ବର୍ଷାରେ ବି ବଢୁଛି ପର୍ଯ୍ୟଟକଙ୍କ ଭିଡ଼: ଦାରିଙ୍ଗବାଡ଼ି ପର୍ଯ୍ୟଟନ ବିକାଶ ପାଇଁ ନୂଆ ପଦକ୍ଷେପ
ଦାରିଙ୍ଗବାଡ଼ି,୪।୯(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡ଼ିକୁ ବର୍ଷତମାମ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର କରିବା ସହ ପର୍ଯ୍ୟଟନ କ୍ଷେତ୍ରର ଆହୁରି ବିକାଶ ଓ ରୂପାନ୍ତରଣ ପାଇଁ ପ୍ରଶାସନ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ବର୍ଷା ଋତୁରେ ମଧ୍ୟ ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକଙ୍କ…
ଜନ୍ମଗତ ନାଗରିକତ୍ୱ: ଟ୍ରମ୍ପ୍ଙ୍କ ନୂତନ ନିର୍ଦ୍ଦେଶନାମା ଉପରେ ରୋକ
ଓ୍ବାଶିଂଟନ,୪।୯(ପି.ଟି.): ଆମେରିକାର ସୁପ୍ରିମକୋର୍ଟ ତାଙ୍କର ପୂର୍ବ ପ୍ରୟାସକୁ ପ୍ରତ୍ୟାଖ୍ୟାନ କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଜାରି କରିଥିବା ଜନ୍ମଗତ ନାଗରିକତା ପାଇବାକୁ ଯୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟାକୁ ସୀମିତ କରୁଥିବା ଏକ ନୂତନ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶନାମାକୁ ଲାଗୁ କରିବାରୁ ଜଣେ ଫେଡେରାଲ…
ପମ୍ପ ଅପରେଟର ପାଇନାହାନ୍ତି ୬ ମାସର ପାରିଶ୍ରମିକ: ୭ରୁ କାର୍ଯ୍ୟବନ୍ଦ ଚେତାବନୀ
ଲୋଇସିଂହା, ୩ା୯: ଲୋଇସିଂହା ଏନ୍ଏସି ଅଧୀନ ଲୋଇସିଂହା ଓ ବୁର୍ଡା ଅଞ୍ଚଳରେ କାର୍ଯ୍ୟରତ ଏସିଏମ୍ ଓ ପାନୀୟଜଳ ପ୍ରକଳ୍ପର ପମ୍ପ ଅପରେଟରମାନେ ଦୀର୍ଘ ୬ ମାସ ଧରି ପାରିଶ୍ରମିକ ପାଇନଥିବା ଅଭିଯୋଗ କରିଛନ୍ତି। ବକେୟା ପାରିଶ୍ରମିକ ଯୋଗୁଁ ପରିବାର ଚଳାଇବାରେ ସମସ୍ୟା…
ଟ୍ୟାକ୍ସ ଟାଣୁଛି ଟୋଲପ୍ଲାଜା, ଜୀବନ ନେଉଛି ରାଜପଥ: ନୀରବଦ୍ରଷ୍ଟା ସାଜିଛି ଏନ୍ଏଚ୍ଏଆଇ
ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୪ଲେନ୍ ବିଶିଷ୍ଟ ୫୩ ନମ୍ବର ଜାତୀୟ ରାଜପଥ ବେହାଲ୍ ହୋଇପଡ଼ିଛି। ରାଜପଥର ବିଭିନ୍ନ ସ୍ଥାନରେ ଖାଲଖମା ପୂରି ରହିଛି। ଅନେକ ସ୍ଥାନ ବିପଦସଙ୍କୁଳ ଅବସ୍ଥାରେ ରହିଛି। ବିଭିନ୍ନ ସ୍ଥାନରେ ଷ୍ଟ୍ରିଟ୍ ଲାଇଟ୍ ମଧ୍ୟ…
୧୮ଦିନ ହେଲା ଘରକୁ ଫେରିନାହାନ୍ତି ଜୟଲାଲ: ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଯାଇଥିଲେ ଛତିଶଗଡ଼
ନୂଆପଡ଼ା,୪ା୯ (ମକାରୁ ବେମାଲ):ଜଣେ ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଛତିଶଗଡ଼ର ଦୁର୍ଗ ଅଞ୍ଚଳକୁ ଯାଇଥିବା ନୂଆପଡା ଜିଲାର ଜଣେ ଯୁବକ ୧୮ଦିନ ହେଲା ଘରକୁ ଫେରିନାହାନ୍ତି। ଏହାକୁ ନେଇ ପରିବାର ଲୋକେ ପୋଲିସ ନିକଟରେ ଅଭିଯୋଗ କରି ସୁଫଳ ନ ପାଇବାରୁ…
ଇସ୍ରୋର ଆଉ ଏକ ବଡ଼ ସଫଳତା, ଲଞ୍ଚ ହେଲା EOS-05 ସାଟେଲାଇଟ୍
ନୂଆଦିଲ୍ଲୀ,୪ା୯: ଭାରତୀୟ ଅନ୍ତରୀକ୍ଷ ଗବେଷଣା ସଂସ୍ଥା (ଇସ୍ରୋ) ଅନ୍ତରୀକ୍ଷ କ୍ଷେତ୍ରରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ୍ ସେଣ୍ଟରର ଦ୍ୱିତୀୟ ଲଞ୍ଚ ପ୍ୟାଡ୍ରୁ ଆଜି ଭୋର ପ୍ରାୟ ୨ଟା ୫୫ ମିନିଟ୍ରେ GSLV-F17…
କଳାହାଣ୍ଡି ଜିଲାରେ ଶିକ୍ଷାର ବିକଳ ଚିତ୍ର: ୩୮୨୦ ଡ୍ରପ୍ଆଉଟ ଛାତ୍ରୀଛାତ୍ର
ଭବାନୀପାଟଣା, ୪ା୯(ଉତ୍ତମ କୁମାର ଦାଶ):ଶିକ୍ଷାର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାଗଣାରେ ଛାତ୍ରୀଛାତ୍ରଙ୍କୁ ବହି, ପୋଷାକ, ମଧ୍ୟାହ୍ନଭୋଜନ ସହ ଆନୁଷଙ୍ଗିକ ବ୍ୟବସ୍ଥା କରିଛନ୍ତି। ଏହାସତ୍ତ୍ୱେ ବିଭିନ୍ନ ସ୍କୁଲରେ ଡ୍ରପ୍ଆଉଟ…
ବର୍ଷାକୁ ନେଇ ଆସିଲା ବଡ଼ ଅପ୍ଡେଟ୍: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ…
ଭୁବନେଶ୍ୱର,୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଫଳରେ ରାଜ୍ୟକୁ ଏବେ ଲଘୁଚାପ ପ୍ରଭାବ ନ ଥିବାରୁ ବର୍ଷା କମିଛି। କେଉଁଠି ଝିପି ଝିପି ତ ଆଉ…
ଜମନକିରା ବ୍ଲକରେ ହାତୀ ଉପଦ୍ରବ: ଏକର ଏକର ଧାନ କ୍ଷେତ ଉଜୁଡ଼ିଲା, ଚିନ୍ତାରେ ଚାଷୀକୂଳ
ଜମନକିରା,୪।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ହାତୀପଲଙ୍କ ଉପଦ୍ରବ ଏବେ ଚରମ ସୀମାରେ ପହଞ୍ଚିଛି । ବିଶେଷ କରି ବଡ଼ରମା ବନ୍ୟପ୍ରାଣୀ ରେଞ୍ଜ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ହାତୀଙ୍କ ଉପଦ୍ରବ ଯୋଗୁଁ ଚାଷୀମାନଙ୍କ ଶ୍ରମ ଓ ସମ୍ବଳ ଧୂଳିସାତ…
ମିଳୁନି ମୌଳିକ ସୁବିଧା, ଚଟାଣରେ ବସି ପଢ଼ୁଛନ୍ତି ପିଲା: ୪୬ ଛାତ୍ରୀଛାତ୍ରଙ୍କ ପାଇଁ ୨ ଶିକ୍ଷକ
ଗଞ୍ଜାମ, ୪ା୯ (ଅନାଥ ତରାଇ):ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ପ୍ରବେଶ ପଥ ନିକଟରେ ଥିବା ପୁଇଁତୋଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦୀର୍ଘଦିନ ଧରି ଭିତ୍ତିଭୂମି ଅଭାବ ଓ ଅବହେଳାର ଶିକାର ହୋଇଆସୁଛି। ୧୯୯୪ରେ ପ୍ରତିଷ୍ଠିତ ଏହି ବ୍ଲକ୍ ଗ୍ରାଣ୍ଟ ବିଦ୍ୟାଳୟରେ…
ଇରାନ୍କୁ ଆର୍ଥିକ ଫାଇଦା ପହଞ୍ଚାଇଲେ ପରିଣାମ ଭୋଗିବ: ଆମେରିକା
ୱାଶିଂଟନ୍,୪।୯ (ପି.ଟି.): କିର୍ଗିଜସ୍ଥାନର ବିଶ୍କେକ୍ଠାରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସ୍ସିଓ) ସମ୍ମିଳନୀ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇରାନ୍ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ୍ଙ୍କ ମଧ୍ୟରେ ମଙ୍ଗଳବାର ଦ୍ୱିପାକ୍ଷିକ ଆଲୋଚନା ହୋଇଥିଲା। ଏହି ସାକ୍ଷାତ୍କାରର ଗୋଟିଏ ଦିନ ପରେ…
୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି
ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ ଜନ୍ମ ପରେ ନିଷ୍ଠାର ସହ ପୂଜାର୍ଚ୍ଚନା କରିଥାନ୍ତି। ଲଡୁ ଗୋପାଳଙ୍କ ଶୃଙ୍ଗାରଠାରୁ ଆରମ୍ଭ…

