Home

ଏବେ କିଏ ନେବେ CJPର ନେତୃତ୍ୱ? ଏକ୍ସରେ ଅଭିଜିତ ଦୀପକେ କହିଲେ ‘ବର୍ତ୍ତମାନ…’

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀ ପୋଲିସ ଦ୍ୱାରା ଦଳର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ଅଟକ ରଖାଯିବା ପରେ ‘କକରୋଚ ଜନତା ପାର୍ଟି’ (CJP) ନିଜର ବିକ୍ଷୋଭ ଜାରି ରଖିବ ବୋଲି ଘୋଷଣା କରିଛି। ଏକ ଭିଡିଓ ବାର୍ତ୍ତାରେ…

IND vs WI, 3rd T20 Playing-11: ଶୋଚନୀୟ ପରାଜୟ ପରେ ଭାରତୀୟ ଦଳରେ ପରିବର୍ତ୍ତନ; ଏହି ଅଲରାଉଣ୍ଡରଙ୍କ ସ୍ଥାନ ନେବେ …

ନୂଆଦିଲ୍ଲୀ,୧୦।୧୦: ଦ୍ୱିତୀୟ ଟି-୨୦ ମ୍ୟାଚରେ ୱେଷ୍ଟ ଇଣ୍ଡିଜ ବ୍ୟାଟରମାନେ ଭାରତୀୟ ବୋଲରଙ୍କୁ ନିର୍ଦ୍ଦୟ ଭାବେ ପ୍ରହାର କରିଥିଲେ। ଭାରତ ୨୫୦ ରନର ସ୍କୋରକୁ ରକ୍ଷା କରିବାରେ ବିଫଳ ହୋଇଥିଲା, ଯାହା ଫଳରେ ତୃତୀୟ ମ୍ୟାଚ ପାଇଁ ‘ପ୍ଲେଇଂ ଇଲେଭେନ’ (ଖେଳାଳିଙ୍କ ଚୂଡ଼ାନ୍ତ…

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ ଘଟଣାର ସତ। ଏମଭିଆଇଙ୍କ ଆଗରେ ସେଦିନ ଘଟିଥିବା ଘଟଣାର ପ୍ରକୃତ ସତ୍ୟ କହିଥିଲେ…

8th Pay Commissionକୁ ନେଇ କେନ୍ଦ୍ର ସରକାରୀ କମଚାରୀଙ୍କ ପାଇଁ ଆସିଲା ବଡ଼ ଅପଡେଟ,ଜାଣନ୍ତୁ କେବେ ମିଳିବ ବର୍ଦ୍ଧିତ ଦରମା

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ଅଷ୍ଟମ ବେତନ ଆୟୋଗ (8th Pay Commission)କୁ ଅପେକ୍ଷା କରି ରହିଛନ୍ତି। ଏହା କାର୍ଯ୍ୟକାରୀ ହେଲେ କର୍ମଚାରୀଙ୍କ ମୂଳ ଦରମା, ଭତ୍ତା ଏବଂ ପେନସନରେ ପରିବର୍ତ୍ତନ ଆସିବ ବୋଲି ଆଶା କରାଯାଉଛି। ତେବେ…

ଚମତ୍କାର ରେକର୍ଡ କଲେ ତିଲକ ବର୍ମା: ଟି-୨୦ କ୍ରିକେଟ୍‌ରେ ପ୍ରଥମଥର କଲେ ଏମିତି କମାଲ

ନୂଆଦିଲ୍ଲୀ,୧୦।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଲକ ବର୍ମାଙ୍କ ବ୍ୟାଟ ପୁଣିଥରେ ଗର୍ଜିଛି। ୱେଷ୍ଟଇଣ୍ଡିଜ ବିପକ୍ଷରେ ରାଞ୍ଚିରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ସେ ମାତ୍ର ୧୮ଟି ବଲ୍‌ରୁ ଅପରାଜିତ ୪୪ ରନ କରିଛନ୍ତି। ତାଙ୍କର ଏହି ଦ୍ରୁତ ଇନିଂସ ଭାରତର…

ଅଭିଜିତ, ସୌରଭ, ଆଶୁତୋଷ ହେପାଜତରେ; ସେମାନଙ୍କୁ କେତେ ସମୟ ପର୍ଯ୍ୟନ୍ତ ଅଟକ ରଖାଯିବ? ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୦।୧୦: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବା ଏବଂ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିବାକୁ ପହଞ୍ଚିଥିବା ‘କକରୋଚ ଜନତା ପାର୍ଟି’ର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ଦିଲ୍ଲୀ ପୋଲିସ ଅଟକ…

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ ଚୋଟରେ ତାଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ହେଉଛନ୍ତି ପୁରୀ ସଦର ଥାନା…

ଦୁର୍ଭାଗ୍ୟଶାଳୀ ସଞ୍ଜୁ ସାମସନ: ପ୍ରଥମଥର ପାଇଁ ଜଣେ ଖେଳାଳି ଭାବେ ସାମ୍ନା କଲେ ଏମିତି ଅବସ୍ଥା

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ସଞ୍ଜୁ ସାମସନ ଚମତ୍କାର ବ୍ୟାଟିଂ କରି ୪୧ଟି ବଲରୁ ୮୨ ରନ ସଂଗ୍ରହ କରିଥିଲେ। ୯ଟି ଚୌକା ଓ ୪ଟି ଛକା ସମ୍ବଳିତ ଏହି ଇନିଂସ ବଳରେ ଭାରତୀୟ ଦଳ ୱେଷ୍ଟଇଣ୍ଡିଜ ବିପକ୍ଷରେ…

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର ହୋଇଛି। ଶନିବାର ଓକିଲମାନେ ସୁପ୍ରିମକୋର୍ଟରୁ ଜନ୍ତର ମନ୍ତରର ଅଭିମୁଖେ ରାଲି ବାହାରଛନ୍ତି। ହେଲେ…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସରୁ ଅର୍ଥୋପେଡିକ୍ସରେ ଏମ୍‌ଏସ୍‌ ଶିକ୍ଷା ସଫଳତାର ସହ ସମାପ୍ତ କରି ସ୍ବର୍ଣ୍ଣପଦକ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଅନୁଷ୍ଠିତ ଦ୍ୱିତୀୟ ଟି-୨୦ ମ୍ୟାଚରେ ପ୍ରଚୁର ରନ ବର୍ଷା…

ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ

ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ କରି ଭାରତ ୨୦ ଓଭରରେ ୫ ଉଇକେଟ ହରାଇ ୨୪୯ ରନର ବିଶାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?