ରବିବାର କିଏ ପାଇବେ ‘ସୁଭଦ୍ରା ଟଙ୍କା? ଉପମୁଖ୍ୟମନ୍ତ୍ରୀ କହିଲେ…
ଭୁବନେଶ୍ୱର,୨୩ା୧୧(ଅନିଲ ଦାସ)- ବାଦ୍ ପଡ଼ିଥିବା ୨୫ ପ୍ରତିଶତ ମହିଳାଙ୍କୁ ନଭେମ୍ବର ୨୪ ତାରିଖ ତଥା ରବିବାର ‘ସୁଭଦ୍ରା’ର ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶନିବାର ସୂଚନା ଦେଇଛନ୍ତି। ବାକି ଆବେଦନକାରୀ ଜମି ଯୋଗ୍ୟତା…
ଦାନା ବାନ୍ଧୁଛି ଆଉ ଏକ ବାତ୍ୟା: ୨୭ରୁ ଦକ୍ଷିଣ ଓଡ଼ିଶାରେ ବର୍ଷା…
ଭୁବନେଶ୍ୱର,୨୩ା୧୧(ଅନିଲ ଦାସ)- ତାମିଲନାଡୁ ଉପକୂଳରେ ଦାନା ବାନ୍ଧୁଛି ଏକ ବାତ୍ୟା । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୫ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି ।…
୩୩ କୋଟିରେ ପନ୍ତଙ୍କୁ କିଣିଲା ପଞ୍ଜାବ, ମେଗା ଅକ୍ସନ ପୂର୍ବରୁ…
ନୂଆଦିଲ୍ଲୀ,୨୩।୧୧: ଆଇପିଏଲ୍ ମେଗା ଅକ୍ସନ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି। ଏହାପରେ ଅନେକ ଖେଳାଳିଙ୍କ ଭାଗ୍ୟର ଫଳାଫଳ ଆସିବ। ନଭେମ୍ବର ୨୪ରୁ ଆରମ୍ଭ ହେବାକୁ ଥିବା ଅକ୍ସନରେ ୫୭୭ଜଣ ଖେଳାଳିଙ୍କ ଉପରେ ନିଲାମ ଡ଼କାଯିବ। ହେଲେ କିଛି ଖେଳାଳିଙ୍କ…
ଚନ୍ଦକା ଗଲା ଛୁଆହାତୀ, ଭାବବିହ୍ବଳ ହେଲେ ବନ କର୍ମଚାରୀ
କେନ୍ଦୁଝର,୨୩ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ମେଗାନର୍ସରୀରେ ରଖାଯାଇଥିବା ୩ମାସର ଛୁଆହାତୀକୁ ବନ ବିଭାଗର ‘ରକ୍ଷକ’ ଯାନରେ ଶନିବାର ଚନ୍ଦକା ସ୍ଥାନାନ୍ତର କରିଛି। ଗତ ୧ ତାରିଖରେ କେନ୍ଦୁଝର ସଦର ରେଞ୍ଜ ଜଗଦଳା ଡ୍ୟାମ୍ ନିକଟରୁ ହାତୀଛୁଆକୁ…
ଧରିତ୍ରୀ ୟୁଥ୍ କନ୍କ୍ଲେଭ୍: ପ୍ରଥମ ଦିନରେ ମତ ରଖିଲେ ୮୪ ପରିବେଶ କର୍ମୀ, ଗୀତରେ ଗୀତରେ ସଚେତନ କରାଇଲା ‘ବିରାହ ବ୍ୟାଣ୍ଡ୍’
ଭୁବନେଶ୍ୱର, ୨୩।୧୧(ବନ୍ଦନା ସେଠୀ)-ଧରିତ୍ରୀ ପକ୍ଷରୁ ଶନିବାର ପ୍ରେସ୍କ୍ଲବ୍ଠାରେ ‘ୟୁଥ୍ କନ୍କ୍ଲେଭ’ ବା ‘ଯୁବ ସମ୍ମିଳନୀ’ର ଚତୁର୍ଥ ସଂସ୍କରଣର ପ୍ରଥମ ଦିନ ସମାପ୍ତ ହୋଇଛି। ଜଳବାୟୁ ପରିବର୍ତ୍ତନ ଏବେ ସମଗ୍ର ଦେଶ ପାଇଁ ଏକ ଆହ୍ବାନରେ ପରିଣତ ହୋଇଛି। ପରିବେଶର ସୁରକ୍ଷା ପାଇଁ…
ଆସିଲା ଜିପିଆର-ଜିପିଏସ୍ ସର୍ଭେ ରିପୋର୍ଟ: ଏଥିରେ ରହିଛି…
ପୁରୀ,୨୩ା୧୧: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏଏସ୍ଆଇ ପକ୍ଷରୁ କରାଯାଇଥିବା ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ୪୫ ପୃଷ୍ଠା ସମ୍ବଳିତ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଥିବା…
ମହାରାଷ୍ଟ୍ରରେ ବିଜୟ ସବୁ ରେକର୍ଡ ଭାଙ୍ଗିଲା: ମୋଦି
ନୂଆଦିଲ୍ଲୀ,୨୩ା୧୧: ମହାରାଷ୍ଟ୍ରରେ ମହାୟୁତିର ବଡ଼ ବିଜୟ ପରେ ଦିଲ୍ଲୀ ଭାଜପା ମୁଖ୍ୟାଳୟରେ କର୍ମୀଙ୍କୁ ଉଦ୍ବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉଦ୍ବୋଧନ ଦେଇ ମୋଦି କହିଛନ୍ତି, ଆଉ ଏକ ଐତିହାସିକ ବିଜୟ ଉତ୍ସବ ପାଇଁ ଏକାଠି ହୋଇଛୁ। ମହାରାଷ୍ଟ୍ରରେ ସୁଶାସନ ଓ…
କ’ଣ ୯୯% ଚାର୍ଜ ଥିବା ଇଭିଏମ୍ ବ୍ୟାଟେରୀ ଯୋଗୁ ହାରିଗଲେ ସ୍ବରା ଭାସ୍କରଙ୍କ ସ୍ବାମୀ? ଜାଣନ୍ତୁ ଅଭିଯୋଗରେ…
ମୁମ୍ବାଇ,୨୩।୧୧:ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଅଭିନେତ୍ରୀ ସ୍ବରା ଭାସ୍କର। ତାଙ୍କର ସ୍ବାମୀ ନିର୍ବାଚନରେ ପରାଜିତ ହେବା ପରେ ପୁରା ଦିନ ଭୋଟିଂ ସତ୍ତ୍ୱେ ଇଭିଏମ୍ ୯୯% କିଭଳି ଚାର୍ଜ ରହିପାରିବ? ପୁରା ଚାର୍ଜ ଥିବା ମେଶିନ ଖୋଲିବା…
ଗଞ୍ଜେଇ ସହ କାର୍ ଜବତ: ୨ ଗିରଫ
ବାଲିଗୁଡ଼ା,୨୩ା୧୧(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଅବକାରୀ ବିଭାଗ ଗଞ୍ଜେଇ ଚୋରାଚାଲାଣ ବେଳେ ଚଢାଉ କରି କାର୍ ସହ ଦୁଇଜଣଙ୍କୁ ଗିରଫ କୋର୍ଟଚାଲାଣ କରିଛି। ସୂଚନାନୁଯାୟୀ, ଅବକାରୀ ବିଭାଗ ଗଞ୍ଜେଇ ଚାଲାଣ ହେଉଥିବା କୌଣସି ପ୍ରକାରେ ସୂଚନା ପାଇ ସାରଙ୍ଗଡ଼ ଥାନା…
ମହାରାଷ୍ଟ୍ର ବିଜୟକୁ ନେଇ ଖୁସିରେ ଗଦ୍ଗଦ୍ ପ୍ରଧାନମନ୍ତ୍ରୀ ମୋଦି, ଝାଡ଼ଖଣ୍ଡରେ ପରାଜୟକୁ ନେଇ କହିଦେଲେ ଏମିତି…
ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନଠାରୁ ଆରମ୍ଭ କରି ସାରା ଦେଶରେ ହୋଇଥିବା ଉପନିର୍ବାଚନରେ ଭାଜପାର ପ୍ରଚଣ୍ଡ ବିଜୟକୁ ନେଇ ଖୁସିରେ ଗଦ୍ଗଦ୍ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମହାରାଷ୍ଟ୍ର ନିର୍ବାଚନରେ ଏନ୍ଡିଏ କର୍ମୀଙ୍କ କଠିନ ପରିଶ୍ରମକୁ ସେ ପ୍ରଶଂସା କରିଛନ୍ତି। ଏଥିସହ…
ଧାର ଟଙ୍କା ମାଗିବାରୁ ନାବାଳକ ଛାତ୍ରଙ୍କୁ ଆକ୍ରମଣ
ଗୋପାଳପୁର,୨୩ା୧୧(ନବୀନ ରାଜ ଆଚାରୀ): ଧାର ଟଙ୍କା ମାଗିବାରୁ ନାବାଳକ ଛାତ୍ରଙ୍କୁ ଲୁହା ରୋଡ୍ରେ ଆକ୍ରମଣ କରିଥିବା ନେଇ ଶୁକ୍ରବାର ରାତିରେ ଗୋଳନ୍ଥରା ଥାନାରେ ଅଭିଯୋଗ ହୋଇଛି। ଏ ନେଇ ପୋଲିସ ହତ୍ୟା ଉଦ୍ୟମ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।…
ନିର୍ବାଚନ ଡେବ୍ୟୁରେ ଭାଇ ରାହୁଲଙ୍କୁ ପଛରେ ପକାଇଦେଲେ ପ୍ରିୟଙ୍କା, ୪ ଲକ୍ଷରୁ ଅଧିକ ଭୋଟ୍ରେ ବାଜିମାତ
ଓ୍ବାୟନାଡ଼,୨୩।୧୧: କେରଳର ଓ୍ବାୟନାଡ଼ ଲୋକ ସଭା ଆସନରୁ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିପୁଳ ଭୋଟ୍ରେ ବିଜୟ ଲାଭ କରିଛନ୍ତି। କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ୨୦୨୪ ସାଧାରଣ ନିର୍ବାଚନରେ ଓ୍ବାୟନାଡ଼ ଏବଂ ରାଏବରେଲି ଆସନରେ ଜିତି ଥିଲେ।…
Archives


