Home

Budget 2025: ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକର ଛାଡ଼, କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୨: ଶନିବାର ପାର୍ଲାମେଣ୍ଟରେ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ। ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକର ଛାଡ଼ ପାଇଁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ଆଜି ଏକ୍ସ ଯୋଗେ ପ୍ରଧାନମନ୍ତ୍ରୀ ଓ ଅର୍ଥମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ନାଗରିକଙ୍କୁ ସଶକ୍ତ…

Budget 2025: କେବଳ ୧୨ ଲକ୍ଷ ନୁହେଁ ୨୫ ଲକ୍ଷ ରୋଜଗାର କରୁଥିବା ବ୍ୟକ୍ତିଙ୍କୁ ବି ମିଳିବ ବମ୍ପର ଲାଭ

ନୂଆଦିଲ୍ଲୀ,୧।୨: ଶୁକ୍ରବାର ବଜେଟ ଉପସ୍ଥାପନ କରିବା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମଧ୍ୟବିତ୍ତ ବର୍ଗଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ସୀତାରାମନ୍‌ ଘୋଷଣା କରିଛନ୍ତି ଯେ ଏବେ ବାର୍ଷିକ ୧୨ ଲକ୍ଷ ଟଙ୍କା ଆୟ ଥିବା ଲୋକମାନଙ୍କୁ କୌଣସି ଟିକସ ଦେବାକୁ…

ବଜେଟ୍‌ ୨୦୨୫-୨୬କୁ ନେଇ ପ୍ରଥମ ପ୍ରତିକ୍ରିୟା ଦେଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଜି ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି। ଏହି ସମୟ ମଧ୍ୟରେ ସେ ବିଭିନ୍ନ କ୍ଷେତ୍ର ପାଇଁ ଅନେକ ଘୋଷଣା କରିଥିଲେ। ଏହା ସହିତ, ଏହି ବଜେଟରେ ମଧ୍ୟବିତ୍ତ ବର୍ଗକୁ ଏକ ବଡ଼ ଆଶ୍ୱସ୍ତି ଦିଆଯାଇଛି।…

Union Budget 2025: ନିର୍ମଳାଙ୍କ ଘୋଷଣା ପରେ ମଧ୍ୟବିତ୍ତ ମାଲାମାଲ୍‌

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆୟକର ଉପରେ ଏକ ନୂତନ ଆଇନ ପ୍ରଣୟନ କରିବା କଥା କହି ଶ୍ରମିକ ବର୍ଗର ଲୋକଙ୍କୁ କିଛି ସମୟ ପାଇଁ ସସପେନ୍ସରେ ରଖିଥିଲେ। କିନ୍ତୁ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକାରୀଙ୍କ ଉପରେ କୌଣସି ଟିକସ…

ସୋନିଆ ଗାନ୍ଧୀଙ୍କ କୁଶପୁତ୍ତଳିକା ଦାହ କଲେ ଭାଜପା କର୍ମକର୍ତ୍ତା

କୋରାପୁଟ,୧ା୨(ଅମିତାଭ ବେହେରା): ସୋନିଆ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରପତି ପ୍ରତି ଅପମାନ ସୂଚକ ମନ୍ତବ୍ୟ ଦେଇଥିବାରୁ ତାହାର ପ୍ରତିବାଦ କରିବା ସହ କୋରାପୁଟ ଜିଲା ଭାଜପା ପକ୍ଷରୁ ଦୃଢ଼ ଭାବେ ନିନ୍ଦା କରାଯିବା ସହିତ ସ୍ଥାନୀୟ ଆଇଟିଡିଏ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି।…

ମଧ୍ୟବିତ୍ତଙ୍କ ପାଇଁ ଏ କ’ଣ ହୋଇଗଲା, ବଜେଟରେ ଚମକାଇଲେ ନିର୍ମଳା

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ ଶନିବାର ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି। ସେ ମଧ୍ୟବିତ୍ତ ବର୍ଗଙ୍କ ପାଇଁ ଅନେକ ବଡ଼ ଘୋଷଣା କରିଛନ୍ତି। ତେବେ ଆୟକର ସ୍ଲାବକୁ ନେଇ ସେ ବଡ଼ ଘୋଷଣା କରିଛନ୍ତି। ଏଣିକି ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ…

ଏଥର ବଜେଟ୍‌ରେ କ’ଣ ହେଲା ଶସ୍ତା, କ’ଣ ହେଲା ମହଙ୍ଗା: ଜାଣନ୍ତୁ

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଜି ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ ଉପସ୍ଥାପନ କରୁଛନ୍ତି। ଅର୍ଥମନ୍ତ୍ରୀ ଭାବରେ ଏହା ତାଙ୍କର ଲଗାତାର ୮ମ ବଜେଟ। ଏଥିରେ ସେ ଅନେକ ବଡ଼ ଘୋଷଣା କରିଛନ୍ତି, କିନ୍ତୁ ସାଧାରଣ ଲୋକଙ୍କ…

