ପ୍ରେମ ବିବାହ ପରେ ସ୍ତ୍ରୀଙ୍କୁ ନିର୍ଯାତନା ଦେଲେ ସ୍ବାମୀ, ଥାନାର ଦ୍ୱାରସ୍ଥ ହୋଇ ସ୍ତ୍ରୀ କହିଲେ…
ଦିଗପହଣ୍ଡି,୫ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମ କୁମ୍ଭାର ସାହିର ଜ୍ୟୋତ୍ସ୍ନାରାଣୀ ପ୍ରଧାନଙ୍କୁ ତାଙ୍କ ସ୍ବାମୀ କିଶୋର ପ୍ରଧାନ ଅଧିକ ଯୌତୁକ ପାଇଁ ଶାରିରୀକ ଓ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଛି। ଏପରିକି ତାଙ୍କ ବିରୋଧରେ…
ମନ୍ଦିର ଯାଇଥିବାବେଳେ ମହିଳାଙ୍କୁ ହତ୍ୟା ଧମକ, ଅଭିଯୁକ୍ତଙ୍କ ନାଁରେ ମାମଲା
ଦିଗପହଣ୍ଡି,୫ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଜଣେ ମହିଳାଙ୍କୁ ତାଙ୍କ ଗ୍ରାମର ପିଣ୍ଟୁ ପ୍ରଧାନ ହତ୍ୟା ଧମକ ଦେଇଥିବା ଅଭିଯୋଗ ହୋଇଛି। ମହିଳା ଜଣକ ଏନେଇ ଦିଗପହଣ୍ଡି ଥାନାରେ ଏତଲା ଦେବା ପରେ କେସ୍ ନଂ…
Exit Poll: ଦିଲ୍ଲୀରେ ପୁଣି ସରକାର ଗଢ଼ିବ AAP, ଏହି ଦୁଇ ସର୍ଭେରୁ ମିଳିଲା ଖୁସିଖବର…
ନୂଆଦିଲ୍ଲୀ,୫।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ମତଦାନ ଶେଷ ହେବା ପରେ ଏକଜିଟ୍ ପୋଲ୍ ଆକଳନ ପ୍ରକାଶ ପାଇଛି। ସର୍ଭେରେ ନିର୍ବାଚନ କିଏ ଜିତିବ ସେନେଇ ଭିନ୍ନ ଭିନ୍ନ ଦାବି କରାଯାଉଛି। କିଛି ସର୍ଭେରେ ଭାଜପାକୁ ପୂର୍ଣ୍ଣ ବହୁମତ ମିଳିବ ବୋଲି…
Exit Poll Delhi Election: ଦିଲ୍ଲୀରେ ଭାଜପା ଲହର, ୮ ଏକ୍ଜିଟ୍ ପୋଲ୍ରେ ବହୁମତ, ରେସ୍ ବାହାରେ AAP
ନୂଆଦିଲ୍ଲୀ,୫।୨: ଦିଲ୍ଲୀ ବିଧାନସଭାର ମୋଟ ୭୦ଟି ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୬୯୯ ପ୍ରାର୍ଥୀଙ୍କ ଭାଗ୍ୟ ବୁଧବାର ଇଭିଏମ୍ରେ କଏଦ ହୋଇଛି। ସା ୫ଟା ସୁଦ୍ଧା ଦିଲ୍ଲୀରେ ୫୭.୭୦ ପ୍ରତିଶତ ମତଦାନ ହୋଇଛି। ଫେବୃଆରୀ ୮ରେ ଏହି ନିର୍ବାଚନର ଫଳାଫଳ ଘୋଷଣା…
କୋକସରାରେ ‘ବିକଶିତ ଗାଁ ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମ
କୋକସରା,୫ା୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶାର ଗ୍ରାମାଞ୍ଚଳରେ ପଞ୍ଚାୟତ ସ୍ତରରେ ଭିତ୍ତିଭୂମିର ବିକାଶ ପାଇଁ ଏକ ନୂତନ ରୂପରେଖରେ ‘ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ’ର ଶୁଭ ଉଦ୍ଘାଟନ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବୁଧବାର ଖୋର୍ଦ୍ଧା ଜିଲାଠାରେ…
ମଦ୍ୟପ ବାପାଙ୍କ ଉନ୍ମତ୍ତ କାଣ୍ଡ: ନାବାଳକ ପୁଅଙ୍କୁ ଛୁରିରେ କଲେ ଆକ୍ରମଣ
ହିଞ୍ଜିଳିକାଟୁ,୫ା୨(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପୋଡିଙ୍ଗି ଗାଁରେ ବୁଧବାର ମଦନିଶାରେ ନାବାଳକ ପୁଅଙ୍କୁ ଛୁରିରେ ଆକ୍ରମଣ କରିଛନ୍ତି ବାପା। ଆକ୍ରମଣ ପରେ ଅଭିଯୁକ୍ତ ବାପା ଫେରାର ଅଛନ୍ତି। ହିଞ୍ଜିଳି ପୋଲିସ ଥାନାରେ ମାମଲା ରୁଜୁ କରି ଘଟଣାର ତଦନ୍ତ…
ହଠାତ ବଦଳିଗଲା RCB ଜର୍ସି, ଏଣିକି…
ନୂଆଦିଲ୍ଲୀ,୫।୨: ଆଉ ଦେଢ଼ ମାସ ପରେ ଆରମ୍ଭ ହେବ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ର ପରବର୍ତ୍ତୀ ସିଜନ୍। ହେଲେ ମହିଳା ପ୍ରିମିୟର ଲିଗ (WPL) ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇସାରିଛି। ଆଉ ଦଶ ଦିନ ପରେ ଏହା ଆରମ୍ଭ ହୋଇଯିବାକୁ ଥିବା ବେଳେ…
କୋରାପୁଟରେ ‘ବିକଶିତ ଗାଁ ବିକଶିତ ଓଡ଼ିଶା’ ଯୋଜନାର ଶୁଭାରମ୍ଭ
କୋରାପୁଟ,୫ା୨(ଅମିତାଭ ବେହେରା): ସମୃଦ୍ଧ ଓଡ଼ିଶାର ନୂତନ ପରିଭାଷା ବିକଶିତ ଗାଁ ବିକଶିତ ଓଡ଼ିଶା ଶୁଭାରମ୍ଭ ହୋଇଯାଇଛି। ବୁଧବାର ଖୋର୍ଦ୍ଧା ଜିଲା ଜଙ୍କିଆଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…
ମେଜର-ବାନ୍ଧବୀଙ୍କ ନିର୍ଯାତନା ମାମଲାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ତଦନ୍ତକୁ ନେଇ…
ଭୁବନେଶ୍ୱର,୫ା୨: ଭରତପୁର ଥାନା ମାମଲାରେ ତଦନ୍ତ କମିଶନଙ୍କ ତଦନ୍ତ ବୁଧବାର ଶେଷ ହୋଇଛି। ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ତଦନ୍ତ ଶେଷ ହୋଇଥିବା ନେଇ ସୂଚନା ଦେଇଛନ୍ତି ଜଷ୍ଟିସ ସି.ଆର ଦାଶ କମିଶନଙ୍କ ସଚିବ ଶୁଭେନ୍ଦ୍ର ମହାନ୍ତି। ଆସନ୍ତା…
Delhi Exit Poll: ଦିଲ୍ଲୀ ଦଙ୍ଗଲରେ ଇଏ କରିବେ ବାଜିମାତ୍, ମିଳିଲା ବଡ଼ ସଙ୍କେତ
ନୂଆଦିଲ୍ଲୀ,୫।୨: ଅରବିନ୍ଦ କେଜରିୱାଲଙ୍କ ଆମ ଆଦମୀ ପାର୍ଟି ନା ନରେନ୍ଦ୍ର ମୋଦିଙ୍କ ଭାଜପା… କିଏ ଦଖଲ କରିବ ଦିଲ୍ଲୀ ଚୌକି। ଦିଲ୍ଲୀ ବିଧାନସଭାର ୭୦ଟି ଆସନରେ କିଏ ଜିତିବ ସେ ସମ୍ପର୍କରେ ଏକଜିଟ ପୋଲର ଭିନ୍ନ ଭିନ୍ନ ଫଳାଫଳ ଆସୁଛି। ଭୋଟ…
ଗାଁ ଉନ୍ନତି ହେଲେ ଦେଶର ବିକାଶ ଅଗ୍ରଗତି ହେବ
ଚନ୍ଦାହାଣ୍ଡି,୫ା୨(ଦିଲ୍ଲୀପ କୁମାର ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକଠାରେ ବୁଧବାର ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି। ଗାଁ ମାଟିରୁ ହିଁ ପ୍ରକୃତ ବିକାଶ ଆରମ୍ଭ। ଗାଁ ଉନ୍ନତି ହେଲେ ଦେଶର ବିକାଶରେ ଅଗ୍ରଗତି ହେବ ଏଭଳି ମତ…
ଶକ୍ତିଶାଳୀ ଦେଶ ଆମେରିକାରେ ଚୋରି ହୋଇଗଲା ଲକ୍ଷେ ଅଣ୍ଡା, ଟେନଶନରେ ଟ୍ରମ୍ପ
ଓ୍ବାଶିଂଟନ୍,୫।୨: ଆମେରିକା ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶ। ଏହା ପରେ ମଧ୍ୟ, ଏଠାକାର ଲୋକମାନେ ଅଣ୍ଡାକୁ ନେଇ ଚିନ୍ତିତ। ଏପରିକି ଅଣ୍ଡା ଚୋରିର ମାମଲା ମଧ୍ୟ ସାମ୍ନାକୁ ଆସିବା ଆରମ୍ଭ ହୋଇଛି। ଆମେରିକୀୟ ପେନସିଲଭାନିଆ ସହରରେ ଅଣ୍ଡା ଚୋରିର ଏକ ମାମଲା…
Archives


