Home

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି । ସମୁଦ୍ରରେ ବୁଡ଼ି ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତ ଛାତ୍ରୀ ହେଉଛନ୍ତି କଟକ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି। ଏହାକୁ ଇ-ସିଗାରେଟ ବୋଲି ଦାବି କରାଯାଉଛି। ଭାଜପା ଆଇଟି ସେଲ ମୁଖ୍ୟ ଅମିତ...

Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍

ନୂଆଦିଲ୍ଲୀ,୧୭ା୧୨: ଭାରତୀୟ କ୍ରିକେଟ୍ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟି-୨୦ ପାଇଁ ଶୁଭମନ ଗିଲଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦିଆଯାଇଛି। ତାଙ୍କ ସ୍ଥାନରେ ସଞ୍ଜୁ ସାମସନଙ୍କୁ ମନୋନୀତ କରାଯାଇଛି। ରିପୋର୍ଟ ଅନୁଯାୟୀ,...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ଜୁନାଗଡ଼ ଥାନା ଅନର୍ଗତ ଅନ୍ତର୍ଲା ଗ୍ରାମର କାହ୍ନୁ ବରିହା...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ ବାନାମ୍ବର ନାୟକ(୨୯) ନାମକ ଜଣେ ଯୁବକ ନିଜର ଦାଦା ମାନସ ନାୟକ(୫୮)ଙ୍କୁ ଠେଙ୍ଗାରେ...

ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ

ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ ଘଟିଛି। ବାଲିମାଫିଆଙ୍କ ଆକ୍ରମଣରେ ୨ ଯୁବକ ଆହତ ହୋଇଛନ୍ତି। ଉକ୍ତ ଗ୍ରାମର ସନାତନ...

ଇଥିଓପିଆରେ ମୋଦି ମ୍ୟାଜିକ, ପ୍ରଧାନମନ୍ତ୍ରୀ ଆବି ଅହମଦ ଅଲି ବ୍ୟକ୍ତିଗତ ଭାବେ କାର ଚଲାଇ ବିମାନବନ୍ଦରରେ ଛାଡିଲେ

ଆଦିସ ଅବାବା,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ତିନୋଟି ଦେଶ ଗସ୍ତରେ ଅଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଇଥିଓପିଆରେ ପହଞ୍ଚିଥିଲେ, ଯେଉଁଠାରେ ଇଥିଓପିଆ ପ୍ରଧାନମନ୍ତ୍ରୀ ଆବି ଅହମ୍ମଦ ଅଲି ତାଙ୍କୁ ଭବ୍ୟ ସ୍ବାଗତ କରିଥିଲେ। ତା’ପରେ ସେ ତାଙ୍କୁ...

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩ ଫୁଟ ଉଚ୍ଚର ଏକ ସାଇନ୍‌ବୋର୍ଡ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ହେଇଥିବା ବେଳେ...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି ମ୍ୟାଚ୍ ସମୟରେ ସେ ଅସୁସ୍ଥ ଅନୁଭବ କରିଥିଲେ। ମ୍ୟାଚ୍ ପରେ ତାଙ୍କୁ ତୁରନ୍ତ...

ନବଜାତ ଶିଶୁପତ୍ର, ପ୍ରସୂତିଙ୍କ ମୃତ୍ୟୁର ହେବ ତଦନ୍ତ, ଅଧିକାରୀ କହିଲେ…

କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ପଦାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି ମହିଳା ବେଲ ମାଝୀ(୩୪)ଙ୍କ ମୃତ୍ୟୁ ଘଟିଥିବାରୁ ସ୍ବାମୀ ସୁରଜିତ ମାଝୀ ଜିଲାପାଳଙ୍କ ଜନଶୁଣାଣି...

୪ମାସ ପର୍ଯ୍ୟନ୍ତ ଦେବାକୁ ପଡିବନି ଟୋଲ ଟାକ୍ସ!

ନୂଆଦିଲ୍ଲୀ,୧୭।୧୨: ଦିଲ୍ଲୀ-ଏନସିଆରରେ ପ୍ରଦୂଷଣ ବୃଦ୍ଧି ପାଉଛି। ପ୍ରଦୂଷଣକୁ ଦୃଷ୍ଟିରେ ରଖି, ସୁପ୍ରିମକୋର୍ଟ ଭାରତୀୟ ମହାନଗର ନିଗମ (ଏମସିଡି)କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି ଯେ ଏମସିଡି ଆସନ୍ତା ବର୍ଷ ଅକ୍ଟୋବର ୧ରୁ ଜାନୁଆରୀ ୩୧ପର୍ଯ୍ୟନ୍ତ ଟୋଲ ପ୍ଲାଜା...

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ ବାଇମାଲା ଚେକ୍‌ ଗେଟ୍‌ଠାରେ ଶତାଧିକ ଲୋକ ରାଜପଥକୁ ଅବରୋଧ କରି ବିକ୍ଷୋଭ କରିଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri