ଆଜିଠାରୁ ୫ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି
ଭୁବନେଶ୍ୱର,୩ା୧୨(ସୂର୍ଯ୍ୟକାନ୍ତ ବେହେରା):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାରଠାରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ମଙ୍ଗଳବାର ଅପରାହ୍ନ ୪.୫୦ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ। ସେଠୁ ସିଧାସଳଖ ଚନ୍ଦ୍ରଶେଖରପୁରସ୍ଥିତ ନୀଳାଦ୍ରି ବିହାରରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିକୁ ଉଦ୍ଘାଟନ କରିବେ। ପରେ…
୨୦୩୦ ସୁଦ୍ଧା ଆମଦାନୀ ୧୦ ନିୟୁତ ଟନ୍ ଛୁଇଁବ
ନୂଆଦିଲ୍ଲୀ,୩।୧୨: ଦୀର୍ଘଦିନର ଦାବି ଓ ପ୍ରୟାସକୁ ନିକଟରେ କେନ୍ଦ୍ର ସରକାର ସମ୍ମତି ଜଣାଇବା ସହିତ ଚାଇନାରୁ ଆମଦାନୀ କରାଯାଉଥିବା ତଥା ସୋଲାର ପ୍ୟାନେଲ ପାଇଁ ପ୍ରମୁଖ ଉପାଦାନଗୁଡିକ ଉପରେ ଆଣ୍ଟି ଡମ୍ପିଂ ଡ୍ୟୁଟି ଲଗାଯାଇଛି। ଏପରିକି ସୋଲାର ପ୍ୟାନେଲ ଓ ମଡ୍ୟୁଲ…
ଜିନ୍ଦଲ ଷ୍ଟେନ୍ଲେସକୁ ସ୍ବର୍ଣ୍ଣ ପୁରସ୍କାର
ନୂଆଦିଲ୍ଲୀ,୩।୧୨(ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିଳ୍ପ ସଂସ୍ଥା ତଥା ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍(ଜେଏସ୍ଏଲ୍)କୁ ନିକଟରେ ଆଉ ଏକ ଜାତୀୟସ୍ତର ସମ୍ମାନ ପ୍ରଦାନ କରାଯାଇଛି। ଏପରିକି ଦଶମ ଇଣ୍ଡିଆ ଗ୍ରୀନ୍ ଉତ୍ପାଦନ ଚ୍ୟାଲେଞ୍ଜ (ଆଇଜିଏମ୍ସି) କାର୍ଯ୍ୟକ୍ରମରେ ଜେଏସ୍ଏଲ୍ର ହିସାର ୟୁନିଟକୁ ସମ୍ମାନଜନକ ସ୍ବର୍ଣ୍ଣ…
ଶୀତ ଲହରି ଜାରି: ୫ ଯାଏ ଝିପି ଝିପି ବର୍ଷା
ଭୁବନେଶ୍ୱର,୩ା୧୨(ଅନୁରାଧା ମହାରଣା):ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହେଉଛି। ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସମ୍ବଲପୁର, ପୁରୀ, କନ୍ଧମାଳ, ଖୋର୍ଦ୍ଧା, ମୟୂରଭଞ୍ଜ ଆଦି…
ବାଂଲାଦେଶରେ ଶାନ୍ତି ଫେରାଇବା ପାଇଁ ଜାତିସଂଘର ସହାୟତା ନେଉ କେନ୍ଦ୍ର
କୋଲକାତା, ୩।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ବାଂଲାଦେଶର ସାମ୍ପ୍ରତିକ ସ୍ଥିତିକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। ବାଂଲାଦେଶରେ ଶାନ୍ତି ଫେରାଇ ଆଣିବା ପାଇଁ ଜାତିସଂଘର ସହାୟତା ନେବାକୁ ସେ କେନ୍ଦ୍ର ସରକାରଙ୍କୁ ଅପିଲ କରିଛନ୍ତି। ପରିସ୍ଥିତିକୁ ସାମାନ୍ୟ କରିବା ପାଇଁ…
ହାରିବା ପରେ ଦିଲୀପଙ୍କ ପାଗ ଭିଡ଼ିବା ଚର୍ଚ୍ଚା
ରାଉରକେଲା,୩।୧୨(ସଙ୍ଗୀତା ଜେନା):୨୦୨୪ ବିଧାନସଭା ନିର୍ବାଚନରେ ରାଉରକେଲା ବିଧାନସଭା କ୍ଷେତ୍ରରୁ ହାରିଯାଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ଦିଲୀପ ରାୟ ବର୍ତ୍ତମାନ ରାଉରକେଲାରେ ସକ୍ରିୟ ହୋଇପଡ଼ିଥିବା ଦେଖିବାକୁ ମିଳୁଛି। କିଛିଦିନ ତଳେ ସେ ରାଉରକେଲାରେ ପହଞ୍ଚତ୍ ହଠାତ୍ ବିଭିନ୍ନ ସରକାରୀ ପ୍ରକଳ୍ପ…
ମୁଖ୍ୟମନ୍ତ୍ରୀ ନ ହେଲେ ଏମିତି କାମ କରିବେ ଏକନାଥ ଶିନ୍ଦେ: ଆସିଲା ବଡ଼ ଅପ୍ଡେଟ୍
ମୁମ୍ବାଇ,୩ା୧୨:ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ନୂଆ ସରକାର ଗଠନ ନେଇ ୧୦ ଦିନ ହେଲା ଅଚଳାବସ୍ଥା ଜାରି ରହିଛି। ମୁଖ୍ୟମନ୍ତ୍ରୀ ପଦ ନ ମିଳିଲେ, ଶିବସେନା ବାହାରୁ ସମର୍ଥନ ଦେବ ବୋଲି କାମଚଳା ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ…
ବାପାଙ୍କ କରଜ ଶୁଝିବାକୁ ନାବାଳକ ପୁଅ ବନ୍ଧକ
ମହାକାଳପଡ଼ା,୩ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):ଜଣେ କାରିଗରଙ୍କ କରଜ ଶୁଝିବା ପାଇଁ ତାଙ୍କ ନାବାଳକ ପୁଅଙ୍କୁ ବନ୍ଧକ ରଖିଥିଲେ କଟକ ଜିଲା ନିଶ୍ଚିନ୍ତକୋଇଲି ଅଞ୍ଚଳର ଜନୈକ ତନ୍ତ ମିଲ୍ ମାଲିକ। ୭ ମାସ ନାବାଳକ ସେଠାରେ ରହି ଗୋତି ଖଟିବା ପରେ କୌଶଳ କ୍ରମେ…
ଛୁଟିରେ ଥିବା ଡାକ୍ତରଙ୍କୁ ଚେତାବନୀ ଦେଲେ ସରକାର, କାର୍ଯ୍ୟରେ ଯୋଗ ନ ଦେଲେ…
ଭୁବନେଶ୍ୱର,୩ା୧୨(ଅନିଲ ଦାସ):ଦୀର୍ଘଦିନ ଧରି ଛୁଟିରେ ଥିବା ୧୯୬ ଡାକ୍ତରଙ୍କୁ ସରକାର ଚେତାବନୀ ଦେଇଛନ୍ତି। ତୁରନ୍ତ କାର୍ଯ୍ୟରେ ଯୋଗ ନ ଦେଲେ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବିଭିନ୍ନ କ୍ୟାଡରର ୧୯୬ ଡାକ୍ତର ଭିନ୍ନ ଭିନ୍ନ କାରଣ ଦର୍ଶାଇ ଛୁଟିରେ…
ଦିବ୍ୟାଙ୍ଗଙ୍କୁ ଉପେକ୍ଷା କରିବା ପାପ
ପ୍ରତିବର୍ଷ ୩ ଡିସେମ୍ବରରେ ବିଶ୍ୱ ଦିବ୍ୟାଙ୍ଗ ଦିବସ ପାଳନ କରାଯାଏ। ଏହାର ମୂଳ ଉଦ୍ଦେଶ୍ୟ ହେଉଛି ଅକ୍ଷମତା ସହ ଜଡିତ ସମସ୍ୟାଗୁଡିକ ଉପରେ ସଚେତନତା ସୃଷ୍ଟି କରିବା ଏବଂ ସମାଜରେ ଦିବ୍ୟାଙ୍ଗଙ୍କ ଅଧିକାର ତଥା ସମାନ ସୁଯୋଗ ତଥା ସେମାନଙ୍କ କଲ୍ୟାଣ…
ପ୍ରଥମ ପୋଷ୍ଟିଂ ପାଇଁ ଯାଉଥିଲେ ଆଇପିଏସ୍ ଅଧିକାରୀ,ଫାଟିଲା ଟାୟାର: ଆଉ ତା’ପରେ…
ବେଙ୍ଗାଲୁରୁ, ୨।୧୨:କର୍ନାଟକର ହାସନ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ନିଜର ପ୍ରଥମ ପୋଷ୍ଟିଂ ପାଇଁ ଯାଉଥିବା ବେଳେ ଆଇପିଏସ୍ ଅଧିକାରୀ ହର୍ଷବର୍ଦ୍ଧନ(୨୬)ଙ୍କର ସୋମବାର ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମଧ୍ୟପ୍ରଦେଶର ସିଙ୍ଗରୌଲୀ ଜିଲା ନିବାସୀ ହର୍ଷବର୍ଦ୍ଧନ କର୍ନାଟକ…
ଚାଇନାକୁ ପାନେ ଦେଲା ଆମେରିକା: ଲାଗିଲା କଟକଣା
ଓ୍ବାଶିଂଟନ, ୨।୧୨:ସେମିକଣ୍ଡକ୍ଟର ଟେକ୍ନୋଲୋଜିକୁ ନେଇ ଆମେରିକା ଓ ଚାଇନା ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଏକ ଆମେରିକୀୟ ନ୍ୟୁଜ୍ ଏଜେନ୍ସିର ରିପୋର୍ଟ ଅନୁଯାୟୀ, ୩ ବର୍ଷ ମଧ୍ୟରେ ଚାଇନାର ସେମିକଣ୍ଡକ୍ଟର ଇଣ୍ଡଷ୍ଟ୍ରି ଉପରେ ତୃତୀୟ ଥର ପାଇଁ କଟକଣା ଲଗାଇବାକୁ ଆମେରିକା…
Archives


