ପୁଣି ଡିସେମ୍ବରରେ ହେବ ଅକ୍ସନ, ଏଥର ବେଙ୍ଗାଲୁରୁରେ ଡକାଯିବ ନିଲାମ, ସାମ୍ନାକୁ ଆସିଲା ତାରିଖ…
ନୂଆଦିଲ୍ଲୀ,୨୮।୧୧: ଆଇପିଏଲ୍ ୨୦୨୫ ଲାଗି ମେଗା ଅକ୍ସନର ଆୟୋଜନ କରାଯାଇଥିଲା। ଏହି ଅକ୍ସନରେ ଖେଳାଳିଙ୍କ ଉପରେ ରେକର୍ଡ ଟଙ୍କା ବର୍ଷା କରାଯାଇଥିଲା। ଏବେ କ୍ରିକେଟ ପ୍ରଶଂସକ ଆଉ ଏକ ଅକ୍ସନ ଦେଖିବାକୁ ପାଇବେ। ଏଥୀ ମହିଳା ପ୍ରିମିୟର ଲିଗ୍ ୨୦୨୫ ଲାଗି…
ଯେତେବେଳେ ବି ମୁଖ୍ୟମନ୍ତ୍ରୀ ବାଛିବାକୁ ସମୟ ନେଇଛି ଭାଜପା ସାମ୍ନାକୁ ଆସିଛି ସରପ୍ରାଇଜ୍ ଚେହେରା
ମୁମ୍ବାଇ,୨୮।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ଆସିବାକୁ ୬ ଦିନ ହୋଇ ଗଲାଣି। ହେଲେ ରାଜ୍ୟର ମୁଖ୍ୟମନ୍ତ୍ରୀ କିଏ ହେବେ ତାହା ଏବେ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। କୁହାଯାଉଛି କି ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି(ଭାଜପା)ର ନେତା ହିଁ ମୁଖ୍ୟମନ୍ତ୍ରୀ ଚୌକିରେ…
୩୦ କୋଟି ରୋଜଗାର କରି ବିଶ୍ୱ ରେକର୍ଡ କଲେ ପନ୍ତ, କୋହଲିଙ୍କୁ ବି ଟପିଗଲେ…
ନୂଆଦିଲ୍ଲୀ,୨୮।୧୧: ଭାରତୀୟ କ୍ରିକେଟର ଋଷଭ ପନ୍ତଙ୍କ ଲାଗି ନଭେମ୍ବର ୨୪ ଏକ ସ୍ମରଣୀୟ ଦିନ। କାରଣ ଏହି ଦିନ ତାଙ୍କ ଉପରେ ଟଙ୍କା ବର୍ଷା ହୋଇଛି ଯାହାର କଳ୍ପନା କେହି ବି କରି ନ ଥିଲେ। ତେବେ ଆଇପିଏଲ ଅକ୍ସନରେ ଲକ୍ଷ୍ନୌ…
ହେମନ୍ତ ସୋରେନ ୪ର୍ଥ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସତ, ହେଲେ ଅସଲ ରେକର୍ଡ ଭାଙ୍ଗିବେ ୧୭ରେ
ରାଞ୍ଚି,୨୮।୧୧: ଚତୁର୍ଥ ଥର ପାଇଁ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଗୁରୁବାର ରାଞ୍ଚିର ଐତିହାସିକ ମୋହରାବାଦି ପଡିଆରେ ହେମନ୍ତ ସୋରେନ ରାଜ୍ୟର ୧୪ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି।…
ହଠାତ ସନ୍ନ୍ୟାସ ଘୋଷଣା କରି ଚମକାଇଲେ ଟିମ୍ ଇଣ୍ଡିଆର ଏହି ଖେଳାଳି, ବିରାଟଙ୍କ ସହ ଜିତିଥିଲେ ବିଶ୍ୱକପ୍
ନୂଆଦିଲ୍ଲୀ,୨୮।୧୧: ବର୍ତ୍ତମାନ ଟିମ୍ ଇଣ୍ଡିଆ ଅଷ୍ଟ୍ରେଲିଆ ବିପକ୍ଷରେ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ଖେଳୁଛି। ଏସବୁ ମଧ୍ୟରେ ଟିମ୍ ଇଣ୍ଡିଆର ଜଣେ ଖେଳାଳି ସନ୍ନ୍ୟାସ ଘୋଷଣା କରିଛନ୍ତି। ଏହି ଖେଳାଳି ଦଳ ପାଇଁ ଅନ୍ତିମ ଅନ୍ତର୍ଜାତୀୟ ମୁକାବିଲା ୨୦୧୯ରେ ଖେଳିଥିଲେ।…
ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ନାମକୁ ନେଇ ହୋଇ ନ ଥିଲା ଚର୍ଚ୍ଚା, ମହାୟୁତିର ଟେନସନ ବଢାଇଲେ ଅଜିତ ପାଓ୍ବାର!
ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କରେ ପାଞ୍ଚ ଦିନ ପର୍ଯ୍ୟନ୍ତ ସସପେନ୍ସ ଜାରି ରହିଛି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କରେ ଗୁରୁବାର ଦିଲ୍ଲୀରେ ଏନଡିଏ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ଯୋଗଦେବା ପାଇଁ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ…
ଚିନ୍ମୟ ଦାସଙ୍କ ଗିରଫକୁ ନେଇ ଗର୍ଜିଲେ ଶେଖ ହସିନା
ନୂଆଦିଲ୍ଲୀ/ଢାକା,୨୮।୧୧: ବହିଷ୍କୃତ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଦେଶଦ୍ରୋହ ଅଭିଯୋଗରେ ହିନ୍ଦୁ ଭିକ୍ଷୁ ଚିନ୍ମୟ କୃଷ୍ଣ ଦାସଙ୍କ ଗିରଫଦାରୀକୁ ତୀବ୍ର ନିନ୍ଦା କରିବା ସହ ତାଙ୍କୁ ତୁରନ୍ତ ମୁକ୍ତ କରିବାକୁ ଦାବି କରିଛନ୍ତି। ଆୱାମୀ ଲିଗ ସଭାପତି ବଙ୍ଗବନ୍ଧୁଙ୍କ ଝିଅ ଶେଖ…
ବୁମ୍ରାଙ୍କୁ ନେଇ ଅଷ୍ଟ୍ରେଲିଆ ଖେଳାଳିଙ୍କ ମଧ୍ୟରେ ଛନକା, ଟ୍ରାଭିସ ହେଡ୍ କହିଲେ…
ଆଡିଲେଡ,୨୮।୧୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ପର୍ଥରେ ଖେଳାଯାଇଥିଲା। ଏଥିରେ ଆୟୋଜକ ଟିମ୍କୁ ୨୯୫ ରନ୍ରେ ପରାଜିତ ହେବାକୁ ପଡ଼ିଥିଲା। ଅଷ୍ଟ୍ରେଲିଆର ଏହି ହାର୍ର ସ୍କ୍ରିପ୍ଟ ଜସପ୍ରିତ୍ ବୁମ୍ରା ଲେଖିଥିଲେ। ସେ ମ୍ୟାଚ୍ରେ ୫ ଉଇକେଟ ନେଇଥିଲେ। ଏହାପରଠାରୁ କଙ୍ଗାରୁ ଟିମ୍ରେ…
ରାତାରାତି ବଦଳିଗଲା ଏହି କ୍ରିକେଟରଙ୍କ ଭାଗ୍ୟ, ଖରାପ ଫର୍ମ ଯୋଗୁ ରିଲିଜ କରିଥିଲା ପଞ୍ଜାବ, ୫୫ଗୁଣା ଅଧିକ ଟଙ୍କା ଦେଇ କିଣିଲା RCB
ନୂଆଦିଲ୍ଲୀ,୨୮।୧୧: ଆଇପିଏଲ୍ ୨୦୨୫ ମେଗା ଅକ୍ସନ ଅନେକ ମାମଲାରେ ସ୍ବତନ୍ତ୍ର ଥିଲା। କାରଣ ଏଥିରେ ଆଇପିଏଲ୍ ଇତିହାସରେ ପ୍ରଥମ ଥର ପାଇଁ ସମସ୍ତ ରେକର୍ଡ ଭାଙ୍ଗିଛି। ଋଷଭ ପନ୍ତ, ଶ୍ରେୟାସ ଆୟର ଏବଂ ଭେଙ୍କଟେଶ ଆୟର ସବୁଠାରୁ ମହଙ୍ଗା ଖେଳାଳି ଭାବେ…
ଆଳୁ ରପ୍ତାନି ଉପରେ ରୋକ୍ ଲଗାଇଲେ ଦିଦି: ସୀମାନ୍ତରୁ ଫେରିଗଲା ଶତାଧିକ ଆଳୁ ଟ୍ରକ୍
ଭୋଗରାଇ,୨୮ା୧୧(ପ୍ରଦୀପ ଦାସ): ଓଡ଼ିଶା ସମେତ ଭିନ୍ନ ରାଜ୍ୟକୁ ଆଳୁ ରପ୍ତାନି ଉପରେ ପୁଣି ଅଙ୍କୁଶ ଲଗାଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ନିଜ ରାଜ୍ୟରେ ଆଳୁ ଓ ପିଆଜର ମୂଲ୍ୟ ବୃଦ୍ଧି ଯୋଗୁ ଖାଉଟିଙ୍କ ଉପରେ ସିଧାସଳଖ ପ୍ରଭାବ ପଡ଼ିବାରୁ ବଜାର…
ବର୍ତ୍ତମାନ ବୟସ ଏତେ ଯେ ଯାହାକୁ ମୁଁ ବଞ୍ଚି ପାରିବି ନାହିଁ, ଜାଣନ୍ତୁ ଏମିତି କାହିଁକି କହିଲେ ଅଖିଳେଶ
ଲକ୍ଷ୍ନୌ,୨୮।୧୧: ନିକଟରେ ଏକ ସାକ୍ଷାତକାରରେ ସମାଜବାଦି ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ତାଙ୍କ ବ୍ୟକ୍ତିଗତ ଜୀବନ, ପିତା ମୁଲାୟମ ସିଂ ଯାଦବଙ୍କ ସହ ସମ୍ପର୍କ ଏବଂ ଡିମ୍ପଲ ଯାଦବଙ୍କ ସହ ପ୍ରେମ ସମ୍ପର୍କ ବିଷୟରେ ଖୋଲାଖୋଲି ଆଲୋଚନା କରିଥିଲେ। ଏହି ସମୟରେ…
ଅପରେଶନ ଗ୍ରୀନ କ୍ଲିନ: ୭ କୋଟି ଟଙ୍କାର ଗଞ୍ଜେଇ ନଷ୍ଟ କଲା ପୋଲିସ
ମୋହନା,୨୮ା୧୧(ମନ୍ମଥ ମିଶ୍ର): ଗଜପତି ଜିଲା ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର କୁମାର ପଣ୍ଡାଙ୍କ ନିର୍ଦ୍ଦେଶରେ ଅପରେଶନ ଗ୍ରୀନ କ୍ଲିନ ଆରମ୍ଭ ହୋଇଥିବା ବେଳେ ଅଡ଼ବା ଥାନା ଅଞ୍ଚଳରେ ବ୍ୟାପକ ଗଞ୍ଜେଇ ଗଛ କାଟି ନଷ୍ଟ କରାଯାଇଛି। ଅଡ଼ବା ଥାନା ଅନ୍ତର୍ଗତ କେଶରୀଗୁଡ଼ା ପଞ୍ଚାୟତ…
Archives


