ବିଳମ୍ବରେ ହେଲେ ବି ବୁଦ୍ଧି ଉଦୟ ହେଲା, କାହିଁକି ଏମିତି କହିଲେ ଜୟନାରାୟଣ
ଭୁବନେଶ୍ୱର,୧୯ା୧: ପୂର୍ବତନ ମନ୍ତ୍ରୀ ତଥା ପଶ୍ଚିମ ଓଡ଼ିଶାର ଜଣାଶୁଣା ରାଜନେତା ନବ ଦାସଙ୍କ ହତ୍ୟାକାଣ୍ଡ ଏବେବି ରହସ୍ୟ ଘେରରେ ରହିଛି । ଝାରସୁଗୁଡା କୋର୍ଟରେ ଏହି ମାମଲାର ବିଚାର ଚାଲିଥିବାବେଳେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରି ଏହି ମାମଲାରେ ଚାର୍ଜଶିଟ୍ ଦାଖଲ…
ହରିୟାଣାରେ ଭୟଙ୍କର ଦୁର୍ଘଟଣା: ମନୁ ଭାକରଙ୍କ ଆଈ-ମାମୁଁଙ୍କ ମୃତ୍ୟୁ, ପରିବାରରେ ଶୋକର ଲହର
ଚଣ୍ଡିଗଡ଼,୧୯।୧: ଅନ୍ତର୍ଜାତୀୟ ଶୁଟିଂ ଖେଳାଳି ମନୁ ଭାକରଙ୍କ ପରିବାରକୁ ଏକ ବଡ଼ ଝଟ୍କା ଲାଗିଛି। ହରିୟାଣା ମହେନ୍ଦ୍ରଗଡ଼ ବାଇପାସ୍ ରାସ୍ତାରେ ଏକ ଦୁର୍ଘଟଣାରେ ତାଙଙ୍କ ଆଈ ଏବଂ ମାମୁଁଙ୍କ ମୃତ୍ୟୁ ଘଟିଛି। ଏହା ଜଣାପଡ଼ିବା ପରେ ପରିବାରରେ ଶୋକର ଲହରୀ ଖେଳି…
ଶୀତରେ ଥରୁଛି ଜି. ଉଦୟଗିରି, ସର୍ବନିମ୍ନ ୪.୮ ଡିଗ୍ରୀ ତାପମାତ୍ରା ରେକର୍ଡ
ଜି.ଉଦୟଗିରି,୧୯।୧(ଶିଶିର ପଟ୍ଟନାୟକ): ହାଡ଼ ଭଙ୍ଗା ଶୀତରେ ଥରୁଛି ରାଜ୍ୟର ଶୀତଳ ସହର ଭାବେ ପରିଚିତ ଜି.ଉଦୟଗିରି । ରବିବାର ଏଠାରେ ସର୍ବନିମ୍ନ ତାପମାତ୍ରା ୪. ୮ ଡିଗ୍ରୀ ସେଲସିୟସ ରେକର୍ଡ କରଯାଇଛି। ସେହିପରି ଶନିବାର ସହରର ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ…
‘ଏମରଜେନ୍ସି ଏମିତି ଏକ କ୍ୟାପସୁଲ..,’ କଙ୍ଗନାଙ୍କ ମୁଭି ଦେଖି କ’ଣ କହିଲେ ସଦ୍ଗୁରୁ ଜାଣନ୍ତୁ
ମୁମ୍ବାଇ,୧୯।୧: ଇଶା ଫାଉଣ୍ଡେସନର ପ୍ରତିଷ୍ଠାତା ଏବଂ ଆଧ୍ୟାତ୍ମିକ ଗୁରୁ ସଦଗୁରୁ ଜଗ୍ଗି ବାସୁଦେବ ସୋସିଆଲ ମିଡିଆରେ କଙ୍ଗନା ରାଣାୱତଙ୍କ ଫିଲ୍ମ ‘ଏମରଜେନ୍ସି’ର ପ୍ରଶଂସା କରିଛନ୍ତି। ସେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଲେଖିଛନ୍ତି ଯେ ଏହି ଫିଲ୍ମଟି ଆମ ଇତିହାସର ଜଟିଳ…
ରହସ୍ୟମୟୀ ରୋଗରେ ୧୬ ଜଣଙ୍କ ମୃତ୍ୟୁ, ମୁତୟନ ହେଲେ ସେନା
ଶ୍ରୀନଗର,୧୯।୧: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ନିର୍ଦ୍ଦେଶରେ ଗଠିତ ଏକ ଆନ୍ତଃମନ୍ତ୍ରାଳୟ ବିଶେଷଜ୍ଞ ଦଳ ରବିବାର ରାଜୌରୀ ଜିଲାର ବୁଢାଲ ଗ୍ରାମ ପରିଦର୍ଶନ କରିବା ପାଇଁ ଏଠାକୁ ଆସିବେ। ଗତ ଗୋଟିଏ ମାସ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଜମ୍ମୁ ଓ…
ଝିଅ ବିବାହ ଲାଗି ଗାଁକୁ ଆସିଥିଲେ, ପୋଖରୀ ହୁଡ଼ାରୁ ମିଳିଲା ବାପାଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ
ସୋରଡ଼ା,୧୯।୧(ରଜନୀ ମହାପାତ୍ର): ଝିଅକୁ ବିବାହ କରାଇବା ଲାଗି ଗାଁକୁ ଆସିଥିଲେ ବାହାର ରାଜ୍ୟରେ ଦାଦନ ଖଟିବାକୁ ଯାଇଥିବା ବାପା। ହେଲେ ତା’ ପୂର୍ବରୁ ପୋଖରୀ ହୁଡ଼ାରୁ ମିଳିଛି ତାଙ୍କର ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ। ଗଞ୍ଜାମ ଜିଲା ବଡଗଡ ଥାନା ରାଇବନ୍ଧ ଗ୍ରାମରେ…
ଯୁଦ୍ଧ ପାଇଁ ଜାପାନରୁ ପ୍ରୟାଗରାଜ, ରୁଷିଆ-ୟୁକ୍ରେନ ଯୁଦ୍ଧ ବନ୍ଦ କରିବାକୁ ମହାକୁମ୍ଭରେ ହେବ ଯଜ୍ଞ
ପ୍ରୟାଗରାଜ/ଟୋକିଓ,୧୯।୧: ଜାପାନରୁ ମହାମଣ୍ଡଳେଶ୍ୱର ଯୋଗ ମାତା କୈଲାଦେବୀ (ପୂର୍ବ ନାମ କେଇକୋ ଆଇକାୱା)ଙ୍କ ପ୍ରାୟ ୧୫୦ ଜଣ ଜାପାନୀ ଶିଷ୍ୟ ଜାନୁଆରୀ ୨୬ ତାରିଖରେ ମହାକୁମ୍ଭକୁ ଆସି ଗଙ୍ଗାରେ ବୁଡ଼ ପକାଇବେ। ଜାପାନୀ ବଂଶୋଦ୍ଭବ କେଇକୋ ଆଇକାୱାଙ୍କୁ ଜୁନା ଆଖରା କୈଲାଦେବୀ…
ପ୍ରତ୍ୟେହ ଖାଆନ୍ତୁ ୭/୮ କିସ୍ମିସ୍: ବଢ଼ିବ ରୋଗ ପ୍ରତିରୋଧକ ଶକ୍ତି, ସୁଗାର୍ ଲେଭଲ୍ଠାରୁ…
କିସ୍ମିସ୍ ଖାଇବା ଦ୍ୱାରା ବି ଶରୀରକୁ ଅନେକ ଉପକାର ମିଳିଥାଏ। ଯେମିତିକି: ଏହା ଆଖି ପାଇଁ ବହୁତ ଉପକାରୀ। କୁହାଯାଏ, ପ୍ରତିଦିନ ୭/୮ଟି କିସ୍ମିସ୍ ଖାଇବା ଦ୍ୱାରା ଆଖିର ଦୃଷ୍ଟି ଶକ୍ତି ବୃଦ୍ଧି ପାଇଥାଏ। ତା’ଛଡ଼ା ନିୟମିତ ଏହାକୁ ଖାଇଲେ ଶରୀରରେ…
ବେଡ୍ରୁମ୍ରେ ଭୁଲ୍ରେ ବି ରଖନ୍ତୁ ନାହିଁ ଏସବୁ ଜିନିଷ, ଖୁସିର ସଂସାରରେ ବଢ଼ିଯିବ ମନୋମାଳିନ୍ୟ…
ବାସ୍ତୁଶାସ୍ତ୍ର ଅନୁଯାୟୀ, ଜାଣତରେ ହେଉ କି ଅଜାଣତରେ ଆମେ ବେଳେବେଳେ ଏମିତି କିଛି ଜିନିଷ ବେଡ୍ରୁମ୍ରେ ରଖି ଦେଇଥାଉ; ଯାହା ପରବର୍ତ୍ତୀ ସମୟରେ ନକାରାତ୍ମକ ଊର୍ଜ୍ଜା ସୃଷ୍ଟି କରିବା ସହ ପତିପତ୍ନୀଙ୍କ ସମ୍ପର୍କରେ ସମସ୍ୟା ଉପୁଜାଇଥାଏ… * ଘରକୁ ଆସ୍ଥେଟିକ୍ ଲୁକ୍…
‘କୁମ୍ଭରେ ବିବିଧତାରେ ଏକତାର ଉତ୍ସବ ପାଳନ କରାଯାଉଛି,’ ‘ମନ କି ବାତ’ କାର୍ଯ୍ୟକ୍ରମରେ ଏମିତି କହିଲେ ମୋଦି
ନୂଆଦିଲ୍ଲୀ,୧୯।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କର ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ମାଧ୍ୟମରେ ଲୋକଙ୍କୁ ସମ୍ବୋଧିତ କରିଥିଲେ। ଏହା ତାଙ୍କର ୧୧୮ତମ ଏପିସୋଡ, ଯେଉଁଥିରେ ସେ ମହାକୁମ୍ଭ ଏବଂ ସମ୍ବିଧାନ ସମେତ ଅନେକ ପ୍ରସଙ୍ଗରେ ନିଜର ମତାମତ ପ୍ରକାଶ…
‘ଦେଶର ସୁରକ୍ଷାରେ ଏନ୍ଡିଆର୍ଏଫ୍ ଟିମ୍ର ଅବଦାନ ଅତୁଳନୀୟ’
ପ୍ରତିବର୍ଷ ଜାନୁଆରୀ ୧୯ରେ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବାହିନୀ (ଏନ୍ଡିଆର୍ଏଫ୍) ପ୍ରତିଷ୍ଠା ଦିବସ ପାଳନ କରାଯାଏ। ୨୦୦୬ରେ ଏହି ବାହିନୀ ଗଠନ ହେବା ପରଠାରୁ କର୍ମଚାରୀମାନେ ଦେଶରେ ବିପର୍ଯ୍ୟୟ ବିପଦ ହ୍ରାସ (ଡିଆର୍ଆର୍) ପାଇଁ ବିପର୍ଯ୍ୟୟ ପରିଚାଳନା ଏବଂ ସାମୁଦାୟିକ ସଚେତନତାରେ…
ବାରଖମା ପଞ୍ଚାୟତକୁ ନୂଆ ବ୍ଲକ ଗଠନ ଦାବି
ବାଲିଗୁଡ଼ା,୧୮ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ବାରଖମାକୁ ନୂତନ ବ୍ଲକ ଘୋଷଣା ଦାବିରେ ଶନିବାର ୧୫ ନମ୍ବର ଜିଲାପରିଷଦ ଜୋନ୍ର ୮ ପଞ୍ଚାୟତର ଶତାଧିକ ଲୋକ ନିଜ ନିଜ ପାରମ୍ପରିକ ବେଶଭୂଷା ସହ ଅସ୍ତ୍ରଶସ୍ତ୍ର ଧରି ବାଲିଗୁଡ଼ାରେ ଗର୍ଜନ…
Archives


