ଭାଜପା ତଣ୍ଟିରେ ଲାଗିଛି ‘ଶିନ୍ଦେ’ କଣ୍ଟା ! ସାଙ୍ଗରେ ରଖିବାକୁ ଦଳ ଯେତିକି ବାଧ୍ୟ ସେତିକି ଜରୁରୀ, ଅଣଦେଖା କଲେ…
ମୁମ୍ବାଇ,୨୮।୧୧: ଯଦି ଏକନାଥ ସିନ୍ଦେ ନୁହନ୍ତି, ତେବେ ମହାରାଷ୍ଟ୍ରର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବ? ଦେବେନ୍ଦ୍ର ଫଡନାଭିସ ଏହି ଦୌଡରେ ସବୁଠାରୁ ଆଗରେ ଥିବା କୁହାଯାଉଛି। ହେଲେ ଯଦି ଶିନ୍ଦେ ମୁଖ୍ୟମନ୍ତ୍ରୀ ନ ହୁଅନ୍ତି ତେବେ ତାଙ୍କ ଭୂମିକା କ’ଣ ରହିବ…
ନିଜ ବନ୍ଧୁ ଉପରେ ଭରସା କରି ପାରୁନାହିଁ ଚାଇନା!
ବେଜିଂ,୨୮।୧୧: ପାକିସ୍ତାନ ଏବଂ ଚାଇନା ମଧ୍ୟରେ ବନ୍ଧୁତା ଭଲ ବୋଲି ବିବେଚନା କରାଯାଏ। ତେବେ ନିକଟ ଅତୀତରେ ଏଭଳି ଘଟଣା ଘଟିଛି ଯେଉଁଥିପାଇଁ ଚାଇନା ଆଉ ପାକିସ୍ତାନ ଉପରେ ବିଶ୍ୱାସ କରିପାରୁ ନାହିଁ। ସୂଚନାଯୋଗ୍ୟ, ଗତ କିଛି ବର୍ଷ ମଧ୍ୟରେ ଚାଇନା…
ଥରିଲା ଆଫଗାନିସ୍ତାନ, ଜମ୍ମୁ-କଶ୍ମୀରରେ ଦେଖାଗଲା ଏହାର ପ୍ରଭାବ
ଶ୍ରୀନଗର/କାବୁଲ,୨୮।୧୧: ଗୁରୁବାର (୨୮ ନଭେମ୍ବର) ଅପରାହ୍ନରେ ଜମ୍ମୁ କଶ୍ମୀରର କିଛି ଅଞ୍ଚଳରେ ସାମାନ୍ୟ ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି କହିଛି ଯେ ଆଫଗାନିସ୍ତାନରେ ୫.୮ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଅନୁଭୂତ ହୋଇଛି। ରାତି ପ୍ରାୟ ୪ଟା ୧୯ରେ…
ବିରାଟ କୋହଲିଙ୍କ ମଜାଳିଆ ଜବାବ ଶୁଣି ହସି ପକାଇଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ, ଭିଡିଓ ହେଉଛି ଭାଇରାଲ
କାନବେରା,୨୮।୧୧: ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିସ ଗୁରୁବାର କାନବେରାରେ ସଂସଦ ଭବନରେ ଭାରତୀୟ କ୍ରିକେଟ ଦଳ ସହ ସାକ୍ଷାତ୍ କରିଥିଲେ। ପର୍ଥ ଟେଷ୍ଟରେ ମ୍ୟାଚ ବିଜୟୀ ପ୍ରଦର୍ଶନ ପାଇଁ ଜସପ୍ରୀତ ବୁମରା ଏବଂ ବିରାଟ କୋହଲିଙ୍କୁ ପ୍ରଧାନମନ୍ତ୍ରୀ ଆଲବାନି ପ୍ରଶଂସା କରିଥିଲେ।…
‘ସିଂହୀ ସଂସଦ ଆସିଗଲେ…,’ ପ୍ରିୟଙ୍କା ଗାନ୍ଧୀଙ୍କ ଉପରେ ପୋଷ୍ଟ କରି ଫସିଗଲେ ସଞ୍ଜୟ
ନୂଆଦିଲ୍ଲୀ,୨୮।୧୧: କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ ଗୁରୁବାର ସଂସଦରେ ଏମପି ଭାବରେ ଶପଥ ଗ୍ରହଣ କରିଛନ୍ତି। କେରଳର ୱାୟାନାଡର ଏମପି ଭାବରେ ସଂସଦରେ ଶପଥ ଗ୍ରହଣ କରିବା ପରେ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଦେଶ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ…
ଶପଥ ନେଲେ ହେମନ୍ତ ସୋରେନ
ରାଞ୍ଚି,୨୮ା୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ବହୁ ସଂଖ୍ୟା ଭୋଟ୍ରେ ଜିତିଥିବା ହେମନ୍ତ ସୋରେନ ଗୁରୁବାର ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଏହି ଶପଥ ଗ୍ରହଣ ସମାରୋହରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଲୋକ ସଭାର ବିରୋଧୀ…
