ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଜେଲ୍ ଗଲେ ବବି ଦାସଙ୍କ ଭାଇ
ଯାଜପୁର,୨୩।୧୧: ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇ ଜେଲ୍ ଯାଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ଆଜି ସକାଳେ ତାଙ୍କୁ ଗିରଫ କରାଯାଇ ଏସ୍ଡିଜିଏମ୍ଙ୍କ ବାସଭବନକୁ ଅଣାଯାଇଥିଲା। ଗତ ବିଳମ୍ବିତ ରାତିରେ ଯାଜପୁର…
ଝାଡଖଣ୍ଡରେ ହେମନ୍ତ ମ୍ୟାଜିକ୍: ବହୁମତ ପାର୍ କଲା ଜେଏମ୍ଏମ୍
ରାଞ୍ଚି,୨୩।୧୧:ଝାଡଖଣ୍ଡରେ ପୁଣି ହେମନ୍ତ ସୋରେନ୍ଙ୍କ ମ୍ୟାଜିକ୍ ଦେଖିବାକୁ ମିଳିଛି। ପ୍ରାରମ୍ଭିକ ଟେଣ୍ଡରେ ଇଣ୍ଡିଆ ମେଣ୍ଟ ବହୁମତ ପାର୍ କରିଛି। ଏହି ମେଣ୍ଟ ୫୧ ସିଟ୍ରେ ଆଗୁଆ ଥିବାବେଳେ ଏବଂ ଏନ୍ଡିଏ ମେଣ୍ଟ ୨୮ ଏବଂ ଅନ୍ୟ ୩ଟି ସିଟରେ ଆଗୁଆ ରହିଛି।…
ପ୍ରଚଣ୍ଡ ବିଜୟ ଅଭିମୁଖେ ପ୍ରିୟଙ୍କା ଗାନ୍ଧୀ: ଲକ୍ଷେରୁ ଅଧିକ ଭୋଟ୍ରେ ଆଗୁଆ
ୱାୟନାଡ,୨୩।୧୧: ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କ ଇସ୍ତଫା ପରେ ଖାଲି ପଡ଼ିଥିବା କେରଳର ୱାୟନାଡ ଲୋକ ସଭା ଆସନରେ ଉପ-ନିର୍ବାଚନ ପାଇଁ ଭୋଟ ଗଣନା ଚାଲିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ପ୍ରିୟଙ୍କା ଗାନ୍ଧୀ ଅଗ୍ରଣୀ ହାସଲ କରିଛନ୍ତି। ଭାଜପା ପଛରେ ପଡିଛି।…
ମହାରାଷ୍ଟ୍ରରେ ମହାବିଜୟ ମୁହାଁ ମହାୟୁତି: ୨୦୦ ପାର୍ କଲା ମେଣ୍ଟ
ପୁଣେ,୨୩।୧୧: ମହାରାଷ୍ଟ୍ରରେ ପୁଣି ମହାୟୁତି ଦ୍ବଦବା ଦେଖିବାକୁ ମିଳିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ମହାୟୁତି ବହୁମତଠାରୁ ବହୁ ଆଗରେ ଚାଲିଛି। ଭାଜପା ନେତୃତ୍ୱାଧୀନ ମହାୟୁତି ୨୧୩ଟି ଆସନରେ, କଂଗ୍ରେସ ନେତୃତ୍ୱାଧୀନ ମହା ବିକାଶ ଆଗାଡି ମିଳିତ ମେଣ୍ଟ ୬୨ଟି ଆସନରେ ଏବଂ ଅନ୍ୟମାନେ…
ଧରିତ୍ରୀ ୟୁଥ୍ କନକ୍ଲେଭ ୨୦୨୪ ଆରମ୍ଭ
ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍ କ୍ଲବଠାରେ ଆରମ୍ଭ ହୋଇଛି ଧରିତ୍ରୀ ୟୁଥ୍ କନକ୍ଲେଭ ୨୦୨୪। ୨ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମର ରେଜିଷ୍ଟ୍ରେସନ ସରିଛି। ପରେ ପ୍ରଥମ ଦିନର କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ପ୍ରଥମେ ଧରିତ୍ରୀ ଓ ଓଡ଼ିଶା ପୋଷ୍ଟର…
ବୁମ୍ରାଙ୍କ ବୋଲିଂ ଆଗରେ ଫେଲ୍ ମାରିଲା ଅଷ୍ଟ୍ରେଲିଆ: ୧୦୪ ରନ୍ରେ ଅଲଆଉଟ୍
ପର୍ଥ,୨୩।୧୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟରେ କଙ୍ଗାରୁ ଦଳ ମାଟି କାମୁଡିଛି। ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆର୧୦୪ ରନ୍ରେ ଅଲଆଉଟ୍ ହୋଇଛି। ଫଳରେ ଭାରତ ପ୍ରଥମ ଇନିଂସରେ ୪୬ ରନ୍ରେ ଆଗୁଆ ରହିଛି। ଦ୍ୱିତୀୟ ଦିନରେ କଙ୍ଗାରୁମାନେ ୬୭ ରନ୍ରେ ୭…
ବବି ଦାସଙ୍କ ଭାଇଙ୍କୁ ବାନ୍ଧିଲା ପୋଲିସ
ଯାଜପୁର,୨୩।୧୧: ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ତାଙ୍କୁ ଗିରଫ କରାଯାଇ ଏସ୍ଡିଜିଏମ୍ଙ୍କ ବାସଭବନକୁ ଅଣାଯାଇଛି। ତାଙ୍କୁ ଗିରଫ କରାଯାଇ ଏସ୍ଡିଜିଏମ୍ଙ୍କ ବାସଭବନକୁ ଅଣାଯାଇଛି। ଗତ ବିଳମ୍ବିତ…
ମହାରାଷ୍ଟ୍ରରେ ମହାୟୁତିକୁ ବହୁମତ: ପଛରେ ପଡ଼ିଲା ଏମ୍ଭିଏ
ପୁଣେ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ମତଗଣନା ଜାରି ରହିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ମହାୟୁତିକୁ ବହୁମତ ମିଳିଛି। ଭାଜପା ନେତୃତ୍ୱାଧୀନ ମହାୟୁତି ୯୭ଟି ଆସନରେ, କଂଗ୍ରେସ ନେତୃତ୍ୱାଧୀନ ମହା ବିକାଶ ଆଗାଡି ମିଳିତ ମେଣ୍ଡ ୫୧ଟି ଆସନରେ ଏବଂ ଅନ୍ୟମାନେ ୧୦ଟି…
ଧରିତ୍ରୀ ୟୁଥ୍ କନକ୍ଲେଭ ୨୦୨୪: ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍ କ୍ଲବଠାରେ ଆରମ୍ଭ ହୋଇଛି ଧରିତ୍ରୀ ୟୁଥ୍ କନକ୍ଲେଭ ୨୦୨୪। ୨ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ଦିନରେ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଛି। ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି।…
ଝାଡ଼ଖଣ୍ଡରେ କଡ଼ା ଟକ୍କର: ଆଗ-ପଛ ହେଉଛନ୍ତି ଇଣ୍ଡିଆ-ଏନ୍ଡିଏ ମେଣ୍ଟ
ରାଞ୍ଚି,୨୩।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନରେ ଭୋଟ ଗଣନା ଜାରି ରହିଛି। ପ୍ରାରମ୍ଭିକ ଟେଣ୍ଡରେ ଇଣ୍ଡିଆ ଏବଂ ଏନ୍ଡିଏ ମେଣ୍ଟ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଛି। ଏବେ ପୁଣି ରାଜ୍ୟରେ ୩୮ଟି ଆସନରେ ଭାଜପା ମିଳିତ ମେଣ୍ଟ ଆଗରେ ରହିଛି। ଜେଏମଏମ…
ବଡ଼ ଘୋଷଣା: ମୋଦିଙ୍କୁ ଗ୍ଲୋବାଲ ଶାନ୍ତି ପୁରସ୍କାର
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩।୧୧: ଆମେରିକାରେ ଭାରତୀୟ-ଆମେରିକୀୟମାନେ ଏକଜୁଟ ହୋଇ ଏକ ନୂତନ ସଂଖ୍ୟାଲଘୁ ସଂଗଠନ ଆରମ୍ଭ କରିଛନ୍ତି। ମେରିଲାଣ୍ଡର ଚର୍ଚ୍ଚରେ ଏକ କାର୍ଯ୍ୟକ୍ରମରେ ଆସୋସିଏସନ ଅଫ ଇଣ୍ଡିଆନ-ଆମେରିକୀୟ ମାଇନର୍ରିଟିଜ୍(ଏଆଇଏଏମ୍) ଶୁକ୍ରବାର ଉଦ୍ଘାଟିତ ହୋଇଛି। ଏହି ସଂଗଠନର ଉଦ୍ଦେଶ୍ୟ ଭାରତୀୟ-ଆମେରିକାରେ ପ୍ରବାସୀଙ୍କ ମଧ୍ୟରେ ସଂଖ୍ୟାଲଘୁଙ୍କୁ ଏକତ୍ର…
ଆଦାନୀଙ୍କୁ ଘଣ୍ଟ ଘୋଡ଼ାଉଛନ୍ତି ମୋଦି ସରକାର
ଭୁବନେଶ୍ୱର, ୨୩ା୧୧(ସୁନିତ୍ ମିଶ୍ର):୨ ହଜାର କୋଟି ଟଙ୍କା ଲାଞ୍ଚ ମାମଲାରେ ଆଦାନୀ ଗ୍ରୁପ୍ର ସମ୍ପୃକ୍ତି ଏବଂ ଆମେରିକାର କର୍ତ୍ତୃପକ୍ଷଙ୍କ ଅଭିଯୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଏବଂ କର୍ପୋରେଟ୍ ସ୍ବାର୍ଥ ମଧ୍ୟରେ ଗଭୀର ସମ୍ପର୍କ ରହିଛି। ସମଗ୍ର ବିଶ୍ୱରେ ଏହି ଘଟଣା…
Archives


