Home

ଇସ୍କନର ଚିନ୍ମୟ ଦାସ କିଏ? ଯାହାଙ୍କ ଗିରଫ ପ୍ରତିବାଦରେ ବାଂଲାଦେଶରେ ବଢ଼ୁଛି ଉତ୍ତେଜନା…

ଢାକା,୨୬।୧୧: ଢାକା ପୋଲିସ ସୋମବାର-ନଭେମ୍ବର ୨୫ରେ ବାଂଲାଦେଶ ଇସ୍କନର ମୁଖପାତ୍ର ଚିନ୍ମୟ ଦାସଙ୍କୁ ଗିରଫ କରିଛି। ଏହା ପରେ ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ବିଶେଷକରି ରାଜଧାନୀ ଢାକା ଏବଂ ସଲଗ୍ନ ଶାହାବାଗ ଅଞ୍ଚଳରେ ଲୋକେ ଚିନ୍ମୟଙ୍କ ମୁକ୍ତିକୁ ନେଇ…

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ କରିବାକୁ ଆସିଥିଲି’

ନୂଆଦିଲ୍ଲୀ,୨୬।୧୧: ପୁଣି ଥରେ ଝାଡ଼ଖଣ୍ଡରେ ସରକାର ଗଠନ କରିବାକୁ ଯାଉଛନ୍ତି ହେମନ୍ତ ସୋରେନ। ନଭେମ୍ବର ୨୮ରେ ସେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେବେ। ଏହା ପୂର୍ବରୁ ମଙ୍ଗଳବାର ସେ ଦିଲ୍ଲୀ ପହଞ୍ଚି ମେଣ୍ଟର ନେତାମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି।…

PAN ୨.୦ ଆଣିଲେ ସରକାର; QR କୋଡ୍‌ ରହିଲେ ବନ୍ଦ ହୋଇଯିବ କି ପୁରୁଣା କାର୍ଡ, ନୂଆ ପାଇଁ ଲାଗିବ କେତେ ଟଙ୍କା; ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୧୧: ଭାରତ ସରକାର ପାନ୍‌ କାର୍ଡ ପାଇଁ ନୂତନ PAN ୨.୦ ଯୋଜନା ଆଣିଛନ୍ତି, ଯେଉଁଥିରେ QR କୋଡ୍‌ ଥିବା ପାନ କାର୍ଡ ମାଗଣାରେ ଅପଗ୍ରେଡ୍‌ ହେବ। ଆନୁମାନିକ ୧,୪୩୫ କୋଟି ଟଙ୍କା ବ୍ୟୟରେ ଏହି ଯୋଜନା ପ୍ରସ୍ତୁତ କରାଯାଉଛି। ଏହି…

ଆଇପିଏଲ୍‌ ଅକ୍ସନରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ଟିମ୍‌ କିଭଳି ହୁଅନ୍ତି ମାଲାମାଲ୍‌, ବିସିସିଆଇକୁ କେତେ ମିଳେ? ଜାଣନ୍ତୁ… 

ନୂଆଦିଲ୍ଲୀ,୨୬।୧୧: ଦୁନିଆର ସବୁଠୁ ଦାମୀ କ୍ରିକେଟ ଲିଗ୍‌ ଆଇପିଏଲ୍‌ ୨୦୨୫ ମାର୍ଚ୍ଚ ୧୪ରୁ ଆରମ୍ଭ ହେବ । ନିକଟରେ ଏହାର ମେଗା ଅକ୍ସନ ସମାପ୍ତ ହୋଇଛି। ଆଇପିଏଲ୍‌ ଇତିହାସରେ ସବୁଠାରୁ ମହଙ୍ଗା ନିଲାମରେ ୧୦ ଟିମ୍‌ ମୋଟ ୬୩୯.୧୫ କୋଟି ଟଙ୍କା…

ବିଧାନସଭାରେ ଅତିରିକ୍ତ ବଜେଟ ଉପସ୍ଥାପିତ, ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କା ବ୍ୟୟବରାଦ

ଭୁବନେଶ୍ୱର,୨୬।୧୧: ବିଧାନସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ। ମଙ୍ଗଳବାର ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ ଆଗତ ହୋଇଛି। ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ ହୋଇଥିବା ବେଳେ ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସ ପାଇଁ…

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ରାଜ୍ୟ ସଭାରେ ବି ହୋଇଗଲା ବଡ଼ ଖେଳ, ଏହିସବୁ ବଡ଼ ନେତା ଯାଇପାରିବେନି ସଂସଦ!

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ରରେ ଚାଲିଲାନି ମହାବିକାଶ ଅଗାଡିର ରଣନୀତି। ତିନିଦଳର ସବୁ କୌଶଳ ଫସା ପଡିଲା। ଏବେ ମହାରାଷ୍ଟ୍ରରେ ଶୋଚନୀୟ ପରାଜୟ ପରେ ସଙ୍କଟରେ ଏମଭିଏ। ବିଧାନସଭା ଆସନ ନ ହାତେଇପାରିବାରୁ ଏବେ ରାଜ୍ୟ ସଭା ଯିବା ବାଟ ବି ବନ୍ଦ ହୋଇଯିବ…

