Home

ଅଲ୍ଲୁଙ୍କ ଗିରଫ ଘଟଣା: ଜଣାପଡିଲା ସେଦିନ ରାତିର ସତ! ସୁରକ୍ଷା ମଗାଯାଇଥିଲା ହେଲେ ପୋଲିସ…

ନୂଆଦିଲ୍ଲୀ,୧୩।୧୨: ସାଉଥ୍‌ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଗିରଫ ହେବାପରେ ପୁରା ଦେଶରେ କମ୍ପନ ସୃଷ୍ଟି ହୋଇଛି। ତାଙ୍କୁ ତେଲଙ୍ଗାନା କୋର୍ଟ ଅନ୍ତରୀଣ ଜାମିନ ଦେଇଛନ୍ତି। ମାତ୍ର ସେଇ ଡିସେମ୍ବର ୪ର ସତ ଘଟଣା ସାମ୍ନାକୁ ଆସିଛି। ଅଲ୍ଲୁଙ୍କ ପ୍ରିମିୟର ଶୋରେ ଯୋଗଦେଇଥିବା…

ଗିରଫ ହେବାର ୪ ଘଣ୍ଟା ପରେ ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ଅନ୍ତରୀଣ ଜାମିନ

ହାଇଦ୍ରାବାଦ,୧୩।୧୨: ଅଭିନେତା ଅଲ୍ଲୁ ଅର୍ଜୁନ ଗିରଫ ହେବାର ୪ ଘଣ୍ଟା ପରେ ତେଲଙ୍ଗାନା ହାଇକୋର୍ଟ ତାଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଫଳରେ ଅଲ୍ଲୁ ଅର୍ଜୁନଙ୍କୁ କିଛିଟା ଆଶ୍ୱସ୍ତି ମିଳିଛି। ତାଙ୍କୁ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେଇ ତେଲଙ୍ଗାନା ହାଇକୋର୍ଟ ଅଲ୍ଲୁ…

ବ୍ୟାପକ ମଦ ଭାଟି ଭାଙ୍ଗିଲା ପୋଲିସ, ୨୦ ଜଣଙ୍କୁ ବାନ୍ଧିଲା

ଖଲ୍ଲିକୋଟ,୧୩ା୧୨(ଦିଲ୍ଲୀପ ସାମଲ/ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ବାଦପଲ୍ଲୀ ପଞ୍ଚାୟତରେ ଶୁକ୍ରବାର ଦୀର୍ଘଦିନ ଧରି ବେନିୟମ ଭାବେ ହେଉଥିବା ମଦଭାଟି ଉପରେ ଚଢ଼ାଉ କରାଯାଇଛି। ବ୍ୟାପକ ଦେଶୀମଦ ଭାଟି ଦୁଇ ଲକ୍ଷ ଲିଟର ପୋଚ୍‌ ନଷ୍ଟ କରିବା…

ଆଲ୍ଲୁ ଅର୍ଜୁନଙ୍କ ଜାମିନ୍‌ ନାମଞ୍ଜୁର, ଗଲେ ଜେଲ୍‌

ନୂଆଦିଲ୍ଲୀ,୧୩।୧୨: ସାଉଥ୍‌ ସୁପର ଷ୍ଟାର ଆଲ୍ଲୁ ଅର୍ଜୁନଙ୍କୁ ଗିରଫ କରିଛି ହାଇଦ୍ରାବାଦ ପୋଲିସ। ଗିରଫ ପରେ ତାଙ୍କୁ ଜେଲ୍‌ ହୋଇଛି। ଦଳାଚକଟା ମାମଲାରେ ଜେଲ ଗଲେ ସୁପରଷ୍ଟାର ଆଲ୍ଲୁ ଅର୍ଜୁନ। ଆଲ୍ଲୁଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି କୋର୍ଟ।…

ଆଲ୍ଲୁଙ୍କୁ ଗିରଫ ମାମଲା: ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀ

ପୁଷ୍ପାରାଜ୍‌ଙ୍କୁ ଗିରଫ କରିଛି ହାଇଦ୍ରାବାଦ ପୋଲିସ। ତାଙ୍କ ଫିଲ୍ମ ପୁଷ୍ପା ୨: ଦି ରାଇଜର ପ୍ରିମିୟର ସମୟରେ ବଡ଼ ଦଳାଚକଟା ଘଟି ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା। ଯାହାକୁ ନେଇ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ହାଇଦ୍ରାବାଦ ପୋଲିସ ତାଙ୍କ ଘରୁ…

ଅଗ୍ରାଧିକାର ଭିତ୍ତିରେ ଲୋଡିଂ ପାଇଁ ଦାବିପତ୍ର ପ୍ରଦାନ କଲେ ଟ୍ରକ୍‌ମାଲିକ

କେନ୍ଦୁଝର,୧୩ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଖଣି ପ୍ରଭାବିତ ଅଞ୍ଚଳ ଭାବେ କେନ୍ଦୁଝର ସହର ରହିଛି। ସରକାରଙ୍କ ଦ୍ବାରା ନିର୍ଦ୍ଧାରିତ ଖଣି ମଧ୍ୟ ଭାଗରୁ ୧୦ କିଲୋମିଟର ବ୍ୟାସାର୍ଦ୍ଧ ଅଞ୍ଚଳକୁ ବଫର ଜୋନ୍‌ ବିବେଚନା କରାଯାଇଛି। କେନ୍ଦୁଝର ସହର…

