ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…
ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ ୮ଟା ୩୦ ସୁଦ୍ଧା ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଉପକୂଳ ଓଡ଼ିଶା, ଝାଡ଼ଖଣ୍ଡ ଏବଂ…
କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…
ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗ କୋବ୍ରା) ସାପକୁ ବନ ବିଭାଗ ସଫଳତାର…
ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା
ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା ପୂର୍ବତନ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡାଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକୋର୍ଟରୁ ଜାମିନ…
ଘୁମୁସର ବନଖଣ୍ଡରେ ୯୪ ହାତୀ: ଧାନ ଫସଲ ନଷ୍ଟ କରୁଛନ୍ତି ହାତୀପଲ, ଚିନ୍ତାରେ ଚାଷୀ
ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଘୁମୁସର ଉତ୍ତର ଓ ଘୁମୁସର ଦକ୍ଷିଣ ବନଖଣ୍ଡରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ସୋମବାର ସୁଦ୍ଧା ଦୁଇ ବନଖଣ୍ଡର ବିଭିନ୍ନ ଅଞ୍ଚଳରେ ପ୍ରାୟ ୯୪ରୁ ଊଦ୍ଧର୍ବ ହାତୀ ଥିବା ଜଣାପଡ଼ିଛି। ସନ୍ଧ୍ୟା ହେଲେ ହାତୀପଲ…
ଆଶ୍ଚର୍ଯ୍ୟ ହେଲେ ବି ସତ: ଗୋଟିଏ ମ୍ୟାଚ୍ରେ ଦୁଇଥର ଭାଙ୍ଗିଲା ଗୋଟିଏ ବିଶ୍ୱରେକର୍ଡ, ଅନ୍ତର୍ଜାତୀୟ T20ରେ ଘଟିଲା…
ନୂଆଦିଲ୍ଲୀ,୧।୯: ୨୦୨୭ ଦିନିକିଆ ବିଶ୍ୱକପର ତିନି ସହ ଆୟୋଜକ ନାମ୍ବିଆ, ଜିମ୍ବାୱେ ଏବଂ ଦକ୍ଷିଣ ଆଫ୍ରିକା। ବର୍ତ୍ତମାନ ପରସ୍ପର ବିପକ୍ଷରେ ଏକ T20 ସିରିଜରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏହି ତ୍ରିକୋଣୀୟ T20 ସିରିଜର ତୃତୀୟ ମ୍ୟାଚ ଅଗଷ୍ଟ ୩୧ରେ ଜିମ୍ବାୱେ ଏବଂ…
ଗୋଟିଏ T20 ମ୍ୟାଚ୍ରେ ଦୁଇଟି ଶତକ! CPLରେ ଇତିହାସ ସୃଷ୍ଟି କଲେ ଏହି କ୍ରିକେଟର୍, ଜାଣନ୍ତୁ ରୋଚକ ଘଟଣା
ନୂଆଦିଲ୍ଲୀ,୧।୯: କାରିବିଆନ ପ୍ରିମିୟର ଲିଗ (CPL) ରେ ଅନେକ ବ୍ୟାଟସମ୍ୟାନ ଶତକ ମାରିଛନ୍ତି। ଏହି ୱେଷ୍ଟଇଣ୍ଡିଜ ଟି-୨୦ ଲିଗରେ ଏପର୍ଯ୍ୟନ୍ତ ମୋଟ ୩୬ ଶତକ ମାରିଛନ୍ତି। କିନ୍ତୁ ଏହି ଲିଗ୍ରେ ଏମିତି ଜଣେ ବ୍ୟାଟ୍ସମ୍ୟାନ୍ ଅଛନ୍ତି, ଯିଏ ଗୋଟିଏ ମ୍ୟାଚ୍ରେ ଦୁଇଟି…
ସମୁଦ୍ରରେ ବୁଡ଼ିଯିବେ କୋଟି କୋଟି ଲୋକ! ନେପାଳ ବିତ୍ପାତ ପରେ ଭାରତର ୨ଟି ସହରକୁ UNର ଭୟଙ୍କର ଚେତାବନୀ?
