Home

ଭୟଙ୍କର ଭୂକମ୍ପ ଝଟକାରେ ଲୋକେ ଭୟଭୀତ

ମେକ୍ସିକୋ ସିଟି,୧୧।୮: ସାରା ବିଶ୍ୱରେ ଭୂମିକମ୍ପ ଅନେକ ଥର ବିନାଶ ଘଟାଇଛି। ବିଶ୍ୱରେ ଏପରି ଅନେକ ଦେଶ ଅଛି ଯେଉଁମାନେ ଭୂମିକମ୍ପ ପ୍ରତି ଅତ୍ୟନ୍ତ ସମ୍ବେଦନଶୀଳ। ଏହି ତାଲିକାରେ ମେକ୍ସିକୋର ନାମ ମଧ୍ୟ ସାମିଲ ଅଛି। ରଏଟର୍ସ ରିପୋର୍ଟ ଅନୁଯାୟୀ, ରବିବାର…

ମହିଳାଙ୍କ ଗଳାକାଟି ହତ୍ୟାକଲେ ଦୁଇ ଯୁବକ, ଅଟକ ରଖି ପୋଲିସର ପଚରାଉଚରା

ନୟାଗଡ଼,୧୧ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଫତେଗଡ଼ ଥାନା ଭାପୁର ପଞ୍ଚାୟତରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ରାତିରେ ଜଣେ ବିଧବା ମହିଳାଙ୍କୁ ଗଳାକାଟି ହତ୍ୟା କରାଯାଇଛି । ହେଲେ ହତ୍ୟାର କାରଣ ଅସ୍ପଷ୍ଟ ରହିଛି। ସ୍ବର୍ଗତ ମିଟୁ ବେହେରାଙ୍କ ଧର୍ମପତ୍ନୀ…

୧୫ ମାସର ଝିଅକୁ ତଳେ ପକାଇ ପିଟିଲେ, କାମୁଡ଼ିଲେ: ପଦାରେ ପଡ଼ିଲା ଡେ କେୟାର ସେଣ୍ଟରର ବର୍ବରତା

ନୋଏଡା,୧୧।୮: ଉତ୍ତର ପ୍ରଦେଶର ନୋଏଡାରେ ଜଣେ ୧୫ ମାସର ଝିଅ ଉପରେ ଆକ୍ରମଣର ଏକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ଡେ କେୟାର ସେଣ୍ଟରରେ ମେଡ୍‌ ଝିଅଟିକୁ ଚାପୁଡ଼ା ମାରି ତଳେ ପକାଇ ଦେଇଥିଲେ। ଚାକରାଣୀଙ୍କ ଏହି କାର୍ଯ୍ୟ ଡେ…

ନିଜ ଇଜ୍ଜତ ନିଜେ ପକାଇଲେ ମୁନିର: ଭାରତ ବିଷ ଓଗାଳୁଥିଲେ, କହୁ କହୁ କହିଦେଲେ…

ଇସଲାମାବାଦ୍‌,୧୧।୮:ପାକିସ୍ତାନୀ ସେନା ମୁଖ୍ୟ ଏବଂ ଫିଲ୍ଡ ମାର୍ଶାଲ ଅସୀମ ମୁନିର ଆମେରିକା ଗସ୍ତ କରିଛନ୍ତି। ଏଠାରେ ସେ ଭାରତକୁ ପରମାଣୁ ଆକ୍ରମଣର ଧମକ ଦେଇଥିଲେ। ସେ ଏପରି ମଧ୍ୟ ଦାବି କରିଥିଲେ, ଯଦି ତାଙ୍କ ଦେଶର ଅସ୍ତିତ୍ୱ ବିପଦରେ ପଡ଼େ, ତେବେ…

ଜିଲାପାଳଙ୍କ ଜନଶୁଣାଣି: ଅଭିଯୋଗ ଜଣାଇବାକୁ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୧୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ପାଇଁ ଭିଡ଼ ଜମିଛି। ଉକ୍ତ ବ୍ଲକର ୨୫ ପଞ୍ଚାୟତ ଅଞ୍ଚଳରୁ ବହୁ ଲୋକ ଅଭିଯୋଗ କରିବାକୁ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ବିଶେଷକରି ଦୁର୍ଗମ…

ମା’ଙ୍କ ଗଳାକାଟି ହତ୍ୟା କଲେ ଦୁର୍ବୃତ୍ତ, ଝିଅ ଗୁରୁତର, ସିସିଟିଭିରେ କଏଦ ହେଲା…

ବ୍ରହ୍ମପୁର,୧୧ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାର ନିମଖଣ୍ଡି ଥାନା ଅନ୍ତର୍ଗତ ଶ୍ରୀମା ନଗରରେ ସୋମବାର ଭୋରରେ ଏକ ଜଘନ୍ୟକାଣ୍ଡ ଘଟିଛି। ଭଡ଼ା ଘରେ ରହୁଥିବା ଜଣେ ମହିଳା ଓ ତାଙ୍କ ଝିଅକୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଘଟଣାସ୍ଥଳରେ ମା’ଙ୍କର ମୃତ୍ୟୁ…

ନେତାନ୍ୟାହୁଙ୍କ ଗାଜା ଦଖଲ ଯୋଜନା: ଅଭୂତପୂର୍ବ ଉତ୍ତେଜନା

ତେଲ୍‌ଆଭିଭ/ଗାଜା ସିଟି,୧୧ା୮:ଇସ୍ରାଏଲୀ ଡିଫେନ୍ସ ଫୋର୍ସେସ୍‌ (ଆଇଡିଏଫ୍‌) ଗତ ୨୨ ମାସ ମଧ୍ୟରେ ଗାଜା ଷ୍ଟ୍ରିପ୍‌ର ପ୍ରାୟ ୭୫ ଭାଗ ଦଖଲ କରିସାରିଲାଣି। ଅବଶିଷ୍ଟ ୨୫% ଅଞ୍ଚଳ ଅକ୍ତିଆର କରି ସମ୍ପୂର୍ଣ୍ଣ ଗାଜା ଦଖଲ କରିବା ପାଇଁ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ ଉଦ୍ୟମ…

ପାନୀୟ ଜଳ ଓ ଦୀର୍ଘାୟୁ ଜୀବନ

ପୃଥିବୀ ପୃଷ୍ଠରେ ରହିଥିବା ସମସ୍ତ ବୃକ୍ଷଲତା ଓ ସମସ୍ତ ପ୍ରାଣୀଜଗତ ଜଳ ବିନା ବଞ୍ଚତ୍ରହିବା ଅସମ୍ଭବ। ଜଳ ହିଁ ଜୀବନ। ବୃକ୍ଷଲତା ଆଦି ପାଇଁ ଜଳର ପ୍ରକାରଭେଦ ଅଧିକ ଜରୁରୀ ନ ଥିବା ବେଳେ, ମନୁଷ୍ୟ ପାଇଁ ପାନୀୟ ଜଳ ନିମନ୍ତେ…

ବରଗଡ଼ରେ ପୁଣି ମାଡ଼ିଲା ବୁଲଡୋଜର

ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପ୍ରଶାସନ ସହର ରାସ୍ତାପାର୍ଶ୍ୱରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟାକୁ ଜୋରଦାର୍‌ କରିଛି। ସ୍ଥାନୀୟ ଲମ୍ବା ବିଲଡ଼ିଂରୁ ଭଟଲି ଛକ ରାସ୍ତାପାର୍ଶ୍ୱରେ ଉଚ୍ଛେଦ ପ୍ରକ୍ରିୟା ସରିବା ପରେ ଗାନ୍ଧିଛକରୁ କେନାଲ ଛକ ରାସ୍ତାପାର୍ଶ୍ୱରୁ ଜବରଦଖଲ ହଟାଯିବା ରବିବାରରୁ ଆରମ୍ଭ…

ଆସୁଛି ୨ ଲଘୁଚାପ: ୧୨ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୧୧ା୮(ଅନୁରାଧା ମହାରଣା):ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିବାବେଳେ ଦିନରେ ଖରା, ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ଆଗକୁ ୨ଟି ଲଘୁଚାପ ହେବାର ଥିବାରୁ ବର୍ଷା ପରିମାଣ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। ଆସନ୍ତା ୧୨…

କୁଆଡ଼େ ଗଲେ ଜଗଦୀପ ଧନକର: ମିଳୁନି ଖୋଜଖବର, ହୋଇପାରୁନି ସମ୍ପର୍କ

ନୂଆଦିଲ୍ଲୀ,୧୧।୮: ଦେଶର ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନକର ୨୧ ଜୁଲାଇରେ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିଲେ। ସେ ଏହି ଇସ୍ତଫା ପଛରେ ସ୍ବାସ୍ଥ୍ୟ କାରଣ ଦର୍ଶାଇଥିଲେ। ତଥାପି, ଇସ୍ତଫା ପରେ କେହି ତାଙ୍କୁ ଦେଖିନାହାଁନ୍ତି କିମ୍ବା ସେ କୌଣସି କାର୍ଯ୍ୟକ୍ରମରେ ଯୋଗ…

ଦ୍ୱାଦଶ ଆଦିତ୍ୟଙ୍କ ଅନୁଷ୍ଠାନ ବେଳେ ପଡ଼ିଥିଲା ବାର ହରିବୋଲ

ଗଜପତିଙ୍କର ସାମ୍ରାଜ୍ୟ ବିଜୟ ସ୍ମାରକୀ ଥିଲା ଅ୧୮ଙ୍କ କାର୍ତ୍ତିକ ଶୁକ୍ଳ ଦଶମୀ। ପଞ୍ଚୁକ ଦିନ। ସେହିଦିନ ଭୁବନେଶ୍ୱର ରାଜଗୁରୁ, ନରସିଂହପୁରର ଆନନ୍ଦ ରଥ ପହଞ୍ଚତ୍ଥିଲେ କୋଣାର୍କରେ। ଗଜପତିଙ୍କ ଆଦେଶରେ ସେମାନେ କୋଣାର୍କରେ ପହଞ୍ଚତ୍ ଯଜ୍ଞ ମଣ୍ଡପର ମାପ ଦେଲେ ବାସ୍ତୁଶାସ୍ତ୍ର ଅନୁସାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?