ୍ଡିଆ ଖେଳାଳି

ନୂଆଦିଲ୍ଲୀ,୧୩।୨: ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ ପରେ ଏବେ ଟିମ ଇଣ୍ଡିଆକୁ ଚାମ୍ପିଅନ୍ସ ଟ୍ରଫିରେ ତାର ଶକ୍ତି ପ୍ରଦର୍ଶନ କରିବାକୁ ପଡିବ। ଚାମ୍ପିଅନ୍ସ ଟ୍ରଫି ଫେବୃଆରୀ ୧୯ରୁ ଆରମ୍ଭ ହେଉଛି। ଭାରତୀୟ ଦଳ ଫେବୃଆରୀ ୨୦ରେ ବାଂଲାଦେଶ ବିପକ୍ଷରେ ପ୍ରଥମ ମ୍ୟାଚ…

ବଡ଼ ଖବର: ମଣିପୁରରେ ଲାଗୁ ହେଲା ରାଷ୍ଟ୍ରପତି ଶାସନ

ନୂଆଦିଲ୍ଲୀ,୧୩।୨: ମଣିପୁରରେ ଲାଗୁ ହୋଇଛି ରାଷ୍ଟ୍ରପତି ଶାସନ। ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରେନ ସିଂହଙ୍କ ଇସ୍ତଫା ପରେ ଏହି ନିର୍ଦ୍ଦେଶ ଜାରି କରାଯାଇଛି। ଏନେଇ ଗୃହ ମନ୍ତ୍ରଣାଳୟ ଏକ ବିଜ୍ଞପ୍ତି ଜାରି କରିଛି। ଏନ ବୀରେନ ସିଂହଙ୍କ ଇସ୍ତଫା ପରେ, ନୂଆ ମୁଖ୍ୟମନ୍ତ୍ରୀ…

Valentine’s dayରେ ସିଙ୍ଗଲ୍‌ମାନଙ୍କ ପାଇଁ ଆସିଲା ବଡ଼ ଅଫର୍‌

ଫେବୃଆରୀ ୧୪ ଅର୍ଥାତ୍‌ ଆସନ୍ତାକାଲି ସାରା ବିଶ୍ୱରେ ଭାଲେଣ୍ଟାଇନ୍ସ ଡେ’ ପାଳନ କରାଯିବ। ଏହି ଦିନଟି ପ୍ରେମୀଯୁଗଳଙ୍କ ପାଇଁ ସ୍ବତନ୍ତ୍ର। ଏହି ଦିନ ନିଜ ପ୍ରିୟଜନଙ୍କ ନିକଟରେ ନିଜର ଭାବନା ପ୍ରକାଶ କରିବାର ସୁଯୋଗ ମିଳିଥାଏ। ଭାଲେଣ୍ଟାଇନ୍ସ ଡେ’ରେ ପ୍ରେମିକା ଏବଂ…

ସମ୍ବିତ ପାତ୍ରଙ୍କୁ ମିଳିଲା Z ବର୍ଗର ସୁରକ୍ଷା: ଜାଣନ୍ତୁ କାହିଁକି ନିଆଗଲା ଏତେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୩।୨: ଭାରତୀୟ ଜନତା ପାର୍ଟି (ଭାଜପା)ର ଉତ୍ତର-ପୂର୍ବ ପ୍ରଭାରୀ ଏବଂ ଏମ୍‌ପି ସମ୍ବିତ ପାତ୍ରଙ୍କୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ Z ବର୍ଗର ସୁରକ୍ଷା ଦିଆଯାଇଛି। କେବଳ ମଣିପୁରରେ ତାଙ୍କୁ ଏହି ସୁରକ୍ଷା ମିଳିବ। ଆଇବି ରିପୋର୍ଟ ଆଧାରରେ, ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ତାଙ୍କର…

ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ

ବ୍ରାହ୍ମଣୀଗାଁ,୧୩ା୨(ମନୋରଞ୍ଜନ ରଣା): ବ୍ରାହ୍ମଣୀଗାଁରେ ବିକଶିତ ଗାଁ ବିକଶିତ ଓଡ଼ିଶା ସମୃଦ୍ଧ ଓଡ଼ିଶାର ନୂତନ ପରିଭାଷା କାର୍ଯ୍ୟକ୍ରମ ସରପଞ୍ଚ ସଂଯୁକ୍ତା ମଳିକଙ୍କ ନେତୃତ୍ୱରେ ବୈଠକ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ ପ୍ରଧାନ, ଏଡିଓ ନିଥନୀୟଲ ଚାଲାନସେଠ, ଓ୍ବାର୍ଡ଼ମେମ୍ବର ସଭ୍ୟାସଭ୍ୟ ଏବଂ ଜନସାଧାରଣ…

ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିବେ ମୋଦି, ୨ ନେତାଙ୍କ ମଧ୍ୟରେ ଆଲୋଚନା ହେବ ଏହି ୧୭ ପ୍ରସଙ୍ଗ, ଜାଣନ୍ତୁ କ’ଣ…

ୱାଶିଂଟନ,୧୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତରେ ଅଛନ୍ତି। ଏହି ସମୟରେ ଆଜି ବିଳମ୍ବିତ ରାତିରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୈଠକ ହେବ। ଏହି ବୈଠକ ଭାରତୀୟ ସମୟ ଅନୁସାରେ ରାତି ୨:୩୦ରେ ହ୍‌ବାଇଟ…

ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ବିହାରରେ ଭାଜପା ସରକାର ଗଠନ କରିପାରିବ ନାହିଁ: ଲାଲୁ

ପାଟନା,୧୩।୨: ରାଷ୍ଟ୍ରୀୟ ଜନତା ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ବିହାରରେ ଭାଜପା ସରକାର ଗଠନ କରିପାରିବ ନାହିଁ ବୋଲି ଲାଲୁ କହିଛନ୍ତି। ଦିଲ୍ଲୀରେ ଅରବିନ୍ଦ କେଜ୍‌ରିୱାଲଙ୍କ ସରକାରଙ୍କର ପରାଜୟ…

Viral Video: ଯୁବକଙ୍କ ଇଂରାଜୀ ଶୁଣି ବିବାହ କରିନେଲେ ଯୁବତୀ, ପରେ ଜାଣିବାକୁ ପାଇଲେ ସ୍ବାମୀ ଜଣେ ପଙ୍କଚର ମରାମତିକାରୀ, ଆଉ ତା’ ପରେ…

ଆଜିର ସମୟରେ କିଛି ଲୋକ ଇଂରାଜୀକୁ କେବଳ ଏକ ଭାଷା ନୁହେଁ ବରଂ ଏକ ସ୍ଥିତି ପ୍ରତୀକ ବୋଲି ବିବେଚନା କରନ୍ତି। ଲୋକମାନେ ଭାବନ୍ତି ଯେ, ଯେଉଁମାନେ ଇଂରାଜୀରେ କଥାବାର୍ତ୍ତା କରନ୍ତି ସେମାନେ ଉଚ୍ଚମାନର। ଭଲ ରୋଜଗାର କରୁଥିବେ ନିଶ୍ଚୟ। କିନ୍ତୁ…

ଅନୁସୂଚିତ ଜାତି-ଜନଜାତି ବିଦ୍ୟାଳୟରେ କେବଳ ଭିତ୍ତିଭୂମି ନୁହେଁ, ଉନ୍ନତମାନର ଶିକ୍ଷା ଦିଆଯିବା ଆବଶ୍ୟକ

ବାଲିଗୁଡା,୧୩।୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ୯ଟି ବ୍ଲକରେ ରହିଥିବା ଅନୁସୂଚିତ ଜାତି ଓ ଜନଜାତି ମଙ୍ଗଳ ବିଭାଗ ଦାରା ପରିଚାଳିତ ବିଦ୍ୟାଳୟରେ କେବଳ ଭିତ୍ତିଭୂମି ନୁହେଁ, ଛାତ୍ରୀଛାତ୍ରମାନଙ୍କ ନିମନ୍ତେ ପ୍ରଦାନ କରାଯାଉଥିବା ଖାଦ୍ୟ, ପୋଷାକ ଓ…

ପୂର୍ବତନ ଗର୍ଲଫ୍ରେଣ୍ଡ୍‌ଙ୍କ ଡ୍ୟାନ୍ସ ଦେଖି ଚୁପ୍‌ ହୋଇଗଲେ ଅର୍ଜୁନ: କହିଲେ….

ବଲିଉଡ ଅଭିନେତା ଅର୍ଜୁନ କପୁର ଏବଂ ମଲାଇକା ଆରୋରା ଅଲଗା ହୋଇସାରିଛନ୍ତି। କିନ୍ତୁ ଯେତେବେଳେ ବି ସେମାନେ ଭେଟନ୍ତି ଉଭୟଙ୍କ ମଧ୍ୟରେ ବନ୍ଧୁତା ସ୍ପଷ୍ଟ ଭାବରେ ଦେଖାଯାଏ। ବ୍ରେକଅପ ପରେ ମଧ୍ୟ ଅର୍ଜୁନ ଏବଂ ମଲାଇକା ପରସ୍ପରକୁ ସମ୍ମାନ କରନ୍ତି। ଆଜିକାଲି…

ନିଆଁ ଲାଗି ଫସଲ ନଷ୍ଟ: ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚାଷୀ

ଖଜୁରୀପଡ଼ା,୧୩ା୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ତହସିଲ ଅନ୍ତର୍ଭୁକ୍ତ ବଲସକୁମ୍ପା ପଞ୍ଚାୟତର କେନ୍ଦ୍ରା ସାହିରେ ଚାଷୀ ସଞ୍ଜୟ କହଁର ବସବାସ କରନ୍ତି। ଗରିବ ଆଦିବାସୀ ଶ୍ରେଣୀର  ଅଟନ୍ତି ସଞ୍ଜୟ। ସେ ମୂଲ ମଜୁରୀ କାମ ସାଙ୍ଗକୁ ନିଜ ଜମିରେ ଚାଷବାସ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri