ଆଇଏଏସ୍ ଅଫିସର ହେବାକୁ ଚାହୁଁଥିଲେ ରାଶି
ମୁମ୍ବାଇ: ଅଭିନେତ୍ରୀ ରାଶି ଖାନ୍ନା ନିଜର ନିଖୁଣ ଅଭିନୟ ମାଧ୍ୟମରେ ଦର୍ଶକଙ୍କ ବେଶ୍ ପ୍ରଶଂସା ସାଉଣ୍ଟିଛନ୍ତି। କେବଳ ବଲିଉଡ୍ରେ ନୁହେଁ, ଦକ୍ଷିଣ ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରିରେ ମଧ୍ୟ ସେ ନିଜ ଅଭିନୟର ଯାଦୁ ଦେଖାଇଛନ୍ତି। ନିକଟରେ ଅଭିନେତା ବିକ୍ରାନ୍ତ ମେସିଙ୍କ ସହ ‘ଦି…
ପ୍ରଥମ ଦିନ ୩୦୦ କୋଟି କ୍ଲବରେ ପହଞ୍ଚିବ ‘ପୁଷ୍ପା ୨’
ହାଇଦ୍ରାବାଦ: ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଓ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ଅଭିନୀତ ଚଳିତ ବର୍ଷର ବହୁ ପ୍ରତୀକ୍ଷିତ ‘ପୁଷ୍ପା ୨: ଦି ରୁଲ୍’ ଫିଲ୍ମ ଆସନ୍ତା ୫ରେ ରିଲିଜ୍ ହେବାକୁ ଯାଉଛି। ଫିଲ୍ମକୁ ନେଇ ସିନେପ୍ରେମୀ ଓ ଦର୍ଶକଙ୍କ ମଧ୍ୟରେ ଉତ୍ସାହ…
ଏଇ ଭାରତରେ
ଚାକିରି ସହ ଚାଷ କରିବା କଷ୍ଟକର ହୋଇଥିଲେ ମଧ୍ୟ ସେଥିରେ ସଫଳ ହୋଇଛନ୍ତି କେରଳର ଇଞ୍ଜିନିୟର ପାର୍ବତୀ ମୋହନାନ୍। ପାର୍ବତୀ ଫୁଲଚାଷ କରି ସେଥିରୁ ମାସକୁ ୧ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। ତାଙ୍କ ନିକଟକୁ ଦିନକୁ ୧୦୦ ପର୍ଯ୍ୟନ୍ତ ଅର୍ଡର…
ଆଭ୍ୟନ୍ତରୀଣ ପ୍ରଦୂଷଣ
ଆମ ଚତୁଃପାର୍ଶ୍ୱସ୍ଥ ବାୟୁମଣ୍ଡଳ ଦିନକୁ ଦିନ ବିଷାକ୍ତ ହୋଇ ଚାଲିଛି। ବାୟୁ ପ୍ରଦୂଷଣ କଥା ଆସିଲେ ଆମ ଆଖିଆଗରେ ଧୂଆଁ, ଧୂଳି ଓ ମାରାତ୍ମକ ଭାସମାନ ରାସାୟନିକ କଣିକାର ଛବି ନାଚି ଉଠେ। ଏହି ପ୍ରଦୂଷଣ ଆଜି ଆମ ରୋଷେଇ କକ୍ଷ,…
ରାଜନୀତିରେ ବୟସ ସୀମା
ଡୋନାଲ୍ଡ ଟ୍ରମ୍ପ୍ଙ୍କ ସହ ମୁହଁାମୁହିଁ ତର୍କମାଳାର ପ୍ରଥମ ଅବସରରେ ଜୋ ବାଇଡେନ୍ ଥଙ୍ଗେଇଗଲେ ବୋଲି ଡେମୋକ୍ରାଟ୍ ଦଳର ବହୁତ ନେତା କହିହେଲେ ତାଙ୍କୁ ବାର୍ଦ୍ଧକ୍ୟ ଘାରିଲାଣି ଓ ସେ ନିର୍ବାଚନ ରଣାଙ୍ଗନରୁ ଓହରି ଯାଆନ୍ତୁ, ସେ ବି ମାନିନେଲେ ା ଆଉ…
ସଂଖ୍ୟାଲଘୁ ଚରିତ୍ର
ବାଂଲାଦେଶ ଏକମାତ୍ର ପଡ଼ୋଶୀ ଦେଶ ଭାବେ ଭାରତକୁ ଦେଇଆସୁଥିବା ସମ୍ମାନ ଏବେ ଭୂଲୁଣ୍ଠିତ ହୋଇଯାଇଛି। ଗତ କିଛିବର୍ଷ ହେବ ଅନ୍ୟାନ୍ୟ ପଡ଼ୋଶୀ ଭାରତର ଶତ୍ରୁ ପାଲଟି ଯାଇସାରିଛନ୍ତି। ବାଂଲାଦେଶ ସୃଷ୍ଟି କରିବାରେ ଭାରତର ଅନନ୍ୟ ଭୂମିକା ଥିବାରୁ ଆଶା ଥିଲା ଏହା…
ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଭାରତର ସର୍ବଶ୍ରେଷ୍ଠ କମ୍ପାନୀ
ମୁମ୍ବାଇ,୨।୧୨ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ (ଆରଆଇଏଲ) କୁ ନିକଟରେ ଆଉ ଏକ ଜାତୀୟସ୍ତରର ସମ୍ମାନ ବା ସ୍ବୀକୃତି ମିଳିଛି। ଏପରିକି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଭାରତର ସର୍ବଶ୍ରେଷ୍ଠ କମ୍ପାନୀ ଭାବେ ୱିଜିକିର ଭିଜିବିଲିଟି…
ରେକର୍ଡ ପରିମାଣର ଟିକସ ଆଦାୟ
ନୂଆଦିଲ୍ଲୀ,୨।୧୨: ପ୍ରତି ମାସ ଭଳି ଚଳିତ ମାସ ମଧ୍ୟ ରେକର୍ଡ ପରିମାଣର ଟିକସ ଆଦାୟ ହୋଇଛି। ଏପରିକି ଚଳିତ ଆର୍ଥିକ ବର୍ଷର ଅଷ୍ଟମ ମାସରେ ୧.୮୨ ଲକ୍ଷ କୋଟି ଟଙ୍କାର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍ସ ଆଣ୍ଡ ସର୍ଭିସ ଟ୍ୟାକ୍ସ…
ପ୍ରୋଟିନ୍ ପରିବର୍ତ୍ତନ ପାଇଁ ମେଶିନ୍ ଲର୍ନିଂ ପ୍ରେଡିକ୍ଟର
ନୂଆଦିଲ୍ଲୀ,୨ା୧୨(ପି.ଟି.): ପ୍ରୋଟିନ୍ର ମୂଳ ଆନୁବଂଶିକ ସଂରଚନାରେ ପରିବର୍ତ୍ତନ ପାଇଁ ଇଣ୍ଡିଆନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଆଇଆଇଟି), ମାଡ୍ରାସର ଗବେଷକମାନେ ଏକ ମେଶିନ ଲର୍ନିଂ ଆଧାରିତ ପ୍ରେଡିକ୍ଟର ବିକଶିତ କରିଛନ୍ତି। ବର୍ତ୍ତମାନର ପଦ୍ଧତି ଅଧିକ ସମୟସାପେକ୍ଷ ଏବଂ ବ୍ୟୟବହୁଳ ହୋଇଥିବାବେଳେ ନୂଆ ପଦ୍ଧତି ଏହା…
ଆମେରିକାର ସରକାରୀ ଖର୍ଚ୍ଚରେ ରହୁଛନ୍ତି ବେଆଇନ ପ୍ରବାସୀ
ଓ୍ବାଶିଂଟନ, ୨।୧୨: ନ୍ୟୁୟର୍କ ସହରର ମ୍ୟାନ୍ହଟ୍ଟନସ୍ଥିତ ରୁଜଭେଲ୍ଟ ପାଞ୍ଚତାରକା ହୋଟେଲରେ ବେଆଇନ ପ୍ରବାସୀଙ୍କୁ ରଖିବା ପାଇଁ ନ୍ୟୁୟର୍କ ପ୍ରଶାସନ ୨୨୦ ମିଲିୟନ ୟୁଏସ୍ ଡଲାର ପ୍ରଦାନ କରିଛି। ଉକ୍ତ ହୋଟେଲ ପାକିସ୍ତାନ ସରକାରଙ୍କ ମାଲିକାନାରେ ରହିଥିବା ନେଇ ଶନିବାର ଏକ ରିପୋର୍ଟ ପ୍ରକାଶ…
ବୋଫର୍ସ ତଥ୍ୟ ପାଇଁ ଆମେରିକାକୁ ନ୍ୟାୟିକ ଅନୁରୋଧ ପଠାଇବ ସିବିଆଇ
ନୂଆଦିଲ୍ଲୀ,୨ା୧୨(ପି.ଟି.): ଅଶୀ ଦଶକରେ ସ୍ବିଡେନ୍ରୁ ବୋଫର୍ସ ତୋପ କ୍ରୟ ଚୁକ୍ତିନାମା ନିମନ୍ତେ ୬୪ କୋଟି ଟଙ୍କା ଲାଞ୍ଚ କାରବାର ହୋଇଥିଲା। ଏହି ଦୁର୍ନୀତି ସମ୍ପର୍କରେ ଭାରତୀୟ ତଦନ୍ତକାରୀ ସଂସ୍ଥାକୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଶେୟାର କରିବାକୁ ଆଗ୍ରହୀ ଥିବା ଘରୋଇ ତଦନ୍ତକାରୀ ମିଚେଲ ହେର୍ଶମାନ୍ଙ୍କଠାରୁ…
ସମ୍ଭଲରେ ନ୍ୟାୟିକ କମିଶନ
ସମ୍ଭଲ,୨ା୧୨(ପି.ଟି.): ଉତ୍ତରପ୍ରଦେଶର ସମ୍ଭଲରେ ଶାହି ଜାମା ମସ୍ଜିଦର ସର୍ଭେ ବେଳେ ନଭେମ୍ବର ୨୪ରେ ଘଟିଥିବା ହିଂସାକାଣ୍ଡର ତଦନ୍ତ ପାଇଁ ନ୍ୟାୟିକ କମିଶନ୍ର ସଦସ୍ୟମାନେ ରବିବାର ସେଠାରେ ପହଞ୍ଚତ୍ଛନ୍ତି। ୩ ଜଣିଆ କମିଶନରେ ଆଲ୍ଲାହାବାଦ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଦେବେନ୍ଦ୍ର କୁମାର ଆରୋରା, ଅବସରପ୍ରାପ୍ତ…
Archives


