‘କୁମ୍ଭରେ ବିବିଧତାରେ ଏକତାର ଉତ୍ସବ ପାଳନ କରାଯାଉଛି,’ ‘ମନ କି ବାତ’ କାର୍ଯ୍ୟକ୍ରମରେ ଏମିତି କହିଲେ ମୋଦି
ନୂଆଦିଲ୍ଲୀ,୧୯।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କର ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ମାଧ୍ୟମରେ ଲୋକଙ୍କୁ ସମ୍ବୋଧିତ କରିଥିଲେ। ଏହା ତାଙ୍କର ୧୧୮ତମ ଏପିସୋଡ, ଯେଉଁଥିରେ ସେ ମହାକୁମ୍ଭ ଏବଂ ସମ୍ବିଧାନ ସମେତ ଅନେକ ପ୍ରସଙ୍ଗରେ ନିଜର ମତାମତ ପ୍ରକାଶ…
‘ଦେଶର ସୁରକ୍ଷାରେ ଏନ୍ଡିଆର୍ଏଫ୍ ଟିମ୍ର ଅବଦାନ ଅତୁଳନୀୟ’
ପ୍ରତିବର୍ଷ ଜାନୁଆରୀ ୧୯ରେ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବାହିନୀ (ଏନ୍ଡିଆର୍ଏଫ୍) ପ୍ରତିଷ୍ଠା ଦିବସ ପାଳନ କରାଯାଏ। ୨୦୦୬ରେ ଏହି ବାହିନୀ ଗଠନ ହେବା ପରଠାରୁ କର୍ମଚାରୀମାନେ ଦେଶରେ ବିପର୍ଯ୍ୟୟ ବିପଦ ହ୍ରାସ (ଡିଆର୍ଆର୍) ପାଇଁ ବିପର୍ଯ୍ୟୟ ପରିଚାଳନା ଏବଂ ସାମୁଦାୟିକ ସଚେତନତାରେ…
ବାରଖମା ପଞ୍ଚାୟତକୁ ନୂଆ ବ୍ଲକ ଗଠନ ଦାବି
ବାଲିଗୁଡ଼ା,୧୮ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ବାରଖମାକୁ ନୂତନ ବ୍ଲକ ଘୋଷଣା ଦାବିରେ ଶନିବାର ୧୫ ନମ୍ବର ଜିଲାପରିଷଦ ଜୋନ୍ର ୮ ପଞ୍ଚାୟତର ଶତାଧିକ ଲୋକ ନିଜ ନିଜ ପାରମ୍ପରିକ ବେଶଭୂଷା ସହ ଅସ୍ତ୍ରଶସ୍ତ୍ର ଧରି ବାଲିଗୁଡ଼ାରେ ଗର୍ଜନ…
ଧନୁଯାତ୍ରା ଦେଖିବାକୁ ଆସି ଯୁବତୀଙ୍କୁ ବଳାତ୍କାର ମାମଲା: ପୀଡ଼ିତାଙ୍କ ପୋଷାକ ନେଇ ପ୍ରଶ୍ନ ଉଠାଇଲା କଂଗ୍ରେସ
ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଧନୁଯାତ୍ରା ମହୋତ୍ସବ ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲାକୁ ନେଇ ଏବେ ବରଗଡ଼ ସହର ଉଠୁଛି ଓ ପଡ଼ୁଛି। ଏଭଳି ସ୍ଥିତିରେ ଏହି ମାମଲାକୁ ନେଇ ଜିଲା କଂଗ୍ରେସ ଏକ ସଙ୍ଗୀନ…
ଚିଲିକାରେ କମିଲା ବିଦେଶୀ ପକ୍ଷୀ ସଂଖ୍ୟା
ଖୋର୍ଦ୍ଧା,୧୮ା୧: ଚଳିତବର୍ଷ ଚିଲିକାରେ କମିଛି ବିଦେଶୀ ପକ୍ଷୀଙ୍କ ସଂଖ୍ୟା। ଚଳିତ ବର୍ଷ ୧୧ ଲକ୍ଷ ୨୭ ହଜାର ୨୨୮ ପକ୍ଷୀଙ୍କ ସଂଖ୍ୟା ରହିଛି। ତେବେ ଗତବର୍ଷ ତୁଳନାରେ ୧୦ ହଜାର ୫୩୧ କମ୍ ବିଦେଶୀ ପକ୍ଷୀ ରହିଥିବା ଗଣନାରୁ ଜଣାପଡ଼ିଛି। ପକ୍ଷୀଙ୍କ…
ବଡ଼ ଘୋଷଣା କଲେ ରୋହିତ ଶର୍ମା: ଜାଣନ୍ତୁ…
ନୂଆଦିଲ୍ଲୀ,୧୮।୧: ଟିମ୍ ଇଣ୍ଡିଆର ବରିଷ୍ଠ ଖେଳାଳି ଘରୋଇ କ୍ରିକେଟ ଖେଳିବା ନେଇ ଲଗାତାର ଭାବେ ଚର୍ଚ୍ଚାରେ ଅଛନ୍ତି। ଏଭଳି ସମୟରେ ଟିମ୍ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ବଡ଼ ନିଷ୍ପତ୍ତି ନେଇଛନ୍ତି। ଆଗାମୀ ଦିନରେ ସେ ମୁମ୍ବାଇ ପକ୍ଷରୁ ରଣଜୀ ଖେଳୁଥିବା…
୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଆମ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮ା୧: ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ଆମର ଲକ୍ଷ୍ୟ ବୋଲି ଶନିବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ସମ୍ଭାବନାର ରାଜ୍ୟ, ଦେଶର ଗ୍ରୋଥ୍ ଇଞ୍ଜିନ ଭାବେ କାମ କରିବ। ଭିତ୍ତିଭୂମି…
ବାଂଲାଦେଶ ସୀମାରେ ମହାଭାରତ
ଢାକା/କୋଲକାତା,୧୮।୧: ପଶ୍ଚିମବଙ୍ଗର ବାଂଲାଦେଶ ସୀମାରେ ଏକ ବଡ଼ ଉତ୍ତେଜନା ଦେଖାଦେଇଥିଲା। ବାଡ଼ ଅଭାବରୁ, ଶହ ଶହ ବାଂଲାଦେଶୀ ଚାଷୀ ଭାରତରେ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ। ଫସଲ କାଟି ନେଇଯିବାକୁ ଚେଷ୍ଟା କରିଥିଲେ। କିନ୍ତୁ ପରେ ସେଠାକାର ଚାଷୀମାନେ ଏହା ଜାଣିପାରିଲେ…
ଭାଜପା ଛାଡ଼ି ବିଜେଡିରେ ଯୋଗଦେଲେ ସରପଞ୍ଚ, ପଞ୍ଚାୟତ ପ୍ରତିନିଧି
ହିଞ୍ଜିଳିକାଟୁ,୧୮ା୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀରୁ ଶନିବାର ବିଭିନ୍ନ ପଞ୍ଚାୟତ ଜନପ୍ରତିନିଧି ଓ କର୍ମୀ ବିଜେଡିରେ ଯୋଗ ଦେଇଛନ୍ତି। ଭାଜପା ଛାଡ଼ି ସେମାନେ ବିଜେଡିରେ ଯୋଗ ଦେଇଥିବା କହିଛନ୍ତି। ବୁରୁପଡ଼ା ସରପଞ୍ଚ ସନ୍ତୋଷିନୀ ବେହେରାଙ୍କ ସମେତ ପଞ୍ଚାୟତ ପ୍ରତିନିଧି…
ସୁପ୍ରିମକୋର୍ଟରେ ଫୁଟିଲା ଗୁଳି, ୨ ବିଚାରପତି ମୃତ
ତେହରାନ,୧୮।୧: ଇରାନର ରାଜଧାନୀ ତେହେରାନରେ ଥିବା ସୁପ୍ରିମକୋର୍ଟ କୋଠାରେ ଜଣେ ଆକ୍ରମଣକାରୀ ଗୁଳି ଚଳାଇବାରୁ ୨ଜଣ ବିଚାରପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଇରାନୀ ଗଣମାଧ୍ୟମ ଅନୁସାରେ, ଗୁଳିଚାଳନା ସମୟରେ ଜଣେ ବ୍ୟକ୍ତି ଆହତ ମଧ୍ୟ ହୋଇଛନ୍ତି। ନ୍ୟାୟପାଳିକା ଦ୍ୱାରା ଜାରି ଏକ…
‘ଆମେ ପରସ୍ପର ଉପରେ ଭରସା କରୁ’, ରୋହିତ ଶର୍ମା କହିଲେ ହେଡ କୋଚଙ୍କ ସହ ନାହିଁ କୌଣସି ମତଭେଦ
ନୂଆଦିଲ୍ଲୀ,୧୮।୧: ଭାରତୀୟ ଅଧିନାୟକ ରୋହିତ ଶର୍ମା କହିଛନ୍ତି ଯେ ତାଙ୍କର ଏବଂ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କ ମଧ୍ୟରେ ଭଲ ସମ୍ପର୍କ ରହିଛି। ୱେଷ୍ଟଇଣ୍ଡିଜ ଏବଂ ଆମେରିକାରେ ପୁରୁଷ ଟି-୨୦ ବିଶ୍ୱକପ ବିଜୟ ପରେ ରାହୁଲ ଦ୍ରାବିଡ ମୁଖ୍ୟ ପ୍ରଶିକ୍ଷକ ପଦରୁ…
ଏମ୍ପିଙ୍କୁ ଜୀବନସାଥୀ କରିବେ ରିଙ୍କୁ ସିଂ, ଭାବି ଶ୍ୱଶୁର କହିଦେଲେ ସତ…
ନୂଆଦିଲ୍ଲୀ,୧୮।୧: ଭାରତର ତାରକା କ୍ରିକେଟର ରିଙ୍କୁ ସିଂଙ୍କ ନିର୍ବନ୍ଧ ହୋଇସାରିଥିବା ନେଇ ଖବର ସାମ୍ନାକୁ ଆସିଥିଲା। ସମାଜବାଦୀ ପାର୍ଟି ଏମ୍ପି ପ୍ରିୟା ସରୋଜଙ୍କ ସହ ଲକ୍ଷ୍ନୌରେ ସେ ନିର୍ବନ୍ଧ କରିଥିବା କୁହାଯାଇଥିଲା। ଏହାର କିଛି ଫଟୋ ଭାଇରାଲ ହୋଇଥିଲା। ହେଲେ ଏହା…
Archives


