Home

ନୂଆ ଜୁଡିସିଆଲ କମ୍ପ୍ଲେକ୍ସର ଉଦ୍‌ଘାଟନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୫।୧୨: ଭୁବନେଶ୍ୱରର ନବ ନିର୍ମିତ ଜୁଡିସିଆଲ କମ୍ପ୍ଲେକ୍ସର ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥିଭାବେ ଯୋଗଦେଇ ଦେଇ ନୂଆ ଜୁଡିସିଆଲ କମ୍ପ୍ଲେକ୍ସର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ରଘୁବର ଦାସ, ହାଇକୋର୍ଟ ମୁଖ୍ୟ ବିଚାରପତି ଚକ୍ରଧାରୀ…

ଗ୍ୟାସ୍‌ ସିଲିଣ୍ଡର ପାଇପ୍‌ ଫାଟି ୪ ଶ୍ରମିକ ଗୁରୁତର

ବଲାଙ୍ଗୀର,୫ା୧୨(ସୁନୀଲ କୁମାର ମହାନ୍ତି): ଗ୍ୟାସ୍‌ ସିଲିଣ୍ଡର ଫାଟି ୪ ଶ୍ରମିକ ଗୁରୁତର ହୋଇଛନ୍ତି। ଟିଟିଲାଗଡ଼ ସହର ନିକଟସ୍ଥ ପିପଲ ପଦରଠାରେ ଥିବା ଶୁଭ ମଙ୍ଗଳମ ମ୍ୟାରେଜ ପ୍ୟାଲେସ୍‌ଠାରେ ଏକ ବିବାହ ଉତ୍ସବ ଚାଲିଥିବାବେଳେ ସେଠାରେ ବାହାର ରାଜ୍ୟ ମଧ୍ୟପ୍ରଦେଶ, ବିହାର, ଛତିଶଗଡ଼,…

ଖୁସି ଖବର: ଅଗ୍ନିବୀରଙ୍କୁ ମିଳିବ ସ୍ଥାୟୀ ନିଯୁକ୍ତି, କେନ୍ଦ୍ର ସରକାର ପ୍ରସ୍ତୁତ କରୁଛନ୍ତି ରୋଡ ମ୍ୟାପ

ନୂଆଦିଲ୍ଲୀ,୫।୧୨: ଦୀର୍ଘ ଦିନ ଧରି ଅଗ୍ନିବୀର ଯୋଜନାରେ ଉନ୍ନତି ଆଣିବା ପାଇଁ କେନ୍ଦ୍ର ସରକାର ବିଚାର କରୁଛନ୍ତି। ବର୍ତ୍ତମାନ ପ୍ରତିରକ୍ଷା ମନ୍ତ୍ରଣାଳୟ ମଧ୍ୟ ଏହି ବିଷୟରେ ନୂତନ ନିୟମ ପ୍ରସ୍ତୁତ କରିବାର ପ୍ରକ୍ରିୟା ଆରମ୍ଭ କରିଛି। ଭାରତୀୟ ସେନା, ନୌସେନା ଏବଂ…

ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡ୍‌ନବିସ

ମୁମ୍ବାଇ, ୫।୧୨: ମହାରାଷ୍ଟ୍ରର ୧୮ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଦେବେନ୍ଦ୍ର ଫଡ୍‌ନବିସ। ଗୁରୁବାର ମୁମ୍ବାଇର ଆଜାଦ୍‌ ମଇଦାନରେ ରାଜ୍ୟପାଳ ମହାରାଷ୍ଟ୍ର ରାଜ୍ୟପାଳ ସି.ପି. ରାଧାକୃଷ୍ଣନ ଦେବେନ୍ଦ୍ର ଫଡନ୍‌ବିସଙ୍କୁ ଶପଥ ପାଠ କରାଇଛନ୍ତି। ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କ ପରେ ଉପମୁଖ୍ୟମନ୍ତ୍ରୀ ଭାବେ…

ଡ୍ୟାମ୍‌ ପାଣିରେ ଭାସୁଛି କଲରାପତରିଆ ବାଘର ମୃତଦେହ

ଦେବଗଡ଼,୫ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ନୂଆଡିହି ଫରେଷ୍ଟ ସେକ୍ସନ ରେଙ୍ଗାଲି ରିଜର୍ଭରେ ଏକ କଲରାପତରିଆ ବାଘର ମୃତଦେହ ଭାସୁଛି। ତେବେ ବାଘର କିପରି କାହିଁକି ମୃତ୍ୟୁ ଘଟିଲା ସେ ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ। ଘଟଣାସ୍ଥଳରେ…

ଲୋକଙ୍କର ଆଇନ ପ୍ରତି ନା ଅଛି ଭୟ ନା ସମ୍ମାନ, ସଡ଼କ ଦୁର୍ଘଟଣାକୁ ନେଇ ଗର୍ଜିଲେ ଗଡ଼କରୀ

ନୂଆଦିଲ୍ଲୀ,୫।୧୨: କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡକରୀ ଗୁରୁବାର କହିଛନ୍ତି ଯେ ସଡ଼କ ଦୁର୍ଘଟଣାରେ ମୃତ୍ୟୁକୁ ହ୍ରାସ କରିବା ପାଇଁ ସରକାରଙ୍କ ନିରନ୍ତର ଉଦ୍ୟମ ସତ୍ତ୍ୱେ ଆହତଙ୍କ ସଂଖ୍ୟା ବଢୁଛି କାରଣ ଲୋକମାନେ ଆଇନକୁ ସମ୍ମାନ କରୁ ନାହାଁନ୍ତି। ଲୋକ ସଭାରେ…

ଦେଶରେ କାହିଁକି ବଢି ଚାଲିଛି ଉପ ମୁଖ୍ୟମନ୍ତ୍ରୀଙ୍କ ସଂଖ୍ୟା, ଚମକାଇ ଦେବ ତଥ୍ୟ

ନୂଆଦିଲ୍ଲୀ,୫।୧୨: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀଙ୍କ ନାମ ଫାଇନାଲ ହୋଇଛି ଏବଂ ଦେବେନ୍ଦ୍ର ଫଡନାଭିସ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଏହା ସହିତ ଦୁଇଜଣ ଡେପୁଟି ସିଏମ ବା ଉପ ମୁଖ୍ୟମନ୍ତ୍ରୀ ପ୍ରସ୍ତୁତ କରାଯାଉଛି। ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ଏନସିପି…

ବାଲ୍ୟ ବିବାହ, କନ୍ୟାଭ୍ରୁଣ ହତ୍ୟା ବନ୍ଦ ନେଇ ସଚେତନ

ପୁରୁଷୋତ୍ତମପୁର,୫ା୧୨(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ୨ ନଂ ଓ୍ବାର୍ଡର ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିସରରେ କିଶୋରୀ ବାଳିକାମାନଙ୍କୁ ନେଇ ବାଲ୍ୟ ବିବାହ ଓ ଲିଙ୍ଗ ଭିତ୍ତିକ ସଚେତନତା ସୃଷ୍ଟି କରାଯାଇଛି। ଅଙ୍ଗନଓ୍ବାଡ଼ି କର୍ମୀ ଇ. ଅନିତାଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ…

ଶିବସେନା ନିମନ୍ତ୍ରଣ ପତ୍ରରେ ନାହିଁ ଶିନ୍ଦେଙ୍କ ନାମ! ମହାରଷ୍ଟ୍ରରେ ବାକି ଅଛି କି ମହା ଟୁଇଷ୍ଟ?

ମୁମ୍ବାଇ,୫।୧୨: ମହାରାଷ୍ଟ୍ରର ମୁମ୍ବାଇରେଥେିବା ଐତିହାସିକ ଆଜାଦ ମଇଦାନରେ ରାଜ୍ୟ ନୂଆ ସରକାର ଶପଥ ଗ୍ରହଣ କରିବେ। ଦେବେନ୍ଦ୍ର ଫଡନାଭିସ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଏକନାଥ ଶିନ୍ଦେ ଏବଂ ଅଜିତ ପାୱାର ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରୁଥିବା…

ମାଣବସା ଗୁରୁବାରରେ ସ୍ତ୍ରୀଙ୍କ ଜୀବନ ନେଇଗଲେ ସ୍ବାମୀ, ଅଟକ ରଖିଲା ପୋଲିସ

ଭୋଗରାଇ,୫ା୧୨(ପ୍ରଦୀପ ଦାସ): ଘରୋଇ କଳହରୁ ମାର୍ଗଶିର ମାସ ମାଣବସା ଗୁରୁବାରରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବାର ଭୋଗରାଇ ଥାନାରେ ଅଭିଯୋଗ ହୋଇଛି l ଅଭିଯୋଗ ଅନୁଯାୟୀ, ଭୋଗରାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ…

ଶପଥ ପୂର୍ବରୁ ହୋଇଗଲା ବଡ଼ ଓଲଟପାଲଟ! ଫଡନଭିସଙ୍କ ସରକାରରେ ସାମିଲ୍‌ ହେବେନି…

ମୁମ୍ବାଇ,୫।୧୨: ମହାରାଷ୍ଟ୍ରରେ ନୂଆ ସରକାର ଗଠନ ପାଇଁ ଆଉ ମାତ୍ର କେଇ ଘଣ୍ଟା ବାକି ଅଛି। ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଦେବେନ୍ଦ୍ର ଫଡନଭିସ। ତେବେ ଏହା ପୂର୍ବରୁ ଦେଖିବାକୁ ମିଳିଛି ନୂଆ ଡ୍ରାମା। ଯଦି ଏକନାଥ ସିନ୍ଦେ ଉପମୁଖ୍ୟମନ୍ତ୍ରୀ…

ପରଦାକୁ ଆସିଲା ପୁଷ୍ପା-୨: ଭାଙ୍ଗିବ ରେକର୍ଡ

ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ବହୁ ଚର୍ଚ୍ଚିତ ତେଲୁଗୁ ଚଳଚ୍ଚିତ୍ର ‘ପୁଷ୍ପା-୨’ ଆଜି ରିଲିଜ ହେବାକୁ ଯାଉଛି। ହେଲେ ରିଲିଜ ହେବା ପୂର୍ବରୁ ଫିଲ୍ମଟି ବକ୍ସ ଅଫିସରେ ରେକର୍ଡ ସୃଷ୍ଟି କରିବ ବୋଲି କେତେକ ସିନେ ସମୀକ୍ଷକ ଆକଳନ କରିସାରିଲେଣି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri