ପାକିସ୍ତାନକୁ ଘାରିଛି ଭୟ: ହାତରୁ ଯିବ….
ନୂଆଦିଲ୍ଳୀ,୩୦।୧୧: ୨୦୨୫ ଚାମ୍ପିଅନ୍ସ ଟ୍ରଫି ଆୟୋଜନକୁ ନେଇ ଦ୍ୱନ୍ଦ୍ୱ ବଢିବାରେ ଲାଗିଛି। ପାକିସ୍ତାନ ଏହି ସମ୍ମାନଜନକ ଆଇସିସି ଟୁର୍ନାମେଣ୍ଟ ଆୟୋଜନ କରୁଛି। ତେବେ ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟ ପାଇଁ ଟିମ ଇଣ୍ଡିଆ ପାକିସ୍ତାନ ଯିବ ନାହିଁ ବୋଲି ଘୋଷଣା କରିଛି। ଏଭଳି…
ଆଦାନୀଙ୍କ ଆରେଷ୍ଟ ଓ୍ବାରେଣ୍ଟକୁ ନେଇ ମୁହଁ ଖୋଲିଲେ ସରକାର
ନୂଆଦିଲ୍ଲୀ,୩୦।୧୧:ଲାଞ୍ଚ ଅଭିଯୋଗରେ ଶିଳ୍ପପତି ଗୌତମ ଆଦାନୀଙ୍କ ବିରୋଧରେ ଜାରି ଆରେଷ୍ଟ ଓ୍ବାରେଣ୍ଟ ସମ୍ପର୍କରେ ଆମେରିକୀୟ ଅଧିକାରୀଙ୍କ ପକ୍ଷରୁ ଭାରତକୁ କୌଣସି ଅନୁରୋଧ ଆସିନାହିଁ। ଶୁକ୍ରବାର ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ କରି କୁହାଯାଇଛି, ଆମେରିକାରେ ଶିଳ୍ପପତି ଗୌତମ ଆଦାନୀ…
ସେବାଶ୍ରମରେ ଚାଲିଗଲା ଛାତ୍ରୀଙ୍କ ଜୀବନ, କର୍ତ୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କଲେ ପରିବାର ଲୋକେ
ରାୟଗଡ଼ା,୩୦ା୧୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ କରପା ସେବାଶ୍ରମର ଜଣେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ହଷ୍ଟେଲରେ ଅସ୍ଥା ଗମ୍ଭୀର ହେବାରୁ କୋରାପୁଟ ସ୍ଥାନାନ୍ତର ବେଳେ ମୃତ୍ୟୁ ଅଭିଯୋଗ ହୋଇଛି। ହଷ୍ଟେଲରେ ଅସୁସ୍ଥ ହେବାରୁ ବିଦ୍ୟାଳୟ କର୍ତ୍ତୃପକ୍ଷ କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି…
ଗୋଟିଏ ଟ୍ରକ୍ ଦୁଇ ଜାଗାରେ ଘଟାଇଲା ଦୁର୍ଘଟଣା: ୪ ଜଣଙ୍କ ଜୀବନ ଗଲା, ୩ ଗୁରୁତର
ବାରିପଦା,୩୦ା୧୧: ମୟୂରଭଞ୍ଜ ଜିଲା ବାରିପଦାରେ ସିରିଜ୍ ଦୁର୍ଘଟଣା ଘଟି ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଗୋଟିଏ ଟ୍ରକ୍ ଦୁଇଟି ଯାକ ସ୍ଥାନରେ ହିଁ ଦୁର୍ଘଟଣା ଘଟାଇଛି। ଆତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଶନିବାର…
ମେଡିକାଲରୁ ପୁଣି ଶିଶୁ ଚୋରି: ଜନ୍ମ ପରେ ନବଜାତକର ଫଟୋ ରଖିଥିଲେ ପରିବାର, ହେଲେ…
ନୟାଗଡ଼,୩୦ା୧୧(ଲୋକନାଥ ମିଶ୍ର): ରାଜ୍ୟରେ ଥିବା ବିଭିନ୍ନ ମେଡିକାଲରୁ ଶିଶୁ ଚୋରି ହେଉଥିବା ବାରମ୍ବାର ଅଭିଯୋଗ ହେଉଛି। ଶୁକ୍ରବାର ସମ୍ବଲପୁର ଜିଲା ଭୀମସାର ମେଡିକାଲରୁ ଶିଶୁ ଚୋରି ହୋଇଥିବାବେଳେ ଶନିବାର ନୟାଗଡ଼ ନୟାଗଡ଼ ଜିଲା ରଣପୁର ଥାନା ସୁନାଖଳା ସ୍ବାସ୍ଥ୍ୟକେନ୍ଦ୍ରରେ ନବଜାତ ଶିଶୁ…
ଜିଦ୍ରେ ଅଟଳ ପାକିସ୍ତାନ, ହାଇବ୍ରିଡ୍ ମଡେଲକୁ କଲା ନା: ଏବେ ଚାମ୍ପିୟନ୍ସ ଟ୍ରଫିକୁ ନେଇ…
ଦୁବାଇ,୩୦ା୧୧(ପି.ଟି.):ପାକିସ୍ତାନରେ ଆୟୋଜିତ ଚାମ୍ପିୟନ୍ସ ଟ୍ରଫି ପାଇଁ ଯିବାକୁ ଭାରତ ମନା କରିସାରିଥିବା ବେଳେ ବର୍ତ୍ତମାନ ଆଇସିସି କୋର୍ଟରେ ରହିଛି ବଲ୍। ଆଇସିସି ମଧ୍ୟସ୍ଥତାରେ ଶୁକ୍ରବାର ବୈଠକ ହୋଇଥିବା ବେଳେ ହାଇବ୍ରିଡ୍ ମଡେଲକୁ ନେଇ ପାକିସ୍ତାନ ଅନିଚ୍ଛା ଜାହିର କରିଥିଲା। ଏହାସହିତ ନିଜ…
ଚୌକା-ଛକା ବର୍ଷା କଲେ ଇଶାନ କିଶାନ: ୫ ଓଭର ଭିତରେ ଜିତିଗଲା ମ୍ୟାଚ୍
ନୂଆଦିଲ୍ଲୀ,୩୦।୧୧: ସୟଦ ମୁସ୍ତାକ ଅଲି ଟ୍ରଫି ୨୦୨୪ରେ ଝାଡଖଣ୍ଡ ରନ ପଛରେ ପକାଇ ମାତ୍ର ୪.୩ ଓଭରରେ ଜିତିଥିଲା। ଦଳ ଜିତିବାରେ ସାହାଯ୍ୟ କରିବାରେ ଇଶାନ କିଶନ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ୯ଟି ଛକା ଓ ୫ ଚୌକା…
ନିର୍ବାଚନ ଫଳାଫଳ ପରେ କେତେଦିନ ଭିତରେ ମୁଖ୍ୟମନ୍ତ୍ରୀ ଘୋଷଣା ହେବା ଜରୁରୀ? ନହେଲେ ରାଜ୍ୟପାଳ ନେଇପାରନ୍ତି ଏହି ବଡ଼ ଆକ୍ସନ…
ନୂଆଦିଲ୍ଲୀ,୩୦।୧୧: ନିକଟରେ ଦୁଇ ରାଜ୍ୟରେ ନିର୍ବାଚନ ଶେଷ ହୋଇଛି। ମହାରାଷ୍ଟ୍ରରେ ଭାଜପା ବିସ୍ମୟକର ବିଜୟ ହାସଲ କରିଥିବାବେଳେ ଝାଡଖଣ୍ଡରେ ଜେଏମଏମ ଝଡ ସୃଷ୍ଟି କରି ପୁର୍ନବାର କ୍ଷମତାକୁ ଫେରିଛି। ତେବେ ଝାଡଖଣ୍ଡରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଶପଥ ନେଇ ସାରିଥିବାବେଳେ ମହାରାଷ୍ଟ୍ରରେ…
ପର୍ଯ୍ୟଟକଙ୍କ ପାଇଁ ପ୍ରଶାସନର ବଡ଼ ପଦକ୍ଷେପ: ବଦଳିବ କଫି ବଗିଚାର ରୂପରେଖ, ସପ୍ତାହକ ମଧ୍ୟରେ ହେବ…
ଦାରିଙ୍ଗବାଡ଼ି,୩୦ା୧୧(ଅରୁଣ ସାହୁ): ପର୍ଯ୍ୟଟନ କ୍ଷେତ୍ରର ଉନ୍ନତି ପାଇଁ ବ୍ଲକ ଓ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ଯୋଜନା ପ୍ରସ୍ତୁତ କରାଯାଇଛି। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକକୁ ସ୍ବତନ୍ତ୍ର ପରିଚୟ ଦେଇଥିବା ତଥା ପର୍ଯ୍ୟଟକଙ୍କୁ ପର୍ଯ୍ୟଟନକ୍ଷେତ୍ରର ବାଟ ଦେଖାଇଥିବା କଫି ବଗିଚାର ସୌନ୍ଦର୍ଯ୍ୟକରଣ…
ମୋଦିଙ୍କ ପ୍ରଶଂସାରେ ଶତମୁଖ ସିଦ୍ଧାନ୍ତ: କହିଲେ, ତାଙ୍କ ସହ ପଦେ କଥା ହେଲେ…
ଭୁବନେଶ୍ୱର,୩୦।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚନ ପରେ ପ୍ରଥମ ଥର ଦଳୀୟ କାର୍ଯ୍ୟାଳୟ ଯାଇ ଦଳର ବିଧାୟକ, ମନ୍ତ୍ରୀ, ଏମ୍ପି ଏବଂ ପଦାଧିକାରୀଙ୍କ ସହ ଦୀର୍ଘ ସମୟ ଧରି ବୈଠକ କରିଥିଲେ। ଏହି ସମୟରେ ସେ ନେତାଙ୍କୁ ଗୁରୁମନ୍ତ୍ର ଦେଇଥିଲେ। ଏହି…
ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଖାଇଲେ ଖାଣ୍ଟି ଓଡ଼ିଆ ଖାଦ୍ୟ, ଜହ୍ନି ଆଳୁ ରାଇଠୁ ଆରମ୍ଭ କରି…
ଭୁବନେଶ୍ୱର,୩୦ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଆୟୋଜିତ ଜାତୀୟସ୍ତରୀୟ ଡିଜିପି ସମ୍ମିଳନୀରେ ଯୋଗ ଦେଇଛନ୍ତି। ତେବେ ପ୍ରଧାନମନ୍ତ୍ରୀଙ୍କ ଏହି ରହଣି ସମୟରେ ସେ ପୂରା ଖାଣ୍ଟି ଓଡ଼ିଆ ଖାଦ୍ୟ ଖାଇଛନ୍ତି। ଏନେଇ ରାଜ୍ୟ ଭାଜପା କାର୍ଯ୍ୟାଳୟରେ…
ମଞ୍ଚରେ ବସିଲେନି, ମାଇକ୍ ଧରି ବୁଲିଲେ ମୋଦି: କାର୍ଯ୍ୟକର୍ତ୍ତାଙ୍କୁ ଶୁଣାଇଲେ ଝିଅ-ବୋହୂ ଥିଓରି
ଭୁବନେଶ୍ୱର,୩୦।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିକାଲି ୩ ଦିନିଆ ଓଡ଼ିଶା ଗସ୍ତରେ ଅସିଛନ୍ତି। ଶନିବାର ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନର କନ୍ଭେନଶନ୍ ସେଣ୍ଟରଠାରେ ଅନୁଷ୍ଠିତ ଡିଜିପି ସମ୍ମିଳନୀରେ ଯୋଗଦେଇଛନ୍ତି। ଏହା ପୂର୍ବରୁ ଶୁକ୍ରବାର ଅପରାହ୍ନରେ ମୋଦି ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚିବା…
Archives