ନୂଆଦିଲ୍ଲୀ,୧।୯: ସମୁଦ୍ର ପତନ ବୃଦ୍ଧି ପାଇବା ଯୋଗୁଁ କୋଲକାତା ଏବଂ ମୁମ୍ୱାଇର ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇପାରନ୍ତି ବୋଲି ମିଳିତ ଜାତିସଂଘର ରିପୋର୍ଟରେ ଚେତାବନୀ ଦିଆଯାଇଛି। ସମୁଦ୍ର ପତନ ବୃଦ୍ଧି ହେବା କାରଣରୁ କୋଲକାତା ଏବଂ ମୁମ୍ୱାଇରେ ବାସ କରୁଥିବା…
ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଜନ୍ତରମନ୍ତର ଆନ୍ଦୋଳନରେ ଛାତ୍ରଙ୍କ ବିରୋଧରେ ହୋଇଥିବା ସବୁ ଏଫଆଇଆର ରଦ୍ଦ
ନୂଆଦିଲ୍ଲୀ,୧।୯: ସୁପ୍ରିମକୋର୍ଟ ଯନ୍ତରମନ୍ତର ଆନ୍ଦୋଳନ ସମୟରେ ପ୍ରଦର୍ଶନକାରୀ ଛାତ୍ରୀଛାତ୍ରଙ୍କ ବିରୋଧରେ ରୁଜୁ ହୋଇଥିବା ଏଫଆଇଆରକୁ ରଦ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣି ସମୟରେ ପ୍ରଧାନ ବିଚାରପତି (ସିଜେଆଇ) ସୂର୍ଯ୍ୟକାନ୍ତ କହିଛନ୍ତି ଯେ ଯଦି କୌଣସି ରାଜ୍ୟରେ ଏହି ମାମଲାକୁ ନେଇ ଅନ୍ୟ…
ମୋଦିଙ୍କ ଫଟୋକୁ ହଟାଇଦେଲା ପାକିସ୍ତାନ: ଲଜ୍ଜାଜନକ କାମ ଦେଖି ସମସ୍ତେ ଆଶ୍ଚର୍ଯ୍ୟ
ଇସଲାମାବାଦ୍,୧।୯: ପାକିସ୍ତାନ ପୁଣି ଥରେ ବିଶ୍ୱ ସମ୍ମୁଖରେ ଏକ ଲଜ୍ଜାଜନକ ମନୋଭାବ ପ୍ରଦର୍ଶନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ SCO ଶିଖର ସମ୍ମିଳନୀ ୨୦୨୬ ଗ୍ରୁପ ଫଟୋରୁ ବାହାର କରିଦେଇଛି ଏବଂ ପରିବର୍ତ୍ତିତ ଚିତ୍ରକୁ ସୋସିଆଲ ମିଡିଆରେ ଶେୟାର କରିଛି। ପାକିସ୍ତାନର…
ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ! ମମତା ବାନାର୍ଜୀଙ୍କ ଝିଆରୀଙ୍କ ଆତ୍ମହତ୍ୟା, ସନ୍ଦେହଜନକ ଅବସ୍ଥାରେ…
କୋଲକାତା,୧।୯: ପଶ୍ଚିମବଙ୍ଗର ଟିଏମସି ସୁପ୍ରିମୋ ମମତା ବାନାର୍ଜୀଙ୍କ ଝିଆରୀଙ୍କ ଆତ୍ମହତ୍ୟା। ତାଙ୍କର ମୃତଦେହ ମଙ୍ଗଳବାର ବୀରଭୂମ ଜିଲାର ରାମପୁରହାଟରେ ରହସ୍ୟଜନକ ପରିସ୍ଥିତିରେ ଉଦ୍ଧାର ହୋଇଥିବା ପୋଲିସ କହିଛି। ମୃତକଙ୍କ ପରିଚୟ ବୃଷ୍ଟି ମୁଖାର୍ଜୀ ଘଟକ ଭାବେ ଜଣାପଡ଼ିଛି। ତାଙ୍କ ମୃତ୍ୟୁର ପ୍ରକୃତ…
ଚାଞ୍ଚଲ୍ୟ…ସିଗାରେଟ୍ ଜଳାଇବାକୁ ମାଗିରେ ଦିଆସିଲି, ମନା କରିବାରୁ….
ନୂଆଦିଲ୍ଲୀ,୧।୯: ଦିଆସିଲି ମାଗିବାକୁ ନେଇ ଆରମ୍ଭ ହୋଇଥିବା ସାମାନ୍ୟ ବଚସା ଶେଷରେ ନେଇଗଲା ଜଣଙ୍କ ଜୀବନ। ଆନ୍ଧ୍ରପ୍ରଦେଶର ବାପଟଲା ଜିଲା ବେମୁରୁ ମଣ୍ଡଳର ୱେଲାବାଡୁ ଗାଁରେ ଘଟିଛି ଏଭଳି ଚାଞ୍ଚଲ୍ୟକର ଘଟଣା। ସିଗାରେଟ୍ ଜଳାଇବା ପାଇଁ ଦିଆସିଲି ମାଗିବାକୁ ନେଇ ଦୁଇଜଣଙ୍କ…
ଖାଦ୍ୟ ଖୋଜି ଗାଁରେ ଭାଲୁ! ରାତି ଅଧରେ ମନ୍ଦିରରେ ପଶି ନେଇଗଲା ଘିଅ ଡବା, ଭୟରେ ଗ୍ରାମବାସୀ
ନବରଙ୍ଗପୁର,୧।୯(ସଦାଶିବ ପ୍ରହରାଜ): ଭାଲୁ ଖୋଜୁଛି ଖାଦ୍ୟ ଠିକଣା । ଖାଦ୍ୟ ଅନ୍ୱେଷଣରେ ଜଙ୍ଗଲ ଛାଡି ଜନ ବସତି ମୁହାଁ ଭାଲୁ । ନବରଙ୍ଗପୁର ଜିଲା ତେନ୍ତୁଳୀଖୁଣ୍ଟି ବ୍ଲକ୍ କୁକୁଡ଼ାବାଇ ଗାଁରୁ ସାମ୍ନାକୁ ଆସିଛି ଏଭଳି ଘଟଣା । ଖାଦ୍ୟ ଅନ୍ୱେଷଣରେ ଆସି…

