ଇଡେନ୍ ଗାର୍ଡେନରେ ଅଭିଷେକ ଶର୍ମା ଝଡ଼: ୭ ଉଇକେଟରେ ଜିତିଲା ଟିମ୍ ଇଣ୍ଡିଆ
କୋଲକାତା,୨୨।୧: ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜର ପ୍ରଥମ ମ୍ୟାଚ୍କୁ ଜିତି ନେଇଛି ଟିମ୍ ଇଣ୍ଡିଆ। ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ମାତ୍ର ୧୩୨ ରନ୍ରେ ଅଲଆଉଟ୍ ହୋଇଥିଲା। ଜବାବରେ ଭାରତୀୟ ବ୍ୟାଟ୍ସମ୍ୟାନ୍ ଅଭିଷେକ ଶର୍ମା ଜବରଦସ୍ତ ବ୍ୟାଟିଂ କରି ଦଳକୁ ଜିତାଇଛନ୍ତି।…
ଇତିହାସ ରଚିଲେ ଅର୍ଶଦୀପ ସିଂ, ରେକର୍ଡ ଭାଙ୍ଗି ପାଲଟିଲେ ନମ୍ବର-୧ ବୋଲର୍…
କୋଲକାତା,୨୨।୧: ଟି-୨୦ କ୍ରିକେଟରେ ଇତିହାସ ରଚିଲେ ଭାରତର ଯୁବ ଦ୍ରୁତ ବୋଲର ଅର୍ଶଦୀପ ସିଂ। କୋଲକାତାର ଇଡେନ ଗାର୍ଡେନ୍ସ ଷ୍ଟାଡିୟମରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଉଥିବା ଟି-୨୦ ସିରିଜର ପ୍ରଥମ ମୁକାବିଲାରେ ସେ ଭାରତ ପାଇଁ ସର୍ବାଧିକ ଉଇକେଟ ନେବାର ରେକର୍ଡ ହାସଲ…
ଅର୍ଶଦୀପ-ବରୁଣଙ୍କ ଚକ୍ରବ୍ୟୁହରେ ଫସିଗଲା ଇଂଲଣ୍ଡ, ଭାରତକୁ ମିଳିଲା ୧୩୩ ରନ୍ର ଟାର୍ଗେଟ
କୋଲକାତା,୨୨।୧: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମୁକାବିଲାରେ ଭାରତକୁ ୧୩୩ ରନ୍ର ବିଜୟ ଲକ୍ଷ୍ୟ ମିଳିଛି। ଦଳ ପକ୍ଷରୁ ବରୁଣ ଚକ୍ରବର୍ତ୍ତୀ ୩ ଉଇକେଟ ହାସଲ କରିଥିବା ବେଳେ ଅର୍ଶଦୀପ ସିଂ ୨ ଏବଂ ଅକ୍ଷର…
IND vs ENG: ଟସ୍ ଜିତି ବୋଲିଂ କରୁଛି ଟିମ୍ ଇଣ୍ଡିଆ, କାହିଁକି ବାଦ୍ ପଡ଼ିଲେ ଶାମି?
କୋଲକାତା,୨୨।୧: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମୁକାବିଲା ବୁଧବାର ଖେଳାଯାଉଛି। କୋଲକାତାର ଇଡେନ୍ ଗାର୍ଡେନରେ ଖେଳାଯାଉଥିବା ଏହି ମୁକାବିଲାରେ ଭାରତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଖବର…
‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱର ପ୍ରକୃତ ‘BOSS“
ନୂଆଦିଲ୍ଲୀ,୨୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ଫିଜି ଗଣରାଜ୍ୟର ପ୍ରଧାନମନ୍ତ୍ରୀ ସିଟେନି ଲିଗାମାମାଡ଼ା ରାବୁକା। ସେ ମୋଦିଙ୍କୁ ବିଶ୍ୱର ପ୍ରକୃତ ବସ୍(ମାଲିକ) ବୋଲି କହିଛନ୍ତି। ଏଥିସହ ସେ ମୋଦିଙ୍କ ସବ୍କା ସାଥ୍, ସବ୍କା ବିକାଶର ମଧ୍ୟ ପ୍ରଶଂସା କରିଛନ୍ତି।…
ଭାରତ ପାଇଁ ଭାବପୂର୍ଣ୍ଣ ‘ଶେଷ ଚିଠି’ ଲେଖିଲେ ଆମେରିକୀୟ ରାଷ୍ଟ୍ରଦୂତ, କହିଲେ-‘ତୁମକୁ ଝୁରି ହେବି’…
ନୂଆଦିଲ୍ଲୀ,୨୨।୧: ଭାରତରେ ଆମେରିକୀୟ ରାଷ୍ଟ୍ରଦୂତ ଏରିକ ଗାର୍ସେଟିଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତାଙ୍କର ଭାରତ ପ୍ରତି ଏକ ବିଶେଷ ଆସକ୍ତି ରହିଛି। ଅନେକ ଥର ସେ ଭାରତୀୟ ସଂସ୍କୃତି ପ୍ରତି ତାଙ୍କର ପ୍ରେମ ଏବଂ ସମ୍ମାନ ଜଣାଇଛନ୍ତି। ଏବେ ଦେଶ ଛାଡିବା…
ବିସିସିଆଇର ବଡ଼ ନିଷ୍ପତ୍ତି: ଟିମ୍ ଇଣ୍ଡିଆ ଜର୍ସିରେ ରହିବ ପାକିସ୍ତାନର ନାମ…
ନୂଆଦିଲ୍ଲୀ,୨୨।୧: ଫେବୃଆରୀ ୧୯ରୁ ଆରମ୍ଭ ହେବ ଚାମ୍ପିଅନ୍ସ ଟ୍ରଫି। ପାକିସ୍ତାନ ଆୟୋଜକ ଅଧୀନରେ ଖେଳାଯିବାକୁ ଥିବା ଏହି ଟୁର୍ନାମେଣ୍ଟ ହାଇବ୍ରିଡ ମଡେଲରେ ହେବ। ଏହାର ଅର୍ଥ ଟିମ୍ ଇଣ୍ଡିଆ ତାର ସମସ୍ତ ମ୍ୟାଚ ଦୁବାଇରେ ଖେଳିବ।ଏହା ବ୍ୟତୀତ ଅନ୍ୟ ସମସ୍ତ ଦଳ…
ରାସ୍ତାକଡ଼ ମାଛ ଦୋକାନ ହଟାଇଲେ ଏନ୍ଏସି କର୍ତ୍ତୃପକ୍ଷ
ବାଲିଗୁଡ଼ା,୨୨ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ଦିନକୁ ଦିନ ଟ୍ରାଫିକ୍ ସମସ୍ୟା ବଢ଼ିବାରେ ଲାଗିଛି। ଅଧିକାଂଶ ସମୟରେ ଛୋଟବଡ଼ ଦୁର୍ଘଟଣା ମାନ ଘଟୁଛି। ମୁଖ୍ୟତଃ ବଡ଼ାଗୁଡ଼ା ରାସ୍ତା ବନ୍ଧ ଛକଠାରୁ ଆରମ୍ଭ କରି ଗାନ୍ଧୀ ଛକ ପର୍ଯ୍ୟନ୍ତ ଗହଳି…
ଭାରତୀୟ ଯବାନଙ୍କ ସହ ଫଟୋ ଉଠାଇବାକୁ ମନା କରିଦେଲେ ବିରାଟ କୋହଲି, Video ଦେଖି ରାଗିଗଲେ ପ୍ରଶଂସକ…
ନୂଆଦିଲ୍ଲୀ,୨୨।୧: କ୍ରିକେଟଜଗତରେ ବିରାଟ କୋହଲି ଏକ ବଡ଼ ନାମ। ହେଲେ ସେ ଏବେ ଏଭଳି କିଛି କାମ କରିଛନ୍ତି ଯାହାକୁ ନେଇ ସେ ବିବାଦରେ ଫସିଛନ୍ତି। ତାଙ୍କର ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ସେ ଜଣେ ଯବାନଙ୍କ ସହ ସେଲ୍ଫି…
ନୂଆବର୍ଷ ସରିବାକୁ ବସିଲାଣି, ହେଲେ ଦାରିଙ୍ଗବାଡ଼ିରେ କମୁନି ପର୍ଯ୍ୟଟକଙ୍କ ସଂଖ୍ୟା
ଦାରିଙ୍ଗବାଡ଼ି,୨୨ା୧(ଅରୁଣ ସାହୁ): ନୂଆବର୍ଷ ଏବେ ସରିବାକୁ ବସିଲାଣି କିନ୍ତୁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୀତର ମଜା ନେବା ପାଇଁ ଜିଲା ତଥା ଜିଲା ବାହାରୁ ଦୈନିକ ଶହଶହ ପର୍ଯ୍ୟଟକ ଦାରିଙ୍ଗବାଡ଼ିକୁ ବୁଲିବାକୁ ଆସିବା ସହ ବଣଭୋଜି କରି ମଜା ନେଉଛନ୍ତି।…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତ ହେବେ ୫ ହଜାର ଡାକ୍ତର
ଭୁବନେଶ୍ୱର,୨୨ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ରାଜ୍ୟ କ୍ୟାବିନେଟ୍ ବୈଠକ ବସିଥିଲା। ଏଥିରେ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଏହି ପ୍ରସ୍ତାବ ମଧ୍ୟରେ ରାଜ୍ୟରେ ନୂଆ ଡାକ୍ତର ନିଯୁକ୍ତ ହେବେ ବୋଲି ମଧ୍ୟ ମଞ୍ଜୁରୀ ମିଳିଛି। ଓଡ଼ିଶା…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରତି ପଞ୍ଚାୟତରେ ହେବ…
ଭୁବନେଶ୍ୱର,୨୨।୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଛି । ୬୭୯୪ ପଞ୍ଚାୟତରେ ଆଦର୍ଶ ବିଦ୍ୟାଳୟ ହେବ ବୋଲି କ୍ୟାବିନେଟରେ ମଞ୍ଜୁରୀ…
Archives


