Home

ମେକ୍ସିକୋ ଉପରେ ଟାରିଫ୍‌ ମାସେ ସ୍ଥଗିତ

ଓ୍ବାଶିଂଟନ୍‌/ଓଟାଓ୍ବା,୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମେକ୍ସିକୋରୁ ଆମଦାନୀ ସାମଗ୍ରୀ ଉପରେ ୨୫ ପ୍ରତିଶତ ଶୁଳ୍କ ଲଗାଇବାକୁ ଶନିବାର ନିର୍ଦ୍ଦେଶନାମାରେ ସ୍ବାକ୍ଷର କରିଥିଲେ, ଯାହାକି ମଙ୍ଗଳବାରଠାରୁ କାର୍ଯ୍ୟକାରୀ ହୋଇଥାନ୍ତା। ମେକ୍ସିକୋ ରାଷ୍ଟ୍ରପତି କ୍ଲାଉଡିଆ ସେଇନ୍‌ବମ୍‌ ସୋମବାର ଟ୍ରମ୍ପ୍‌ଙ୍କ ସହିତ ଟେଲିଫୋନ୍‌ ଯୋଗେ…

‘ମେକ୍‌ ଇନ୍‌ ଇଣ୍ଡିଆ’ ବିଫଳ ହୋଇଛି: ରାହୁଲ

ନୂଆଦିଲ୍ଲୀ,୪।୨: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଭାଗ ନେଇ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ରାହୁଲ ଗାନ୍ଧୀ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ମେକ୍‌…

ବଡ଼ ଖବର: ୧୦ ଟଙ୍କିଆ, ୨୦ ଟଙ୍କିଆ ହୋଇଯିବ ବନ୍ଦ! ଲୋକ ସଭାରେ ବଡ଼ ସୂଚନା ଦେଲେ ସରକାର, ଜାଣନ୍ତୁ

ନୂଆଦିଲ୍ଲୀ,୪।୨: ଦେଶର ଲୋକଙ୍କ ମଧ୍ୟରେ ପ୍ରାୟତଃ ବିତର୍କ ହେଉଛି ଯେ ୧୦ ଏବଂ ୨୦ ଟଙ୍କାର କଏନ ବନ୍ଦ ହେବାକୁ ଯାଉଛି କିମ୍ବା ଖୁବ ଶୀଘ୍ର ବନ୍ଦ ହୋଇପାରେ। ତଥାପି, ଏବେ ଲୋକ ସଭାରେ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ, ସରକାର…

ଏହି ଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି! ହେବ ଡିନର୍‌ ଆୟୋଜନ

ନୂଆଦିଲ୍ଲୀ,୩।୨:ଡୋନାଲ୍ଡ ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ତାଙ୍କର ସାକ୍ଷାତକୁ ନେଇ ଜୋରଦାର ଆଲୋଚନା ହେଉଛି। ଉଭୟ ବଡ଼ ନେତା ଫେବୃଆରୀ ୧୩, ୨୦୨୫ରେ ସାକ୍ଷାତ କରିପାରନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏହି ମାସରେ ଆମେରିକା ଗସ୍ତରେ…

ହେଲ୍‌ଥ ଓ୍ବାର୍କର ନିଯୁକ୍ତି ଉପରେ ରୋକ ଲଗାଇଲେ ହାଇକୋର୍ଟ

କଟକ,୩।୧:ମଲ୍ଟି ପର୍ପସ ହେଲ୍‌ଥ ଓ୍ବାର୍କର(ଏମପିଏଚଡବ୍ଲ୍ୟୁ) ନିଯୁକ୍ତି ଉପରେ ରୋକ ଲଗାଇବାକୁ ଓଡ଼ିଶା ସବ-ଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିସନ (ଓଏସଏସଏସ୍‌ସି)କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେପ୍ଟେମ୍ବର ୨୦୨୪ରେ ଓଏସଏସଏସସି ରାଜ୍ୟରେ ମୋଟ ୨୭୫୩ଟି ପଦବୀ ପୂରଣ କରିବା ଲକ୍ଷ୍ୟରେ ଏମପିଏଚଡବ୍ଲୁର ଫଳାଫଳ ଘୋଷଣା…

ସୋନିଆଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍‌

ନୂଆଦିଲ୍ଲୀ,୩।୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗତ ୩୧ ତାରିଖରେ ପାର୍ଲାମେଣ୍ଟର ମିଳିତ ଅଧିବେଶନରେ ଅଭିଭାଷଣ ରଖିବା ପରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ତାଙ୍କ ସମ୍ପର୍କରେ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ମୁଣ୍ଡ ଟେକିଛି। ରାଷ୍ଟ୍ରପତିଙ୍କ ପ୍ରତି ସୋନିଆଙ୍କ ଅପମାନଜନକ ମନ୍ତବ୍ୟକୁ ବିରୋଧ…

ନାବାଳିକା ଛାତ୍ରୀଙ୍କ ଉଲଗ୍ନ ଫଟୋ ଭାଇରାଲ ଘଟଣା: ଜେଲ ଗଲେ ୨ ଅଭିଯୁକ୍ତ, ଜଣେ ଫେରାର

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ୭ମ ଶ୍ରେଣୀରେ ପଢୁଥିବା ନାବାଳିକା ଛାତ୍ରୀଙ୍କୁ ଉଲଗ୍ନ କରି ଭିଡ଼ିଓ ଫଟୋ ଉତ୍ତୋଳନ କରି ପରେ ଭାଇରାଲ କରିଥିବା ପଦ୍ମନ ନାଇକ ଏବଂ ଜି.ଜଗନ୍ନାଥ…

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ଛାଡପତ୍ର ଚର୍ଚ୍ଚା ମଧ୍ୟରେ କୋର୍ଟ ଗଲେ ଝିଅ ଆରାଧ୍ୟା

ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକଙ୍କ ଛାଡପତ୍ର ଚର୍ଚ୍ଚା ଚାଲିଛି। କିନ୍ତୁ ଉଭୟ ଏନେଇ ଚୁପ୍‌ ଅଛନ୍ତି। ଏସବୁ ଭିତରେ ଝିଅ ଆରାଧ୍ୟା କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ନିଜ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ମିଥ୍ୟା ରିପୋର୍ଟିଂକୁ ନେଇ ଆରାଧ୍ୟା ପୁଣି ଥରେ କୋର୍ଟ…

ସଂସଦରେ କ୍ଷମା ମାଗିଲେ ରାହୁଲ ଗାନ୍ଧୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେବା ସମୟରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଡୋନାଲ୍ଡ ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହକୁ ନିମନ୍ତ୍ରଣ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଟାକ୍ଷ କରିବା ପରେ ଲୋକ ସଭାରେ ହଟ୍ଟଗୋଳ…

ବୁଡ଼ିଲା ୪.୩୬ କୋଟି ଟଙ୍କା: ଶେୟାର ମାର୍କେଟ୍‌ରେ ହାହାକାର

ନୂଆଦିଲ୍ଲୀ,୩।୨:ବଜେଟ ପରଠାରୁ ଶେୟାର ମାର୍କେଟ୍‌ର ଅବସ୍ଥା ଭଲ ନାହିଁ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ ଓ୍ବାର୍‌ ଏବଂ ବିଦେଶୀ ନିବେଶକଙ୍କ ଦ୍ୱାରା ଟଙ୍କା ପ୍ରତ୍ୟାହାର ମଧ୍ୟ ଭାରତୀୟ ଶେୟାର ମାର୍କେଟ୍‌ ଉପରେ ଚାପ ପକାଇଛି। ଆଜି ଷ୍ଟକ ବଜାର ନିବେଶକମାନଙ୍କ…

ମୋ ନାଁରେ ରାହୁଲ ଗାନ୍ଧୀ ମିଛ କହିଛନ୍ତି…କାହିଁକି ଏମିତି କହିଲେ ଜୟଶଙ୍କର

ନୂଆଦିଲ୍ଲୀ,୩।୨: ଲୋକ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଲୋଚନା ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ.ଙ୍କୁ ଟାର୍ଗେଟ୍‌ କରିଛନ୍ତି। ଜୟଶଙ୍କରଙ୍କ ଆମେରିକା ଗସ୍ତ ଉପରେ ରାହୁଲ ପ୍ରଶ୍ନ ଉଠାଇଛନ୍ତି। ବୈଦେଶିକ ମନ୍ତ୍ରୀ ଏହାର କଡ଼ା ଜବାବ…

ବିଶ୍ୱର ସବୁଠୁ ଶକ୍ତିଶାଳୀ ଦେଶ: ଟପ୍‌-୧୦ରୁ ବାଦ୍‌ ପଡ଼ିଲା ଭାରତ

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୩।୨: ଫୋବର୍ସ ୨୦୨୫ରେ ବିଶ୍ୱର ୧୦ଟି ସବୁଠାରୁ ଶକ୍ତିଶାଳୀ ଦେଶର ରାଙ୍କିଂ ପ୍ରକାଶ କରିଛି। ଏଥିରେ ଭାରତକୁ ଶ୍ରେଷ୍ଠ ୧୦ରୁ ବାଦ ଦିଆଯାଇଛି। ଏହି ତାଲିକା ଅନେକ ଗୁରୁତ୍ୱପୂର୍ଣ୍ଣ ପାରାମିଟର ଉପରେ ଆଧାରିତ। କିନ୍ତୁ ଭାରତ ଭଳି ଏକ ଦେଶକୁ ବାଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri