Home

ମିଳୁନି ମୌଳିକ ସୁବିଧା, ଚଟାଣରେ ବସି ପଢ଼ୁଛନ୍ତି ପିଲା: ୪୬ ଛାତ୍ରୀଛାତ୍ରଙ୍କ ପାଇଁ ୨ ଶିକ୍ଷକ

ଗଞ୍ଜାମ, ୪ା୯ (ଅନାଥ ତରାଇ):ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ପ୍ରବେଶ ପଥ ନିକଟରେ ଥିବା ପୁଇଁତୋଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦୀର୍ଘଦିନ ଧରି ଭିତ୍ତିଭୂମି ଅଭାବ ଓ ଅବହେଳାର ଶିକାର ହୋଇଆସୁଛି। ୧୯୯୪ରେ ପ୍ରତିଷ୍ଠିତ ଏହି ବ୍ଲକ୍‌ ଗ୍ରାଣ୍ଟ ବିଦ୍ୟାଳୟରେ…

ଇରାନ୍‌କୁ ଆର୍ଥିକ ଫାଇଦା ପହଞ୍ଚାଇଲେ ପରିଣାମ ଭୋଗିବ: ଆମେରିକା

ୱାଶିଂଟନ୍‌,୪।୯ (ପି.ଟି.): କିର୍‌ଗିଜସ୍ଥାନର ବିଶ୍‌କେକ୍‌ଠାରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମ୍ମିଳନୀ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇରାନ୍‌ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ୍‌ଙ୍କ ମଧ୍ୟରେ ମଙ୍ଗଳବାର ଦ୍ୱିପାକ୍ଷିକ ଆଲୋଚନା ହୋଇଥିଲା। ଏହି ସାକ୍ଷାତ୍‌କାରର ଗୋଟିଏ ଦିନ ପରେ…

୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ ଜନ୍ମ ପରେ ନିଷ୍ଠାର ସହ ପୂଜାର୍ଚ୍ଚନା କରିଥାନ୍ତି। ଲଡୁ ଗୋପାଳଙ୍କ ଶୃଙ୍ଗାରଠାରୁ ଆରମ୍ଭ…

ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି

ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଟିମ୍ ଇଣ୍ଡିଆର ହେଡ୍ କୋଚ୍ ଗୌତମ ଗମ୍ଭୀର, ଅଧିନାୟକ ଶୁଭମନ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି। ଡାକ୍ତରଙ୍କ ଅନୁଯାୟୀ, ଛାତ୍ରୀ ଜଣକ ପ୍ରାୟ 11 ବର୍ଷ ଧରି ନିଜ କେଶ…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଚଳିତ 2026 ମହିଳା ଏସିଆ କପ ସମୟରେ ଏହି ସଫଳତା…

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ ଅଭିଯୋଗ ଓ ପେନସନ୍ ମନ୍ତ୍ରଣାଳୟ (DoPT) ପକ୍ଷରୁ ଏନେଇ ଆଜି ବିଧିବଦ୍ଧ ବିଜ୍ଞପ୍ତି…

ପ୍ରଶ୍ନ କଲେ ଉଦୟନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର

ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ ତାଙ୍କ ଆସନରୁ ଉଠି କହିଥିଲେ ଯେ ସେ ଆସନ୍ତା ସୋମବାର ବିରୋଧୀଙ୍କ ଦ୍ୱାରା…

ବଲିଉଡ୍‌ରେ ଆଉ ଜଣେ ଷ୍ଟାର୍ କିଡ୍‌ଙ୍କ ଏଣ୍ଟ୍ରି! ମଲାଇକା-ଅରବାଜଙ୍କ ପୁଅ ଅରହାନ କରିବେ ଡେବ୍ୟୁ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ ହୋଇଛି। ତାଙ୍କର ପ୍ରଥମ ଫିଲ୍ମ ଏକ ଜବରଦସ୍ତ ଆକ୍ସନ-ପ୍ୟାକ୍ଡ ସିନେମା ହେବାକୁ ଯାଉଛି।…

୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ… 

ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି। ଆନ୍ତର୍ଜାତୀୟ ବଜାରରେ ମଜବୁତ ସ୍ଥିତି ଏବଂ ବୈଶ୍ୱିକ କାରଣ ଯୋଗୁ…

୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର ସନ୍ଧ୍ୟା ସୁଦ୍ଧା ଲଘୁଚାପ କ୍ଷେତ୍ର ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଓ ଏହାର ପାଖାପାଖି ଅଞ୍ଚଳରେ…

ଭଉଣୀଭାଇଙ୍କୁ ମାଡ଼ ମାରି ସୁନା ଅଳଙ୍କାର ଲୁଟ ଘଟଣା; ୩ ବର୍ଷ ପରେ ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୩।୯,(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନରେ ଘଟିଥିଲା ଏକ ଡକାୟତି ଘଟଣା। ଏହି ଥାନା ଅନ୍ତର୍ଗତ କଙ୍କିଆ ଗ୍ରାମ ନିକଟ ଗ୍ରାମବିକାଶ ହାଇସ୍କୁଲ ହଷ୍ଟେଲରୁ ବ୍ରହ୍ମପୁର ଅଭିମୁଖେ ସ୍କୁଟିରେ ଫେରୁଥିବା ବ୍ରହ୍ମପୁର ବାପୁଜୀ ନଗର ୪ର୍ଥ ଲେନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?