ମୁଁ ମୋଦି ସରକାରଙ୍କ ସହ ଅଛି, କାହିଁକି ଏମିତି କହିଲେ ମମତା
କୋଲକାତା,୨୮।୧୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିଧାନସଭାରେ କହିଛନ୍ତି ଯେ ମୁଁ ବାଂଲାଦେଶରେ ହିନ୍ଦୁମାନଙ୍କୁ ନିର୍ଯ୍ୟାତନା ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ସହ ଅଛି। ମମତା କହିଛନ୍ତି ଯେ ମୋର ସରକାରଙ୍କ ନୀତି ହେଉଛି ଯେ ଯେତେବେଳେ ଅନ୍ୟ ଦେଶ କଥା…
ଅନାସ୍ଥା ପ୍ରସ୍ତାବରେ ହାରିଗଲେ ସରପଞ୍ଚ
କେସିଙ୍ଗା,୨୮ା୧୧: କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ଅନ୍ତର୍ଗତ ବାଲସି ପଞ୍ଚାୟତର ସରପଞ୍ଚ ଭାରତୀ ସୁନାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ବାଲସି ସରପଞ୍ଚଙ୍କ ବିଷୟରେ ଆଲୋଚନା ଓ ଅନାସ୍ଥା ପ୍ରସ୍ତାବ ଗୃହୀତ କରିବା ପାଇଁ ବାଲସି…
କପି କରି ନୟନତାରା ହଟହଟା
ଚେନ୍ନାଇ:ଅଭିନେତ୍ରୀ ନୟନତାରା କପି କରି ହଟହଟା ହୋଇଛନ୍ତି। ଅଭିନେତା ଧନୁଷଙ୍କର ‘ୱଣ୍ଡରବାର ଫିଲ୍ମସ୍ ପ୍ରାଇଭେଟ ଲିମିଟେଡ୍’ ପକ୍ଷରୁ ବୁଧବାର ତାଙ୍କ ବିରୋଧରେ ମାଡ୍ରାସ ହାଇକୋର୍ଟରେ ଏକ ପିଟିଶନ ଦାଖଲ କରାଯାଇଛି। ତାମିଲ ଚଳଚ୍ଚିତ୍ର ‘ନାନୁମ୍ ରୋଡି ଧାନ୍’ର କିଛି ଭିଜୁଆଲକୁ ନୟନତାରା…
କପେ ଚା’କୁ ଲକ୍ଷେ ଟଙ୍କା
ଦୁବାଇ:ସାଉଦି ଆରବର ଦୁବାଇସ୍ଥିତ ଏକ କାଫେରେ ଏପରି ଏକ ଚା’ପରଷା ଯାଉଛି, ଯାହାର ଦାମ ୧ ଲକ୍ଷ ଟଙ୍କା ରହିଛି। ଡିଆଇଏଫ୍ସି ଏମିରେଟ୍ସ ପାଇନାନ୍ସିଆଲ ଟାଓ୍ବାର ନିକଟରେ ‘ବୋହୋ ସିଏଫ୍ଇ’ ନାମରେ ଏକ କାଫେ ରହିଛି। ଭାରତୀୟ ବଂଶୋଦ୍ଭବ ସୁଚେତ୍ରା ଶର୍ମାଙ୍କ…
ଗିରଫ ହେଲେ କୋଟିପତି ଖଣି ଅଧିକାରୀ
କେନ୍ଦୁଝର,୨୮ା୧୧: କେନ୍ଦୁଝର କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କୁ ଗୁରୁବାର ଭିଜୀଲାନ୍ସ ଗିରଫ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଗିରଫ କରାଯାଇଛି। ଗତକାଲି ଭିଜିଲାନ୍ସ ଟିମ୍ ତାଙ୍କ କେନ୍ଦୁଝର ଘର ଏବଂ ଭୁବନେଶ୍ୱର, ଭବାନୀପାଟଣା, ଯାଜପୁର ସମେତ…
ଜାଣନ୍ତି କି କାହିଁକି ହିନ୍ଦୀ ବାମରୁ ଡାହାଣକୁ, ଊର୍ଦ୍ଦୁ ଡାହାଣରୁ ବାମକୁ ଲେଖାଯାଏ, ଏହା ପଛର କାରଣ ଜାଣିଲେ…
ଉଭୟ ହିନ୍ଦୀ ଏବଂ ଉର୍ଦ୍ଦୁ ଭାରତରେ କଥିତ। ଏହି ଦୁଇଟି ଭାଷା ମଧ୍ୟରେ ଅନେକ ସମାନତା ଅଛି, ତଥାପି ସେଗୁଡ଼ିକ ଲେଖିବାରେ ଏକ ବଡ଼ ପାର୍ଥକ୍ୟ ଅଛି। ଏହି ପ୍ରଶ୍ନ ପ୍ରାୟତଃ ଲୋକଙ୍କ ମନରେ ଉଠିଥାଏ ଯେ ଯେତେବେଳେ ହିନ୍ଦୀ ବାମରୁ…
Archives


