Home

ସ୍ପଷ୍ଟ ଦିବାଲୋକରେ କାର କାଚ ଭାଙ୍ଗି ହଜାର ହଜାର ଟଙ୍କା ଲୁଟ୍‌

ଦେବଗଡ,୧୯।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ପୌରାଞ୍ଚଳର ଜନଗହଳି ପୂର୍ଣ୍ଣ ଶ୍ରୀ ଅରବିନ୍ଦ ସ୍କୁଲ ଛକରୁ ସ୍ପଷ୍ଟ ଦିବାଲୋକରେ ଏକ କାରର କାଚ ଭାଙ୍ଗି ୭୮ ହଜାର ଟଙ୍କା ଚୋରି କରି ନେଇଥିବା ଅଭିଯୋଗ ହୋଇଛି । ଅଭିଯୋଗ ଅଧାରରେ ଦେବଗଡ ଥାନା…

ମୁମ୍ବାଇ ସମୁଦ୍ରରେ ବୋଟ୍‌ ଓଲଟି ୧୩ ମୃତ

ମୁମ୍ବାଇ, ୧୯।୧୨:ମୁମ୍ବାଇର ଗେଟ୍‌ଓ୍ବେ ଅଫ୍‌ ଇଣ୍ଡିଆରୁ ଏଲିଫାଣ୍ଟା ଦ୍ୱୀପ ଯାଉଥିବା ନୀଲକମଲ ନାମକ ଏକ ଯାତ୍ରୀବାହୀ ମୋଟର ବୋଟ୍‌ ସହ ବୁଧବାର ଅପରାହ୍ନ ପ୍ରାୟ ୪ଟାରେ ଭାରତୀୟ ନୌସେନାର ଏକ ସ୍ପିଡ୍‌ ବୋଟ୍‌ର ଧକ୍କା ହୋଇଛି। ଫଳରେ ଯାତ୍ରୀବାହୀ ବୋଟ୍‌ଟି ଓଲଟି…

ଖୁବ ଶୀଘ୍ର ପୃଥିବୀରେ ଓହ୍ଲାଇବ ସୂର୍ଯ୍ୟ! ୨୪ ଘଣ୍ଟା ରହିବ ଆଲୋକ, ଜାଣନ୍ତୁ ନ୍ୟୁକ୍ଲିୟର ଫ୍ୟୁଜନ ପ୍ଲାନ କ’ଣ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୯।୧୨: ଆମେ ସୌର ଶକ୍ତି ଏବଂ ଆଣବିକ ଶକ୍ତି ବିଷୟରେ ବହୁତ କିଛି ଦେଖିଛୁ ଏବଂ ଶୁଣିଛୁ, କିନ୍ତୁ ଖୁବ ଶୀଘ୍ର ହାଇଡ୍ରୋଜେନ ଆଧାରିତ ଶକ୍ତି ବିଶ୍ୱରେ ବିଦ୍ୟୁତ୍‌ ଉତ୍ପାଦନ ପାଇଁ ବ୍ୟବହୃତ ହେବାକୁ ଯାଉଛି। ଯଦି ସବୁ ଯୋଜନା ଅନୁଯାୟୀ…

ଘୁମୁରା ଉତ୍ସବ ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି: ଏଥର ହେବ ଆକର୍ଷଣୀୟ

ଥୁଆମୂଳ ରାମପୁର,୧୯ା୧୨ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲ୍ଲାର ଲୁପ୍ତ ପାଇଯାଉଥିବା କଳା, ସଂସ୍କୃତି, ଐତିହ୍ୟ, ପରମ୍ପରାରର କୁ ବଞ୍ଚାଇ ରଖିବା ଉଦ୍ଦେଶ୍ୟରେ ହୁଏ ଏହି କଳାହାଣ୍ଡି ଉତ୍ସବ‘ଘୁମୁରା’l ଏଣୁ ଏହାର ପ୍ରଚାର ପ୍ରସାର ଏବଂ କେମିତି ଉତ୍ସବ ଆୟୋଜନ କରାଯିବା ସେନେଇ …

ଜାନୁୟାରୀ ୨୬ରେ ମୁଖ୍ୟମନ୍ତ୍ରୀଙ୍କୁ ଗୁଳି କରିଦେବି, ଅଭିଯୁକ୍ତ ଗିରଫ

ଲାକ୍ଷ୍ନ,୧୯।୧୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପୁଣି ଥରେ ହତ୍ୟା ଧମକ ମିଳିଛି। ଏଥର ଯୁବକ ୧୧୨କୁ ଡାଏଲ କରି ଜାନୁୟାରୀ ୨୬ରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଗୁଳି ଚଳାଇବାର ଧମକ ଦେଇଥିଲେ। ଧମକପୂର୍ଣ୍ଣ କଲ ଆସିବା ମାତ୍ରେ ପୋଲିସ ବିଭାଗରେ…

ଜାନୁଆରୀ ୬ରେ ରାଜରାସ୍ତାକୁ ଓହ୍ଳାଇବ ବିଜେଡି

ଭୁବନେଶ୍ୱର,୧୯ା୧୨(ଅନିଲ ଦାସ): ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ଜନସାଧାରଣଙ୍କୁ ଅତିଷ୍ଠ କଲାଣି। ଦର ବୃଦ୍ଧି ବିରୋଧରେ ଆସନ୍ତା ଜାନୁଆରୀ ୬ରେ ସଚିବାଳୟ ସମ୍ମୁଖରେ ବିଜେଡି ଏକ ଗଣବିକ୍ଷୋଭ କରିବ। ବୁଧବାର ଶଙ୍ଖଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ସମନ୍ବୟ କମିଟିର…

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡରେ ବରଗଡ଼ର ଶିଶୁ

ବରଗଡ଼,୧୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ବ୍ଲକ ଅନ୍ତର୍ଗତ ଅଡ଼ଗାଁ ଗ୍ରାମର ଜଣେ ଶିଶୁ ଆହ୍ବାନ ମହାକୁର(୨ବର୍ଷ) ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ଼ରେ ସ୍ଥାନ ପାଇଛନ୍ତି। ସେ ଏକବର୍ଷ ୧୦ମାସ ବୟସରେ ଭାରତର ସ୍ବାଧୀନତା ସଂଗ୍ରାମୀ, ରାମାୟଣ, ମହାଭାରତ, ଦେଶର ଜାତୀୟ ଫଳ, ଜାତୀୟ ଫୁଲ,…

୧୮ ଓଟିଟି ପ୍ଲାଟ ଫର୍ମକୁ ବ୍ଲକ କଲା କେନ୍ଦ୍ର, ଜାଣନ୍ତୁ ସରକାର କାହିଁକି ନେଲେ ଏହି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୯।୧୨: ଏହି ବର୍ଷ ଅଶ୍ଳୀଳ ତଥା ଅଶ୍ଳୀଳ ବିଷୟବସ୍ତୁ ଯୋଗୁଁ କେନ୍ଦ୍ର ସରକାର ୧୮ ଟି ଓଟିଟି ପ୍ଲାଟଫର୍ମକୁ ଅବରୋଧ କରିଛନ୍ତି। ବୁଧବାର (ଡିସେମ୍ବର ୧୮) ଲୋକ ସଭାରେ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଏଲ ମୁରୁଗାନ ଏହି ସୂଚନା ଦେଇଛନ୍ତି।…

ଭାରତ-ଆମେରିକାର ଚିନ୍ତା ବଢାଇଲାଣି ଚାଇନା, ପରମାଣୁ ବୋମା ସଂଖ୍ୟା ଅତିକ୍ରମ କଲା ୬୦୦, ୨୦୩୦ ବେଳକୁ…

ବେଜିଂ/ଓ୍ବାଶିଂଟନ,୧୯।୧୨: ଆମେରିକାର ପ୍ରତିରକ୍ଷା ବିଭାଗ ଚାଇନାର ସାମରିକ ଶକ୍ତି ଉପରେ ବାର୍ଷିକ ରିପୋର୍ଟ ପ୍ରକାଶ କରିଛି। ଏହି ରିପୋର୍ଟରେ ଅନେକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି । ଏହି ସୂଚନା କେବଳ ଆମେରିକାର ନୁହେଁ ପଡୋଶୀ ଦେଶ ଭାରତର ଚିନ୍ତା ବଢାଇବାକୁ…

ନ୍ୟୁଜିଲାଣ୍ଡକୁ ମିଳିଲା ଦିନିକିଆ-ଟି୨୦ର ନୂଆ ଅଧିନାୟକ

ନୂଆଦିଲ୍ଲୀ,୧୮।୧୨: ମିଚେଲ ସାଣ୍ଟନରଙ୍କୁ ଆଧିକାରୀକ ଭାବେ ନ୍ୟୁଜିଲାଣ୍ଡର ହ୍ବାଇଟ୍‌ ବଲ୍‌ ଟିମ୍‌ର ଅଧିନାୟକ ଭାବେ ନିଯୁକ୍ତ କରାଯାଇଛି। ସେ କେନ୍‌ ଓ୍ବିଲିୟମସନଙ୍କ ସ୍ଥାନ ନେବେ, ଯିଏ କି ଆମେରିକା ଏବଂ ଓ୍ବେଷ୍ଟଇଣ୍ଡିଜରେ ଟି୨୦ ବିଶ୍ୱକପ୍‌ରୁ ଦଳ ବାହାର ହେବା ପରେ ପଦ…

ବ୍ରହ୍ମପୁର ବିଜେଡି କର୍ପୋରେଟରଙ୍କୁ ଭେଟିଲେ ନବୀନ, କହିଲେ ‘ ମେୟରଙ୍କୁ ସମ୍ମାନ ଦିଅ’

ବ୍ରହ୍ମପୁର,୧୮ା୧୨(ସ୍ମୃତି ରଂଜନ ମହାଲିକ)-ବିବାଦରୁ ଦୂରେଇ ଶୃଙ୍ଖଳିତ ହୁଅ। ମିଳିମିଶି ଦଳର ସଂଗଠନକୁ ଅଧିକ ମଜଭୁତ ପାଇଁ କାମ କର। ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ର ବିଜେଡି କର୍ପୋରେଟରମାନଙ୍କୁ ଏହି ପରାମର୍ଶ ଦେଇଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ। ସମୁଦାୟ ୩୬ କର୍ପୋରେଟରଙ୍କ…

ଷ୍ଟେଶନରେ କମ୍ବଳ ଘୋଡେଇ ଶୋଇଥିଲେ ମହିଳା, ମୃତଦେହ ଭାବି ପୋଷ୍ଟମର୍ଟମ କରିବାକୁ ଦେଲେ ନିର୍ଦ୍ଦେଶ, ତା’ ପରେ ଯାହା ଘଟିଲା…

ପାଟନା,୧୮।୧୨: ବିହାରର ଅରରିଆରେ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ରେଳ ଷ୍ଟେଶନରେ କମ୍ବଳ ଘୋଡେଇ ଶୋଇଥିବା ବେଳେ ରେଳ ବିଭାଗର ସଫେଇ କର୍ମଚାରୀମାନେ ତାଙ୍କୁ ଉଠିବାକୁ ଡାକିଥିଲେ। ହେଲେ ତାଙ୍କ ଶରୀରରେ ହଲଚଲ ନଜର ଆସି ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri