ଅର୍ଥମନ୍ତ୍ରୀଙ୍କୁ ଦହି-ଚିନି ଖୁଆଇଦେଲେ ରାଷ୍ଟ୍ରପତି: ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୧।୨: ଆଜି ସଂସଦରେ ଉପସ୍ଥାପିତ ହେବ କେନ୍ଦ୍ର ସାଧାରଣ ବଜେଟ। ଏହାପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ତାଙ୍କ ଟିମ ସହିତ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ବଜେଟର ଏକ କପି ତାଙ୍କୁ ପ୍ରଦାନ କରିଥିଲେ। ବଜେଟ ଉପସ୍ଥାପନ କରିବାକୁ…
ଆଜି ସ୍ବତନ୍ତ୍ର ଧଳା ଶାଢି ପିନ୍ଧି ବଜେଟ୍ ଉପସ୍ଥାପନ କରିବେ ନିର୍ମଳା ସୀତାରାମନ୍: ଜାଣନ୍ତୁ କିଏ ଦେଇଥିଲେ ଉପହାର
ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଆଜି ପୂର୍ବାହ୍ନ ୧୧ଟାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପାର୍ଲାମେଣ୍ଟରେ ସାଧାରଣ ବଜେଟ ଉପସ୍ଥାପନ କରିବେ। କ୍ରମାଗତ ଅଷ୍ଟମ ଥର ପାଇଁ ସେ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି। ବଜେଟ୍ ଉପସ୍ଥାପନ ପୂର୍ବରୁ ଅର୍ଥ…
Union Budget 2025:କିଛି ସମୟ ପରେ ଖୋଲିବ ବଜେଟ୍ ପେଡି: ଅର୍ଥ ମନ୍ତ୍ରଣାଳୟ କାର୍ଯ୍ୟାଳୟରେ ପହଞ୍ଚିଲେ ନିର୍ମଳା ସୀତାରାମନ୍
ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ବଜେଟ୍ ଉପସ୍ଥାପନ ପୂର୍ବରୁ ଅର୍ଥ ମନ୍ତ୍ରଣାଳୟ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ପୂର୍ବରୁ ସେଠାରେ ପହଞ୍ଚିଛନ୍ତି। ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା ଭି ଅନନ୍ତ ନାଗେଶ୍ୱରନ ଉପସ୍ଥିତ ଅଛନ୍ତି। କେନ୍ଦ୍ର ଅର୍ଥମନ୍ତ୍ରୀ ଆଜି…
ଆଜିଠାରୁ ଦେଶରେ ୪ ବଡ଼ ପରିବର୍ତ୍ତନ: ସାଧାରଣ ଲୋକଙ୍କ ପକେଟକୁ କରିପାରେ ପ୍ରଭାବିତ
ନୂଆଦିଲ୍ଲୀ,୧।୨: ଆଜିଠାରୁ ୨୦୨୫ ବର୍ଷର ଦ୍ୱିତୀୟ ମାସ ଅର୍ଥାତ୍ ଫେବୃଆରୀ ଆରମ୍ଭ ହୋଇଛି। ଆଜି ଟଙ୍କା ସମ୍ବନ୍ଧୀୟ କାର୍ଯ୍ୟକଳାପ ପାଇଁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦିନ। ଆଜିଠାରୁ ଏପରି ଅନେକ ପରିବର୍ତ୍ତନ ହେବାକୁ ଯାଉଛି, ଯାହା ସାଧାରଣ ଲୋକଙ୍କ ପକେଟକୁ ପ୍ରଭାବିତ…
ଖୁସି ଖବର: ବଜେଟ୍ ପୂର୍ବରୁ କମିଲା ଗ୍ୟାସ୍ ଦର
ନୂଆଦିଲ୍ଲୀ,୧।୨: ଗ୍ରାହକଙ୍କ ପାଇଁ ଖୁସି ଖବର। ବଜେଟ୍ ପୂର୍ବରୁ କମର୍ସିଆଲ ଗ୍ୟାସ୍ ଦର କମିଯାଇଛି। ୧୯ କେଜି ଏଲ୍ପିଜି ସିଲିଣ୍ଡର ଦର ୭ ଟଙ୍କା କମିଛି। ଫଳରେ ଦିଲ୍ଲୀରେ ୧୯ କେଜି ଗ୍ୟାସ ସିଲିଣ୍ଡର ଦର ୧୭୯୭ ଟଙ୍କାରେ ପହଞ୍ଚିଛି। ପୂର୍ବରୁ…
ଜନଶୁଣାଣି କାର୍ଯ୍ୟକ୍ରମରେ ବହୁ ଅଧିକାରୀ ଅନୁପସ୍ଥିତ: ସାଧାରଣରେ ଅସନ୍ତୋଷ
ଥୁଆମୂଳ ରାମପୁର,୧।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭା ଗୃହ ଠାରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଏବଂ ପଞ୍ଚଦଶ ଅର୍ଥ କମିଶନ ଯୋଜନାରେ ବ୍ଲକ ସ୍ତରୀୟ ଜନ ଶୁଣାଣି ଶିବିର ଆର୍ଥିକ ବର୍ଷ ୨୦୨୪-୨୫…
ମନ୍ଦିରରେ ପୂଜା ପାଉଛନ୍ତି କବି କାଳିଦାସ
ମହାକାଳପଡ଼ା,୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍ ବବକରପୁର ଗାଁରେ ରହିଛି କବି କାଳିଦାସଙ୍କ ମନ୍ଦିର ା ସେଠାରେ ରହିଛି କବିଙ୍କ ପଥର ନିର୍ମିତ ମୂର୍ତ୍ତି ା ଭାରତର ଅନ୍ୟ କୌଣସି ସ୍ଥାନରେ କବିଙ୍କ ମନ୍ଦିର ନାହିଁ ା ଏହି ମନ୍ଦିର…
ମିଳନ ସରିଲା, ଏବେ ଭାସୁଛନ୍ତି ଅଲିଭ ରିଡ୍ଲେ
ବ୍ରହ୍ମପୁର,୧ା୨(ଅଶୋକ କୁମାର ସାହୁ):ଗତ ୩ ମାସ ହେଲା ସାମୁଦ୍ରିକ କଇଁଛ ଅଲିଭ ରିଡ୍ଲେଙ୍କ ସମୁଦ୍ରରେ ମିଳନ ପ୍ରକ୍ରିୟା ଚାଲିଥିଲା। ମିଳନ ପ୍ରକ୍ରିୟା ସରିଥିବା ଶୁକ୍ରବାର ସ୍ପଷ୍ଟ ହୋଇଛି। କାରଣ ମାଈ କଇଁଛମାନେ ଭାସମାନ ଅବସ୍ଥାକୁ ଆସିଯାଇଥିବା ଋଷିକୁଲ୍ୟା କଇଁଛ ସୁରକ୍ଷା ସମିତିର…
ସାର କଳାବଜାରକୁ ନେଇ ତେଜିଲା ଆନ୍ଦୋଳନ:କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା
ବରଗଡ଼,୧।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ବର୍ତ୍ତମାନ ରବି ଚାଷକାର୍ଯ୍ୟ ଜୋର୍ ଧରିଛି। ଅନେକ ସ୍ଥାନରେ ଧାନପହ୍ଲା ରୁଆ ସରିଯାଇ ଥିବାବେଳେ ବିଭିନ୍ନ ଜାଗାରେ ଚାଷୀମାନେ ରୁଆକାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। କିନ୍ତୁ ଚାଷକାର୍ଯ୍ୟ ଆରମ୍ଭରୁ ଜମିରେ ଡିଏପି, ୟୁରିଆ ସାରର ଆବଶ୍ୟକତା ଥିବାବେଳେ ସାରବିକ୍ରିରେ…
ଆଜିଠୁ ସବୁ ଟୋଲ୍ଗେଟ୍ରେ ନିୟମ: ଗାଡ଼ିର ବୀମା ନ ଥିଲେ…
କଟକ,୧ା୨(କାର୍ତ୍ତିକ ସାହୁ):ଓଡ଼ିଶା ରାଜ୍ୟ ପରିବହନ କର୍ତ୍ତୃପକ୍ଷ ମୋଟର ଯାନର ବୀମାକୁ କଡ଼ାକଡ଼ି କରିଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାରଠାରୁ ଇ-ଡିଟେକ୍ସନରେ ଯୋଡ଼ିହେବାକୁ ଯାଉଛି ବୀମା। ମୋଟର ଯାନରେ ବୀମା ନ ଥିଲେ ସ୍ବୟଂକ୍ରିୟ ପ୍ରଣାଳୀରେ ଧରିବ ଟୋଲ୍ଗେଟ୍। ଇ-ଡିଟେକ୍ସନ ପ୍ରକ୍ରିୟାରେ ଗାଡ଼ି ମାଲିକଙ୍କୁ…
Budget 2025: ମୋଦି ୩.୦ର ପ୍ରଥମ ବଜେଟ, କ୍ରମାଗତ ୮ମ ଥର ଉପସ୍ଥାପନ କରି ରେକର୍ଡ କରିବେ ନିର୍ମଳା
ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଫେବୃଆରୀ ୧ ତାରିଖ ଅର୍ଥାତ୍ ଆଜି କେନ୍ଦ୍ର ବଜେଟ ଉପସ୍ଥାପନ କରିବେ। ଏହା ସହିତ, ସେ କ୍ରମାଗତ ୮ମ ବଜେଟ ଉପସ୍ଥାପନ କରିବାର ରେକର୍ଡ ସୃଷ୍ଟି କରିବେ। ଏହା ସହିତ ସୀତାରାମନ୍ ପୂର୍ବତନ ପ୍ରଧାନମନ୍ତ୍ରୀ ମୋରାରଜୀ…
ଆଜି ସାଧାରଣ ବଜେଟ
ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଶନିବାର ପୂର୍ବାହ୍ନ ୧୧ଟାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପାର୍ଲାମେଣ୍ଟରେ ସାଧାରଣ ବଜେଟ ଉପସ୍ଥାପନ କରିବେ। କ୍ରମାଗତ ଅଷ୍ଟମ ଥର ପାଇଁ ସେ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି।
Archives


