୭୮ ବର୍ଷରେ ରାଜଧାନୀ ଭୁବନେଶ୍ୱର: ବିକାଶଧାରାରେ ନୂଆ ସହର
ଦିନ ଥିଲା ଭୁବନେଶ୍ୱର କହିଲେ ଓଲ୍ଡଟାଉନ୍, କପିଳ ପ୍ରସାଦ, କପିଳେଶ୍ୱର ଏବଂ ସାମନ୍ତରାପୁର ଆଦି ଅଞ୍ଚଳକୁ ବୁଝାଉଥିଲା। ଐତିହ୍ୟ, କଳା, ସଂସ୍କୃତି, ପରମ୍ପରା ଥିଲା ଏହି ମନ୍ଦିରମାଳିନୀ ସହରର ସ୍ବତନ୍ତ୍ର ପରିଚୟ। ୪୦ହଜାର ଜନସଂଖ୍ୟାକୁ ନେଇ ଭୁବନେଶ୍ୱରକୁ ରାଜ୍ୟର ରାଜଧାନୀ ଘୋଷଣା…
Jallianwala Bagh Massacre Day: ଆଜି ଜାଲିଆନାୱାଲା ବାଗ ହତ୍ୟାକାଣ୍ଡ ଦିବସ, ଜାଣନ୍ତୁ ଏହାର ଇତିହାସ, ତ୍ୟାଗ ପଛର କାହାଣୀ
ଆଜି ଅପ୍ରେଲ ୧୩, ଜାଲିଆନାୱାଲାବାଗ ହତ୍ୟାକାଣ୍ଡର ୧୦୬ତମ ବାର୍ଷିକୀ। ୧୯୧୯ ମସିହାର ଏହି ଦିନ ଭାରତୀୟ ଇତିହାସରେ ଏକ କଳଙ୍କିତ ଅଧ୍ୟାୟ ଭାବେ ଯୋଡ଼ି ହୋଇଥିଲା। ପଞ୍ଜାବର ଅମୃତସରସ୍ଥିତ ଜାଲିଆନୱାଲା ବାଗରେ ବ୍ରିଟିଶ ସେନାନୀର ଜେନେରାଲ ରେଜିନାଲ୍ଡ ଡାୟାରଙ୍କ ନିର୍ଦ୍ଦେଶରେ ନିରସ୍ତ୍ର…
ଗୌରବ ଖାନ୍ନା ସେଲିବ୍ରିଟି ମାଷ୍ଟରଶେଫ୍
ମୁମ୍ବାଇ: ଛୋଟ ପରଦାର ଲୋକପ୍ରିୟ ଅଭିନେତା ଗୌରବ ଖାନ୍ନା ‘ସେଲିବ୍ରିଟି ମାଷ୍ଟରଶେଫ୍’ ପ୍ରଥମ ସିଜନର ଟାଇଟଲ ହାସଲ କରିଛନ୍ତି। ଶୁକ୍ରବାର ରାତିରେ ଆୟୋଜିତ ଗ୍ରାଣ୍ଡ ଫିନାଲେ କାର୍ଯ୍ୟକ୍ରମରେ ତାଙ୍କୁ ଶୋ’ର ଟାଇଟଲ ସହ ୨୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ମିଳିଛି।…
ରାଜ୍ୟପାଳ ଅଲୋଡ଼ା: ତାମିଲନାଡ଼ୁ ଆଣିଲା ୧୦ ଆଇନ
ଚେନ୍ନାଇ,୧୩/୪ତାମିଲନାଡୁ ସରକାରଙ୍କ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ୧୦ ନୂଆ ଆଇନ ହେଲା ତାମିଲନାଡ଼ୁ ଫିଶେରିଜ୍ ୟୁନିଭର୍ସିଟି (ସଂଶୋଧନ) ଆଇନ-୨୦୨୦, ତାମିଲନାଡୁ ପ୍ରାଣୀ ବିଜ୍ଞାନ ବିଶ୍ୱବିଦ୍ୟାଳୟ (ସଂଶୋଧନ) ଆଇନ-୨୦୨୦, ତାମିଲନାଡୁ ବିଶ୍ୱବିଦ୍ୟାଳୟ ଆଇନ (ସଂଶୋଧନ) ଆକ୍ଟ-୨୦୨୨, ତାମିଲନାଡୁ ଡ. ଆମ୍ବେଡକର ଲ’…
ଭାରତୀୟ ଫାର୍ମା କମ୍ପାନୀର ଓ୍ବେୟାର ହାଉସ ଉପରେ ମିଶାଇଲ ମାଡ଼ କଲା ରୁଷିଆ
କ୍ୱିଭ,୧୨।୪: ୟୁକ୍ରେନର ରାଜଧାନୀ କ୍ୱିଭରେ ରୁଷିଆର ସଦ୍ୟତମ ଆକ୍ରମଣରେ ଏକ ଭାରତୀୟ ଔଷଧ କମ୍ପାନୀର ଗୋଦାମ ଧ୍ୱଂସ ହୋଇଯାଇଛି। ଶନିବାର (୧୨ ଏପ୍ରିଲ, ୨୦୨୫) ଭାରତରେ ଥିବା ୟୁକ୍ରେନର ଦୂତାବାସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଦୂତାବାସ କହିଛି ଯେ ଏକ…
ଭଉଣୀ ନେହା କକ୍କର, ଭାଇ ଟୋନିଙ୍କଠାରୁ ସମ୍ପର୍କ କାଟିଲେ ଭଉଣୀ ସୋନୁ! ପୋଷ୍ଟ ଶେୟାର କରି କହିଲେ…
ମୁମ୍ବାଇ: ଗାୟିକା ସୋନୁ କକ୍କର ବଲିଉଡ ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ଗାୟିକା, ସେ ଅନେକ ବଡ଼ ବଡ଼ ମୁଭିରେ ନିଜ କଣ୍ଠସ୍ବରର ଯାଦୁ ଦେଖାଇଛନ୍ତି। ଏବେ ସୋନୁ ତାଙ୍କ ପ୍ରଶଂସକମାନଙ୍କୁ ଏକ ପୋଷ୍ଟ ଶେୟାର କରି ଆଶ୍ଚର୍ଯ୍ୟ କରିଛନ୍ତି ଯେଉଁଥିରେ ସେ…
ଓଡ଼ିଆ ପକ୍ଷ ପାଳନରେ ବରପୁତ୍ରଙ୍କ ଜୀବନୀକୁ ଅନୁସରଣ କରିବାକୁ ଆହ୍ବାନ
ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଜନ୍ମ ନେଇ ଓଡ଼ିଆ ଭାଷା ସାହିତ୍ୟକୁ ନୂଆ ଦିଗ ଦେଖାଇଥିବା କିମ୍ବା ସତନ୍ତ୍ର ଓଡ଼ିଶା ଗଠନର ନେତୃତ୍ୱ ନେଇଥିବା ବ୍ୟକ୍ତିବିଶେଷ ତଥା ବିପତ୍ତିବେଳେ ମହାନ କାର୍ଯ୍ୟ କରି, ଓଡ଼ିଆଙ୍କ ତ୍ରାଣକର୍ତ୍ତା ସାଜିଥିବା ଅନେକ ବରପୁତ୍ରଙ୍କ କୀର୍ତ୍ତି ସମ୍ପର୍କରେ…
ଟ୍ରମ୍ପଙ୍କ ବଡ଼ ଘୋଷଣା: ଟାରିଫ ଓ୍ବାରରୁ ବାଦ ପଡ଼ିଲା ସ୍ମାର୍ଟଫୋନ, କମ୍ପ୍ୟୁଟର, ଇଲେକ୍ଟ୍ରୋନିକ ଆଇଟମ
ଓ୍ବାଶିଂଟନ,୧୨।୪: ଟାରିଫ ଓ୍ବାର ମାଧ୍ୟମରେ ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ସ୍ମାର୍ଟଫୋନ, କମ୍ପ୍ୟୁଟର ଏବଂ ଅନ୍ୟାନ୍ୟ ଇଲେକ୍ଟ୍ରୋନିକ ସାମଗ୍ରୀକୁ ଟ୍ରମ୍ପ ଶୁଳ୍କରୁ ମୁକ୍ତ କରିଛି। ଏହି ପଦକ୍ଷେପ ଅନେକ ଲୋକପ୍ରିୟ ଉଚ୍ଚ ପ୍ରଯୁକ୍ତିବିଦ୍ୟା ଉତ୍ପାଦ…
ବାରମ୍ବାର ମିଛ କହୁଛନ୍ତି ତହଉର ରାଣା, ଏବେ NIA ନେବ ଏହି ଆକ୍ସନ
ନୂଆଦିଲ୍ଲୀ,୧୨।୪: ଜାତୀୟ ତଦନ୍ତ ସଂସ୍ଥା (NIA) ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମୁଖ୍ୟ ଅଭିଯୁକ୍ତ ତହଉର ରାଣାଙ୍କୁ ନିରନ୍ତର ପଚରାଉଚରା କରୁଛି। ଫୋନରେ କଥା ହେଉଥିବା ବ୍ୟକ୍ତି ଜଣକ ରାଣା ଥିଲେ ବୋଲି ପ୍ରମାଣ କରିବା ପାଇଁ ଏଜେନ୍ସି ତାଙ୍କ ସ୍ବର…
ରୋଜ ଭ୍ୟାଲି ପୋଞ୍ଜି ଘୋଟଲାରେ ଫଶିଥିବା ନିବେଶକଙ୍କୁ ମିଳିଲା ଆଶ୍ୱସ୍ତି, ୭୫. ଲକ୍ଷ ଲୋକଙ୍କୁ ସରକାର ଫେରାଇବେ ଟଙ୍କା
ନୂଆଦିଲ୍ଲୀ,୧୨।୪: ରୋଜ ଭ୍ୟାଲି ପୋଞ୍ଜି ଦୁର୍ନୀତିରେ ଠକେଇ ହୋଇଥିବା ଲକ୍ଷ ଲକ୍ଷ ନିବେଶକଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ସମ୍ପତ୍ତି ବିନିଯୋଗ କମିଟି (ADC)ର ଅଧ୍ୟକ୍ଷ ଅବସରପ୍ରାପ୍ତ ବିଚାରପତି ଦିଲୀପ କୁମାର ସେଠଙ୍କୁ ୫୧୫.୩୧ କୋଟି…
ପାଟଣାରେ କାଳବୈଶାଖୀର ତାଣ୍ଡବ: ବର୍ଷା ପବନ ସାଙ୍ଗକୁ କୁଆପଥର ମାଡ଼ରେ ଉପୁଡ଼ିଲା ଗଛ, ଯାତାୟତ-ବିଦ୍ୟୁତ ସେବା ବାଧାପ୍ରାପ୍ତ
ପାଟଣା ,୧୨।୪(ବୀରକିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡା ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାରେ ତୁହାକୁ ତୁହା ଘଡ଼ଘଡି, ପବନ ସାଙ୍ଗକୁ କୁଆ ପଥର ବର୍ଷା ପବନ ଲାଗି ରହିଛି। ପବନ ଯୋଗୁ ବିଭିନ୍ନ ସ୍ଥାନରେ…
ମୁର୍ଶିଦାବାଦ ହିଂସାରେ ୩ ଜଣଙ୍କ ମୃତ୍ୟୁ, ୧୧୦ ଗିରଫ, ହାଇକୋର୍ଟ ଗଲା ଭାଜପା
କୋଲାକାତା,୧୨।୪: ପଶ୍ଚିମବଙ୍ଗର ଅନେକ ଜିଲାରେ ୱକଫ ଆଇନ ବିରୋଧରେ ହିଂସାତ୍ମକ ପ୍ରତିବାଦ ଦେଖିବାକୁ ମିଳୁଛି। ଶୁକ୍ରବାର ୱକଫ ସଂଶୋଧନ ଆଇନ ବିରୋଧରେ ପ୍ରତିବାଦ ସମୟରେ ମୁସଲିମ ବହୁଳ ମୁର୍ଶିଦାବାଦ ଜିଲାରେ ହିଂସା ଘଟିଥିଲା। ଏହି ହିଂସାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି।…
Archives


