Home

ଘର ସାମ୍ନାରେ ସନ୍ତୋଷଙ୍କୁ ହତ୍ୟା: ସନ୍ଦେହଘେରରେ ସ୍ତ୍ରୀ

ବଲାଙ୍ଗିର, ମୁରିବାହାଲ, ୨।୯:( ସୁନିଲ ମହାନ୍ତି/ଶ୍ରୀବତ୍ସ ସାହୁ): ବଲାଙ୍ଗିର ଜିଲା ମୁରିବାହାଲ ଥାନା ମାଲେଶିରା ଗ୍ରାମ ପଞ୍ଚାୟତ ଡେଙ୍ଗପଦର ଗାଁରେ ଘର ସାମ୍ନାରେ ଜଣେ ବ୍ୟକ୍ତିଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି l କେହିଜଣେ ଏକ ଧାରୁଆ ଅସ୍ତ୍ରରେ ସନ୍ତୋଷ ପରାଭୁଏ…

ଇସ୍ତଫା ଦେବେ ଟ୍ରମ୍ପ! ଆମେରିକା ରାଷ୍ଟ୍ରପତିଙ୍କ ବିରୋଧରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ଓ୍ବାଶିଂଟନ,୨।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ତାଙ୍କ ନିଷ୍ପତ୍ତି ଯୋଗୁ ଗଭୀର ସମସ୍ୟାରେ ଅଛନ୍ତି। ସେ ଭାରତ ଉପରେ ମୋଟ ୫୦ ପ୍ରତିଶତ ଶୁଳ୍କ ଲାଗୁ କରିଛନ୍ତି, ଯାହାକୁ ବିରୋଧ କରାଯାଉଛି। ଏବେ ସିକାଗୋ ଏବଂ ୱାଶିଂଟନରେ ଲୋକମାନେ ରାସ୍ତାକୁ…

‘ପାକିସ୍ତାନ ପାଇଁ ଭାରତ ସହ ଆମେରିକାର ସମ୍ପର୍କ ହେଲା ଖରାପ’, ଏତେବଡ଼ ଅଭିଯୋଗ ଆଣି ଚର୍ଚ୍ଚାକୁ ଆସିଲେ ପୂର୍ବତନ NSA

ଓ୍ବାଶିଂଟନ,୨।୯: ଆମେରିକାର ପୂର୍ବତନ ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଏବଂ ଓକିଲ ଜ୍ୟାକ ସୁଲିଭାନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ସୁଲିଭାନ କହିଛନ୍ତି ଯେ ଟ୍ରମ୍ପ ପାକିସ୍ତାନରେ ତାଙ୍କ ପରିବାରର ବ୍ୟବସାୟିକ ଚୁକ୍ତି ଯୋଗୁ ଭାରତ-ଆମେରିକା ସମ୍ପର୍କକୁ…

ହଠାତ୍‌ ଟି-୨୦ରୁ ଅବସର ଘୋଷଣା କରି ଚମକାଇଦେଲେ ଏହି କ୍ରିକେଟର୍‌

ସିଡନୀ,୨।୯: ଅଷ୍ଟ୍ରେଲିଆର ଦ୍ରୁତ ବୋଲର ମିଚେଲ ଷ୍ଟାର୍କ ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୩୫ ବର୍ଷୀୟ ଷ୍ଟାର୍କ କହିଛନ୍ତି, ସେ ଭାରତର ଟେଷ୍ଟ ଗସ୍ତ, ଆଶେସ ଏବଂ ୨୦୨୭ ଦିନିକିଆ ବିଶ୍ୱକପକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛନ୍ତି।…

ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨।୯: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଫଳରେ ସାରା ରାଜ୍ୟରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ହେଉଥିବା ଜଣାପଡ଼ିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା…

ହତ୍ୟା ନା ଆତ୍ମହତ୍ୟା: ବ୍ରିଜରୁ ପଡ଼ି ଭିସୁଟ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ସମ୍ବଲପୁର,୨।୯(ପ୍ରମୋଦ ବହିଦାର): ବୁର୍ଲା ନିକଟସ୍ଥ ପାୱାର ପ୍ୟାନେଲ(ପିସି) ବ୍ରିଜରୁ ଖସିପଡ଼ି ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ) ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଖବର ମିଳିଛି। ମୃତକ ଭିସୁଟ ମେକାନିକାଲ ଇଞ୍ଜିନିୟରିଂ ବିଭାଗ ଶେଷ ବର୍ଷ ଛାତ୍ର ଯାଜପୁରର ଅଞ୍ଜନେୟ ଦାସ…

ଗୋଟିଏ ପଟେ ଭୂକମ୍ପ ଅନ୍ୟପଟେ ଭୂସ୍ଖଳନ, ୨ ରାତିରେ ଗଲା ୨ ହଜାରରୁ ଅଧିକ ଜୀବନ

କାବୁଲ.ଖାର୍ତୋମ,୨।୯: ପଶ୍ଚିମ ସୁଦାନର ଦାରଫୁର ଅଞ୍ଚଳରେ ଭୂସ୍ଖଳନ ଭୟଙ୍କର ରୂପ ନେଇଛି। ଏହି ଭୟଙ୍କର ଦୁର୍ଘଟଣାରେ ୧,୦୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣା ୩୧ ଅଗଷ୍ଟରେ ମାରା ପର୍ବତ ଅଞ୍ଚଳରେ ଘଟିଥିଲା, ଯେଉଁଠାରେ କିଛି ଦିନ ଧରି ଲଗାତାର…

କଳାହାଣ୍ଡି ଗଡ଼ଜାତ ଅଞ୍ଚଳରେ ନୂଆଁଖାଇ ଆଜି: ବସିଲା ସ୍ବତନ୍ତ୍ର ବଜାର

ଭବାନୀପାଟଣା,୨ା୯ (ଉତ୍ତମ କୁମାର ଦାଶ):ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ସପ୍ତମୀ ତିଥିରେ ନୂଆଁଖାଇ ପାଳନ ହେଉଥିବାବେଳେ କଳାହାଣ୍ଡିରେ ପ୍ରତିପଦାଠାରୁ ଆରମ୍ଭ ହୋଇ ଦଶହରା ଦଶମୀ ପର୍ଯ୍ୟନ୍ତ ଚାଲିଥାଏ। ମଙ୍ଗଳବାର ଜିଲାର ଗଡ଼ଜାତ ଅଞ୍ଚଳରେ…

ସୁମୋନାଙ୍କୁ ଅସଦାଚରଣ

ମୁମ୍ବାଇ: ହାସ୍ୟ ଅଭିନେତ୍ରୀ ସୁମୋନା ଚକ୍ରବର୍ତ୍ତୀଙ୍କ କାର୍‌କୁ ମୁମ୍ବାଇରେ ଆକ୍ରମଣ ହୋଇଛି। ଏନେଇ ସେ ରବିବାର ରାତିରେ ଇନ୍‌ଷ୍ଟାଗ୍ରାମରେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି। ବିକ୍ଷୋଭ ପ୍ରଦର୍ଶନ କରୁଥିବା କେତେଜଣ ଲୋକଙ୍କ ଭିଡ଼ ତାଙ୍କ କାର୍‌କୁ ଘେରିଯାଇ କାର୍‌ ମଧ୍ୟରେ…

ତୀର ମାଡ଼ କରି ଥିଲେ ଫେରାର: ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ସୁନାବେଡା ଅଭୟାରଣ୍ୟର ଯୋଗୀମୁଣ୍ଡା ଗାଁରେ ଗତ ମଙ୍ଗଳବାର ଜଣେ ଯୁବକ ୩ ଜଣଙ୍କୁ ତୀର ମାଡ଼କରି ଫେରାର ହୋଇଯାଇଥିଲେ। ସୋମବାର ସମ୍ପୃକ୍ତ ଯୁବକ ଲାଲଧର ପହରିଆ (୪୫)ଙ୍କ ମୃତଦେହ ଏକ ଗଛରେ ଝୁଲୁଥିବା…

ଏଇ ଭାରତରେ

ହିମାଚଳପ୍ରଦେଶର ରିଭା ସୁଦ୍‌ ଜୈବିକ ପଦ୍ଧତିରେ ଡ୍ରାଗନଫ୍ରୁଟ୍ସ ଚାଷ କରୁଛନ୍ତି। ଏହାକୁ ନେଇ ସେ ୧ କୋଟି ଟଙ୍କାର ବ୍ୟବସାୟିକ ସାମ୍ରାଜ୍ୟ ପ୍ରତିଷ୍ଠା କରିପାରିଛନ୍ତି। ସେ ଡ୍ରାଗନଫ୍ରୁଟ୍ସକୁ ସ୍ଥାନୀୟ ଅଞ୍ଚଳରେ କେ.ଜି. ପ୍ରତି ୨୦୦ ଟଙ୍କାରେ ବିକ୍ରି କରିବା ସହ ସେଥିରୁ…

ସାହିତ୍ୟ ବି ଦିଏ

ବ୍ୟକ୍ତିଗତ ଭାବେ ସାହିତ୍ୟ କରିବାରେ କିଛି ଅସୁବିଧା ନ ଥାଏ। ଖାଲି ସମୟ ଦେବା ଦରକାର। ପଢ଼ିବା ପାଇଁ, ଲେଖିବା ପାଇଁ। ସମୟ ଦେଇ ସାହିତ୍ୟ ଚାଷ କରିବା, ସାହିତ୍ୟ ଚାଷରେ ରହିବା, ସାହିତ୍ୟ ଲେଖିବା, ସାହିତ୍ୟ ଚଷିବା ଏସବୁ ସମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?