Home

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ୨୬ଟି ସାଂଗଠନିକ ଜିଲା ପାଇଁ ସଭାନେତ୍ରୀ, କାର୍ଯ୍ୟକାରୀ…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ। ଇଶାନଙ୍କ ଜେଜେବାପା ଅନୁରାଗ ପାଣ୍ଡେ ଏକ ସାକ୍ଷାତକାରରେ ଇଶାନଙ୍କ ପସନ୍ଦ ଓ ବିବାହ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ ବେହେରାଙ୍କ ସ୍ତ୍ରୀ ରଞ୍ଜୁସ୍ମିତା ଗୁରୁତର ହୋଇ ପଡ଼ିଛନ୍ତି। ତାଙ୍କ ଶରୀରର ୪୦ ପ୍ରତିଶତ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା ରାଜ୍ୟ ପରିବହନ ବିଭାଗ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଥିବା ବେଳେ ଏକ ବଡ଼…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି। ‘ହର ହର ମହାଦେବ‘ ଓ ଓଁ ନମଃ ଶିବାୟ ଧ୍ୱନିରେ ସାରା…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ ତିଥି ଥିଲା ଏବଂ ଏହା ରାତି ଥିଲା। ଏହି ଦିନକୁ ମହାଶିବରାତ୍ରି କୁହାଯାଏ।…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ ଜିଲା ଶିଶୁ ସୁରକ୍ଷା ୟୁନିଟର ତତ୍ତ୍ୱାବଧାନରେ ସପୋର୍ଟ ଅନୁଷ୍ଠାନ ଦ୍ୱାରା ପରିଚାଳିତ ସ୍ବତନ୍ତ୍ର…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି ଲରା ଟ୍ରେନ୍‌ଲାଇନରେ ରବିବାର ପୂର୍ବାହ୍ନରେ ଯାଉଥିବା ସମୟରେ ଏକ ଖାଲି ଟ୍ରେନ୍‌ ତାଙ୍କୁ…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଏହିଭଳି ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି ହୋଇଥିବା ଭଞ୍ଜନଗର ବେଲେଶ୍ୱର…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ ମିଳିଥାଏ। ଭଗବାନ ଶିବ,ଦେବୀ ପାର୍ବତୀଙ୍କଠାରୁ ବିଶେଷ ଆଶୀର୍ବାଦ ମିଳିଥାଏ। ମହାଶିବରାତ୍ରିରେ, କାଶୀ ସମେତ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି ସ୍ଥିତିରେ ରବିବାର ପୂର୍ବ ଭାରତର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ଓ ଏସିଆର ସର୍ବବୃହତ…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି । ଶିବଙ୍କ ଦର୍ଶନ ପାଇଁ ସକାଳଠାରୁ ପୀଠଗୁଡ଼ିକରେ ଭକ୍ତଙ୍କ ଗହଳି ଲାଗି ରହିଥିଲା। ଶ୍ରଦ୍ଧାଳୁମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri