ଜଙ୍ଗଲରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
ଗୁଣପୁର,୩ା୯(ସୁଜାତା ପାଢ଼ୀ): ଜଙ୍ଗଲରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲା ଗୁଣପୁର ବ୍ଲକ୍ ଗଠଳପଦର ପଞ୍ଚାୟତ କାକିତାରା ଗାଁ ନିକଟ ଏକ ଜଙ୍ଗଲରେ । ଜଙ୍ଗଲରେ ଥିବା ଏକ ନାଳରେ ଯୁବକଙ୍କ…
ବଡ଼ ନିଷ୍ପତ୍ତି ନେଲେ ସରକାର; ଅଫିସ୍ରେ ବଦଳିବ ମେନ୍ୟୁ! ହଟିବ ଜଙ୍କ ଫୁଡ୍
ମୁମ୍ବାଇ,୩ା୯: ଆଧୁନିକ ଜୀବନଶୈଳୀରେ ଜଙ୍କ ଫୁଡ୍ର ବଢ଼ୁଥିବା ଚାହିଦା ମଧ୍ୟରେ ମହାରାଷ୍ଟ୍ର ସରକାର ଏବେ ଏହାକୁ ନେଇ କଡ଼ା ପଦକ୍ଷେପ ନେଇଛନ୍ତି । ସରକାରୀ କାର୍ଯ୍ୟାଳୟର କ୍ୟାଣ୍ଟିନ୍ରେ ଅସ୍ୱାସ୍ଥ୍ୟକର ଜଙ୍କ ଫୁଡ୍ ବଦଳରେ ପୌଷ୍ଟିକ ଖାଦ୍ୟ ପରିବେଷଣ କରିବାକୁ ନିର୍ଦ୍ଦେଶ ଜାରି…
ଦିଲ୍ଲୀ ଜଳ ବୋର୍ଡ ଦୁର୍ନୀତି, ସତ୍ୟେନ୍ଦ୍ର ଜୈନ୍ଙ୍କୁ ମିଳିଲା ବେଲ୍, ୨ ଲକ୍ଷ…
ନୂଆଦିଲ୍ଲୀ,୩ା୯: ଦିଲ୍ଲୀ ସରକାରଙ୍କ ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି (AAP) ନେତା ସତ୍ୟେନ୍ଦ୍ର ଜୈନ୍ଙ୍କୁ ରାଉଜ୍ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି । ଦିଲ୍ଲୀ ଜଳ ବୋର୍ଡର STP ଘୋଟାଲା ସହ ଜଡ଼ିତ ମାମଲାରେ କୋର୍ଟ ତାଙ୍କୁ…
ଆକ୍ସନ ମୋଡ୍ରେ ବିଇଓ: ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ, ଦୁଇ ଶିକ୍ଷକଙ୍କ ଦରମା ବନ୍ଦ
ଉଦଳା,୩ା୯(ସନ୍ତୋଷ ବାଛିନୀ): ଆକ୍ସନ ମୋଡ୍ରେ କପ୍ତିପଦା ବିଇଓ। କାର୍ଯ୍ୟରେ ଅବହେଳା ଏବଂ ନିୟମ ଉଲ୍ଲଂଘନ ପାଇଁ ଜଣେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରିବା ସହିତ ଦୁଇ ଜଣଙ୍କ ଦରମା ବନ୍ଦ କରିଛନ୍ତି ବିଇଓ। ଏହା ସହିତ ଜଣେ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ…
ପୁଣି ଫୁଲିଲା ହୀରାକୁଦ, ଏବେ ୪ ଗେଟ୍ ଦେଇ ହେଉଛି ଜଳ ନିଷ୍କାସନ
ସମ୍ବଲପୁର,୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମଶଃ ବୃଦ୍ଧି ପାଇ ୬୨୭ ଫୁଟ ଟପିଯାଇଛି। ଫଳରେ ଗୁରୁବାର ସକାଳେ ପୁଣି ୨ଟି ସ୍ଲୁଇସ ଗେଟ୍ ଖୋଲି ଦିଆଯାଇଛି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାର୍ଶ୍ୱର ୩ ଓ ଦକ୍ଷିଣ ପାର୍ଶର ୧ଟି…
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷୟିତ୍ରୀ ପୂରବୀ ପରିଡ଼ା
ନବରଙ୍ଗପୁର,୩ା୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଶିକ୍ଷାକ୍ଷେତ୍ର ପାଇଁ ଆସିଛି ଆଉ ଏକ ଗୌରବର ଖବର। ଜିଲାର ଶାରୀରିକ ଶିକ୍ଷା ଶିକ୍ଷୟିତ୍ରୀ ପୂରବୀ ପରିଡ଼ା ଚଳିତବର୍ଷ ଗୁରୁଦିବସ ଅବସରରେ ସମ୍ମାନଜନକ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ନବରଙ୍ଗପୁରସ୍ଥିତ ପିଏମ୍ ଶ୍ରୀ…
‘ଅଭିଜିତ ଦୀପକେଙ୍କ ସହ ଡିଲ୍ କରିଛନ୍ତି କେଜ୍ରିୱାଲ୍’, ବଡ଼ ଅଭିଯୋଗ ଆଣିଲେ ମନୀଷ
ନୂଆଦିଲ୍ଲୀ,୩।୯: କକରୋଚ୍ ଜନତା ପାର୍ଟି (CJP) ପରେ ଏବେ ‘କକରୋଚ୍ ଜନତା ପାର୍ଟି ଡେମୋକ୍ରାଟିକ’ (CJPD) ଘୋଷଣା ହୋଇଛି । ମନୀଷ ବ୍ରହ୍ମଭଟ୍ଟ ଗୁରୁବାର ଏହି ଘୋଷଣା କରିବା ସହ CJP ଏବେ ସମ୍ପୂର୍ଣ୍ଣ ଭାବେ ଅରବିନ୍ଦ କେଜ୍ରିୱାଲ୍ଙ୍କ ଦଳରେ ପରିଣତ…
ମୋଦିଙ୍କ ପଦାଙ୍କ ଅନୁସରଣ କଲେ ଯୋଗୀ! ଇନଷ୍ଟାଗ୍ରାମରେ ରିଲ ପୋଷ୍ଟ କରି କହିଲେ…
ଲକ୍ଷ୍ନୌ,୩।୯: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ପୋଷ୍ଟ କରିଛନ୍ତି। ଏହି ସେଲଫି-ଶୈଳୀର ରିଲ୍ସରେ ବାବା ନୀବ କରୋରିଙ୍କ ପବିତ୍ର ଭୂମି ଫାରୁଖାବାଦକୁ ପ୍ରଣାମ କରି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି, ସେ ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକର…
ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ
ଉଦଳା,୩ା୯(ସନ୍ତୋଷ ବାଛିନୀ): ସାବତ ଶ୍ୱଶୁର ହେଲେ ରକ୍ତମୁଖା। ଲୁହା ରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ ମଥୁରାସାହି ଗ୍ରାମରେ। ରମେଶ ବିନ୍ଧାଣୀ ତାଙ୍କ ଶ୍ୱଶୁର ଘର ମଥୁରାସାହିରେ ସ୍ତ୍ରୀ ଭାରତୀ…
ରତ୍ନେଶ୍ଵରୀ ମନ୍ଦିର ଭିତରେ ଗର୍ଜନ କରୁଥିଲା ବିରାଟ ଅହିରାଜ! ଲୋକେ ଛାନିଆ, ବନବିଭାଗ ପହଞ୍ଚି…
ଦିଗପହଣ୍ଡି/ଚିକିଟି,୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ଗଡ଼ ବ୍ଲକ କାର୍ଯ୍ୟାଳୟ ନିକଟ ମା ‘ ରତ୍ନେଶ୍ଵରୀ ମନ୍ଦିରରୁ କିଙ୍ଗକୋବ୍ରା ଉଦ୍ଧାର କରାଯାଇଛି । ପ୍ରାୟ ୧୨ ଫୁଟ ଲମ୍ବର ଏକ ଅହିରାଜ ସାପକୁ ସ୍ନେକ୍ ହେଲ୍ପ ଲାଇନ…
ମଝି ଆକାଶରେ ହଠାତ୍ ଅସୁସ୍ଥ ହୋଇପଡ଼ିଲେ ପାଇଲଟ: ଆଉ ତା’ପରେ ଘଟିଲା…
ନୂଆଦିଲ୍ଲୀ,୩।୯: ଦୋହାରୁ ବେଙ୍ଗାଲୁରୁ ଯାଉଥିବା ଇଣ୍ଡିଗୋ ବିମାନ 6E 1302 ଗୁରୁବାର ମସ୍କଟରେ ସୁରକ୍ଷିତ ଜରୁରୀକାଳୀନ ଅବତରଣ କରିଛି। ଯାତ୍ରା ସମୟରେ ପାଇଲଟ ହଠାତ୍ ଅସୁସ୍ଥ ହୋଇପଡ଼ିବା ପରେ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ବିମାନକୁ ମସ୍କଟକୁ ସ୍ଥାନାନ୍ତର କରାଯାଇଥିଲା। ବିମାନଟି ମସ୍କଟ…
ଗଞ୍ଜେଇ ଚୋରା ଚାଲାଣ ମାମଲା: ଅହମ୍ମଦାବାଦରୁ ଆସି ଗାଁରେ ଲୁଚିଥିଲେ ଅଭିଯୁକ୍ତ, ପୋଲିସ ପହଞ୍ଚି…
ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପି.ଜଗନ୍ନାଥପୁର ଗ୍ରାମର କବିରାଜ ସ୍ବାଇଁଙ୍କ ପୁଅ ଜିତୁ ଓରଫ ଜିତେନ୍ଦ୍ର କୁମାର (୪୦)ଙ୍କୁ ଗୁଜରାଟର ଅହମ୍ମଦାବାଦସ୍ଥିତ କ୍ରାଇମବ୍ରାଞ୍ଚ ପୋଲିସ ପାଟପୁର ପୋଲିସ ସହାୟତାରେ ଗିରଫ କରିଛି। ଅହମ୍ମଦାବାଦସ୍ଥିତ ଡିସିବି ଥାନା ମାମଲା…