ଏମିତି ଭୁଲ ପାଇଁ ଭାଜପା ଏମପିଙ୍କ ବ୍ରେକଫାଷ୍ଟରେ ପହଞ୍ଚିଗଲେ କଂଗ୍ରେସ ଏମପି

ନୂଆଦିଲ୍ଲୀ,୨୬।୧୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ଦିଲ୍ଲୀର ବିକାନେର ହାଉସରେ ଭାରତୀୟ ଜନତା ପାର୍ଟି (ଭାଜପା) ଏମପିମାନଙ୍କ ପାଇଁ ଏକ ବ୍ରେକଫାଷ୍ଟର ଆୟୋଜନ କରିଥିଲେ। ଏଥିପାଇଁ ସମସ୍ତ ଏମପିଙ୍କ ନିକଟକୁ କଲ ଯାଇଥିଲା, କିନ୍ତୁ ଏହି ସମୟରେ ରେସିଡେନ୍ସିଆଲ କମିଶନରଙ୍କ କାର୍ଯ୍ୟାଳୟ…

ଶ୍ରମିକ-କୃଷକ ବିରୋଧୀ ନୀତି ପ୍ରତିବାଦରେ ବିକ୍ଷୋଭ

ଛତ୍ରପୁର,୨୬।୧୧(ଦିଲ୍ଲୀପ ସାମଲ): ମୋଦି ସରକାରଙ୍କ କୃଷକ ଓ ଶ୍ରମିକ ନୀତି ବିରୋଧରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ନିମନ୍ତେ ସଂଯୁକ୍ତ କିଷାନ ମୋର୍ଚ୍ଚା ଓ କେନ୍ଦ୍ରୀୟ ଶ୍ରମିକ ସଂଗଠନମାନଙ୍କ ପକ୍ଷରୁ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ସଂଯୁକ୍ତ କିଷାନ…

୧୮ ବର୍ଷୀୟ ନେଟ୍‌ ବୋଲର୍‌ଙ୍କ ଉପରେ କୋଟି କୋଟି ଟଙ୍କା ବର୍ଷା କଲା ମୁମ୍ବାଇ ଇଣ୍ଡିଆନ୍ସ

ନୂଆଦିଲ୍ଲୀ,୨୬।୧୧: ଆଇପିଏଲ ୨୦୨୫ ମେଗା ନିଲାମରେ ମୁମ୍ବାଇ ଇଣ୍ଡିଆନ୍ସ ଏକ ବଡ ନିଷ୍ପତ୍ତି ନେଇଛି। ମୁମ୍ବାଇ ଆଫଗାନିସ୍ତାନର ଆଲ୍ଲା ଗଜାନଫର କିଣିଛି। ତାଙ୍କୁ ମାତ୍ର ୧୮ ବର୍ଷ ବୟସ। ଗଜାନଫରକୁ ମୁମ୍ବାଇ ୪.୮୦ କୋଟିରେ କିଣିଛି। ତାଙ୍କର ମୂଳ ମୂଲ୍ୟ ୭୫…

ଚାଇନା-କାନାଡାର ମୁଣ୍ଡବିନ୍ଧା ବଢାଇଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୬।୧୧: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କାନାଡା ଏବଂ ଚାଇନା ମୁଣବିନ୍ଧା ବଢାଇଛନ୍ତି। ସେ ଘୋଷଣା କରିଛନ୍ତି, ସେ କାନାଡା ଏବଂ ମେକ୍ସିକୋରୁ ଆସୁଥିବା ସମସ୍ତ ଉତ୍ପାଦ ଉପରେ ୨୫ ପ୍ରତିଶତ ଶୁଳ୍କ ଲାଗୁ କରିବେ। ଆମେରିକାରେ ଅବୈଧ…

ସଂସଦର ମଞ୍ଚରେ ଥିଲେ ମୋଦି, ଖାର୍ଗେ, ହେଲେ କାହିଁକି ହଡବଡେଇ ଗଲେ ରାହୁଲ?

ନୂଆଦିଲ୍ଲୀ,୨୬।୧୧: ଏବେ ସଂସଦର ଶୀତକାଳୀନ ଅଧିବେଶନ ଚାଲିଛି। ନଭେମ୍ବର ୨୫ରୁ ଶୀତ ଅଧିବେଶନ ଆରମ୍ଭ ହୋଇ ୨୦ ନଭେମ୍ବର ପର୍ଯ୍ୟନ୍ତ ଚାଲିବ। ମଙ୍ଗଳବାର ହେଉଛି ସମ୍ବିଧାନ ଦିବସ। ଏହି ଅବସରରେ ସଂସଦରେ ଅନେକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅନୁବାଦିତ ମୈଥୀଲିରେ ଅଧ୍ୟକ୍ଷ…

ରାହୁଲଙ୍କ ସହ ମୁଁ ତର୍କ କରିବାକୁ ଚାହୁଁନାହିଁ…, କାହିଁକି ଏମିତି କହିଲେ ପୂର୍ବତନ ସିଜେଆଇ

ନୂଆଦିଲ୍ଲୀ,୨୬।୧୧: ନିକଟରେ ଦେଶର ପ୍ରଧାନ ବିଚାରପତି (ସିଜେଆଇ) ପଦରୁ ଅବସର ନେଇଥିବା ଡିଓ୍ବାଇ ଚନ୍ଦ୍ରଚୁଡ଼ ବର୍ତ୍ତମାନ ନ୍ୟାୟିକ କାର୍ଯ୍ୟରୁ ଦୂରେଇ ରହିବାକୁ ଚାହୁଁଛନ୍ତି। ନ୍ୟୁଜ ଏଜେନ୍ସି ଏଏନଆଇ ସହିତ ଏକ ପୋଡକାଷ୍ଟରେ ପୂର୍ବତନ ସିଜେଆଇ କହିଛନ୍ତି ଯେ ମୁଁ ଶିକ୍ଷାଦାନ କରିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri