Home

୧୦୦ ବର୍ଷ ପରେ ଏଥର ନବରାତ୍ରିରେ ଦୁର୍ଲଭ ଯୋଗ: ଜାଣନ୍ତୁ କେଉଁ ରାଶି ଉପରେ ପଡ଼ିବ ପ୍ରଭାବ

ଚଳିତବର୍ଷ ଶାରଦୀୟ ନବରାତ୍ରି ଅକ୍ଟୋବର ୧୧, ୨୦୨୬ରେ କଳସ ସ୍ଥାପନ ସହିତ ଆରମ୍ଭ ହେଉଛି। ଏହା ଅକ୍ଟୋବର ୧୯ରେ ଶେଷ ହେବ। ଅକ୍ଟୋବର ୨୦ରେ ବିଜୟାଦଶମୀ ବା ଦଶହରା। ଆଶ୍ୱିନ ମାସର ପ୍ରତିପଦ ତିଥିର ପ୍ରଥମ ଦିନରେ ଆରମ୍ଭ ହେଉଥିବା ଏହି…

Video: ମନକୁ ଦୋହଲାଇଦେବା ଭଳି ଦୃଶ୍ୟ, ବନ୍ୟାରେ ଭାସିଆସିଥିବା ନିଷ୍ପାପ ଶିଶୁକୁ କୋଳରେ ଧରି ଭାବପ୍ରବଣ ହେଲେ ସେନା କର୍ମଚାରୀ

କାଠମାଣ୍ଡୁ,୩।୯: ନେପାଳରେ ବନ୍ୟା ଏବଂ ଧ୍ୱଂସ ମଧ୍ୟରେ ମାନବତାର ଏକ ହୃଦୟସ୍ପର୍ଶୀ କାର୍ଯ୍ୟକୁ ପ୍ରଦର୍ଶନ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଭାଇରାଲ ହେଉଛି। ଭିଡିଓରେ, କିଛି ଦିନ ପୂର୍ବରୁ ଜନ୍ମ ହୋଇଥିବା ଏକ ଶିଶୁ ବନ୍ୟା…

‘Gen-Z ଚାକିରି ପାଇଁ ଉପଯୁକ୍ତ ନୁହଁନ୍ତି’: ସ୍ନାତକମାନଙ୍କୁ ରୋବୋଟ ସହିତ ବଦଳାଇବାକୁ ପ୍ରସ୍ତୁତ ବସ

ଓ୍ବାଶିଂଟନ,୩।୯: ପ୍ରମୁଖ ଆମେରିକୀୟ କମ୍ପାନୀଗୁଡ଼ିକ Gen-Z କର୍ମଚାରୀଙ୍କ କାର୍ଯ୍ୟ ଅଭ୍ୟାସ, ଯୋଗାଯୋଗ ଶୈଳୀ ଏବଂ ବୃତ୍ତିଗତ ଆଚରଣ ପ୍ରତି କ୍ରମଶଃ ଅସନ୍ତୁଷ୍ଟ ହେଉଛନ୍ତି। ଅଧିକାଂଶ ଆମେରିକୀୟ କମ୍ପାନୀ ଏହି ପିଢ଼ିର ଦକ୍ଷତା ବିକାଶ ଏବଂ କର୍ମକ୍ଷେତ୍ର ପ୍ରସ୍ତୁତିରେ ଅସନ୍ତୁଷ୍ଟ। ଏକ ନୂଆ…

ବହୁ ଚର୍ଚ୍ଚିତ ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା, ପତ୍ନୀଙ୍କ ଆବେଦନର ଶୁଣାଣି ଶେଷ କଲେ ହାଇକୋର୍ଟ

କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାକୁ ନେଇ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଆବେଦନ ଉପରେ ଆଜି ଶୁଣାଣି ଶେଷ ହୋଇଛି । ରାୟ ସଂରକ୍ଷିତ ରଖିଛନ୍ତି ହାଇକୋର୍ଟ। ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟରେ ବିଦ୍ୟାଭାରତୀ ସିଆରପିସି ଧାରା…

ବନ୍ୟା ପରେ ତିବ୍ଦତବାସୀଙ୍କୁ ଡରାଇଲା ଭୂମିକମ୍ପ

କାଠମାଣ୍ଡୁ,୩।୯: ନେପାଳ ସୀମା ନିକଟବର୍ତ୍ତୀ ଏକ ସହରରେ ଭୟଙ୍କର ବନ୍ୟା ତାଣ୍ଡବ ରଚିବାର କିଛି ଦିନ ପରେ, ଗୁରୁବାର ତିବ୍ଦତରେ 5.0 ତୀବ୍ରତାର ଭୂମିକମ୍ପ ଆସିଥିଲା। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ଏହି ଭୂମିକମ୍ପ ରିକ୍ଟର ସ୍କେଲରେ 5.0 ଥିବା…

ମନ୍ତ୍ରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ! ଝିଅ ଅଭିଯୋଗ କରିବାରୁ…

ହାଇଦ୍ରାବାଦ,୩।୯: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ମନ୍ତ୍ରୀ କୋଣ୍ଡା ସୁରେଖାଙ୍କୁ ତୁରନ୍ତ କ୍ୟାବିନେଟରୁ ବହିଷ୍କାର କରିଛନ୍ତି; ଏଥିପାଇଁ ରାଜ୍ୟପାଳଙ୍କ ନିକଟକୁ ଏକ ସୁପାରିଶ ପଠାଯାଇଥିଲା। ତେଲଙ୍ଗାନା ବନମନ୍ତ୍ରୀ କୋଣ୍ଡା ସୁରେଖାଙ୍କ ଝିଅ କୋଣ୍ଡା ସୁସ୍ମିତା ପଟେଲ ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବଂ…

CJPକୁ କାହିଁକି ସମର୍ଥନ କରିଥିଲେ? ସୋନମ ୱାଙ୍ଗଚୁକ୍‌ କଲେ ବଡ଼ ଖୁଲାସା, କହିଲେ ପାକିସ୍ତାନ….

