Home

ପୁଣି ଜଳୁଛି ଲସ ଆଞ୍ଜେଲସ: ୩୧,୦୦୦ ଲୋକଙ୍କୁ ଘର ଖାଲି କରିବାକୁ ନିର୍ଦ୍ଦେଶ

ଲସ ଆଞ୍ଜେଲସ,୨୩।୧: ପୁଣି ଜଳୁଛି ଆମରେିକାର ଲସ ଆଞ୍ଜେଲସ। ଲସ ଆଞ୍ଜେଲସର ଉତ୍ତରରେ ଥିବା କାଷ୍ଟାଇକ ହ୍ରଦ ନିକଟରେ ଏକ ନୂତନ ଜଙ୍ଗଲୀ ନିଆଁ ହଜାର ହଜାର ଲୋକଙ୍କୁ ସେମାନଙ୍କ ଘର ଖାଲି କରିବାକୁ ବାଧ୍ୟ କରିଛି। ନିଆଁ କିଛି ଘଣ୍ଟା…

ସ୍ତ୍ରୀଙ୍କୁ ହତ୍ୟା କରି ପ୍ରେସର କୁକର୍‌ରେ ରାନ୍ଧିଲେ ସଇତାନ ସ୍ବାମୀ: କାରଣ ଜାଣିଲେ ଉଡିଯିବ ହୋଶ୍‌

ହାଇଦ୍ରାବାଦ,୨୩।୧: ହତ୍ୟା ଏବଂ ଶରୀରକୁ ଖଣ୍ଡ ଖଣ୍ଡ କରିବା ଘଟଣା ସାଧାରଣ ହୋଇଗଲାଣି। ଶ୍ରଦ୍ଧା ହତ୍ୟା ମାମଲା ପରେ, ଏପରି ଅନେକ ଘଟଣା ସାମ୍ନାକୁ ଆସିଛି। ଏବେ ପୁଣି ଥରେ ଏପରି ଏକ ଘଟଣା ଦେଖିବାକୁ ମିଳିଛି। ହାଇଦ୍ରାବାଦରେ ଜଣେ ପୂର୍ବତନ…

ସାଧାରଣତନ୍ତ୍ର ଦିବସ ପାଇଁ ଜୋରଦାର ପ୍ରସ୍ତୁତି: ଛାତ୍ରୀଛାତ୍ରଙ୍କ ପ୍ରତିଯୋଗିତାରେ ଚଞ୍ଚକତା

ଦାରିଙ୍ଗବାଡି,୨୩।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଦାରିଙ୍ଗବାଡି ଜାତୀୟ ଦିବସ ପାଳନ କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ଏଥିପାଇଁ ବିଭିନ୍ନ ପ୍ରତିଯୋଗିତା ତଥା ଚିତ୍ରାଙ୍କନ, ବକ୍ତୃତା,କୁଇଜ, ଗଳ୍ପ କଥନ, ପ୍ରବନ୍ଧ ଲିଖନ, ସଙ୍ଗୀତ…

କପିଲ ଶର୍ମାଙ୍କୁ ହତ୍ୟା ଧମକ, ଚିନ୍ତାରେ ପରିବାର

ନୂଆଦିଲ୍ଲୀ,୨୩।୧: ହାସ୍ୟ ଅଭିନେତା କପିଲ ଶର୍ମାଙ୍କୁ ମଧ୍ୟ ହତ୍ୟା ଧମକ ମିଳିଛି। ଧମକ ଦେଇଥିବା ବ୍ୟକ୍ତି କପିଲ ଶର୍ମାଙ୍କ ପରିବାର, ସମ୍ପର୍କୀୟ ଏବଂ ପଡ଼ୋଶୀଙ୍କ ସହ ମିଶି ତାଙ୍କୁ ହତ୍ୟା କରିବାକୁ ଧମକ ଦେଇଛନ୍ତି। ଏହି ମାମଲାରେ, ଆମ୍ବୋଲି ପୋଲିସ ବିଏନ୍‌ଏସ୍‌…

ପକ୍କା ରାସ୍ତା ଖୋଲିଦେବା ଘଟଣା: ‘ଧରିତ୍ରୀ’ରେ ଖବର ପ୍ରକାଶିତ ପରେ ତତ୍ପର ଗ୍ରାମ୍ୟ ଉନ୍ନୟନ ବିଭାଗ

ଦାରିଙ୍ଗବାଡି,୨୩।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ୫୯ ନଂ ଜାତୀୟ ରାଜପଥଠାରୁ ତେରବାଡି ଓ ତେରବାଡିଠାରୁ ଡଲାବାଡିକୁ ଗ୍ରାମ୍ୟ ଉନ୍ନୟନ ବିଭାଗର ପକ୍କା ରାସ୍ତା ସମ୍ପ୍ରସାରଣ ହୋଇଛି। ତେବେ ଜଳ ଯୋଗାଣ ପାଇଁ ଏକ ମେଗା ପ୍ରକଳ୍ପ କାର୍ଯ୍ୟ ଚାଲିଥିବା…

୧ରୁ ଅନ୍‌ଲାଇନରେ ଶିମିଳିପାଳ ପ୍ରବେଶ ଅନୁମତି

ବାରିପଦା,୨୩ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଏଣିକି କେବଳ ଅନ୍‌ଲାଇନ ମାଧ୍ୟମରେ ପର୍ଯ୍ୟଟକଙ୍କୁ ପ୍ରବେଶ ଅନୁମତି ପ୍ରଦାନ କରାଯିବ। ଆସନ୍ତା ଫେବୃଆରୀ ୧ରୁ ଏହି ବ୍ୟବସ୍ଥା ଲାଗୁ ହେବ। ଯେଉଁମାନେ ଅନ୍‌ଲାଇନରେ ବୁକ୍‌ କରିଥିବେ,ସେମାନଙ୍କୁ ପ୍ରବେଶ ଅନୁମତି ଦିଆଯିବ ବୋଲି…

ମୁଢ଼ି ଖାଇଲେ ମୁଖ୍ୟମନ୍ତ୍ରୀ, ଦଳୀୟ କାର୍ଯ୍ୟାଳୟରେ ୪ ଘଣ୍ଟା ରହିଲେ

ଭୁବନେଶ୍ୱର, ୨୩ା୧(ସୁନିତ୍‌ ମିଶ୍ର):ସରକାର ଏବଂ ସଙ୍ଗଠନ ମଧ୍ୟରେ କିପରି ଅଧିକ ସମନ୍ବୟ ରହିପାରିବ ତାକୁ ନେଇ ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଏକ ଉଚ୍ଚସ୍ତରୀୟ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ,…

ଇଥାନଲ ପ୍ଲାଣ୍ଟରେ ସ୍ଥାନୀୟ ନିଯୁକ୍ତି ଦାବି:ଗର୍ଜିଲେ ଜିଲାବାସୀ

ବରଗଡ଼,୨୩।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଉଲସିଂହାଠାରେ ନିର୍ମାଣାଧୀନ ଇଥାନଲ ପ୍ଲାଣ୍ଟରେ ସ୍ଥାନୀୟ ନିଯୁକ୍ତିକୁ ଅଣଦେଖା କରାଯାଉଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଜିଲାବ୍ୟାପୀ ଅସନ୍ତୋଷ ଦେଖାଦେଇଥିବା ବେଳେ ବୁଧବାର ମଧ୍ୟାହ୍ନ ୧୨ଟାରେ ଜିଲାର ଶତାଧିକ ଯୁବକ ଏକ ବିକ୍ଷୋଭ…

ଏହି ଦିନ ହେବ ବିଦ୍ୟୁତ୍‌ କାଟ୍‌: ସକାଳ ୮ଟାରୁ ସନ୍ଧ୍ୟା ୫ଟା ଯାଏ ବନ୍ଦ ରହିବ ବିଦ୍ୟୁତ୍‌ ସେବା

ବରଗଡ଼,୨୩।୧(ପ୍ରେମାନନ୍ଦ ଖମାରୀ):ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ୍‌(ଓପଟିସିଏଲ୍‌) ପକ୍ଷରୁ ୧୩୨/୩୩ କେ.ଭି ଭଟଲି ଏବଂ ଘେଁସ୍‌ ଗ୍ରୀଡ୍‌ ସବଷ୍ଟେଶନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ଆସନ୍ତା ୨୪ତାରିଖ ସକାଳ ୮ଟାରୁ ସନ୍ଧ୍ୟା ୫ଟା ଯାଏ ବରଗଡ଼ ଜିଲା ଅନ୍ତର୍ଗତ ବିଜେପୁର,…

ଶୀତଳଭଣ୍ଡାର ପାଇଁ ୬୦% ପର୍ଯ୍ୟନ୍ତ ରିହାତି

ରାଜ୍ୟ କ୍ୟାବିନେଟ ବୁଧବାର ୧୦ଟି ପ୍ରସ୍ତାବ ଉପରେ ମୋହର ମାରିଛି। ପ୍ରତ୍ୟେକ ସବ୍‌ଡିଭିଜନରେ ଶୀତଳ ଭଣ୍ଡାର ନିର୍ମାଣ ସହ ନବୀକରଣ କଲେ ୫୦ରୁ ୬୦% ରିହାତି(ସବ୍‌ସିଡି) ବ୍ୟବସ୍ଥା ଘୋଷଣା କରାଯାଇଛି। ଏହାସହ ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ନିଷ୍ପତ୍ତି…

‘ବିରାଟ’ଙ୍କ ଜର୍ସି ପିନ୍ଧିବେ ରବିନ୍ଦ୍ର ଜାଡେଜା !

ନୂଆଦିଲ୍ଲୀ,୨୨।୧: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜାଙ୍କୁ ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ ଦଳରେ ଚୟନ କରାଯାଇଛି। ଫେବୃଆରୀ-ମାର୍ଚ୍ଚରେ ପାକିସ୍ତାନ ଏବଂ ଦୁବାଇରେ ଏହି ଟୁର୍ନାମେଣ୍ଟ ଅନୁଷ୍ଠିତ ହେବ। ତେବେ ଏହା ପୂର୍ବରୁ ଜାଡେଜା ଘରୋଇ କ୍ରିକେଟ…

ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି କ୍ରିକେଟର,୧୪ ବର୍ଷ କ୍ୟାରିୟରରେ…

ନୂଆଦିଲ୍ଲୀ,୨୨।୧: ଗୋଟିଏ ପଟେ ଇଂଲଣ୍ଡ ଦଳ ଭାରତ ବିପକ୍ଷରେ ଟି-୨୦ ସିରିଜ ଖେଳୁଥିବା ବେଳେ ଜଣେ ଇଂଲଣ୍ଡ କ୍ରିକେଟର ଅବସର ଘୋଷଣା କରି ଚମକାଇଛନ୍ତି। ସେ ହେଲେ ଲିଆମ ଥମାସ। ଲିଆମ୍‌ ତାଙ୍କ ୧୪ ବର୍ଷର କ୍ୟାରିଅରରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ତେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri