ଇରାନ-ଇସ୍ରାଏଲ୍ ଯୁଦ୍ଧ ମଧ୍ୟରେ ଚେତାବନୀ ଦେଲେ ଟ୍ରମ୍ପ: ତେହେରାନ ଖାଲି କର, ନଚେତ୍
ଜେରୁଜେଲମ,୧୭।୬: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ଏପର୍ଯ୍ୟନ୍ତ ସମାଧାନ ହୋଇନାହିଁ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିଷୟରେ ଏକ ସୋସିଆଲ ମିଡିଆ ପୋଷ୍ଟ ଶେୟାର କରିଛନ୍ତି। ସେ ସମସ୍ତଙ୍କୁ ଇରାନର ରାଜଧାନୀ ତେହେରାନ ଛାଡନ୍ତୁ ବୋଲି ଚେତାବନୀ…
ପ୍ରେମିକ ସହ ଫେରାର ହେଉଥିଲେ ନାବାଳିକା, ଧରିଲେ ମା’-ବାପା: ଆଉ ତା’ପରେ ଘଟିଲା…
ଭୁବନେଶ୍ୱର,୧୭ା୬ (ସତ୍ୟଜିତ୍ ରାଉତ):ମଞ୍ଚେଶ୍ୱର ଥାନା ଅଞ୍ଚଳରେ ସୋମବାର ଏକ ହାଇଡ୍ରାମା ଦେଖିବାକୁ ମିଳିଛି। ପ୍ରେମିକା ସହ ଫେରାର ବେଳେ ଜଣେ ନାବାଳିକାଙ୍କୁ କାବୁ କରିଛନ୍ତି ତାଙ୍କ ବାପା ଓ ମା’। ମିଳିଥିବା ସୂଚନା ଅନୁଯାୟୀ, ମଞ୍ଚେଶ୍ୱର ଅଞ୍ଚଳର ସମ୍ପୃକ୍ତ ନାବାଳିକା ଜଣକ…
ବରଗଡ଼ରେ ଧାନ କିଣାବିକା ସମସ୍ୟା ଅସମାହିତ: ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲା ସଂଯୁକ୍ତ କୃଷକ ସଂଗଠନ
ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ) -ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି । ଏ଼ହାସତ୍ତ୍ବେ ଜିଲାରେ ଧାନ କିଣାବିକା ସମସ୍ୟା ଅସମାହିତ ରହିଛି। ବିକ୍ରି ପାଇଁ ଚାଷୀମାନେ ମଣ୍ଡିକୁ ଧାନ ଆଣୁଛନ୍ତି। ମାତ୍ର ଅନେକ ଚାଷୀଙ୍କ ଧାନକୁ କ୍ରୟ…
ଘୂର୍ଣ୍ଣିବଳୟ ସକ୍ରିୟ: ୩ ଜିଲାରେ ଅତି ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୭ା୬(ଅନୁରାଧା ମହାରଣା):ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଶର୍ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତନଠାରୁ ବାୟୁମଣ୍ଡଳର ୩.୧ କିମିରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ବିଦର୍ଭ ଓ ଛତିଶଗର କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର…
୩ ବର୍ଷ ବିତିଲା, ମିଳିଲାନି ଶ୍ରମିକଙ୍କ ପାଉଣା
ନୂଆପଡ଼ା,୧୭ା୬ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଏମ୍ଜିଏନ୍ଆର୍ଇଜିଏସ୍ରେ କାମକରି ବର୍ଷ ବର୍ଷ ବିତିଯାଇଥିଲେ ମଧ୍ୟ ଶ୍ରମିକଙ୍କୁ ପାଉଣା ମିଳୁନାହିଁ। କୋମନା ବ୍ଲକ୍ ସିଲଭା ପଞ୍ଚାୟତ ପଟପରପାଲି ଗାଁରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଗ୍ରାମରେ ଜଙ୍ଗଲ ସୁରକ୍ଷା ସହ ମାଟିକ୍ଷୟ ରୋକିବା ପାଇଁ…
ମଡେଲ୍ଙ୍କ ବେକ କାଟି ଫୋପାଡିଦେଲେ: ବୟଫ୍ରେଣ୍ଡଙ୍କ ଉପରେ ବଢୁଛି ସନ୍ଦେହ
ସୋନେପତ, ୧୭।୬:ହରିୟାଣାର ଉଦୀୟମାନ ମ୍ୟୁଜିକ୍ ଭିଡିଓ ଆର୍ଟିଷ୍ଟ ତଥା ମଡେଲ ଶୀତଲ ଓରଫ ସିମ୍ମୀ ଚୌଧୁରୀ (୨୩)ଙ୍କର ମୃତଦେହ ସୋମବାର ସୋନେପତର ଖରଖୋଦା ଥାନା ଅଞ୍ଚଳରେ ଥିବା ଏକ କେନାଲ ନିକଟରୁ ମିଳିଛି। ୨ ଦିନ ତଳେ ଶୀତଲ ଶୁଟିଂ ପାଇଁ…