Budget 2025: ବିଧାନସଭା ନିର୍ବାଚନ ପୂର୍ବରୁ ବିହାରକୁ ବଡ଼ ଉପହାର ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧।୨: ବିହାରରେ ବିଧାନସଭା ନିର୍ବାଚନ ପୂର୍ବରୁ ଶନିବାର ମୋଦି ସରକାରଙ୍କ ସାଧାରଣ ବଜେଟରେ ରାଜ୍ୟ ପାଇଁ ବଡ଼ ଘୋଷଣା କରାଯାଇଛି। ବଜେଟ ଉପସ୍ଥାପନ ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଏଠାରେ ମଖାନା ଉତ୍ପାଦନ ଉପରେ ଗୁରୁତ୍ୱାରୋପକୁ ପ୍ରମୁଖ ଭାବରେ ଅନ୍ତର୍ଭୁକ୍ତ କରିଛନ୍ତି।…

ଶବ ନେଇ ଫେରୁଥିଲେ ନିଜେ ଶବ ହୋଇଗଲେ

ଭୋଗରାଇ,୧ା୨(ପ୍ରଦୀପ ଦାସ): ବାପାଙ୍କ ଶବ ନେଇ ଶୁକ୍ରବାର ବିଳମ୍ବିତ ରାତିରେ କଟକରୁ ଗାଡ଼ିରେ ଭୋଗରାଇ ଫେରୁଥିଲେ ପୁଅ, ମାଆ ଓ ଗାଡିଚାଳକ। ଭଦ୍ରକ ରାଣୀତାଲ ଜାତୀୟ ରାଜପଥରେ ଘନ କୁହୁଡି କିମ୍ବା ଆଖି ଲାଗିଯିବାରୁ ଆଗରେ ଥିବା ଏକ ଡମ୍ପରକୁ ପଛପଟୁ…

Budget 2025: ପୂର୍ଣ୍ଣାଙ୍ଗ ବଜେଟରେ ଏସବୁ ଜିନିଷ ହେବ ଶସ୍ତା

ନୂଆଦିଲ୍ଲୀ,୧।୨: ସାଧାରଣ ବଜେଟ ଉପରେ ସମସ୍ତଙ୍କ ନଜର ରହିଛି। ବିଶେଷ କରି ଏଥିରେ କେଉଁ ଜିନିଷ ଶସ୍ତା ହେବ ତାହା ଜାଣିବାକୁ ସମସ୍ତେ ଆଗ୍ରହୀ। ଅର୍ଥମନ୍ତ୍ରୀ କହିଛନ୍ତି ଯେ ବୁଣାକାରମାନଙ୍କ ଦ୍ୱାରା ବୁଣାଯାଇଥିବା ପୋଷାକ ଶସ୍ତା ହେବ। ଏହା ସହିତ, ଚମଡ଼ା…

ନିଜେ ରୋଗୀ ହୋଇ ଡାକ୍ତର କରୁଛନ୍ତି ରୋଗୀ ସେବା, Video Viral

ଗଜପତି,୧ା୨(ଗିରିଧାରୀ ପରିଚ୍ଛା): ଡ୍ୟୁଟିରେ ଥିବା ଡାକ୍ତର  ସ୍ବାସ୍ଥ୍ୟ ଅବସ୍ଥା ଖରାପ ଥିବା ଓ ନିଜ ଦେହରେ ସାଲାଇନ୍‌ ଲାଗିଥିବା ସମୟରେ ରୋଗୀ ଚିକିତ୍ସା ପାଇଁ ଆସିଥିବା ବେଳେ ନିଜ କର୍ତ୍ତବ୍ୟକୁ ଅବହେଳା ନକରି ରୋଗୀ ସେବା କରୁଥିବା ଦେଖି ତାଙ୍କର ନିଷ୍ଠା…

Income Tax: ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେବାକୁ ପଡିବନି ଟ୍ୟାକ୍ସ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରୁଛନ୍ତି। ଇନକମ୍‌ ଟ୍ୟାକ୍ସକୁ ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଏକ ବଡ଼ ଘୋଷଣା କରିଛନ୍ତି। ଏବେ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କୌଣସି ଟିକସ ଦେବାକୁ ପଡିବ ନାହିଁ। ଆର୍ଥିକ ଅଭିବୃଦ୍ଧି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri