ସରକାରୀ ଚାକିରି ମୋହ
ପିଲାଦିନେ ଯଦି କେହି ପଚାରେ ବଡ଼ ହୋଇ କ’ଣ ହେବୁ -କିଏ କୁହେ ଡାକ୍ତର, ପୋଲିସ ନଚେତ୍ ଶିକ୍ଷକ। ଆପଣମାନେ ବି ଛୋଟବେଳେ ଏହି ପ୍ରଶ୍ନର ସମ୍ମୁଖୀନ ହୋଇଥିବେ। ଏହା ମଧ୍ୟ ଭଲ କଥା କି ଗୋଟିଏ ଲକ୍ଷ୍ୟ ନେଇ ଆଗକୁ…
ଡାକସେବାର ସ୍ମୃତି
ଚିଠି ନିଅ ଚିଠି। ଗାଁ ଦାଣ୍ଡରେ ଡାକବାଲାର ଏ ଉଚ୍ଚାଟ ସ୍ବରକୁ କାନଡେରି ଚାହିଁ ରହିଥା’ନ୍ତି ବୃଦ୍ଧ ମାତାପିତା, ବୋହୂ ଭୁଆସୁଣୀ ଓ ଆବାଳବୃଦ୍ଧବନିତା। ସଭିଙ୍କର ଉତ୍କଣ୍ଠାର ଉତ୍ସ ଥିଲେ ଡାକବାଲା, ଯେ ହେଉଛନ୍ତି ଫକୀର ମୋହନଙ୍କ ଭାଷାରେ ‘ଡାକମୁନ୍ସୀ’। ଖାକି…
ଦେବଦେବୀଙ୍କ କଳି
ମନ୍ଦିରରେ ବିରାଜିତ ଦେବଦେବୀଙ୍କ ମଧ୍ୟରେ ଝଗଡ଼ା ହେଉଛି ହିନ୍ଦୁ ମନ୍ଦିର ପରମ୍ପରାର ଏକ ସ୍ବତନ୍ତ୍ର ବୈଶିଷ୍ଟ୍ୟ । ଏଗୁଡ଼ିକ ଏକ ଘରୋଇ କଳିଝଗଡ଼ାର ରୂପ ନେଇଛି। ଯଦିଓ କାହାଣୀ ଏବଂ ରୀତିନୀତି ଏହିସବୁ ଝଗଡ଼ାକୁ ବର୍ଣ୍ଣନା କରେ ତଥାପି ଭକ୍ତମାନେ ଦେବତା…
ବଜେଟ ଅଧିବେଶନ ପାଇଁ ୩୦ ପ୍ଲାଟୁନ୍ ଫୋର୍ସ
ଭୁବନେଶ୍ୱର,୧୩ା୨(ସତ୍ୟଜିତ୍ ରାଉତ): ବିଧାନସଭାରେ ଗୁରୁବାରଠାରୁ ଚଳିତବର୍ଷର ବଜେଟ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ତ୍ରିସ୍ତରୀୟ ସୁରକ୍ଷା ବଳୟରେ ବିଧାନସଭା ରହିଛି। ବୁଧବାର ଅପରାହ୍ନରେ ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ…
ରାଜଧାନୀରେ ପୁଣି ମାତିଲେ ଲୁଟେରା, ଝରକା ତାଡି ନେଇଗଲେ ଅଳଙ୍କାର
ଭୁବନେଶ୍ୱର,୧୩।୨(ସତ୍ୟଜିତ୍ ରାଉତ): ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଗାୟତ୍ରୀ ବିହାର ପ୍ଲଟ୍ ନଂ.୬୯୮/୩୯୫୫ସ୍ଥିତ ଘରୁ ଦୁର୍ବୃତ୍ତମାନେ ଅଳଙ୍କାର ଚୋରିକରି ନେଇଛନ୍ତି। ଏନେଇ ଘର ମାଲିକ ରଘୁନାଥ ମଙ୍ଗଳବାର ଥାନାରେ ଏତଲା ଦେବା ପରେ ପୋଲିସ ଏକ ମାମଲା (ନଂ.୩୫/୨୦୨୫) ରୁଜୁ କରି…
କାର୍ଯ୍ୟକ୍ଷେତ୍ରରେ ଯୌନ ଉତ୍ପୀଡ଼ନ ଦମନ କରିବ ପୋଶ ଆଇନ
ଭୁବନେଶ୍ୱର,୧୩ା୨(ସୂର୍ଯ୍ୟକାନ୍ତ ବେହେରା): ସମାଜରେ ମହିଳାମାନଙ୍କ ଭୂମିକା ଓ କର୍ତ୍ତବ୍ୟରେ ବହୁ ପରିବର୍ତ୍ତନ ଆସିଛି। ଆଜିର କର୍ମଜୀବୀ ମହିଳା ନିଜ ଘର ଓ କାର୍ଯ୍ୟକୁ ଅତି ନିଖୁଣ ଭାବରେ ପରିଚାଳନା କରିପାରୁଛନ୍ତି। ଏହି ପରିପ୍ରେକ୍ଷିରେ ସେମାନଙ୍କୁ ଏକ ସୁରକ୍ଷିତ ଓ ସମ୍ମାନଜନକ କାର୍ଯ୍ୟକ୍ଷେତ୍ର…
ସିଏମ୍ସି କାଉନ୍ସିଲ ବୈଠକ: ୧୨୦୦ କୋଟିର ଚିଠା ବଜେଟ ଉପସ୍ଥାପିତ
କଟକ,୧୩ା୨(କାର୍ତ୍ତିକ ସାହୁ): କଟକ ମହାନଗର ନିଗମ (ସିଏମ୍ସି)ର ୨୮ତମ କାଉନସିଲ ବୈଠକରେ ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ୧୨୦୦ କୋଟି ଟଙ୍କାର ଚିଠା ବଜେଟ ଉପସ୍ଥାପନ କରାଯାଇଛି। ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ସିଏମ୍ସି ବିଭିନ୍ନ କ୍ଷେତ୍ରରୁ ୧୨୧୬ କୋଟି ଟଙ୍କା ଆୟ…
ପପୁଲାର ନର୍ସିଂହୋମ୍ ସିଲ୍
କଟକ,୧୩ା୨(ଶିଳ୍ପା ପ୍ରିୟଦର୍ଶିନୀ):ମଙ୍ଗଳାବାଗ ଥାନା ଅଞ୍ଚଳରେ ବିନା ଫାୟାର ସେଫ୍ଟି ଓ ଲାଇସେନ୍ସରେ ଚାଲିଥିବା ପପୁଲାର ନର୍ସିଂହୋମ୍ ଆଣ୍ଡ୍ ହସ୍ପିଟାଲ୍କୁ ବୁଧବାର ସିଲ୍ କରାଯାଇଛି। କଟକ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଡ ଡିଭିଜନାଲ ମେଡିକାଲ ଅଫସିର (ଏଫ୍ଡବ୍ଲ୍ୟୁ) ଡା. ଚିନ୍ତାମଣି…
ରାତି ସାଢ଼େ ୧ଟାରେ ଉଠିବ ମହାଦୀପ
ଖୁଣ୍ଟୁଣୀ,୧୩ା୨(ସଚ୍ଚିଦାନନ୍ଦ ପଣ୍ଡା): କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱରଙ୍କ ପୀଠରେ ଆସନ୍ତା ୨୬ ତାରିଖରେ ଜାଗରଯାତ୍ରା ଅନୁଷ୍ଠିତ ହେବ। ଏହାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ପ୍ରଶାସନ ପକ୍ଷରୁ ବୁଧବାର ପୀଠର ସଭାଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଠଗଡ଼…
ନବ ଦାସ ହତ୍ୟା ତଦନ୍ତର ସ୍ଥିତି ଜଣାଅ
କଟକ,୧୩ା୨(କାର୍ତ୍ତିକ ସାହୁ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ବୁଧବାର ହୋଇଛି। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଅରିନ୍ଦମ ସିହ୍ନା ଏବଂ ବିଚାରପତି ମୃଗାଙ୍କ ଶେଖର ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠ…
ଏସ୍ସିବିରେ ଆଖିବୁଜିଲେ ଯକୃତ ପ୍ରତିରୋପିତ ମାନସ
କଟକ,୧୩ା୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍ସିବି ମେଡିକାଲରେ ଦ୍ୱିତୀୟ ଯକୃତ ପ୍ରତିରୋପିତ ନୟାଗଡ଼ ଅଞ୍ଚଳର ମାନସ ମୁଦୁଲି (୩୯) ବୁଧବାର ଆଖି ବୁଜିଛନ୍ତି। ସେ ଗତ ଜାନୁଆରୀ ୨୨ ତାରିଖରେ ଅସୁସ୍ଥ ହେବାରୁ ତାଙ୍କୁ ଏସ୍ସିବି ମେଡିକାଲର ସେଣ୍ଟ୍ରାଲ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ…
‘ମାନବ ଚାଲାଣ ମଧ୍ୟସ୍ଥଙ୍କ ମୂଳୋତ୍ପାଟନ ଜରୁରୀ’
ପୁରୀ,୧୩ା୨( ଅଜିତ୍ କୁମାର ମହାନ୍ତି): ମାନବ ଚାଲାଣ ଏକ ଘୃଣ୍ୟ ଓ ଜଘନ୍ୟ ଆପରାଧିକ କାର୍ଯ୍ୟ। ଏହାକୁ ସାମୂହିକ ଉଦ୍ୟମ ଓ ସହଯୋଗ ଦ୍ୱାରା ପ୍ରତିହତ କରାଯାଇପାରିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ବୁଧବାର ଅପରାହ୍ନରେ ପୁରୀ ଜିଲା ସଂସ୍କୃତି ଭବନରେ…
Archives