ସାପକୁ ଚୁମ୍ବନ ଦେଉଥିଲେ, ଏମିତି ଘଟିଲା ସହଜେ କରିପାରିବେନି ବିଶ୍ୱାସ
ମୋରାଦାବାଦ,୧୭ା୬:ଉତ୍ତରପ୍ରଦେଶର ଅମରୋହା ଜିଲା ହୈବତପୁର ଗ୍ରାମରେ ଜଣେ ବ୍ୟକ୍ତି ରିଲ୍ସ ପାଇଁ ସାପକୁ ଚୁମ୍ବନ ଦେବାକୁ ଚେଷ୍ଟା କରୁଥିବା ବେଳେ ସାପ ତାଙ୍କ ଜିଭକୁ ଚୋଟ ଦେଇଥିଲା। ଏବେ ସେ ଗୁରୁତର ଅବସ୍ଥାରେ ଆଇସିୟୁରେ ଚିକିତ୍ସିତ ହେଉଛନ୍ତି। ସ୍ଥାନୀୟ ଲୋକଙ୍କ ସୂଚନା…
ଭାଉଜଙ୍କୁ ଆକ୍ରମଣ ଘଟଣା: ଜେଲ ଗଲେ ଦିଅର
ଦିଗପହଣ୍ଡି,୧୬୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗିି ଗ୍ରାମର ଗାଣ୍ଡୁ ବେହେରାଙ୍କୁ ସୋମବାର ପାଟପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।ଥାନା ମାମଲା ନଂ.୪୨୭/୨୪ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ…
ବେପରୁଆ ଗାଡିଚାଳନା ହେଲା କାଳ: ଟ୍ରକ ଧକ୍କାରେ ଜଣଙ୍କ ଜୀବନ ଗଲା,୨ ଗୁରୁତର ଆହତ
ଭବାନୀପାଟଣା/ଜୁନାଗଡ଼,୧୬।୬(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ସୋମବାର ମଧ୍ୟାହ୍ନରେ ଟ୍ରକ ଧକ୍କାରେ ଜଣେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୨ ବାଇକ ଚାଳକ ଗୁରୁତର ଆହତ ହୋଇଛନ୍ତି। ମୃତ ବାଇକ ଚାଳକଙ୍କ ନାମ ଜଗଦୀଶ ଧଙ୍ଗଡାମାଝୀ…
ଅଷ୍ଟମ ବେତନ କମିଶନରେ ଅବସରପ୍ରାପ୍ତ କର୍ମଚାରୀଙ୍କୁ ଅଣଦେଖା
ଭଞ୍ଜନଗର,୧୬।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଓଡ୍ର ଖଣ୍ଡାୟତ କାଳିଞ୍ଜି ସମାଜ ଗୃହ ଠାରେ ସୋମବାର ଭଞ୍ଜନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଏବଂ ବ୍ଲକର ସମସ୍ତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ଏକ ବୈଠକ ହୋଇଥିଲା । ଏଥିରେ ସଭାପତି ବିଭୁତି ଭୂଷଣ…
ଝାଡାବାନ୍ତି ସ୍ଥିତି ସାଂଘାତିକ: ଧର୍ମଶାଳାରେ ହୋଟେଲ, ଜଳଖିଆ ଦୋକାନ ବନ୍ଦ
ଧର୍ମଶାଳା,୧୬।୬(ଶିବ ପ୍ରସାଦ ମହାନ୍ତି): ଯାଜପୁରରେ ଝାଡାବାନ୍ତି ସ୍ଥିତି ସାଂଘାତିକ ହେବା ପରେ ଧର୍ମଶାଳା ତହସିଲ ପ୍ରଶାସନ ପକ୍ଷରୁ କଟକଣା ଲାଗୁ କରାଯାଇଛି। ଧର୍ମଶାଳା ତହସିଲ ଅଧୀନରେ ଥିବା ସମସ୍ତ ହୋଟେଲ, ଢାବା, ତେଲଭାଜି ଦୋକାନ, ମିଠା ଦୋକାନ, ଫାଷ୍ଟଫୁଡ଼/ଚାଟ/ଗୁପଚୁପ ଦୋକାନ, ଆଇସକ୍ରିମ…
ଇରାନ ଅପେକ୍ଷା ଅଧିକ ଭୟଭୀତ ପାକିସ୍ତାନ: ଭୟରେ କହିଲା, ଆମେ ଧ୍ୱଂସ ପାଇଯିବୁ
ଇସଲାମାବାଦ୍,୧୬।୬: ମଧ୍ୟପ୍ରାଚ୍ୟରେ ଘଟୁଥିବା ଘଟଣାଗୁଡ଼ିକର ପ୍ରତିଧ୍ୱନି ଏବେ ପାକିସ୍ତାନରେ ମଧ୍ୟ ଶୁଣାଯାଉଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଆରମ୍ଭ ହୋଇଥିବା ସଂଘର୍ଷ ଏବେ ପରମାଣୁ ଅସ୍ତ୍ରଶସ୍ତ୍ର ଆଲୋଚନାକୁ ନେଇ ଆରମ୍ଭ ହୋଇଛି ଏବଂ ଏହା ହିଁ ପାକିସ୍ତାନକୁ ଥରହର କରିଛି। ଇସ୍ରାଏଲ…
Archives


