ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଅଭିଯୋଗ ଆଣିଲେ ଓ୍ବାର୍ଡ ସଭ୍ୟାସଭ୍ୟ
ଦାରିଙ୍ଗବାଡ଼ି,୨୪ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରପଞ୍ଚ ଚନ୍ଦ୍ରିକା ମଲିକଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଅଭିଯୋଗ ଆଣିଛନ୍ତି ୧୬ ଜଣ ଓ୍ବାର୍ଡ ସଭ୍ୟାସଭ୍ୟ। ଶୁକ୍ରବାର ଏନେଇ ବାଲିଗୁଡ଼ା ଉପଜିଲାପାଳ ଡଃ ରୀନା ପ୍ରଧାନଙ୍କ ନିକଟରେ ଫେରାଦ ହୋଇ ଲିଖିତ ଭାବେ ଦାବିପତ୍ର…
ସଂସଦୀୟ କମିଟି ବୈଠକରେ ପ୍ରବଳ ହଟ୍ଟଗୋଳ: ୧୦ ଏମ୍ପି ନିଲମ୍ବିତ
ନୂଆଦିଲ୍ଲୀ,୨୪।୧: ୱାକଫ ସଂଶୋଧନ ବିଲ ଉପରେ ସଂସଦୀୟ କମିଟି ବୈଠକରେ ଶୁକ୍ରବାର ପ୍ରବଳ ହଟ୍ଟଗୋଳ ହୋଇଥିଲା। ହଟ୍ଟଗୋଳ ଥମି ନଥିବା ଦେଖି, କମିଟିର ୧୦ ଜଣ ଏମ୍ପିଙ୍କୁ ପୂରା ଦିନ ପାଇଁ କମିଟିର ସଦସ୍ୟତାରୁ ନିଲମ୍ବିତ କରାଯାଇଥିଲା। ବୈଠକ ପୂର୍ବରୁ ବିରୋଧୀ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚଳିତ ବର୍ଷ ୪୦ ହଜାର ନୂଆ ନିଯୁକ୍ତି, ଜାଣନ୍ତୁ କେଉଁ ବିଭାଗରେ ମିଳିବ ସୁଯୋଗ
ଭୁବନେଶ୍ୱର,୨୪ା୧: ଚଳିତ ବର୍ଷ ୪୦ ହଜାର ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଶୁକ୍ରବାର ବଜେଟ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷ ସରକାର ୪୦ ହଜାର ନିଯୁକ୍ତି ଦେବେ। ବିଶେଷକରି IT, ପେଟ୍ରୋ କେମିକାଲ୍ସ,…
ଭାରତମାତା ପୂଜନ ଉତ୍ସବ ପାଇଁ ସଜେଇ ହେଉଛି ସିମନବାଡି
ଦାରିଙ୍ଗବାଡି, ୨୩।୧(ଅରୁଣ ସାହୁ):ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡିରେ ଭାରତ ମାତା ପୂଜନ ଉତ୍ସବ ଓ ସାଧାରଣତନ୍ତ୍ର ଦିବସ ବଡ଼ ଧୁମଧାମରେ ପାଳନ କରାଯିବ। ଏଥିପାଇଁ ସିମନବାଡି ସଜେଇ ହେଉଛି। ଗାଁର ଚାରିଦିଗରେ ସ୍ବାଗତ ପାଇଁ…
ଭାରତ ସହ ଧୋକା, ଚାଇନା ସହ ବନ୍ଧୁତା: ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଗେମ୍ ପ୍ଲାନ୍
ଓ୍ବାଶିଂଟନ,୨୪।୧: ଆମେରିକାର ଦାୟିତ୍ୱ ଗ୍ରହଣ କରିବା ମାତ୍ରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୋଟିଏ ପରେ ଗୋଟିଏ ଅନେକ ଘୋଷଣା କରିଥିଲେ। ଯାହା ଭାରତର ଚିନ୍ତାକୁ ବଢ଼ାଇ ଦେଇଥିଲା। ଅନ୍ୟପକ୍ଷରେ, ଚାଇନା ପ୍ରତି ତାଙ୍କର ମନୋଭାବ ବହୁତ ନରମ ମନେ ହେଉଛି। ଏକ…
ଏହିଦିନ ମହାକୁମ୍ଭରେ ବୁଡ ପକାଇବେ ମୋଦି
ନୂଆଦିଲ୍ଲୀ,୨୪।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ ଫେବୃଆରୀରେ ମହାକୁମ୍ଭରେ ସ୍ନାନ କରିବେ। ତାଙ୍କର କାର୍ଯ୍ୟକ୍ରମ ଘୋଷଣା କରାଯାଇଛି। ସେହି ଦିନ କଂଗ୍ରେସ ରାଜ୍ୟ ସଭାପତି ଅଜୟ ରାୟ ମଧ୍ୟ ତ୍ରିବେଣୀରେ ବୁଡ଼ ପକାଇବେ। କଂଗ୍ରେସ ପ୍ରଦେଶ ଅଧ୍ୟକ୍ଷଙ୍କ ସହ ଦଳର ଆଉ…
ଏତିକି ଟଙ୍କାରେ ଆପାର୍ଟମେଣ୍ଟ ବିକିଲେ ଅକ୍ଷୟ କୁମାର
ବଲିଉଡର ଖିଲାଡି କୁମାର ଅର୍ଥାତ୍ ଅକ୍ଷୟ କୁମାର ଆଜିକାଲି ତାଙ୍କ ଫିଲ୍ମ ସ୍କାଏ ଫୋର୍ସ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମଟି ଶୁକ୍ରବାର ଜାନୁଆରୀ ୨୪ରେ ସିନେମା ହଲରେ ମୁକ୍ତିଲାଭ କରିଥିଲା। ସ୍କାଏ ଫୋର୍ସ ଦର୍ଶକ ଏବଂ ସମାଲୋଚକମାନଙ୍କଠାରୁ ଭଲ ପ୍ରତିକ୍ରିୟା…
ଏହି ୪ ରାଶିରେ ଜନ୍ମିତ ଯୁବତୀ ଜୀବନସାଥୀଙ୍କ ପାଇଁ ବହୁତ ଲକି; ବିବାହ ପରେ ସ୍ବାମୀଙ୍କ ଭାଗ୍ୟ ଚମକେ
ବିବାହ ପରେ ଅନେକ ଲୋକଙ୍କ ଜୀବନ ବଦଳିଯାଇଥାଏ। କାହାର କ୍ୟାରିୟରରେ ଉନ୍ନତି ପରିଲକ୍ଷିତ ହୋଇଥାଏ ତ କାହାର ବିଗିଡ଼ି ଯାଇଥିବା କାମ ସୁରୁଖୁରୁରେ ହୋଇଯାଏ। ଘରେ ଧନଧାନ୍ୟରେ ପୂରି ଉଠେ। ସମାଜରେ ମାନ ସମ୍ମାନ ବୃଦ୍ଧି ପାଏ। ଏହାକୁ ନେଇ ଜ୍ୟୋତିଷଶାସ୍ତ୍ରରେ…
ବଜାରକୁ ଆସିଲାଣି ନକଲି ‘ଆଲମଣ୍ଡ’, କିଭଳି ସହଜ ଉପାୟରେ ଚିହ୍ନିବେ ଜାଣନ୍ତୁ?
‘ଆଲମଣ୍ଡ’ ଫାଇବର, ପ୍ରୋଟିନ୍, ଆଇରନ୍, ମ୍ୟାଗ୍ନେସିୟମ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ପୋଷକ ତତ୍ତ୍ୱ ମିଳିଥାଏ। ନିୟମିତ ଏହାର ସେବନ କରିବା ଦ୍ୱାରା ସ୍ମରଣଶକ୍ତି ବୃଦ୍ଧି ପାଇଥାଏ। ଏହା ଡାଇବେଟିସ୍,ତ୍ୱଚାରୁ ନେଇ ହାଡ଼ ଶକ୍ତ କରିଥାଏ। ହେଲେ ଏବେ ବଜାରରେ ନକଲି ‘ଅଲମଣ୍ଡ’…
କ୍ରିକେଟ୍ପ୍ରେମୀଙ୍କ ପାଇଁ ଖୁସିଖବର: ଏହି ଦିନଠୁ ବିକ୍ରି ହେବ ବାରବାଟୀ ମ୍ୟାଚ୍ ପାଇଁ ଟିକେଟ୍
କଟକ,୨୪।୧: ଫେବ୍ରୁଆରୀ ୯ରେ ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍। ଫେବ୍ରୁଆରୀ ୨ ତାରିଖରୁ ଅନଲାଇନ ଟିକେଟ ବିକ୍ରି ଆରମ୍ଭ ହେବ। ଫେବ୍ରୁଆରୀ ୬, ୭,୮ରେ ଅଫଲାଇନ ଟିକେଟ ବିକ୍ରି ହେବ ବୋଲି ଜଣାପଡିଛି। ଭାରତ ଓ ଇଂଲଣ୍ଡ ମଧ୍ୟରେ ଦିନିକିଆ…
କିମ ଜୋଙ୍ଗ ଉନଙ୍କୁ ଏମିତି କହିଦେଲେ ଡୋନାଲ୍ଡ ଟ୍ରମ୍ପ: ସାରା ବିଶ୍ୱରେ ହେଉଛି ଚର୍ଚ୍ଚା
ଓ୍ବାଶିଂଟନ୍,୨୪।୧: ଆମେରିକାର ରାଷ୍ଟ୍ରପତି ହେବା ପରେ ଡୋନାଲ୍ଡ ଟ୍ରମ୍ପ ଆକ୍ସନ ମୋଡରେ ଅଛନ୍ତି। ପ୍ରଥମେ ସେ ଅନେକ ବଡ଼ ଘୋଷଣା କରିଥିଲେ। ଏହା ପରେ ସେ ବିଶ୍ୱ ନେତାମାନଙ୍କ ସହ ମଧ୍ୟ କଥା ହୋଇଥିଲେ। ୟୁକ୍ରେନ ଯୁଦ୍ଧ ବନ୍ଦ କରିବାକୁ ରୁଷିଆ…
ଯୁଦ୍ଧବୀର ସିଂ କିଏ? ୫ ଭଉଣୀ ମିଶି ପୂରଣ କରିଥିଲେ କ୍ରିକେଟର ହେବାର ସ୍ବପ୍ନ, ଏବେ ରୋହିତ-ଯଶସ୍ବୀଙ୍କ ଉଇକେଟ ନେଇ ଅଛନ୍ତି ଚର୍ଚ୍ଚାରେ…
ନୂଆଦିଲ୍ଲୀ,୨୪।୧: ଦୀର୍ଘ ସମୟ ପରେ ରଣଜୀ ଟ୍ରଫିକୁ ଫେରିଥିବା ରୋହିତ ଶର୍ମାଙ୍କ ଖରାପ ଫର୍ମ ଜାରି ରହିଛି। ଭାରତୀୟ ଅଧିନାୟକ ଉଭୟ ଇନିଂସରେ ବିଫଳ ହୋଇଛନ୍ତି। ପ୍ରଥମ ଇନିଂସରେ ସେ ଉମର ନାଜିରଙ୍କ ଦ୍ୱାରା ଆଉଟ୍ ହୋଇଥିବା ବେଳେ ଦ୍ୱିତୀୟ ଇନିଂସରେ…
Archives