ଭିଡିଓ ଭାଇରାଲ ପରେ ହୋମଗାର୍ଡଙ୍କ ସମେତ ୫ ଗିରଫ

ଦାରିଙ୍ଗବାଡ଼ି,୧୩ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଗଞ୍ଜେଇ ଗଛକୁ ନ କାଟିବା ପାଇଁ ଗଞ୍ଜେଇ ଚାଷୀଙ୍କ ସହ କଥାବାର୍ତ୍ତା ହେଉଥିବା ଅଡିଓ ଭାଇରାଲ ଘଟଣାରେ ପରେ ପୋଲିସର କାର୍ଯ୍ୟାନୁଷ୍ଠାନ। ଦାରିଙ୍ଗବାଡ଼ି ପୋଲିସ ଜଣେ ହୋମଗାର୍ଡଙ୍କ ସହ ୫ଜଣଙ୍କୁ ଗିରଫ…

ବାଇକ୍‌କୁ ପଛପଟୁ ଧକ୍କାଦେଲା ଅଜଣାଗାଡ଼ି, ଚାଲିଗଲା ଦୁଇ ଯୁବକଙ୍କ ଜୀବନ

ବଲାଙ୍ଗୀର,୧୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର-ବରଗଡ଼ ୨୬ ନମ୍ବର ଜାତୀୟ ରାଜପଥର ସାଲେଭଟା ଅଙ୍ଗ ନଦୀ ପୋଲ ଉପରେ ଗୁରୁବାର ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀ ମୃତ୍ୟୁବରଣ କରିଛନ୍ତି। ମୃତ ଦୁଇ ବାଇକ୍‌ ଆରୋହୀ ହେଲେ ସୁବର୍ଣ୍ଣପୁର…

ଜୟନାରାୟଣଙ୍କୁ କଡ଼ା ସମାଲୋଚନା କଲେ ଭୂପିନ୍ଦର, କହିଲେ ଫୁଟ୍‌ବଲ ରେଫରି ଥିଲେ ସେଥିପାଇଁ ହୁଇସିଲ୍‌ ମାରିବା…

ଭୁବନେଶ୍ୱର,୧୩ା୧୨: ସମ୍ବଲପୁର ବିଧାୟକ ତଥା ବରିଷ୍ଠ ଭାଜପା ନେତା ଜୟନାରାୟଣ ମିଶ୍ରଙ୍କୁ କଡ଼ା ସମାଲୋଚନା କରିଛନ୍ତି ବିଜେଡି ନେତା ଭୂପିନ୍ଦର ସିଂ। ସେ କହିଛନ୍ତି, ଭାଷାର ସଂଯମତା ରହିବା ଦରକାର। ତାଙ୍କ କଥାକୁ ଦଳରେ କେହି ଶୁଣୁନାହାନ୍ତି, କୌଣସି ଦାୟିତ୍ୱ ଦେଉନି…

ଦୁର୍ବ୍ୟବହାର ପ୍ରତିବାଦରେ କାର୍ଯ୍ୟ ବନ୍ଦ କଲେ ତହସିଲ କର୍ମଚାରୀ

ବଲାଙ୍ଗୀର,୧୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ ଅଫିସରେ ଆରଓଆର ସାର୍ଟିଫାଏଡ୍‌ କପି ମଗା ଘଟଣାକୁ ନେଇ ଗୁରୁବାର ଓକିଲ ଓ ତହସିଲ କର୍ମଚାରୀ ମୁହାଁମୁହିଁ ହୋଇଥିଲେ। ତେବେ ଉକ୍ତ ଘଟଣାକୁ ନେଇ କାର୍ଯ୍ୟ ବନ୍ଦ କରିଛନ୍ତି ତହସିଲ କର୍ମଚାରୀ। ଶୁକ୍ରବାର ପୁଣି…

ପାଚେରିରେ ପିଟି ହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୩।୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ବରଗଡ ୨୬ ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ସାଲେଭଟା ଅଙ୍ଗନଦୀ ସେତୁ ପାଚେରିରେ ଏକ ବାଇକ ପିଟି ହେବାରୁ ଗୁରୁବାର ରାତିରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତ ଦୁଇ ବାଇକ ଆରୋହୀ ହେଲେ…

ବରଗଛରେ ଝୁଲିପଡ଼ିଲେ ଯୁବକ: ହତ୍ୟା ସନ୍ଦେହ

ଭବାନୀପାଟଣା,୧୩।୧୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଦଶପୁର ଫାଣ୍ଡି ଅଧିନସ୍ଥ ବଜାରପଡ଼ା ବରଗଛରେ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଛି। ହତ୍ୟା ପରେ ଯୁବକଙ୍କୁ କେହି ଗଛରେ ଝୁଲେଇ ଦେଇଥିବା ସନ୍ଦେହ କରାଯାଉଛି। ମୃତ ଯୁବକଙ୍କ ଶରୀରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri