ଜେଲରେ କେମିତି କଟିଥିଲା ଅଲ୍ଲୁ ଅର୍ଜୁନଙ୍କ ରାତି
ନୂଆଦିଲ୍ଲୀ,୧୪।୧୨: ସାା ଥିଏଟରରେ ଦଳାଚକଟା ପରେ ଅଲୁ ଅର୍ଜୁନଙ୍କୁ ୧୪ ଦିନିଆ ରିମାଣ୍ଡରେ ଗିରଫ କରାଯାଇଥିଲା। ସାରା ରାତି ଜେଲରେ ରହିବା ପରେ ତାଙ୍କୁ ସକାଳେ ଜେଲରୁ ମୁକ୍ତ କରାଯାଇଥିଲା। ଚଞ୍ଚଲଗୁଡା ଜେଲ ଛାଡିବା ପରେ ମୁଁ ଅଫିସକୁ ଯାଇ ତା’ପରେ…
ସୋଲାର ପ୍ଲେଟ୍ ଗୋଦାମରେ ଲାଗିଲା ନିଆଁ: ଜଳିଗଲା ଲକ୍ଷାଧିକ ଟଙ୍କାର ସୋଲାର ପ୍ଲେଟ୍
କେନ୍ଦୁଝର,୧୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ଅପରାହ୍ନରେ ଧରଣୀଧର ବିଶବିଦ୍ୟାଳୟ ପାଖରେ ଥିବା ଏକ ସୋଲାର ପ୍ଲେଟ୍ ଗୋଦାମରେ ନିଆଁ ଲାଗି ଯିବାରୁ ବ୍ୟାପକ ନଷ୍ଟ ହୋଇଛି। ଶଟ୍ସର୍କିଟ୍ରୁ ଏହି ଅଗ୍ନକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ବାହାରେ ଏକ ଅସ୍ଥାୟୀ ସେଡ୍ ଭିତରେ…
ଚାଇନାକୁ ବଡ଼ ଝଟ୍କା ଦେଲା ଭାରତ! ଏବେ ସାରା ବିଶ୍ୱ ରହିବ ହାତ ମୁଠାରେ
ନୂଆଦିଲ୍ଲୀ,୧୪।୧୨: ଭାରତର ବଢୁଥିବା ଶକ୍ତିକୁ ବିଶ୍ୱ ଅଭିବାଦନ ଜଣାଉଛି। ଭାରତର ଅର୍ଥନୈତିକ ଏବଂ ବୈଦେଶିକ ନୀତି ସବୁଆଡେ ସମାଲୋଚିତ ହେଉଛି। ବର୍ତ୍ତମାନ ଭାରତ ଇରାନ ଏବଂ ଆର୍ମେନିଆ ସହିମ୍ମିKଶଇଏକ ବଡ଼ ଗେମ୍ ଖେଳିଛି। ଇରାନ ଏବଂ ଆର୍ମେନିଆ ସହିତ ଭାରତ ବିଶ୍ୱ…
କମାଲ କଲେ ଦିବ୍ୟାଙ୍ଗ ଛାତ୍ରୀଛାତ୍ର
ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ରାପଡାବଡି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ବ୍ଲକସ୍ତରୀୟ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ କ୍ରୀଡ଼ା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏବିଇଓ ଗୋକୁଳା ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି…
ମାଲକାନଗିରିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି
ମାଲକାନଗିରି,୧୪ା୧୨: ମାଲକାନଗିରିକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଭେଟି ଦେଇଛନ୍ତି। ଏଠାରେ ୪ ହଜାର କୋଟି ବ୍ୟୟରେ ସିମେଣ୍ଟ କାରଖାନା ନିର୍ମାଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଆଉ ଏକ ବଡ଼ ଘୋଷଣା କରିଛନ୍ତି।…
ଉତ୍ତରପ୍ରଦେଶରେ ମନୁ ସ୍ମୃତି ପ୍ରଯୁଜ୍ୟ, ସମ୍ବିଧାନ ନୁହେଁ, କାହିଁକି ଏମିତି କହି ରାଗିଲେ ରାହୁଲ
ନୂଆଦିଲ୍ଲୀ,୧୪ା୧୨: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଶନିବାର ଗୃହରେ ସମ୍ବିଧାନ ଉପରେ ଆଲୋଚନାରେ ଭାଗ ନେଇଥିଲେ। ଏହି ସମୟରେ ରାହୁଲ କେନ୍ଦ୍ର ସରକାରଙ୍କୁ କଡ଼ା ଆକ୍ରମଣ କରିଥିଲେ। ୟୁପିର ଯୋଗୀ ସରକାରଙ୍କୁ ମଧ୍ୟ ହାଥ୍ରସ୍ ବଳାତ୍କାର ମାମଲାରେ…
ଭାରତ-ଅଷ୍ଟ୍ରେଲିଆ ତୃତୀୟ ଟେଷ୍ଟ: ବର୍ଷା ଧୋଇଦେଲା ପ୍ରଥମ ଦିନର ଖେଳ
ବ୍ରିସବେନ,୧୪।୧୨ ବ୍ରିସବେନର ଗାବା କ୍ରିକେଟ ଗ୍ରାଉଣ୍ଡରେ ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ତୃତୀୟ ଟେଷ୍ଟ ମ୍ୟାଚ ଖେଳାଯାଉଛି। ବର୍ଷା ହେତୁ ପ୍ରଥମ ଦିନର ଖେଳ ବାତିଲ କରାଯାଇଛି। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟେଷ୍ଟ ମ୍ୟାଚର ପ୍ରଥମ ଦିନରେ କେବଳ…
ଜେରା ପରେ ବିଷ୍ଣୁପଦଙ୍କ ଡ୍ରାଇଭର କହିଲେ ଡ୍ୟୁଟି ପରେ ସାର୍ କେଉଁଆଡ଼େ…
ଭୁବନେଶ୍ୱର,୧୪ା୧୨: ରାଜଧାନୀ ଭୁବନେଶ୍ୱରରେ ୧୦ ଲକ୍ଷ ଟଙ୍କା ଲାଞ୍ଚ କାରବାର ମାମଲାରେ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ସିବିଆଇ ସମନ ପଠାଇଛି। ଗତ ୧୦ ତାରିଖରେ ସିବିଆଇର ନୂଆଦିଲ୍ଲୀ ଅଫିସରୁ ଏହି ସମନ ହୋଇଛି। ତଦନ୍ତରେ ସହଯୋଗ ପାଇଁ କୁହାଯିବା ସହ ୧୧…
କୃଷକଙ୍କୁ ଆର୍ବିଆଇର ବଡ଼ ଉପହାର
ନୂଆଦିଲ୍ଳୀ,୧୪।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) କୃଷକମାନଙ୍କ ପାଇଁ ବନ୍ଧକମୁକ୍ତ ଋଣ ସୀମାକୁ ୧.୬ ଲକ୍ଷରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛି। ଏହି ନିଷ୍ପତ୍ତି ଜାନୁଆରୀ ୧, ୨୦୨୫ରୁ କାର୍ଯ୍ୟକାରୀ ହେବ। ଇନପୁଟ ମୂଲ୍ୟ ବୃଦ୍ଧି ମଧ୍ୟରେ କ୍ଷୁଦ୍ର ଚାଷୀମାନଙ୍କୁ…
ଜି ଉଦୟଗିରିରେ ପ୍ରବଳ ଶୀତ: ସର୍ବନିମ୍ନ ତାପମାତ୍ରା ୫ . ୨ ଡିଗ୍ରୀ
ଜି.ଉଦୟଗିରି ୧୪। ୧୨(ଶିଶିର ପଟ୍ଟନାୟକ): ଜି. ଉଦୟଗିରି ସହରରେ ତିନି ଦିନ ହେବ ପ୍ରବଳ ଶୀତ ଅନୁଭୂତ ହେଉଛି । ରାଜ୍ୟର ସବୁଠୁ ଥଣ୍ଡା ସହର ଜି. ଉଦୟଗିରି ରହିଛି। ଶନିବାର ଦିନ ସର୍ବନିମ୍ନ ତାପମାତ୍ରା ୫.୨ ଡିଗ୍ରୀ ସେଲ୍ସିୟସ ଥିବା…
ଅନ୍ତର୍ଜାତୀୟ କ୍ରିକେଟ୍କୁ ଅଲବିଦା କହିଲେ ଏହି ପ୍ରସିଦ୍ଧ କ୍ରିକେଟର୍: ୨୪ ଘଣ୍ଟାରେ ଦ୍ୱିତୀୟ କ୍ରିକେଟର୍ ଭାବେ…
ଇସଲାମାବାଦ୍,୧୪।୧୨: ପାକିସ୍ତାନର ଦ୍ରୁତ ବୋଲର ମହମ୍ମଦ ଅମିର ପୁଣି ଥରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି। ଅମିର ନିଜ କ୍ୟାରିୟରରେ ଦ୍ୱିତୀୟ ଥର ପାଇଁ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ୨୪ ଘଣ୍ଟା ମଧ୍ୟରେ ପାକିସ୍ତାନର ଦୁଇଜଣ ଭେଟେରାନ ଅବସର ନେଇଛନ୍ତି।…
ବିଗିଡିଲା ଲାଲକୃଷ୍ଣ ଆଡଭାନୀଙ୍କ ସ୍ବାସ୍ଥ୍ୟାବସ୍ଥା: ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ,୧୪।୧୨:ବରିଷ୍ଠ ଭାଜପା ନେତା ଲାଲକୃଷ୍ଣ ଆଡଭାନୀଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ଏହି କାରଣରୁ ତାଙ୍କୁ ଆଜି ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ରହିଛି। ଲାଲକୃଷ୍ଣ ଆଡଭାନୀଙ୍କୁ ୯୭ ବର୍ଷ ବୟସ।…
Archives