ନୂଆଦିଲ୍ଲୀ,୩ା୯: CJP ଆନ୍ଦୋଳନ ସହ ନିଜର ସମ୍ପର୍କ ଏବଂ ଦଳର ବିଦେଶୀ ସମ୍ପର୍କକୁ ନେଇ ଉଠିଥିବା ଅଭିଯୋଗକୁ ସମ୍ପୂର୍ଣ୍ଣ ଖଣ୍ଡନ କରିଛନ୍ତି ସୋନମ ୱାଙ୍ଗଚୁକ୍‌। ସେ କହିଛନ୍ତି ଯେ ଗ୍ରାଉଣ୍ଡ ରିପୋର୍ଟ, ଉପଲବ୍ଧ ତଥ୍ୟ ଏବଂ ଆନ୍ଦୋଳନରେ ସାମିଲ ଯୁବକମାନଙ୍କ ସହ…

ଢେଙ୍କାନାଳର ପୂର୍ବତନ ଜିଲାପାଳ ଦୋଷୀ ସାବ୍ୟସ୍ତ, ବର୍ଷେ ଜେଲ୍‌ ଦଣ୍ଡ ସହ ସମ୍ପୂର୍ଣ୍ଣ ସରକାରୀ ପେନ୍‌ସନ୍‌କୁ…

ଢେଙ୍କାନାଳ,୩ା୯(ରତନ ନାୟାର): ସରକାରୀ ପଦବୀର ଅପବ୍ୟବହାର, ଅନିୟମିତତା ଓ ଠିକାଦାରଙ୍କୁ ଅହେତୁକ ଅନୁକମ୍ପା ଦେଖାଇବା ମାମଲାରେ ଢେଙ୍କାନାଳର ପୂର୍ବତନ ଜିଲାପାଳ ନିତ୍ୟାନନ୍ଦ ମହାନ୍ତି ଦୋଷୀ ସାବ୍ୟସ୍ତ ହୋଇଛନ୍ତି। କଟକର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ଏହି ସମ୍ବେଦନଶୀଳ ମାମଲାର ବିଚାର କରି ପୂର୍ବତନ…

ଶ୍ରାଦ୍ଧକାର୍ଯ୍ୟକୁ ଯିବାବେଳେ ବାଟରେ ଛକିଥିଲା ଯମ: ଆଉ ତା’ପରେ ଘଟିଲା…

ବରଗଡ଼,୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥ ଉପରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏକ ଟ୍ରକ ଅନ୍ୟ ଏକ ବାଇକକୁ ପଛପଟୁ ଧକ୍କା ଦେବା ଯୋଗୁ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ…

ଦେଢ଼ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ଗିରଫ କରି…

ସମ୍ବଲପୁର,୩ା୯(ପ୍ରମୋଦ): ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଛକ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇ ପ୍ରାୟ ୧୨ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଏହାସହ ଏହି ବେଆଇନ କାରବାରରେ ଲିପ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନ! ୨୨ ଦିନ ଏହି ୪ ରାଶି ପାଇଁ ଖୋଲିବ ଭାଗ୍ୟର ଦ୍ୱାର

ପଞ୍ଚାଙ୍ଗ ଅନୁସାରେ, ସାହସ ଓ ପରାକ୍ରମର କାରକ ଗ୍ରହ ମଙ୍ଗଳ ୨ ସେପ୍ଟେମ୍ବର ୨୦୨୬, ବୁଧବାର ଦିନ ଆର୍ଦ୍ରା ନକ୍ଷତ୍ରରୁ ପୁନର୍ବସୁ ନକ୍ଷତ୍ରରେ ପ୍ରବେଶ କରିଛନ୍ତି । ମଙ୍ଗଳ ୨୪ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ। ପୁନର୍ବସୁ ନକ୍ଷତ୍ରର ସ୍ୱାମୀ…

୩ ଦିନ ବିତିଗଲାଣି, ମିଳୁନି ରବୀନ୍ଦ୍ରଙ୍କ ପତ୍ତା: କଲେଜ ଯାଉଛି କହି…

ଭଞ୍ଜନଗର,୩।୯(ବାବୁଲା ପ୍ରଧାନ): ବିଳମ୍ବିତ ରାତି ପର୍ଯ୍ୟନ୍ତ ଘରେ ପାଠ ପଢ଼ିଲେ। ସକାଳୁ କଲେଜ ଯାଉଛି କହି ମୋବାଇଲ ଫୋନ ଘରେ ଛାଡ଼ି ଘରୁ ବାହାରିଥିଲେ। ଏହାପରେ ଛାତ୍ର ଜଣଙ୍କ କେଉଁଆଡେ ଗଲେ ପତ୍ତା ମିଳୁନି। ଇତିମଧ୍ୟରେ ୩ ଦିନ ବିତିଗଲାଣି କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?