Champions Trophy 2025: କେଉଁ ଟିମ୍ର ଜର୍ସି ସବୁଠୁ ମହଙ୍ଗା, ଜାଣନ୍ତୁ
ନୂଆଦିଲ୍ଲୀ,୧୨।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫ ଫେବୃଆରୀ ୧୯ରୁ ଆରମ୍ଭ ହେବ। ଏହା ପୂର୍ବରୁ, ଦଳଗୁଡ଼ିକ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ସମସ୍ତ ଦଳ ଟୁର୍ନାମେଣ୍ଟ ପାଇଁ ନିଜସ୍ବ ଜର୍ସି ମଧ୍ୟ ଲଞ୍ଚ କରୁଛନ୍ତି। ଆସନ୍ତୁ ଜାଣିବା ଚାମ୍ପିଅନ୍ସ ଟ୍ରଫିରେ ପ୍ରତ୍ୟେକ ଦଳର ଜର୍ସିର…
ଖୁଡ଼ୀ-ଝିଆରୀଙ୍କ ପାଟିରେ ସେଲୋଟେପ୍ ଲଗାଇ ଲୁଟେରା ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା
ଅନୁଗୋଳ,୧୨ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ବଅଁରପାଳ ଥାନା ଗଡ଼ସନ୍ଧି ପଞ୍ଚାୟତର ଭାଗବତପୁର ଗ୍ରାମରେ ମଙ୍ଗଳବାର ରାତିରେ ଖୁଡୀ ଓ ଝିଆରୀଙ୍କ ପାଟିରେ ସେଲଟେପ୍ ଲଗାଇ ତଣ୍ଟିରେ ଛୁରି ଲଗାଇ ଟଙ୍କା, ସୁନା ଲୁଟ୍ କରୁଥିବାର ବଅଁରପାଳ ଥାନାରେ ଅଭିଯୋଗ ହୋଇଛି। ଲୁଟ୍ର…
App ban: ଦେଶରେ ୮୦୫ଟି ଆପ, ୩୨୬୬ଟି ୱେବସାଇଟ ବ୍ୟାନ୍
ନୂଆଦିଲ୍ଲୀ,୧୨।୨: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ବଡ଼ ନିଷ୍ପତ୍ତି ନେଇଛନ୍ତି। ସଂସଦୀୟ କମିଟି ବୈଠକରେ ସେ କହିଛନ୍ତି, ଜାତୀୟ ସୁରକ୍ଷା କାରଣରୁ ୮୦୫ଟି ଆପ ଏବଂ ୩୨୬୬ଟି ୱେବସାଇଟ ବ୍ୟାନ୍ କରାଯାଇଛି। ‘ସାଇବର ସୁରକ୍ଷା ଏବଂ ଅପରାଧ’ ସମ୍ପର୍କିତ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ସଂସଦୀୟ…
Acharya Satyendra Das Death: ସବୁଦିନ ପାଇଁ ନୀରବି ଗଲେ ରାମ ମନ୍ଦିରର ମୁଖ୍ୟ ପୂଜକ
ଅଯୋଧ୍ୟା,୧୨।୨:ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଥିବା ରାମ ମନ୍ଦିରର ମୁଖ୍ୟ ପୂଜକ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସଙ୍କର ବୁଧବାର ଦେହାନ୍ତ ହୋଇଯାଇଛି। ହସ୍ପିଟାଲ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମସ୍ତିଷ୍କ ରକ୍ତସ୍ରାବ ପରେ, ସେ ଲକ୍ଷ୍ନୌର ପିଜିଆଇରେ ଚିକିତ୍ସାଧୀନ ଥିଲେ। ହସ୍ପିଟାଲ ପକ୍ଷରୁ ଜାରି…
ଆମେରିକା ଉପରାଷ୍ଟ୍ରପତିଙ୍କ ପରିବାରକୁ ଭେଟି ଉପହାର ଦେଲେ ପ୍ରଧାନମନ୍ତ୍ରୀ ମୋଦି
ପ୍ୟାରିସ,୧୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ୟାରିସରେ ଏଆଇ ଆକ୍ସନ ସମିଟ୍ରେ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ, ତାଙ୍କ ଭାରତୀୟ ବଂଶୋଦ୍ଭବ ସ୍ତ୍ରୀ ଉଷା ଏବଂ ପୁଅମାନଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଜେଡି ଭାନ୍ସଙ୍କ ପୁଅ ବିବେକଙ୍କ ଜନ୍ମଦିନରେ ଯୋଗ ଦେଇଥିଲେ ଏବଂ…
ବୋଝେଇହେଲା କ୍ରୋମାଇଟ୍, ବାହାରିଲା ମାଟି
ପାରାଦୀପ,୧୨।୨(ଶରତ ରାଉତ):ଖଣିଜ ସମ୍ପଦ ଚୋରା କାରବାର ଦିନକୁ ଦିନ ବଢ଼ିଚାଲିଛି। ଏହାର ଏକ ବଡ଼ ଉଦାହରଣ ମଙ୍ଗଳବାର ପାରାଦୀପରେ ଦେଖିବାକୁ ମିଳିଛି। ସୁକିନ୍ଦା କାଳିଆପାଣି ଖଣିରୁ କ୍ରୋମାଇଟ ବୋଝେଇ କରି ଆସିଥିବା ୪ଟି ଟ୍ରକରୁ ପଣ୍ୟ ଗାଏବ ହୋଇଯାଇଛି। ସେଥିରେ ମାଟି…
ମନରେଗା ଯୋଜନାରେ ଠିକାଦାର ମାଲାମାଲ୍: ମାାଷ୍ଟରମାଇଣ୍ଡ ସାଜିଛନ୍ତି ଜିଆର୍ଏସ-ଗାଁ ସାଥି
ଥୁଆମୁଳ ରାମପୁର,୧୨।୨(ଦୁର୍ଗା କୀର୍ତ୍ତି):ସରକାରଙ୍କ ପକ୍ଷରୁ ବେକାରୀ ଓ ଦାଦନ ରୋକିବା ସହ ଗରିବ ଲୋକଙ୍କୁ ସ୍ବାବଲମ୍ବୀ କରିବା ନେଇ ବିଭିନ୍ନ ପ୍ରକାରର ଯୋଜନା ପ୍ରସ୍ତୁତ କରୁଛନ୍ତି। ବ୍ଳକର ବିଭିନ୍ନ ଗ୍ରାମପଞ୍ଚାୟତ ଅଧିନରେ ଥିବା ଗାଁ ଗୁଡିକରେ ବିଭିନ୍ନ ବିଭାଗ ତରଫରୁ ମନରେଗା…
ରାତି ୧୦ରେ ଉଠିବ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମହାଦୀପ
ପୁରୁଣା ଭୁବନେଶ୍ୱର,୧୨ା୨(ସୁବାସ ଚନ୍ଦ୍ର ପ୍ରଧାନ):ଆସନ୍ତା ୨୬ତାରିଖରେ ମହାଶିବରାତ୍ରି ତଥା ଜାଗର ଯାତ୍ରା। ରାଜ୍ୟର ପ୍ରମୁଖ ଶୈବପୀଠଗୁଡ଼ିକ ମଧ୍ୟରୁ ଶ୍ରୀଲିଙ୍ଗରାଜ ମନ୍ଦିର ଅନ୍ୟତମ। ଏଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାସମାରୋହରେ ଜାଗର ଯାତ୍ରା ପାଳନ କରାଯିବ। ଏହି ଜାଗର ଯାତ୍ରାକୁ ଶୃଙ୍ଖଳିତଭାବେ…
ଜଳପ୍ରପାତରେ ନିଖୋଜ ଯୁବକଙ୍କ ମୃତଦେହ ଜବତ
କୋକସରା,୧୨ା୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଡୋକାରୀଦର ଜଳପ୍ରପାତରେ ବୁଡ଼ି ନିଖୋଜ ଥିବା ଯୁବକଙ୍କ ମୃତଦେହ ମଙ୍ଗଳବାର ଜବତ ହୋଇଛି। ସୂଚନା ଅନୁସାରେ ଗତ ରବିବାର ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଡୁମେରମୁଣ୍ଡା ଗ୍ରାମର ୨ ଜଣ…
ବଙ୍ଗଳାପଡ଼ାରେ ମାଘ ଝାମୁଯାତ୍ରା ସମ୍ପନ୍ନ: ପ୍ରବଳ ଭିଡ଼
ଥୁଆମୂଳ ରାମପୁର,୧୨ା୨ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣୁପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗୋକୋଲମା ବଙ୍ଗଳା ପଡ଼ାଠାରେ ମାଘ ଶୁକ୍ଳ ପକ୍ଷ ତ୍ରୟୋଦଶୀ ତିଥିରେ ମଙ୍ଗଳବାର ମାଘ ଝାମୁଯାତ୍ରା ବା ମା’ ମାଣିକେଶ୍ୱରୀ ଓ ବାବା ଅଗ୍ନି ଭୈରବ…
ପାଠପଢ଼ା ଚାପ: ମରୁଛନ୍ତି ପିଲା ପରେ ପିଲା
କୋଟା,୧୨ା୨:ଦେଶର ଅନ୍ୟତମ ଶିକ୍ଷା ନଗରୀ ଭାବେ ପରିଚିତ ରାଜସ୍ଥାନର କୋଟାରେ ନ୍ୟାଶନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍ଇଇଟି) ପାଇଁ ପ୍ରସ୍ତୁତ ହେଉଥିବା ଜଣେ ୧୮ ବର୍ଷୀୟ ଛାତ୍ର ମଙ୍ଗଳବାର ନିଜ ହଷ୍ଟେଲ ରୁମ୍ରେ ଆତ୍ମହତ୍ୟା କରିଛନ୍ତି। ସଓ୍ବାଇ ମାଧୋପୁର ଜିଲାର…
୮୦+୧୪
ବ୍ରିଟିଶ ଶାସନ ସମୟରେ ଅର୍ଥାତ୍ ୧୮୭୨ରେ ଆରମ୍ଭ ହୋଇଥିବା ଭାରତର ଜନଗଣନା ୨୦୧୧ରେ ଶେଷଥର ପାଇଁ ହୋଇଥିଲା। ଏହାର ପରବର୍ତ୍ତୀ ଗଣନା ୨୦୨୧ରେ ହୋଇଥାଆନ୍ତା। କୋଭିଡ୍ ମହାମାରୀ ଯୋଗୁ ଏହା ବନ୍ଦ କରାଯାଇଥିବା ସରକାରୀ ଭାବେ କୁହାଗଲା। ହେଲେ ମହାମାରୀ ଯିବାର…
Archives


